ବାସୁଦେବପୁର ବ୍ଲକ ଗମେଇ ନଦୀରେ କୁମ୍ଭୀର ଦେଖା ଦେଇଛି । ଗମେଇ ନଦୀର ନନ୍ଦପୁର ନିକଟରେ ଏକ କୁମ୍ଭୀର ଶୋଇଥିବା ସ୍ଥାନୀୟ ଲୋକେ ଦେଖିଛନ୍ତି ।
ଏଠାରେ ଲୋକଙ୍କ ପାଖରେ ଟଙ୍କାର ଅଭାବ ନାହିଁ କିମ୍ବା ସେମାନଙ୍କ ଆର୍ଥିକ ସ୍ଥିତି ଖରାପ ନୁହେଁ । ତଥାପି ସରକାର ସବୁ ଦାୟିତ୍ୱ ନେଇଥାନ୍ତି ।
ଦୀର୍ଘ ୧୩ ବର୍ଷ ଧରି ଯନ୍ତ୍ରଣା ପାଉଥିଲେ ମହିଳା, SCB ଡାକ୍ତର ଦେଲେ ନୂଆ ଜୀବନ ।
ବର୍ଦ୍ଧିତ ବେତନ ପିଛିଲା ଭାବେ ୩ ମାସ ମଧ୍ୟରେ ଦେବାକୁ ନିର୍ଦ୍ଦେଶ । ୨୦୧୮ ଜୁନ୍ ପହିଲାରୁ ପିଛିଲା ଭାବେ ଦେବାକୁ ନିର୍ଦ୍ଦେଶ ଦେଲେ କୋର୍ଟ ।
୩ ମାସ ଲାଗି ଆନ୍ଦୋଳନକୁ ସ୍ଥଗିତ ରଖି ଡ୍ରାଇଭର ମହାସଂଘର ଚେତାବନୀ । ‘ଦାବି ପୂରଣ ନହେଲେ ୯୧ ଦିନରେ ନବୀନ ନିବାସ ସାମ୍ନାରେ ଆତ୍ମାହୁତି’ ।
ତୃତୀୟ ଦିନରେ ବି ସନ୍ତୁଳି ହେଉଛନ୍ତି ସାଧାରଣ ଜନତା । ଇନ୍ଧନ, ଅତ୍ୟାବଶ୍ୟକ ସାମଗ୍ରୀ ଓ ଯାତ୍ରୀ ପରିବହନ ସବୁଠି ପ୍ରଭାବ ।
ବର୍ତ୍ତମାନ ପରୀକ୍ଷାର ଋତୁ। ପ୍ରତ୍ୟେକ ପିଲା ଚାହାନ୍ତି ପରୀକ୍ଷାରେ ଭଲ ମାର୍କ ଆଣିବା । ଏଭଳି କ୍ଷେତ୍ରରେ ଅନେକ ପିଲା ଅଛନ୍ତି ଯେଉଁମାନେ ପରୀକ୍ଷାର ପୂର୍ବ ରାତିରେ ଅନିଦ୍ରା ହୋଇ ପ୍ରସ୍ତୁତ ହୁଅନ୍ତି। ଆପଣ ଜାଣିଛନ୍ତି କି, ଏହା ଅନେକ ସମସ୍ୟାର କାରଣ ହୋଇଥାଏ। ଆସନ୍ତୁ ଜାଣିବା…
ଜଣେ ବ୍ୟକ୍ତି ଜାଣିବାକୁ ପାଇଲେ ଯେ ତାଙ୍କର ପତ୍ନୀ ଏବଂ ତାଙ୍କ ସନ୍ତାନମାନଙ୍କର ମା’ ପ୍ରକୃତରେ ତାଙ୍କ ନିଜ ରକ୍ତର ଭଉଣୀ । ଏହାପରେ ତାଙ୍କ ବୈବାହିକ ଜୀବନ ସମ୍ପୂର୍ଣ୍ଣ ଓଲଟପାଲଟ ହୋଇଯାଇଥିଲା ।
କାଳେ ପେଟ୍ରୋଲ ଅଭାବ ଦେଖା ଦେବ, ଲୋକଙ୍କୁ ସେହି ଡର ଘାରିଛି । ତେଣୁ ଲୋକଙ୍କ ଏହି ଭିଡ଼ ଦେଖା ଦେଇଛି । କେତେକ ସ୍ଥାନରେ ପେଟ୍ରୋଲ ପମ୍ପରେ ତେଲ ପୁରା ସରିଯାଇଥିବାର ସୂଚନା ମିଳିଛି ।
ଏକପ୍ରକାର ଠପ୍ ହୋଇଯାଇଛି ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ।
