ଜାନୁଆରୀ ପହିଲାରୁ ସମ୍ପୂର୍ଣ୍ଣ ନୂଆ ଢାଞ୍ଚାରେ ଶ୍ରୀମନ୍ଦିର ସାମ୍ନାରେ ହେବ କାଳିଆ ଦର୍ଶନ ବ୍ୟବସ୍ଥା। ଆଉ ରହିବନି ପୁରୁଣା ବ୍ୟାରିକେଡ, ଶୀତତାପ ନିୟନ୍ତ୍ରିତ ଟନେଲ୍ ଦେଇ ଭକ୍ତ ମନ୍ଦିରକୁ ପ୍ରବେଶ କରିବେ।
ନୂଆବର୍ଷରୁ ନୂଆ ଢାଞ୍ଚା । ହଟିଯିବ ପୁରୁଣା ବ୍ୟାରିକେଡ୍ । ଏସି ଟନେଲରେ ରହିବ ସେଡ୍ । ଆସନ୍ତା ଜାନୁଆରୀ ପହିଲାରୁ ଶ୍ରୀମନ୍ଦିରରେ ଭକ୍ତଙ୍କ ପାଇଁ ଲାଗୁ ହେବାକୁ ଯାଉଛି ସଂପୂର୍ଣ୍ଣ ନୂଆ ଦର୍ଶନ ପ୍ରଣାଳୀ ।
ଏପରି ଅଦ୍ଭୁତ ଘଟଣା ଘଟିଛି, ଯେ କେହି ଆଶ୍ଚର୍ଯ୍ୟ ହୋଇଯିବ । ମୃତ୍ୟୁ ପରେ ଫେରିଛି ଜୀବନ । ମେଡ଼ିକାଲ ଭାଷାରେ ତାକୁ କ୍ଲିନିକାଲ ଡେଡ୍ କୁହାଯାଏ ।
ଶ୍ରୀରାମଙ୍କ ଭକ୍ତି ଓ ପ୍ରେମରେ ପଡ଼ିଛନ୍ତି ଏହି ମୁସଲିମ୍ ଝିଅ । କହୁଛନ୍ତି ଭଗବାନଙ୍କ ଆଗରେ ସମସ୍ତେ ସମାନ। ତାଙ୍କ ନିକଟରେ ବାଛବିଚାର ନଥାଏ।
ଏକାଧିକ ପ୍ରକଳ୍ପର ଉଦଘାଟନ ଓ ଉନ୍ମୋଚନ କାର୍ଯ୍ୟକ୍ରମ । ସ୍ୱତନ୍ତ୍ର ଖୁଆଡରେ ଛଡାଯିବ କ୍ୟୋସେୱାରୀ ଓ ଅଷ୍ଟ୍ରିଜ୍ ପକ୍ଷୀ ।
ଯେକୌଣସି ଋତୁରେ , ପାହାଡିଆ ରାସ୍ତାରେ ଚାଲିବ ଯାନ । ଗାଡ଼ିରେ ଖଞ୍ଜାଯାଇଛି ରିମୋଟ୍ କଣ୍ଟ୍ରୋଲ ସର୍ଚ୍ଚ ଲାଇଟ୍ ।
ନିଖୋଜଙ୍କ ମଧ୍ୟରେ ୨ ଜଣ ଶିଶୁ, ଜଣେ ନାବାଳିକା ଏବଂ ଆଉ ଜଣେ ମହିଳା ରହିଛନ୍ତି। ମୃତକ ଓ ନିଖୋଜ ସମସ୍ତେ ତାନସିଂ ଗାଁର ବୋଲି ଜଣାପଡିଛି ।
ସମାନ ଧାନବସ୍ତା ଗୋଟିଏ ମେସିନରେ ୪୨କେଜି ଓଜନ ଥିବାବେଳେ ମଣ୍ଡିରେ ବ୍ୟବହୃତ ମେସିନରେ ଓଜନ ପ୍ରାୟ ଅଢ଼େଇ କେଜି କମିଯାଉଛି ।
ବିବାହ ଚାଲିଛି .. ମନ୍ତ୍ର ଫୁଙ୍କା ହେଉଛି । ଘଣ୍ଟ ଘଣ୍ଟା ବାଜୁଛି । କିନ୍ତୁ କନ୍ୟା ଜଣକ ଶୋଇ ପଡ଼ିଛନ୍ତି । ଏପରି ଏକ ଭିଡ଼ିଓ ବର୍ତ୍ତମାନ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି ।
ଗିରଫ ଡାକ୍ତର MKCGର ନିଶ୍ଚେତକ ବିଭାଗର ଦୁର୍ଗାଦତ୍ତ ଶାସନି ।
ଏସସିବି ମେଡିକାଲରେ ରୋଗୀ ସେବାର ବିକଳ ଚିତ୍ର ।
ନୂଆବର୍ଷ ପାଇଁ ଟ୍ୱିନସିଟିରେ ହେବ କଡ଼ାକଡ଼ି ସୁରକ୍ଷା ବ୍ୟବସ୍ଥା । ୫୦ ପ୍ଲାଟୁନ୍ ଫୋର୍ସ ଉଭୟ ମହାନଗରୀକୁ ଜଗି ରହିବେ । ବିଶେଷ କରି ନିଶାଶକ୍ତ ଅବସ୍ଥାରେ ଗାଡ଼ି ଚାଳକଙ୍କ ଉପରେ ରହିବ ପୋଲିସର ଫୋକସ୍ ।
