• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Offbeat Updates

News Fuse
ପର ଲଢ଼େଇ ମଝିରେ ପଶିଲେ ଅବସ୍ଥା ଖରାପ

ଫିଲ୍ମ ଷ୍ଟାଇନରେ ବ୍ୟାକ୍ ଗିୟର ପକାଇ ମଝିରେ ପଶିଲେ । ଆଉ ତା ପରେ ଅବସ୍ଥା ଖରାପ । ଆରେ ବାପରେ..

  • Wednesday, 03 January 2024
Deer Park
ବନ୍ଦ ହେବ ୪୦ ବର୍ଷର କଟକ 'ଡିଅର ପାର୍କ'

ଆଉ ଦେଖିବାକୁ ମିଳିବେ ନାହିଁ କଟକ ସହର ଭିତରେ ଥିବା ଡିଅର ପାର୍କର ଚଳ ଚଂଚଳ ଜୀବ । ଗଲା ୪୨ ବର୍ଷ ଧରି ଉଭୟ ସହରବାସୀ ଓ ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଥିବା ଚିତ୍ରିତ ହରିଣ ମାନେ ଏବେ ଏଠାରୁ ସ୍ଥାନାନ୍ତର ହୋଇଯିବେ ।

  • Wednesday, 03 January 2024
  • Deer
BMC
ରାଜସ୍ୱ ଚିନ୍ତା, କଠୋର ହେଲା BMC

ରାଜସ୍ୱ ଆଦାୟ ଲକ୍ଷ୍ୟ ପୂରଣ ହୋଇନଥିବାରୁ କଡ଼ା ଆଭିମୁଖ୍ୟ ।

  • Tuesday, 02 January 2024
  • BMC
High Court Bench
'ବେଞ୍ଚ ପ୍ରତିଷ୍ଠା ପାଇଁ ଓଡ଼ିଶା ସରକାରଙ୍କର କୌଣସି ଆନ୍ତରିକତା ନାହିଁ'

ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗ, କେନ୍ଦ୍ର ଆଇନମନ୍ତ୍ରୀଙ୍କ ମତକୁ ନେଇ ଖବର ପରେ ମନ୍ତ୍ରାଳୟର ସ୍ପଷ୍ଟୀକରଣ `

High Court
ପୁଣି ଚର୍ଚ୍ଚାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ! ଆଉ ମହତ୍ତ୍ୱପୂର୍ଣ୍ଣ ନୁହେଁ କହିଲେ କେନ୍ଦ୍ରମନ୍ତ୍ରୀ

କେନ୍ଦ୍ର ଆଇନମନ୍ତ୍ରୀ ଅର୍ଜୁନ ରାମ ମେଘୱାଲଙ୍କ ଗୁରୁତ୍ବପୂର୍ଣ୍ଣ ମନ୍ତବ୍ୟ । ଇ-କୋର୍ଟରେ ମିଳୁଛି ହାଇକୋର୍ଟ ଭଳି ସୁବିଧା: କେନ୍ଦ୍ର ଆଇନମନ୍ତ୍ରୀ  ।

Pension Scheme
ନୂଆ ନିୟମ ! ପତ୍ନୀ ଚାହିଁଲେ ସ୍ୱାମୀ ପରିବର୍ତ୍ତେ ପିଲାଙ୍କ ନାଁରେ କରିପାରିବେ ପେନ୍‌ସନ୍‌

ମହିଳା କର୍ମଚାରୀ ଚାହିଁଲେ ନିଜର ନୋମିନି ନିଜେ ବାଛିପାରିବେ । ନୂଆ ନିୟମରେ ସ୍ପଷ୍ଟ ଭାବେ କୁହାଯାଇଛି ଯେ, ଜଣେ ମହିଳା ନିଜ ସ୍ୱାମୀଙ୍କ ପରିବର୍ତ୍ତେ ପିଲାଙ୍କୁ ପେନ୍‌ସନ୍‌ ନୋମିନି ଭାବେ ରଖିପାରିବେ ।

