ଶବ ନେବାକୁ ମହାପ୍ରୟାଣ ଗାଡ଼ି ନମିଳିବାରୁ ଶେଷରେ କାନ୍ଧରେ ମୃତଦେହକୁ ବୋହିନେଲେ ପରିବାର ଲୋକେ।
ପାଣ୍ଡିଆନ୍ଙ୍କ VRSକୁ ନେଇ ଉଠୁଛିପଡ଼ୁଛି ରାଜ୍ୟ ରାଜନୀତି । ତିନି ପ୍ରମୁଖ ଦଳର ନେତାଙ୍କ ମଧ୍ୟରେ ପ୍ରତିକ୍ରିୟା ଦେଖିବାକୁ ମିଳୁଛି । ବିଶେଷ କରି ବିରୋଧୀ ବିଜେପି ଓ କଂଗ୍ରେସ କଡ଼ା ପ୍ରତିକ୍ରିୟା ରଖୁଛନ୍ତି ।
ପୁଅକୁ କାଖରେ ଧରି ପ୍ରେମିକ ଘର ଆଗରେ ମୁଣ୍ତ ଗୁଞ୍ଜିବା ପାଇଁ ନିଜ ହକ୍ ମାଗୁଛନ୍ତି ରୀନା। କିନ୍ତୁ ପ୍ରେମିକରୁ ସ୍ୱାମୀ ବନିଥିବା ହୀନ ସେଠୀ ରୀନାକୁ ଛାଡି ଫେରାର।
ଗଞ୍ଜାମ ସୋରଡ଼ାରେ ଅଭାବନୀୟ ଘଟଣା…୩ସାଙ୍ଗଙ୍କ ସହ ଭୋଜି କରିବାକୁ ଯାଇଥିଲେ…ଗାଧୋଇଲା ବେଳେ ଗୋଡ଼ ଖସି ଅଘଟଣ
ଜେଣ୍ଡର ସେନସିଟିଭ ମିଡିଆ ରିପୋର୍ଟ ପାଇଁ ଓଟିଭି ରିପୋର୍ଟର ପ୍ରଜ୍ଞା ଭାରତୀ ଚୌଧୁରୀ ଓ କ୍ୟାମେରା ପର୍ସନ ଜ୍ୟୋତ୍ସାରାଣୀ ଦଳାଇଙ୍କୁ ଏହି ପୁରସ୍କାର ମିଳିଛି।
ଇୟେ ହେଉଛନ୍ତି ଗୁରୁ ନାରାୟଣ ମୁଣ୍ତା । ସୁନ୍ଦରଗଡ଼ ଜିଲ୍ଲା ରାଏବୋଗା ଥାନାରେ ସେ ପୋଲିସ ଡ୍ରାଇଭର ଭାବେ କାର୍ଯ୍ୟ କରନ୍ତି । ନିକଟରେ ତାଇକୋଣ୍ତୋର ଫାଷ୍ଟ ଡନ୍ ବ୍ଲକ ଜିତି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି
ଛୁଟିରେ ବାହାରକୁ ଗଲେ କୌଣସି ଲୋକଙ୍କୁ ଜିମା ଦିଅନ୍ତୁ....ଘର ଭିତରେ କୌଣସି ବି ମୂଲ୍ୟବାନ ଜିନିଷ ରଖନ୍ତୁ ନାହିଁ...କୌଣସି ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଦେଖିଲେ ୧୧୨କୁ ଫୋନ୍ କରନ୍ତୁ...
ରାଜ୍ୟ ଘରୋଇ ବସ୍ ମାଲିକ ସଂଘର ଧର୍ମଘଟ ସ୍ଥଗିତ... ଜିଲ୍ଲା ସଂଘ ସହ ଆଲୋଚନା ପରେ ନିଷ୍ପତ୍ତି ନେଲା ରାଜ୍ୟ ସଂଘ...ମୁଖ୍ୟମନ୍ତ୍ରୀ ଓ ପରିବହନ ମନ୍ତ୍ରୀଙ୍କ ଅପିଲ ପରେ ସ୍ଥଗିତ ...
