ନିରଜ ଏବଂ ତାଙ୍କ ପତ୍ନୀ ରୁବି ଦେବୀ ୨୦୦୯ ମସିହାରେ ବିବାହ କରିଥିଲେ । ଉଭୟଙ୍କ ୪ଟି ସନ୍ତାନ ମଧ୍ୟ ରହିଛି ।
ଉପାନ୍ତ ଅଞ୍ଚଳର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ହେଉ କି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଅଥବା ସରକାରୀ ମେଡିକାଲ କଲେଜ, ସବୁଠି ଲାଗିବ ବାୟୋମେଟ୍ରିକ୍ ମେସିନ୍ ।
ହେଲେ ମୃତ୍ୟୁ ଆଗରେ ମିଛ ହୋଇଗଲା ସବୁ ପ୍ରତିଶ୍ରୁତି । ଅଫେରା ରାଇଜକୁ ଫେରିଯାଇଛନ୍ତି ପୋଖତ ଅଭିନେତା ପିଣ୍ଟୁ ନନ୍ଦ ।
ଲୋକଙ୍କୁ ଡରି ବାଘଟି ଟିମନା ଗାଁ ପାଖ ଏଇ ଲଣ୍ଡା ପାହଡ଼ରେ ଥିବା ବୁଦୁବୁଦିକିଆ ଜଙ୍ଗଲରେ ଲୁଚିଥିବାରୁ ଦିନ ବେଳା ଖୋଜାଖୋଜି ପରେ ରାତିକୁ ଲମ୍ବିଥିଲା ଅପରେସନ୍ ।
ରାଜ୍ୟରେ ୧୦ ହଜାର ୭୧୯ କ୍ୟାଡର ପୋଷ୍ଟ ଥିବା ବେଳେ ମାତ୍ର ୪୦ରୁ ୪୫ ପ୍ରତିଶତ ଡାକ୍ତରରେ କାମ ଚାଲିଛି । ତେଣୁ ସରକାର ଡାକ୍ତରମାନଙ୍କୁ ୨୪ ଘଣ୍ଟା କାମରେ ଖଟାଉଛନ୍ତି ।
ଏହି ପ୍ରେମ କାହାଣୀ କୌଣସି ଯୁବ ପିଢ଼ିଙ୍କର ନୁହେଁ । ଏହି ପ୍ରେମ କାହାଣୀରେ ଥିବା ଦୁଇ ପ୍ରେମୀ ଯୁଗଳଙ୍କ ବୟସ ୭୦ ଉପରେ ।
ଗତ ମଙ୍ଗଳବାର ସନ୍ଧ୍ୟାରେ ଶିଶୁ କନ୍ୟାଟି ଘର ବାହାରେ ଖେଳୁଥିବା ବେଳେ ପାଖରେ ଥିବା ବଡ଼ ଭାଇ ଭଉଣୀମାନେ ଅଳ୍ପ ସମୟ ପାଇଁ ଘର ଭିତରକୁ ଯାଇଥିଲେ ।
ବିଧିବଦ୍ଧ ଭାବେ ଗ୍ରହଣ କରିଛନ୍ତି ରାଜ୍ୟର ମୁଖ୍ୟ ଶାସନ ସଚିବ ଦାୟିତ୍ୱ ।
ଶ୍ରୀମନ୍ଦିରରୁ ଆଶିଷ ନେବା ପରେ ଦାୟିତ୍ୱ ଗ୍ରହଣ କଲେ ବାବୁ ନମ୍ବର ୱାନ୍ ତଥା ମୁଖ୍ୟ ସଚିବ ପ୍ରଦୀପ ଜେନା ।
ଏଥିରେ ରାଜ୍ୟର ବିଶିଷ୍ଟ ମହିଳା ଓ ଯୁବତୀ ମାନଙ୍କ ସଫଳତାର ଯାତ୍ରା ସଂପର୍କରେ ଆଲୋଚନା କରାଯାଇଥିଲା ।
ଗଲା କିଛି ଦିନ ଧରି ଚିକିତ୍ସାଧୀନ ଥିବା ଅନ୍ୟ ଏକ ମାଈ ହାତୀ ବି ଗତକାଲି ଆଖି ବୁଜିଛି ।
ବିଧାନସଭାରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ଉତ୍ତର । ଶିକାର ପାଇଁ ମାତ୍ର ୬ ହାତୀ ମରିଛନ୍ତି । ମନ୍ତ୍ରୀଙ୍କ ତଥ୍ୟକୁ ନେଇ ଆଶ୍ଚର୍ଯ୍ୟ ଚକିତ ପରିବେଶବିତ ।
ଦୁଇଟି ବୁଲା କୁକୁର ମେଡିକାଲ ଭିତରେ ପଶିଲେ ଆଉ ସେଥିରୁ ଗୋଟିଏ କୁକୁର ମାସକର ଛୁଆକୁ ଦାନ୍ତରେ କାମୁଡ଼ି ନେଇ ବାହାରକୁ ଚାଲିଗଲା । ଏହି ପୁରା ଘଟଣା ମେଡିକାଲରେ ଲାଗିଥିବା ବିଭିନ୍ନ ସିସିଟିଭିରେ କଏଦ ହୋଇଛି ।