Jagannath Temple
ମହାପ୍ରଭୁଙ୍କୁ ଆସିଲା ରାମଲାଲାଙ୍କ ଡାକରା

ଅଯୋଧ୍ୟା ରାମ ମନ୍ଦିରରେ ଆସନ୍ତା ୨୨ ରେ ପ୍ରାଣ ପ୍ରତିଷ୍ଠା କରାଯିବ । ଦିନ ଯେତିକି ପାଖଉଛି, ଉତ୍କଣ୍ଠା ସେତିକି ବଢ଼ୁଛି ।

traditional food
ଧନୁରୁ ସଂକ୍ରାନ୍ତି ମକର ସବୁଠି ରାଜ କରୁଛି ଆସିକା ମୁଆଁ

ସାରା ରାଜ୍ୟରେ ଆପଣ ଦେଖିବାକୁ ପାଇବେ ଗଞ୍ଜାମ ଆସିକାର ଏହି ପାରମ୍ପରିକ ମୁଆଁ। ଏହା ଧନୁରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ବିଭିନ୍ନ ମନ୍ଦିର ଓ ପୂଜା ସାମଗ୍ରୀ ଦୋକାନରେ ବହୁଳ ମାତ୍ରାରେ ବିକ୍ରି ହୋଇଥାଏ।

Borewell Mishap
ମୃତ୍ୟୁକୁ ମାତ୍‌ ଦେଇଛି ବୋଲି ନାଁ ତାର ବିଜୟିନୀ; ବୋରୱେଲ୍‌ରେ ପଡ଼ିଥିଲା, ଆଜି ଭିମସାର୍‌ର ଗେହ୍ଲି ଝିଅ

ଜୀବନ ଯୁଦ୍ଧରେ ଜିତି, ସେ ନାଁ ପାଇଛି 'ବିଜୟିନୀ' । ଆଉ ପରିଚୟ-'ଭିମସାରର ଝିଅ' । କାରଣ ଏଇ ବୁର୍ଲା ଭିମସାରରେ ଡାକ୍ତରମାନଙ୍କ ଅମୃତ ଛୁଆଁ ତାକୁ ପୁନର୍ଜନ୍ମ ଦେଇଛି, ନର୍ସମାନଙ୍କ କୋଳରେ ସେ ବଢ଼ିଛି, ଆଉ ଏଠାକାର ବହୁ ପ୍ରସୂତିଙ୍କ କ୍ଷୀର ବି ପିଇଛି ।

Wife Death
ହାଇଟେକ୍ ହସ୍ପିଟାଲ୍ ବିସ୍ଫୋରଣ ପରର ସାଂଘାତିକ ଟ୍ରାଜେଡି

ଭୁବନେଶ୍ୱର ହାଇଟେକ୍ ହସ୍ପିଟାଲର ବିସ୍ଫୋରଣକୁ ଯିଏ ଦେଖିଛି, ସିଏ ଜାଣିଛି ତାର ଭୟାବହତାକୁ । ହେଲେ ଏହି ଟ୍ରାଜେଡି ଭିତରେ ଆଜି ଯେଉଁ ଖବର ସାମ୍ନାକୁ ଆସିଛି, ଯିଏ ଶୁଣୁଛି ତା ଛାତି କୋରି ହୋଇଯାଉଛି । କାରଣ ବିସ୍ଫୋରଣରେ ସ୍ୱାମୀଙ୍କ ଜୀବନ ଯିବାର ୨୪ ଘଣ୍ଟା ଭିତରେ ତାଙ୍କୁ ଝୁରି ଝୁରି ଜୀବନ ହାରିଦେଇଛନ୍ତି ପତ୍ନୀ ।

Borewell Mishap
ଜୀବନ ଯୁଦ୍ଧରେ ଜିତିଲା, ବିଜୟନୀ ନାଁ ପାଇଲା

କଥାରେ ଅଛି, ଯାହାର କେହି ନାହାନ୍ତି, ତା ପାଇଁ ଭଗବାନ ଅଛନ୍ତି । ଦିନେ ନିଜ ଜନ୍ମକଲା ବାପାମାଆ ତାକୁ ଫିଙ୍ଗି ଦେଇଥିଲେ ଅନ୍ଧାରୀ କୂଅଁରେ । ହେଲେ ସେଦିନର ସେ ଅଲୋଡ଼ା ଶିଶୁ, ଆଜି ବୁର୍ଲା ଭିମସାରରେ ସମସ୍ତଙ୍କ ଅଲିଅଳି ।

Wife Death
ଭଲ ପାଇବାର ମାନେ କ’ଣ ଏୟା; ଦୁର୍ଘଟଣାରେ ସ୍ୱାମୀ ଗଲେ, ଝୁରି ଝୁରି ସ୍ତ୍ରୀ ବି ଚାଲିଗଲେ..

