ଯେଉଁ ଜମିରେ ଦିନେ ଗାଈ ଗୋରୁ ଘାସ ଚରୁଥିଲେ ସେଠି ଏବେ ନିର୍ମାଣ ହୋଇଛି ପୋଖରୀ,ପାର୍କ,ବଡ଼ ବଡ଼ କୋଠା । ଅନେକ ଗୋଚର ଜମିକୁ ମୁଷ୍ଟିମେୟ ଲୋକ ଜବରଦଖଲ କରିଛନ୍ତି । ଏବେ ଗାଈଗୋରୁଙ୍କ ଚରାବୁଲା ପାଇଁ ଗୋଚର ଜମି ଗୁଡିକ କେବଳ ସରକାରୀ କାଗଜ କଲମରେ ରହିଯାଇଛି....
ଅନେକ ମନ୍ଦିରରେ ଦେଖିବାକୁ ମିଳିଲାଣି ଆପ୍ ସେବା । ଯାହା ଦ୍ୱାରା ଶ୍ରଦ୍ଧାଳୁମାନେ ଭଗବାନଙ୍କ ଦର୍ଶନ ସହ ବିଭିନ୍ନ ସୁବିଧା ପାଇପାରିବେ ।
ବର ଜନ୍ମରୁ ଦୃଷ୍ଟି ବାଧିତ ଥିବା ଜାଣି ମଧ୍ୟ ସାତ ଜନ୍ମର ସାଥି କରିବାକୁ ନିଷ୍ପତ୍ତି ନେଇଥିଲେ ଯୁବତୀ ଜଣକ । ଏଭଳି ନିଆରା ବିବାହ ଦେଖିବାକୁ ମିଳିଛି ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ଦୋମୁହାଣୀ ଗ୍ରାମରେ ।
ଦିନେ ଥିଲେ ଦିଲ୍ଲୀର ସବୁଠାରୁ ଧନୀ ମହିଳା
ମୁଁ ବିବାହ କରୁବାକୁ ଥିବା ଯୁବକ ଜଣକ ଏବେ ଚାକିରି ହରାଇଛନ୍ତି . .
ମା’ ବଦଳରେ ଯଦି ବାପା ଗର୍ଭରେ ପିଲା ବଢ଼େ ? ତା’ହେଲେ ଆପଣ କ’ଣ କହିବେ ? ଶୁଣିବାକୁ ଅଜବ ଲାଗୁଥିଲେ ମଧ୍ୟ କେରଳର କୋଝିକୋଡରେ ଏଭଳି ଅଭୂତପୂର୍ବ ଘଟଣା ଘଟିଛି।
ଜାତୀୟ ଗଣମାଧ୍ୟମରେ ଦିଆଯାଇଥିବା ସୂଚନା ଅନୁସାରେ ପୃଥିବୀର କକ୍ଷପଥ ବାହାରେ ୧୨ ନୂତନ ଚନ୍ଦ୍ର ଆବିଷ୍କାର କରାଯାଇଛି ।
ବୈଜ୍ଞାନିକ ମାନେ ସୁଇସାଇଡ୍ ପ୍ଲାଣ୍ଟକୁ ନେଇ ବଡ଼ ତଥ୍ୟ ମଧ୍ୟ ରଖିଛନ୍ତି ।
ପୁଣି ଥରେ ହଂକଂ ସରକାର ପକ୍ଷରୁ ନିବେଶକ ତଥା ବଡ଼ ବଡ଼ ବ୍ୟବସାୟୀ ଏବଂ ପର୍ଯ୍ୟଟକଙ୍କୁ ଆମନ୍ତ୍ରଣ କରାଯାଇଛି ।
ବିମାନରେ ଟିକେଟ କରିବାକୁ ପଡ଼ିବ ବୋଲି ନିଜ କୁନି ଛୁଆକୁ ବିମାନବନ୍ଦରରେ ଛାଡ଼ି ଚାଲିଗଲେ ।
ଟନେଲ ମାଧ୍ୟମରେ ସେମାନେ ଅଳଙ୍କାର ଦୋକାନ ଭିତରକୁ ଯାଇ ଚୋରି କରିବାର ପ୍ଲାନ୍ କରିଥିଲେ । ହେଲେ ସବୁ ପ୍ଲାନ୍ ଫ୍ଲପ୍ ହୋଇଗଲା ।
ଏହି ପୁରା ପରିବାର ଗାଁର ପ୍ରାୟ ଦୁଇ ଏକର ଜାଗାରେ ବସବାସ କରନ୍ତି ।
