କଥାରେ ଅଛି, ଯାହାର କେହି ନାହାନ୍ତି, ତା ପାଇଁ ଭଗବାନ ଅଛନ୍ତି । ଦିନେ ନିଜ ଜନ୍ମକଲା ବାପାମାଆ ତାକୁ ଫିଙ୍ଗି ଦେଇଥିଲେ ଅନ୍ଧାରୀ କୂଅଁରେ । ହେଲେ ସେଦିନର ସେ ଅଲୋଡ଼ା ଶିଶୁ, ଆଜି ବୁର୍ଲା ଭିମସାରରେ ସମସ୍ତଙ୍କ ଅଲିଅଳି ।
କାନ୍ଥରୁ ଲିଭିନି ଶୁଭ ବିବାହର ରଙ୍ଗ । ସାଇତା ହୋଇ ରହିଛି ଅଭୂଲା ସ୍ମୃତିର ଫଟୋ ଚିତ୍ର । ୨ ବର୍ଷ ତଳେ ସଂକଳ୍ପ କରି ସାତ ଜନ୍ମର ସାଥୀ ହେବା ପାଇଁ ସ୍ୱପ୍ନ ଦେଖି ଯେଉଁ ପ୍ରେମ ପକ୍ଷୀ ସୁଖର ନିଡ଼ଟିଏ ତିଆରି କରିଥିଲେ । ଆଜି ଭାଙ୍ଗିଯାଇଛି ସେହି ନିଡ଼ ।
ଗୁଜରାଟ ଅହମ୍ମଦାବାଦ ସ୍ଥିତ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଅଛନ୍ତି ମନୋରମା । ମନୋରମାଙ୍କ ପଦୋନ୍ନତି ହେବା ସହ ନୂଆ ଦାୟିତ୍ବ ଦିଆଯାଇଛି।
ଆସନ୍ତା ଜାନୁଆରି ୭ ତାରିଖରୁ ମାଲଦାରୁ ନିୟମିତ ଭାବେ ଚାଲିବ ଏହି ଟ୍ରେନ।
ବର୍ଷେ ଭିତରେ ବିଶ୍ୱର ଜନସଂଖ୍ୟା ସାଢ଼େ ୭ କୋଟି ବଢିଛି।
ଦିଗବାରେଣୀରୁ ବତୀଘର ଯାଏଁ ସମୁଦ୍ରକୂଳ ରାସ୍ତା ନୋ- ଭେହିକିଲ୍ ଜୋନ୍ । ସମସ୍ତ ଟୁରିଷ୍ଟ ବସ୍ ମାଳତୀପାଟପୁର ବସଷ୍ଟାଣ୍ଡରେ ରହିବ ।
ଯାନବାହନ ଯାଞ୍ଚ ସହିତ ବ୍ରେଥ୍ ଆନାଲାଇଜର୍ । କିଏ ମଦ ପିଇଥିଲା କି ଜାଣିବାକୁ ବ୍ରେଥ୍ ଆନାଲାଇଜର୍ ।
ଏହି ଉତ୍ସବ ସାରା ଦେଶରେ ଏକ ସକରାତ୍ମକ ମାହୋଲ ସୃଷ୍ଟି କରିବ । ଶାନ୍ତି ଓ ମୈତ୍ରୀ ପାଇଁ ଏହି ଜାନୁଆରୀ ୨୨ରେ ଦୀପ ଜଳାଇ ଦୀପାବଳି ପାଳିବାକୁ ଆହ୍ୱାନ ଦେଇଛନ୍ତି ମୋଦି ।
ବିଏମସି ମୁଖ୍ୟାଳୟରେ କାମ କରୁଥିବା ସମସ୍ତ କର୍ମଚାରୀ ସକାଳ ୯.୪୫ରୁ ୧୦.୧୫ ମଧ୍ୟରେ ପହଞ୍ଚିବା ଦରକାର ।
ଭୁବନେଶ୍ୱରରେ କୁକୁରଙ୍କ ପାଇଁ ମଶାଣି କରିବ BMC । ଏଭଳି ଏକ ନୂଆ ଯୋଜନା ହାତକୁ ନେଇଛି ବିଏମସି ।
ଜାନୁଆରୀ ପହିଲାରୁ ସମ୍ପୂର୍ଣ୍ଣ ନୂଆ ଢାଞ୍ଚାରେ ଶ୍ରୀମନ୍ଦିର ସାମ୍ନାରେ ହେବ କାଳିଆ ଦର୍ଶନ ବ୍ୟବସ୍ଥା। ଆଉ ରହିବନି ପୁରୁଣା ବ୍ୟାରିକେଡ, ଶୀତତାପ ନିୟନ୍ତ୍ରିତ ଟନେଲ୍ ଦେଇ ଭକ୍ତ ମନ୍ଦିରକୁ ପ୍ରବେଶ କରିବେ।