କାନ୍ଥରୁ ଲିଭିନି ଶୁଭ ବିବାହର ରଙ୍ଗ । ସାଇତା ହୋଇ ରହିଛି ଅଭୂଲା ସ୍ମୃତିର ଫଟୋ ଚିତ୍ର । ୨ ବର୍ଷ ତଳେ ସଂକଳ୍ପ କରି ସାତ ଜନ୍ମର ସାଥୀ ହେବା ପାଇଁ ସ୍ୱପ୍ନ ଦେଖି ଯେଉଁ ପ୍ରେମ ପକ୍ଷୀ ସୁଖର ନିଡ଼ଟିଏ ତିଆରି କରିଥିଲେ । ଆଜି ଭାଙ୍ଗିଯାଇଛି ସେହି ନିଡ଼ ।

Manorama Mohanty
ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ନୂଆ ନିର୍ଦ୍ଦେଶକ ହେବେ ମନୋରମା ମହାନ୍ତି

ଗୁଜରାଟ ଅହମ୍ମଦାବାଦ ସ୍ଥିତ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଅଛନ୍ତି ମନୋରମା । ମନୋରମାଙ୍କ ପଦୋନ୍ନତି ହେବା ସହ ନୂଆ ଦାୟିତ୍ବ ଦିଆଯାଇଛି।

  • Sunday, 31 December 2023
  • Gujrat
Bhubaneswar Amrit Bharat
ଜଳେଶ୍ୱର-ବାଲେଶ୍ୱର-ସୋର-ଭଦ୍ରକ-କଟକ-ଭୁବନେଶ୍ୱରରେ ରହିବ ଅମୃତ ଭାରତ

ଆସନ୍ତା ଜାନୁଆରି ୭ ତାରିଖରୁ ମାଲଦାରୁ ନିୟମିତ ଭାବେ ଚାଲିବ ଏହି ଟ୍ରେନ।

  • Sunday, 31 December 2023
  • Train
World Wide Population
ପୃଥିବୀର ଲୋକସଂଖ୍ୟା ୮୦୦ ଶହ କୋଟି ପାର୍ କରିବ

ବର୍ଷେ ଭିତରେ ବିଶ୍ୱର ଜନସଂଖ୍ୟା ସାଢ଼େ ୭ କୋଟି ବଢିଛି।

  • Sunday, 31 December 2023
SriMandir , Lord Jagannath
ନୂଆବର୍ଷରେ ପୁରୀରେ ଯାନବାହନ କଟକଣା

ଦିଗବାରେଣୀରୁ ବତୀଘର ଯାଏଁ ସମୁଦ୍ରକୂଳ ରାସ୍ତା ନୋ- ଭେହିକିଲ୍ ଜୋନ୍ । ସମସ୍ତ ଟୁରିଷ୍ଟ ବସ୍ ମାଳତୀପାଟପୁର ବସଷ୍ଟାଣ୍ଡରେ ରହିବ ।

Bhubaneswar New Year Checking
ମଦ ପିଇ ଗାଡ଼ି ଚଲାଉଥିଲେ ସାବଧାନ ! ନୂଆ ବର୍ଷ ପୂର୍ବରୁ ଭୁବନେଶ୍ୱରରେ କଡ଼ାକଡ଼ି ଚେକିଂ

ଯାନବାହନ ଯାଞ୍ଚ ସହିତ ବ୍ରେଥ୍ ଆନାଲାଇଜର୍ । କିଏ ମଦ ପିଇଥିଲା କି ଜାଣିବାକୁ ବ୍ରେଥ୍ ଆନାଲାଇଜର୍ ।

  • Sunday, 31 December 2023
Narendra Modi
ମୋଦିଙ୍କ ବଡ଼ ଆହ୍ୱାନ.. ଜାନୁଆରୀ ୨୨ରେ ୧୪୦ କୋଟି ଲୋକ ଘରେ ପାଳନ୍ତୁ ଦୀପାବଳି...

 ଏହି ଉତ୍ସବ ସାରା ଦେଶରେ ଏକ ସକରାତ୍ମକ ମାହୋଲ ସୃଷ୍ଟି କରିବ । ଶାନ୍ତି ଓ ମୈତ୍ରୀ ପାଇଁ ଏହି ଜାନୁଆରୀ ୨୨ରେ ଦୀପ ଜଳାଇ ଦୀପାବଳି ପାଳିବାକୁ ଆହ୍ୱାନ ଦେଇଛନ୍ତି ମୋଦି ।

No Work No Pay
ବିଳମ୍ବରେ ଅଫିସ ଆସିଲେ ଦରମା ବନ୍ଦ: BMC

ବିଏମସି ମୁଖ୍ୟାଳୟରେ କାମ କରୁଥିବା ସମସ୍ତ କର୍ମଚାରୀ ସକାଳ ୯.୪୫ରୁ ୧୦.୧୫ ମଧ୍ୟରେ ପହଞ୍ଚିବା ଦରକାର ।