ସମୟ ଯେତେ ପାଖଉଛି, ଜିରୋ ନାଇଟ୍ ସେଲିବ୍ରେସନ ପାଇଁ ବଢ଼ୁଛି ଲୋକଙ୍କ ମଧ୍ୟରେ ଉତ୍କଣ୍ଠା । ଫୁଟିବ ବାଣ, ବାଜିବ ଡିଜେ..ଭିନ୍ନ ଭିନ୍ନ ଢଙ୍ଗରେ ହେବ ସେଲିବ୍ରେସନ୍ ।
ଆସନ୍ତା ଜାନୁଆରୀ ମାସରେ ନନ୍ଦନକାନନକୁ ଚିତା ଆସିବା ନେଇ ସୂଚନା ମିଳିଛି ।
ରାଜଧାନୀର ବାର୍ ଓ ହୋଟେଲଗୁଡ଼ିକରେ କିପରି ନୂଆ ବର୍ଷ ସେଲିବ୍ରେସନ କରାଯିବ, ତାର ଗାଇଡଲାଇନ ଜାରି କରିଛି କମିଶନରେଟ ପୋଲିସ ।
ଖୁବଶୀଘ୍ର ଶ୍ରୀମନ୍ଦିର ଏସି ଟନେଲ ଖୋଲାଯିବା ସହ ଏଥର ସୁରକ୍ଷା ବ୍ୟବସ୍ଥା ଦେଢ ଗୁଣା ବଢ଼ାଯିବ ।
ଶୀତୁଆ ରାତିରେ ଉଜାଗର ହୋଇ ଧାନକୁ ଜଗି ବସୁଛି ଚାଷୀ ।
ପୂର୍ବରୁ ଠାବ ହୋଇଛି ୫ଶହ ବର୍ଷ ତଳର ମନ୍ଦିର । ବାଲି ତଳେ ପୋତା ମନ୍ଦିରର ଦିଶୁଛି କେବଳ ଚୂଡ଼ା ।
ନିଜର ଯନ୍ତ୍ର ଚାଳିତ ବ୍ୟସ୍ତ ବହୁଳ ଜୀବନରୁ କିଛି ସମୟ ବିରତି ଦେଇ ବିଶ୍ୱର ପନ୍ଦରରୁ ଅଧିକ ଦେଶରେ ଖେଳାଇ ହୋଇରହିଥିବା ପୁରାତନ ଛାତ୍ରଛାତ୍ରୀମାନେ ବହୁଳ ଭାବେ ଯୋଗଦାନ ଦେଇ ଏହି କାର୍ଯ୍ୟକ୍ରମଟିକୁ ସଫଳ କରିଥିଲେ l
ସୋସିଆଲ ମିଡିଆରେ ଏକ ଭିଡିଓ ବାର୍ତ୍ତା ଜାରି କରି ପ୍ରତିକ୍ରିୟା ରଖିଛନ୍ତି ବ୍ଲଗର କାମିୟା ଜାନି ।
ନନ୍ଦନକାନନର ପ୍ରତିଷ୍ଠା ଦିବସ ଡିସେମ୍ବର ୨୯ ତାରିଖରେ ପର୍ଯ୍ୟଟକମାନେ ଏହି ୪ ନୂଆ ଜନ୍ତୁଙ୍କୁ ଦେଖିପାରିବେ ।
‘ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍‘ ପାଣି ଏତେ ବିଶୁଦ୍ଧ ଯେ ସିଧା ପାଇପରୁ ନିଅ କିମ୍ବା ମୁହଁ ଲଗେଇ ପିଅ । ହଇଜା ବ୍ୟାପିଥିବା ଷ୍ଟିଲସିଟି ରାଉରକେଲାର ପ୍ରାୟ ସବୁ ୱାର୍ଡ ଆଉ କଲୋନିରେ ବର୍ଷକ ତଳୁ ଆରମ୍ଭ ହୋଇଯାଇଛି, କାନକୁ ଶୁଣିବାକୁ ଓ ଆଖିକୁ ଦେଖିବାକୁ ରାଜ୍ୟ ସରକାରଙ୍କ ଏ ସୁନ୍ଦର ଯୋଜନା ।
ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍ ଯୋଜନାରେ ସହରବାସୀଙ୍କୁ ପାଣି ଯୋଗା ଯାଉଥିଲା ବେଳେ, ରକ୍ଷଣାବେକ୍ଷଣରେ ଅବ୍ୟବସ୍ଥାରୁ ସରକାରୀ ପାଣି ହିଁ ଏବେ ହଇଜାର ବାହକ ସାଜିଥିବା ଅଭିଯୋଗ ହେଉଛି ।
ଜ୍ୟୋତିର୍ବିଜ୍ଞାନୀଙ୍କ ମତରେ ପ୍ରତିବର୍ଷ ଡିସେମ୍ବର ୨୧ କିମ୍ବା ୨୨ ତାରିଖରେ ଉତ୍ତର ଗୋଲାର୍ଦ୍ଧାରେ ଶୀତ ଋତୁର ପ୍ରଥମ ଦିନ ଆରମ୍ଭ ହୋଇଥାଏ । ଚଳିତ ବର୍ଷ ଏହା ଡିସେମ୍ବର ୨୨ରେ ପଡୁଛି ।