୪୫ଟି ପଦବୀକୁ ଅନୁମୋଦନ ମିଳିଥିବା ବେଳେ ପ୍ରତି କେନ୍ଦ୍ରରେ ୧୫ କର୍ମଚାରୀ ରହିବେ ।
ଯୋଜନା ପୁରା ବାଟବଣା ବୋଲି ଅଭିଯୋଗ ଭିତରେ ବିଭାଗୀୟ ମନ୍ତ୍ରୀ କିନ୍ତୁ କହିଛନ୍ତି ରାଜ୍ୟରେ ମହିଳାମାନେ ମିଶନ ଶକ୍ତି ଜରିଆରେ କୋଟି କୋଟି ଟଙ୍କା ରୋଜଗାର କରୁଛନ୍ତି।
କେଉଁଠି SHG ନାଁରେ କାର୍ଯ୍ୟାଦେଶ ଥାଇ ଠିକାଦାର କାମ କରୁଛି ତ ପୁଣି କେଉଁଠି ଦଳୀୟ ଭିତ୍ତିରେ ୱାର୍କଅର୍ଡର ବଣ୍ଟାଯାଉଥିବା ଅଭିଯୋଗ।
ଓଟିଭିରେ ଖବର ପ୍ରସାରଣ ପରେ ଗୋଟିଏ ପଟେ ବୃଦ୍ଧାଙ୍କୁ ୬ ମାସର ବକେୟା ଭତ୍ତା ଟଙ୍କା ମିଳିଛି, ଅନ୍ୟପଟେ ବିଡିଓ ତାଙ୍କ ଘରକୁ ଯାଇ ଅଭାବ ଅସୁବିଧା ବୁଝିଛନ୍ତି।
ଝାରସୁଗୁଡ଼ା ପ୍ରତି ହୋଇଥିବା ଅନ୍ୟାୟ ପାଇଁ ସାଧାରଣ ଲୋକ ଏହି ନିର୍ବାଚନ ଲଢୁଛନ୍ତି ବୋଲି କହିଛନ୍ତି ଟଙ୍କଧର ।
ମୁଣ୍ଡ ଉପରେ ଡହ ଡହ ଖରା, ପାଦ ତଳେ ତତଲା କଡ଼େଇରେ ସିଝିଥିବା ପିଚୁ ରାସ୍ତା। ତା’ଭିତରେ ଖାଲି ପାଦରେ ଧିରେ ଧିରେ ଆଗକୁ ବଢୁଛନ୍ତି ୭୦ ବର୍ଷୀୟ ବୃଦ୍ଧା।
ଖାଲି ପାଦରେ ପେନ୍ସନ୍ ପାଇଁ କୋଷେ ଦୂର ଚାଲି ଚାଲି ଯାଉଛନ୍ତି ବୃଦ୍ଧା । ପ୍ଲାଷ୍ଟିକ ଚୌକିଟିଏ ଭରସା ମାତ୍ର ।
ନୂଆପଡ଼ାରୁ ଉଦ୍ଧାର ହୋଇଥିବା ବାଘ ସୁସ୍ଥ ଅଛି। ଅଂଶୁଘାତ ନା କେଉଁ କାରଣରୁ ସେ ଅସୁସ୍ଥ ହୋଇଥିଲା, ତାହା ନିରୀକ୍ଷଣ କରାଯାଉଛି ।
ଆଜି ପୋଲିସ ସେବା ଭବନରେ ସ୍ୱତନ୍ତ୍ର ସିକ୍ୟୁରିଟି ୱିଙ୍ଗ୍ କମାଣ୍ଡ ସେଣ୍ଟରର ଉଦଘାଟନ କରିଛନ୍ତି ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ।
ଅଳ୍ପ ସମୟରେ ଯାତ୍ରୀମାନେ ନିର୍ଦ୍ଧାରିତ ସ୍ଥାନରେ ପହଞ୍ଚି ପାରୁଛନ୍ତି । ଭାରତୀୟ ରେଳବାଇ ପକ୍ଷରୁ ଅନେକ ହାଇ ସ୍ପିଡ୍ ଟ୍ରେନ୍ ମଧ୍ୟ ଚଳାଚଳ କଲାଣି ।
ଜଙ୍ଗଲ ଭିତରେ ପିଇବାକୁ ମିଳିଲାନି ପାଣି । ଖୋଜି ଖୋଜି ନୟାନ୍ତ ହୋଇଯିବା ପରେ ଶେଷରେ ହାତୀର ଜୀବନ ଚାଲିଗଲା ।
ଭଦ୍ରକ-କେନ୍ଦୁଝର ସୀମା ଆପଣ୍ଡା ଛକରେ ଦୁଇ ଦିନ ପାଇଁ ୧୪୪ ଧାରା ଜାରି କରିଛି ପ୍ରଶାସନ
ଇଚ୍ଛା ଥିଲେ ଉପାୟ ଆପେ ଆପେ ଆସେ। ଆର୍ଥିକ ସ୍ଥିତି ଭଲ ନଥିବାରୁ ଅଟୋ ଚଳାଉଛନ୍ତି । ୨୦ ବର୍ଷର ଯୁବତୀ। ଯେତିକି ରୋଜଗାର ହେଉଛି ସେତିକିରେ ଚଳୁଛି ପରିବାର..