କେନ୍ଦୁଝର ଜନ୍ତାରୀ ଗାଁ ଜୁଆଙ୍ଗ ବସ୍ତିରେ ମୃତ୍ୟୁର ତାଣ୍ଡବ । ଦେଢ଼ ଦୁଇ ମାସ ଭିତରେ ଅଜଣା ରୋଗ ନେଲାଣି ୧୧ ଜୀବନ ।
ପୂଜା ବୁଲିବାକୁ ଯାଉଥିଲେ ଘର ଭଲ ଭାବେ ତାଲା ପକାନ୍ତୁ । ପାଖ ପଡ଼ୋଶୀଙ୍କୁ ମଧ୍ୟ ଟିକେ କହିଦେଇ ଯାଆନ୍ତୁ । ଲୋକାଲ ଥାନା ପୋଲିସକୁ ଟିକେ ଜଣାଇ ଦିଅନ୍ତୁ ।
ପୂର୍ବରୁ କେନ୍ଦ୍ର ସରକାର ନିଜ କର୍ମଚାରୀଙ୍କ ପାଇଁ ୪ ପ୍ରତିଶତ ମହଙ୍ଗା ଭତ୍ତା ବଢ଼ାଇଥିଲେ ।
ମନ୍ଦିର ପୂଜକଙ୍କ କହିବାନୁଯାୟୀ, ବୈଷ୍ଣୋଦେବୀଙ୍କ ମନ୍ଦିର ସାରା ଭାରତରେ ଜାମ୍ମୁ କଶ୍ମୀର ବାଦ୍ କେବଳ ଓଡ଼ିଶାରେ ରହିଛି ।
ସାରା ରାଜ୍ୟରେ ହଇରାଣ ହେଉଛନ୍ତି ଯାତ୍ରୀ …ଏତେ ବଡ଼ ଅବ୍ୟବସ୍ଥା ପାଇଁ ଦାୟୀ କିଏ ? ଲୋକେ ପାର୍ବଣ ବେଳେ କାହିଁକି ହଇରାଣ ହେବେ ?
ମାଆ ଦୁର୍ଗାଙ୍କ ଆଗମନ ହୋଇଥିବାରୁ ମାଆ ମୁତ୍ୟାଲୁମାଙ୍କ ଡାହାଣ ପାର୍ଶ୍ଵରେ ଦୁର୍ଗାଙ୍କ ପଞ୍ଚମୁଖୀ ମୃଣ୍ମୟୀ ପ୍ରତିମା ପୂଜା ପାଉଛନ୍ତି । ପ୍ରତିଦିନ ମାଙ୍କ ନିକଟରେ ୧୧ ପ୍ରକାର ଭୋଗ ଲାଗି ହୁଏ।
ବିରୋଧ କଲେ ବାଲେଶ୍ୱର ଜିଲ୍ଲା ବସ୍ ମାଲିକ ସଂଘ ସଭାପତି...ଆଜି ବସ୍ ଚଳାଇବାକୁ ସାମ୍ବାଦିକ ସମ୍ମିଳନୀରେ ସୂଚନା
ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ପକ୍ଷରୁ ଧର୍ମଘଟ .....ସରକାରଙ୍କ ପକ୍ଷରୁ ଲିଖିତ ପ୍ରତିଶ୍ରୁତି ମିଳିନଥିବାରୁ ଧର୍ମଘଟ
ଚାଷୀ ଏଥିରୁ ଫସଲକୁ ମୁକ୍ତି କରିବା ପାଇଁ ଔଷଧ ସିଞ୍ଚନ କରୁଥିଲେ ବି ପୋକ କମିବାର ନାଁ ନେଉନାହିଁ ।
କ୍ୟାପିଟାଲ ହସ୍ପିଟାଲରେ ନାର୍କୋ ଆନାଲିସିସ ଟେଷ୍ଟ...କ୍ୟାପିଟାଲ ହସ୍ପିଟାଲ OTରେ କରାଯିବ ନାର୍କୋ ପରୀକ୍ଷା....