BMC
ରାଜଧାନୀରେ କୁକୁରଙ୍କ ପାଇଁ ମଶାଣି କରିବ BMC

ଭୁବନେଶ୍ୱରରେ କୁକୁରଙ୍କ ପାଇଁ ମଶାଣି କରିବ BMC । ଏଭଳି ଏକ ନୂଆ ଯୋଜନା ହାତକୁ ନେଇଛି ବିଏମସି ।

Jagannath Temple
ଜାନୁଆରୀ ପହିଲାରୁ ନୂଆ ଢାଞ୍ଚାରେ ଶ୍ରୀମନ୍ଦିରରେ ହେବ କାଳିଆ ଦର୍ଶନ

ଜାନୁଆରୀ ପହିଲାରୁ ସମ୍ପୂର୍ଣ୍ଣ ନୂଆ ଢାଞ୍ଚାରେ ଶ୍ରୀମନ୍ଦିର ସାମ୍ନାରେ ହେବ କାଳିଆ ଦର୍ଶନ ବ୍ୟବସ୍ଥା। ଆଉ ରହିବନି ପୁରୁଣା ବ୍ୟାରିକେଡ, ଶୀତତାପ ନିୟନ୍ତ୍ରିତ ଟନେଲ୍ ଦେଇ ଭକ୍ତ ମନ୍ଦିରକୁ ପ୍ରବେଶ କରିବେ।

Jagannath Temple
ନୂଆ ବର୍ଷରୁ ନୂଆ ଢ଼ାଞ୍ଚାରେ ଦର୍ଶନ; କେତେ ଦୂର କାମ କରିବ ଟନେଲ୍‌, ଭକ୍ତ ଖୋଲିବେ ଗୁମର

ନୂଆବର୍ଷରୁ ନୂଆ ଢାଞ୍ଚା । ହଟିଯିବ ପୁରୁଣା ବ୍ୟାରିକେଡ୍ । ଏସି ଟନେଲରେ ରହିବ ସେଡ୍ । ଆସନ୍ତା ଜାନୁଆରୀ ପହିଲାରୁ ଶ୍ରୀମନ୍ଦିରରେ ଭକ୍ତଙ୍କ ପାଇଁ ଲାଗୁ ହେବାକୁ ଯାଉଛି ସଂପୂର୍ଣ୍ଣ ନୂଆ ଦର୍ଶନ ପ୍ରଣାଳୀ ।

Life after Death
ମରି ଯାଇଥିଲେ ବଞ୍ଚି ଉଠିଲେ, ମୃତ୍ୟୁ ସମୟର ଅନୁଭୂତି ବଖାଣିଲେ ମହିଳା

ଏପରି ଅଦ୍ଭୁତ ଘଟଣା ଘଟିଛି, ଯେ କେହି ଆଶ୍ଚର୍ଯ୍ୟ ହୋଇଯିବ । ମୃତ୍ୟୁ ପରେ ଫେରିଛି ଜୀବନ । ମେଡ଼ିକାଲ ଭାଷାରେ ତାକୁ କ୍ଲିନିକାଲ ଡେଡ୍ କୁହାଯାଏ ।

Ram Mandir
ଦେହରେ ବୁରଖା, କାନ୍ଧରେ ମନ୍ଦିର ବାନା; ଶ୍ରୀରାମଙ୍କ ପ୍ରେମରେ ଚାଲି ଚାଲି ମୁମ୍ବାଇରୁ ଅଯୋଧ୍ୟା

ଶ୍ରୀରାମଙ୍କ ଭକ୍ତି ଓ ପ୍ରେମରେ ପଡ଼ିଛନ୍ତି ଏହି ମୁସଲିମ୍‌ ଝିଅ । କହୁଛନ୍ତି ଭଗବାନଙ୍କ ଆଗରେ ସମସ୍ତେ ସମାନ। ତାଙ୍କ ନିକଟରେ ବାଛବିଚାର ନଥାଏ।

Nandankanan
ନନ୍ଦନକାନନରେ କ୍ୟୋସେୱାରୀ ଓ ଅଷ୍ଟ୍ରିଜ୍‌ ପାଇଁ ସ୍ୱତନ୍ତ୍ର ଖୁଆଡ

ଏକାଧିକ ପ୍ରକଳ୍ପର ଉଦଘାଟନ ଓ ଉନ୍ମୋଚନ କାର୍ଯ୍ୟକ୍ରମ । ସ୍ୱତନ୍ତ୍ର ଖୁଆଡରେ ଛଡାଯିବ କ୍ୟୋସେୱାରୀ ଓ ଅଷ୍ଟ୍ରିଜ୍ ପକ୍ଷୀ ।