ଆଲୋ ଏଠି କଣ ହେଉଛି.. ଭାଇ ଆମର ବାଲାନ୍ସ ପରୀକ୍ଷା ଦେଉଛନ୍ତି..
ଖରା ବଢୁଛି,ତାଳ ଦେଇ ତାତି ବି ବଢୁଛି । ଅସହ୍ୟ ହେଲାଣି ଗରମ, ତାତିରେ ଅତିଷ୍ଠ ଜୀବଜଗତ । ସେଥିରୁ ପଶୁପକ୍ଷୀ ମାନେ ବାଦ୍ ପଡ଼ିବେ ବା କେମିତି? ବାଲେଶ୍ୱର ଖଇରା ବ୍ଲକ ଡୁଙ୍ଗୁରା ପଞ୍ଚାୟତ ବାଣପୁର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ପୁରାତନ ଛାତ୍ର ଯେଉଁ ନୂଆ ପ୍ରୟାସ କରିଛନ୍ତି ତାହାକୁ ନେଇ ଏବେ ସ୍ଥାନୀୟ ଅଂଚଳରେ ଭାରି ଚର୍ଚ୍ଚା ।
ବଣମଲ୍ଲୀ ବଣରେ ମଉଳି ଯାଇନି.. ପିଲାଟି ଦିନରୁ ବାପା ମାଆ ଛେଉଣ୍ଡ ବୁଦ୍ରି, ନିଜ ପରିଶ୍ରମ ଓ ନିଷ୍ଠା ବଳରେ ଦୁବାଇ ଯିବାକୁ ମନୋନୀତ ହୋଇଛନ୍ତି..
ସମସ୍ତଙ୍କ ସହଯୋଗ ଲାଗି ଜିଲ୍ଲାପାଳ ଅନୁରୋଧ କରିଛନ୍ତି ।
ଇଣ୍ଟରନେଟ୍ ସେବା ସମ୍ପୂର୍ଣ୍ଣ ବ୍ୟାନ୍ ରହିଥିବା ବେଳେ ଶୋଭାଯାତ୍ରା ରାସ୍ତାରେ କୋହଳ ରହିଛି ୧୪୪ ଧାରା।
ଓଡିଶା ସରକାର ୮.୫ ମିଟର ଲମ୍ବରୁ ଛୋଟ ଆକାରର ଉଭୟ ଯନ୍ତ୍ରଚାଳିତ ଓ ଅଣଯନ୍ତ୍ରଚାଳିତ ଡଙ୍ଗାକୁ ଅନୁମତି ଦେଇଥିବାରୁ ଆପତ୍ତି ଉଠାଇଛନ୍ତି ଟ୍ରଲର ମାଲିକ ଓ କର୍ମଚାରୀ ।
ବିଏମସିର କହିବା ଅନୁଯାୟୀ, ଲୋକଙ୍କ ଭିତରେ ପାର୍କିଂ ସ୍ଥଳକୁ ନେଇ ସଚେତନତା ସୃଷ୍ଟି କରାଯାଉଛି। ମାଇକ ଯୋଗେ ପ୍ରଚାର ମଧ୍ୟ କରାଯାଉଛି।