ବଟି ଓ ଚାନ୍ଦା ରୋକିବାକୁ ଟୋଲ ଫ୍ରି ନମ୍ବର ଜାରି କରାଯାଇଛି । ପୁରା ସୁରକ୍ଷା ବ୍ୟବସ୍ଥାକୁ ୨୪ ଘଣ୍ଟିଆ ଅନୁଧ୍ୟାନ କରିବେ ଭୁବନେଶ୍ୱର ଡିସିପି ।
ଶିଶୁଟି ଜନ୍ମ ହେବା ପରେ ବୋହୋସ ଥିଲା ପରେ ତାକୁ ବ୍ରେନ୍ ଡେଡ୍ ଘୋଷଣା କରାଯାଇଥିଲା। ଆଇସିୟୁରେ ରଖାଯିବା ପରେ ମଧ୍ୟ ଶିଶୁଟିକୁ ବଞ୍ଚାଯାଇପାରିନଥିଲା।
ମଧ୍ୟ ବିଧାୟକଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ ନିଷ୍ପତ୍ତି...ସ୍ଥଗିତ ନେଇ କଞ୍ଚା ପରିବା ବ୍ୟବସାୟୀ ସଂଘ ସମ୍ପାଦକଙ୍କ ସୂଚନା
ପୁଣି ଧର୍ମଘଟ ଡାକରା ଦେଲା ଘରୋଇ ବସ୍ ମାଲିକ ସଂଘ...ଲକ୍ଷ୍ମୀ ଯୋଜନାକୁ ବିରୋଧ କରି ଆନ୍ଦୋଳନକୁ ଓହ୍ଲାଇବ ସଂଘ
ଦର୍ଶନ ଶୃଙ୍ଖଳିତ ହେବ ତା ଉପରେ ଗୁରୁତ୍ୱ ଦେବାପାଇଁ ହବିଷ୍ୟାଳୀ ଦାବି କରିଥିବା ବେଳେ ସରକାରୀ ଯୋଜନାରେ ଥିବା ହବିଷ୍ୟାଳୀଙ୍କ ପାଇଁ ସୁରକ୍ଷିତ ସାନ୍ନ ସହ ସ୍ୱାସ୍ଥ୍ୟ ଓ ସୁରକ୍ଷିତ ଦର୍ଶନକୁ ଗୁରୁତ୍ୱ ଦିଆଯାଉ ବୋଲି ବୁଦ୍ଧିଜୀବୀ ଦାବି କରିଛନ୍ତି ।
୬ ମାସ ହେଲା ଧାର କରି ଚଳାଉଛନ୍ତି ଶିକ୍ଷକ ଓ SHG ଗ୍ରୁପ୍ । କେନ୍ଦ୍ର ଟଙ୍କା ଦେବାରେ ଢିଲା କରୁଛି, ସେପଟେମ୍ବର ଯାଏଁ ଆସିଛି-ଜିଲ୍ଲାପାଳ ।
ଏ ରାସ୍ତା ନୁହେଁ ମରଣଜନ୍ତା । ଯାଉଛି ଜୀବନ କିନ୍ତୁ ଶୋଇ ରହିଛି ପ୍ରଶାସନ। ରାସ୍ତାରୁ ପିଚୁ ଉଠିଗଲାଣି । ଖାଲ ଖମାରେ ଭର୍ତ୍ତି ହୋଇଗଲାଣି । ବାରମ୍ବାର ଦୁର୍ଘଟଣା ଘଟି ଲୋକଙ୍କ ପ୍ରାଣ ମଧ୍ୟ ଯାଉଛି। କିନ୍ତୁ ପ୍ରଶାସନର ଭାଙ୍ଗୁନି ନିଦ ।