ସାରଙ୍କୁ ଘରଯାଏ ଛାଡିବାକୁ ପୁରାତନ ଛାତ୍ରଛାତ୍ରୀ ବି ଧାଇଁ ଆସିଛନ୍ତି।
ପ୍ରଧାନ ଶିକ୍ଷୟତ୍ରୀ ବିଦ୍ୟାଳୟରେ କରିଛନ୍ତି କିଚେନ୍ ଗର୍ଡେନ ଠାରୁ ଆରମ୍ଭ କରି ଅନେକ କିଛି... ଦେଖିଲେ ଆପଣଙ୍କ ଆଖି ଲାଗିଯିବ
ଗୋଟିଏ ଜାଗାରେ ନିଆଁ ଲିଭାଇଲେ ଅନ୍ୟ ଜାଗାରେ ଜଳୁଛି। ପୁରା ଗାଁ ଆତଙ୍କିତ
ଭାରତୀୟ ସଂସ୍କୃତି ଓ ପରଂପରାକୁ ବଞ୍ଚାଇ ରଖିବା ସହ ବିଦ୍ୟାର୍ଥୀଙ୍କୁ ଶାସ୍ତ୍ର ସହ ଶସ୍ତ୍ର ଶିକ୍ଷା ଦିଆଯାଉଛି
ଏ ପ୍ରକାର ଫୁଲକୋବି ଦେଖିଲେ ଖୁସି ହୋଇଯିବେ ନିଶ୍ଚୟ
ନୂଆ ଜୀବନ ଦେଲା ମୂଷା । ନିଶ୍ଚିତ ମୃତ୍ୟୁରୁ ବଞ୍ଚିଗଲେ ୫ ଜଣ । କ’ଣ ଥିଲା ପୂରା ଘଟଣା ?
ପବନ୍ ୱେଡସ୍ କ୍ରିଷ୍ଟନ୍ । ପ୍ରେମ ପାଇଁ ସୀମା ସରହଦ ଡେଇଁଲେ । ଫେସବୁକରୁ ଆରମ୍ଭ ହୋଇଥିଲା ପ୍ରେମ । ଏବେ ଏକାଠି ହେଲେ ପ୍ରେମପକ୍ଷୀ ।
ସ୍ୱାଭିମାନ ଅଞ୍ଚଳରେ ସ୍ୱଇଚ୍ଛା ଓ ଉଦ୍ୟମରେ ପିଲାଙ୍କୁ ପାଠ ପଢ଼ାନ୍ତି ଯମୁନା ଦିଦି
କେବେ ସୁଟ୍ ବୁଟ୍ ପିନ୍ଧା ହାକିମ ବାବୁ ତ ପୁଣି କେତେ ବେଳେ ଅଞ୍ଚଳର ମଙ୍ଗଳ କାମନା କରି ଘଟ ବୁଡାଇ ପୂଜାରେ ବସୁଛନ୍ତି। ସାଧାରଣ ଲୋକଙ୍କ ସହ ସୁସମ୍ପର୍କ ସ୍ଥାପନ ସହିତ ଅଞ୍ଚଳର ମଙ୍ଗଳ କାମନା ବି କରୁଛନ୍ତି..
ସ୍ୱାଭିମାନ ଅଂଚଳର ଅଲୋଡା ଘୋଡା, ଜଙ୍ଗଲରେ କଟୁଛି ଦିନରାତି ! ଯେତେବେଳେ ବିଛିନ୍ନାଞ୍ଚଳ ଥିଲା, ସେତେବେଳେ ମୋର ଭାରି ଆଦର ଥିଲା। ଆଜି ଯେତେବେଳେ ସ୍ୱାଭିମାନ ଅଂଚଳ ହେଇଗଲା, ଗଡୁଛି ଅଟୋ ରିକ୍ସା, ବସ୍-ଟ୍ରକ୍। ସେଥିପାଇଁ ମୁଁ ଆଜି ଅଲୋଡା।
ପଞ୍ଚାୟତ ଠାରୁ ଆରମ୍ଭ କରି ଜିଲ୍ଲା ପ୍ରଶାସନ ପର୍ଯ୍ୟନ୍ତ ସମସ୍ତଙ୍କ ନିକଟରେ ଅଭିଯୋଗ କରିଥିଲେ ବି କୌଣସି ସୁଫଳ ମିଳିନଥିବା କହିଛନ୍ତି ଗ୍ରାମବାସୀ
ଏଣେ ଖଣ୍ଡଗିରି ମାଘ ମେଳା ପାଇଁ ପହଞ୍ଚିଲେଣି ଶତାଧିକ ସାଧୁ ସନ୍ଥ, ଚର୍ଚ୍ଚାରେ ନାଗାବାବା...ଅଖଣ୍ଡ ନାମଯଜ୍ଞରେ କଂପିବ ଚଉଦିଗ...
ମାତ୍ର ୩୫ ବର୍ଷ ବୟସରେ ବିଧାତା ତାଙ୍କୁ ପଙ୍ଗୁ କରିଦେଇଛନ୍ତି