ଖୋର୍ଦ୍ଧା ଜିଲ୍ଲାରେ ପୁଣି ସକ୍ରିୟ ମାନବବାଦ ସଙ୍ଗଠନ। ଉତ୍କଳ ଦିବସ ଅଭିନନ୍ଦନ ଆଳରେ ଜିଲ୍ଲାର ଖୋର୍ଦ୍ଧା ଓ ବେଗୁନିଆ ବ୍ଲକର ବିଭିନ୍ନ ଆଦିବାସୀ ଗାଁରେ ଲାଗିଲାଣି ସଂଗଠନର ମୁଖ୍ୟ ମାନସ ଦାସ ଫଟୋ ଲଗା ବ୍ୟାନର । ସ୍ଥାନୀୟ ଲୋକେ ମଧ୍ୟ ବର୍ତ୍ତମାନର ଶାସନ ଉପରୁ ଆସ୍ଥା ହରାଇବା କହିବା ସହିତ ସେମାନଙ୍କ ଅଭାବ ଅସୁବିଧାକୁ ନେଇ ବ୍ୟବସ୍ଥା ଉପରେ ବର୍ଷିଛନ୍ତି। ନିଜ ଅଧିକାର ପାଇଁ ନିଜେ ଲଢିବାକୁ ଦେଇଛନ୍ତି ଚେତାବନୀ। ସେପଟେ ଖୋର୍ଦ୍ଧାର ବିଧାୟକ କହିଛନ୍ତି ସରଳ ଆଦିବାସୀ ମାନଙ୍କୁ ସମ୍ବିଧାନ ବିରୋଧରେ ଉସୁକା ଯାଉଛି। ଏହା ବିରୋଧରେ ପଦକ୍ଷେପ ନିଆଯିବ।
ସମ୍ବଲପୁରରେ ଆରମ୍ଭ ହେଲା ହନୁମାନ ଜୟନ୍ତୀ ଶୋଭାଯାତ୍ରା । ଶୋଭାଯାତ୍ରା ପାଇଁ ସମ୍ବଲପୁରରେ ଅଭୁତପୂର୍ବ ସୁରକ୍ଷା ବ୍ୟବସ୍ଥା ।
ସର୍ବନିମ୍ନ ସୁବିଧା ସୁଯୋଗରୁ ବଞ୍ଚିତ ଆଦିବାସୀ ବି ଗୁରୁଜୀଙ୍କ ଉପଦ୍ରବୀ ଚେହେରାକୁ ଭୁଲି ତାଙ୍କ ଫଟୋ ଥିବା ଗଞ୍ଜି ପିନ୍ଧିବା ସହ ବ୍ୟବସ୍ଥା ବିରୋଧରେ ବର୍ଷିଲେଣି ।
କାନ୍ଥରେ ଲାଗିଥିଲା ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡିଙ୍କର ।
ବିଦ୍ୟାଳୟ ପରିଚାଳନା କମିଟି ଗଠନ ନହେବା କାରଣରୁ ଜିଦରେ ଅଟଳ ଅଭିଭାବକ ଓ ଗ୍ରାମବାସୀ । ଦିନେ କି ଦୁଇଦିନ ନୁହେଁ ବରଂ ୫ଦିନ ହେବ ବିଦ୍ୟାଳୟରେ ତାଲା ପଡିଥିବା ବେଳେ ଛାତ୍ରଛାତ୍ରୀ ଆସୁ ନାହାଁନ୍ତି । ଶିକ୍ଷକ ଓ ଶିକ୍ଷୟତ୍ରୀ ଆସୁଥିଲେ ବି ସ୍କୁଲ ବାହାରେ ବସିବସି ଫେରୁଛନ୍ତି । ତେଣୁ ପିଲାଙ୍କ ଭବିଷ୍ୟତକୁ ନେଇ ଅନ୍ଧାରରେ ଅଭିଭାବକ