ନୂଆବର୍ଷରୁ ନୂଆ ଢାଞ୍ଚା । ହଟିଯିବ ପୁରୁଣା ବ୍ୟାରିକେଡ୍ । ଏସି ଟନେଲରେ ରହିବ ସେଡ୍ । ଆସନ୍ତା ଜାନୁଆରୀ ପହିଲାରୁ ଶ୍ରୀମନ୍ଦିରରେ ଭକ୍ତଙ୍କ ପାଇଁ ଲାଗୁ ହେବାକୁ ଯାଉଛି ସଂପୂର୍ଣ୍ଣ ନୂଆ ଦର୍ଶନ ପ୍ରଣାଳୀ ।
ଏପରି ଅଦ୍ଭୁତ ଘଟଣା ଘଟିଛି, ଯେ କେହି ଆଶ୍ଚର୍ଯ୍ୟ ହୋଇଯିବ । ମୃତ୍ୟୁ ପରେ ଫେରିଛି ଜୀବନ । ମେଡ଼ିକାଲ ଭାଷାରେ ତାକୁ କ୍ଲିନିକାଲ ଡେଡ୍ କୁହାଯାଏ ।
ଶ୍ରୀରାମଙ୍କ ଭକ୍ତି ଓ ପ୍ରେମରେ ପଡ଼ିଛନ୍ତି ଏହି ମୁସଲିମ୍ ଝିଅ । କହୁଛନ୍ତି ଭଗବାନଙ୍କ ଆଗରେ ସମସ୍ତେ ସମାନ। ତାଙ୍କ ନିକଟରେ ବାଛବିଚାର ନଥାଏ।
ଏକାଧିକ ପ୍ରକଳ୍ପର ଉଦଘାଟନ ଓ ଉନ୍ମୋଚନ କାର୍ଯ୍ୟକ୍ରମ । ସ୍ୱତନ୍ତ୍ର ଖୁଆଡରେ ଛଡାଯିବ କ୍ୟୋସେୱାରୀ ଓ ଅଷ୍ଟ୍ରିଜ୍ ପକ୍ଷୀ ।
ଯେକୌଣସି ଋତୁରେ , ପାହାଡିଆ ରାସ୍ତାରେ ଚାଲିବ ଯାନ । ଗାଡ଼ିରେ ଖଞ୍ଜାଯାଇଛି ରିମୋଟ୍ କଣ୍ଟ୍ରୋଲ ସର୍ଚ୍ଚ ଲାଇଟ୍ ।
ନିଖୋଜଙ୍କ ମଧ୍ୟରେ ୨ ଜଣ ଶିଶୁ, ଜଣେ ନାବାଳିକା ଏବଂ ଆଉ ଜଣେ ମହିଳା ରହିଛନ୍ତି। ମୃତକ ଓ ନିଖୋଜ ସମସ୍ତେ ତାନସିଂ ଗାଁର ବୋଲି ଜଣାପଡିଛି ।
ସମାନ ଧାନବସ୍ତା ଗୋଟିଏ ମେସିନରେ ୪୨କେଜି ଓଜନ ଥିବାବେଳେ ମଣ୍ଡିରେ ବ୍ୟବହୃତ ମେସିନରେ ଓଜନ ପ୍ରାୟ ଅଢ଼େଇ କେଜି କମିଯାଉଛି ।
ବିବାହ ଚାଲିଛି .. ମନ୍ତ୍ର ଫୁଙ୍କା ହେଉଛି । ଘଣ୍ଟ ଘଣ୍ଟା ବାଜୁଛି । କିନ୍ତୁ କନ୍ୟା ଜଣକ ଶୋଇ ପଡ଼ିଛନ୍ତି । ଏପରି ଏକ ଭିଡ଼ିଓ ବର୍ତ୍ତମାନ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି ।
ଗିରଫ ଡାକ୍ତର MKCGର ନିଶ୍ଚେତକ ବିଭାଗର ଦୁର୍ଗାଦତ୍ତ ଶାସନି ।
ଏସସିବି ମେଡିକାଲରେ ରୋଗୀ ସେବାର ବିକଳ ଚିତ୍ର ।
ନୂଆବର୍ଷ ପାଇଁ ଟ୍ୱିନସିଟିରେ ହେବ କଡ଼ାକଡ଼ି ସୁରକ୍ଷା ବ୍ୟବସ୍ଥା । ୫୦ ପ୍ଲାଟୁନ୍ ଫୋର୍ସ ଉଭୟ ମହାନଗରୀକୁ ଜଗି ରହିବେ । ବିଶେଷ କରି ନିଶାଶକ୍ତ ଅବସ୍ଥାରେ ଗାଡ଼ି ଚାଳକଙ୍କ ଉପରେ ରହିବ ପୋଲିସର ଫୋକସ୍ ।
ସମୟ ଯେତେ ପାଖଉଛି, ଜିରୋ ନାଇଟ୍ ସେଲିବ୍ରେସନ ପାଇଁ ବଢ଼ୁଛି ଲୋକଙ୍କ ମଧ୍ୟରେ ଉତ୍କଣ୍ଠା । ଫୁଟିବ ବାଣ, ବାଜିବ ଡିଜେ..ଭିନ୍ନ ଭିନ୍ନ ଢଙ୍ଗରେ ହେବ ସେଲିବ୍ରେସନ୍ ।
ଆସନ୍ତା ଜାନୁଆରୀ ମାସରେ ନନ୍ଦନକାନନକୁ ଚିତା ଆସିବା ନେଇ ସୂଚନା ମିଳିଛି ।