ଡ୍ରାଇଭରଙ୍କ ଆକ୍ରମଣରେ କିଛି ପୋଲିସ ଆହତ ହୋଇଥିବା ସୂଚନା ।
ପ୍ରଚଳିତ ସଂରକ୍ଷଣ ବ୍ୟବସ୍ଥା ଅନୁସାରେ ରାଜ୍ୟରେ ଏବେ ମାତ୍ର ୧୧.୨୫ ପ୍ରତିଶତ ସଂରକ୍ଷଣ ସୁବିଧା ପଛୁଆବର୍ଗଙ୍କୁ ମିଳୁଛି।
ନୋଟିସ ସତ୍ତ୍ୱେ ଆଇପିଏସ୍ ଏନ୍.ବି. ଭାରତୀ କୌଣସି ଉତ୍ତର ଦେଉନାହାଁନ୍ତି ।
ପୋଲିସ କମିଶନରଙ୍କ ସହ ଆଲୋଚନା ପରେ ଆନ୍ଦୋଳନ ହଟିଲା
କାନ୍ଭାସ୍ରେ ତିଆରି କରୁଛନ୍ତି ସୁନ୍ଦର ସୁନ୍ଦର କଳାକୃତି । ଶ୍ରୀଜଗନ୍ନାଥଙ୍କ ଠାରୁ ଆରମ୍ଭ କରି ରାଧାକୃଷ୍ଣ, ଗଣେଶ ଓ ନାନା ଡିଜାଇନ୍ର ସିନେରୀ ପର୍ଯ୍ୟନ୍ତ ଚିତ୍ର ତାଙ୍କ କାନଭାସ୍ରେ ଦେଖିବାକୁ ମିଳୁଛି ।
Rent Agreement କାହିଁକି କରାଯାଏ, କ’ଣ ସୁବିଧା ମିଳେ ?
୧୦ ଦଫା ଦାବି ନେଇ ଷ୍ଟିୟରିଂ ଛାଡ଼ି ଅନିର୍ଦ୍ଦିଷ୍ଟ କାଳ ପାଇଁ ଆନ୍ଦୋଳନକୁ ଓହ୍ଲାଇଛି ମହାସଂଘ ।
୧୦ ଦଫା ଦାବିରେ ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ । ଧର୍ମଘଟ ନିଷ୍ପତ୍ତିରେ ଅଟଳ ଓଡ଼ିଶା ଡ୍ରାଇଭର ସଂଘ ।
ଆଇନଶୃଙ୍ଖଳା ସ୍ଥିତି ଉପୁଜିଲେ ତାକୁ ପ୍ରତିହତ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ବି ବସ ମାଲିକ ସଂଘ ଚିଠି ଲେଖିଛି ।
ଏନେଇ ବର୍ଷାଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ ।
ଢେଙ୍କାନାଳ ଜିଲ୍ଲାରେ ଚାଷ କରି ସାଉଁଟିଛନ୍ତି ଅନେକ ପ୍ରଶଂସା
ଏହି ଗାଁରେ ରହିବା ପାଇଁ ଲୋକଙ୍କୁ ପାଖାପାଖି ୫୦ ଲକ୍ଷ ଟଙ୍କାର ଅଫର୍ ଦିଆଯାଉଛି। ଆପଣ ଭାବୁଥିବେ କାହିଁକି ଏଭଳି ଅଫର୍ ଦିଆଯାଉଛି ? କ’ଣ ରହିଛି ଏହା ପଛର କାରଣ, ଆସନ୍ତୁ ଜାଣିବା...
ହୁତୁ ହୁତୁ ହୋଇ ଜଳୁଛି ଜଙ୍ଗଲ। ଏଥିରେ ଲାଗି ପାରୁନି ରୋକ୍। ପ୍ରାୟ ୧୫ ହଜାର ସ୍ଥାନରେ ନିଆଁ ଲାଗିଥିବା ପଛରେ ନିଆଁ ଲିଭାଇବା କାମରେ ବନ କର୍ମଚାରୀ ଲାଗିଛନ୍ତି।
ଜନବସତି ମୁହାଁ ଜଙ୍ଗଲ ଯନ୍ତୁଙ୍କୁ ନେଇ ଚିନ୍ତା । ନିଆଁ ଲଗାଉଥିବା ବ୍ୟକ୍ତି ସମ୍ପର୍କରେ ଖବର ଦେଲେ ୧୦ ହଜାର ପୁରସ୍କାର ।