ଗୋଟିଏ କି ଯୋଡ଼ିଏ ନୁହେଁ ୧୦ରୁ ଅଧିକ ଫୁଲ୍ କୁଣ୍ଡ ସେମାନେ ନିଜ ଗାଡ଼ିରେ ଭର୍ତ୍ତି କଲେ । ଗାଡ଼ିର ନମ୍ବର ପ୍ଲେଟ୍ରୁ ଜଣାପଡ଼ୁଛି ଏହା କୌଣସି ଜଣେ VIP ଲୋକଙ୍କ ଗାଡ଼ି ।
ଖବର ପାଇ ପୋଲିସ ପହଞ୍ଚି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି। ମୃତକଙ୍କ ପରିବାରକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ୬ ଲକ୍ଷ ଟଙ୍କାର ସହାୟତା ଘୋଷଣା କରାଯାଇଛି।
ଶିକ୍ଷକଙ୍କୁ ଆନ୍ଦୋଳନରୁ ଓହରିବାକୁ ମନ୍ତ୍ରୀଙ୍କ ନିବେଦନ । ପିଲାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ସହଯୋଗ ପାଇଁ ନିବେଦନ ।
ଡେବ୍ରିଗଡ଼କୁ ବ୍ୟାଘ୍ର ଅଭୟାରଣ୍ୟ ଘୋଷଣା ପାଇଁ ଏନଟିସିଏର ସୁପାରିଶ । ଏବେ ରାଜ୍ୟ ସରକାରଙ୍କ ବିଜ୍ଞପ୍ତିକୁ ଅପେକ୍ଷା ।
ୟୁଟ୍ୟୁବ୍ରେ ଜଣେ ସାପ ଧରିବା କୌଶଳ ଦେଖି ବ୍ରିଟେନ୍ରୁ ଓଡ଼ିଶା ଆସିଛନ୍ତି ଏହି ଦମ୍ପତି । ଭଦ୍ରକରେ ରହୁଥିବା ସାପଧରାଳି ମିର୍ଜା ଆରିଫଙ୍କୁ ଭେଟିଛନ୍ତି ଏହି ଦମ୍ପତି । ଜୀବଜନ୍ତୁଙ୍କୁ ଭଲ ପାଉଥିବା ଏହି ବିଦେଶୀ ଦମ୍ପତି ଭଦ୍ରକରେ ପହଞ୍ଚି ଗତ ଶୁକ୍ରବାର ମିର୍ଜାଙ୍କୁ ଭେଟି ତାଙ୍କର ଖୁବ୍ ପ୍ରଶଂସା କରିଛନ୍ତି...
କୃତିତ୍ୱ ହାସଲ କରିଥିବା କନଷ୍ଟେବଳ ଓ ହାବିଲଦାରଙ୍କୁ ତଦନ୍ତ କ୍ଷମତା ପ୍ରଦାନ ପାଇଁ ସରକାର ବିଜ୍ଞପ୍ତିରେ ଉଲ୍ଲେଖ କରିଥିଲେ ।
କମ୍ପାନୀ ଖୁବଶୀଘ୍ର ବାଲେଶ୍ୱର ସୋରଠାରେ ରାଜ୍ୟର ପ୍ରଥମ LNG ପମ୍ପ ଖୋଲିବ ।
ପୁରୁଣା ଯାନବାହନଗୁଡ଼ିକ କ୍ଷେତ୍ରରେ ଭେଇକିଲ ଲୋକେସନ୍ ଟ୍ରାକିଂ ଡିଭାଇସ୍ ଓ ପାନିକ ବଟନ୍ ବାଧ୍ୟତାମୂଳକ ଅବଧିକୁ ୨୦୨୩ ଜୁନ ୩୦ ଯାଏଁ ବୃଦ୍ଧି କରାଯାଇଛି ।
ଟାର୍ଗେଟ୍ ସରିଯାଇଥିବା କହି ମଣ୍ଡି କର୍ତ୍ତୃପକ୍ଷ କୁଆଡ଼େ ଧାନ କିଣୁ ନଥିଲେ ।
ପୁରା ଦକ୍ଷିଣ ଭାରତ ଶୈଳୀରେ ନିର୍ମିତ ହୋଇଥିବା ଏହି ମନ୍ଦିରର ମୁଖଶାଳା ୮୬ ଫୁଟ୍ ଉଚ୍ଚ ହୋଇଥିବା ବେଳେ ମୁଖ୍ୟ ମନ୍ଦିରର ଉଚ୍ଚତା ହେଉଛି ୬୫ ଫୁଟ ।
ମଣ୍ଡିରେ ଚାଷୀର ଜୀବନ ନେଲା ହତାଶାର ନିଆଁ । ୨୩ ଦିନ ଧରି ଧାନ ଉଠିବାରୁ ଚାଷୀ ମୃତ୍ୟୁ ଅଭିଯୋଗ ।
ମାର୍ଚ୍ଚ ୧୫ ସୁଦ୍ଧା ଏହି ଗାଡ଼ି ଗୁଡ଼ିକୁ ସ୍କ୍ରାପ୍ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି।