ପରିମାଣିକ ଟିକେଟ ଦ୍ୱାରା ଗର୍ଭଗୃହରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥା କରିବା ସହ ଏଥିପାଇଁ ନିର୍ଦ୍ଦିଷ୍ଟ ସମୟ ସୀମା ରଖିବାକୁ ବରିଷ୍ଠ ସେବାୟତ ବିନାୟକ ଦାସ ମହାପାତ୍ର ପ୍ରସ୍ତାବ ରଖିଛନ୍ତି ।
ବାପା ନାହାନ୍ତି କି ମାଆ ନାହାନ୍ତି । ମାଆ ପରି ବଡ଼ ଭାଇର ସେବା କରୁଛି ସାନ ଭଉଣୀ । ଖୁଆଇ ଦେବାଠୁ ଶୁଆଇ ଦେବା ସବୁ କାମ କରୁଛି କୁନି ଭଉଣୀ । ମାନସିକ ଅନଗ୍ରସର ଭାଇ ଥିବାରୁ ଇଚ୍ଛା ନଥିଲେ ବି ହାତରେ କପଡା ବାନ୍ଧି ରଖୁଛି...
ଜେଲ୍ କର୍ତ୍ତୃପକ୍ଷଙ୍କ ପାଖରେ ରହିବ ବନ୍ଦୀର ସବୁ ଗତିବିଧି । ଜିପିଏସକୁ ନଷ୍ଟ କରିବାକୁ ଚେଷ୍ଟା କଲେ ଥାନାକୁ ଆଲର୍ଟ ଯିବ ।
ଆରମ୍ଭ ହେଲା ଭୁବନେଶ୍ୱର-ଉତକେଲା ମଧ୍ୟରେ ବିଧିବଦ୍ଧ ବିମାନ ସେବା ।
ମଇଁଷି ଚରାଉ ଥିବାବେଳେ ଚରାଳିଙ୍କୁ ଟାଣିନେଲା କୁମ୍ଭୀର
ପାଗଳ କରିଦେବ ମୋମୋ ଦୋକାନୀଙ୍କ ଇଂରାଜୀ । ରାସ୍ତାକଡ଼ରେ ଛୋଟିଆ ଦୋକାନ କରିଛନ୍ତି ହେଲେ ଇଂରାଜୀ ପୁରା ପ୍ରଫେସର ପରି କହୁଛନ୍ତି । ସୋସିଆଲ ମିଡିଆରେ ଭାଇରାଲ ହେଉଛି ଭିଡିଓ...
ଡଙ୍ଗାର ଫ୍ୟାନ୍, ମାଛ ଜାଲ ଯୋଗୁଁ ଡଲଫିନଙ୍କ ଜୀବନ ଯାଉଛି । କାର୍ଯ୍ୟାନୁଷ୍ଠାନ ହେଉଥିବା କହିଲା ବନ ବିଭାଗ ।
ଶ୍ରାବଣରେ ଚାଷୀ କାନ୍ଦୁଛି, ଧାନ କ୍ଷେତ ତ୍ରାହି ତ୍ରାହି ଡାକୁଛି । ଜମି ଫାଟି ଆଁ କରିଛି । ଦିନେ ଦୁଇଦିନ ଭିତରେ ବର୍ଷା ନହେଲେ ମରୁଡ଼ି ନିଶ୍ଚିନ୍ତ..
ସିସିଟିଭି ଗୁଡ଼ିକର ଲିଙ୍କ୍କୁ ପୋଲିସ କଣ୍ଟ୍ରୋଲ ରୁମ ସହ ସଂଯୋଗ କରିବାକୁ ଲୋକଙ୍କ ସହଯୋଗ ଲୋଡ଼ିଛନ୍ତି ପୋଲିସ କମିଶନର ।
ନିର୍ଦ୍ଦୟ ମଣିଷ.. ଦୀର୍ଘ ୪ ଦିନ ହେଲା ଗାଈକୁ ବାନ୍ଧି ରଖିଛି ଚାଷୀ
ତୁଳସୀଙ୍କ ଭାଗ୍ୟରେ ଯେପରି ମହଣ ମହଣ ଦୁଃଖ...ନା ନିଜର ବୋଲି କେହି ଅଛନ୍ତି, ନା ରହିବାକୁ ଘର ଖଣ୍ଡେ ଅଛି..
ଶେଷ ଇଚ୍ଛା ଅନୁଯାୟୀ ଖାନନଗର ମଶାଣିରେ ଶେଷକୃତ୍ୟ । ଜୟନ୍ତ ଯୁଗର ଅବସାନ ପରେ ଝୁରୁଛନ୍ତି ସାହିତ୍ୟ ପ୍ରେମୀ ।
ଫାଇଦା ଉଠାଇ ଚଢ଼ା ଦର ନେଉଛନ୍ତି କ୍ୟାବ୍ ମାଲିକ । ରେଲୱେ କହିଲା ‘ଯାତ୍ରୀଙ୍କୁ ଦିଆଯାଉଛି ଆଗୁଆ ସୂଚନା’ ।
ବିଦ୍ୟୁତ ଚୁଲାରେ ମୋ ମରଶରୀର ଦାହ କରିବ । ଜେ. ସରୋଜିନୀଙ୍କୁ ୨୦x୨୦ ଫୁଟ ଜମି ପ୍ରଦାନ। 'ସମସ୍ତ ଚିଠି ଓ ଅସଂପୂର୍ଣ୍ଣ ପାଣ୍ଡୁଲିପି’ ପୋତି ଦେବ ।
ତା ପୁଣି ଆଉ ଜଣେ ଡାକ୍ତରଙ୍କୁ, ରୋଗୀ ଓ ମହିଳାଙ୍କ ସାମ୍ନାରେ । ଡାକ୍ତରଙ୍କୁ ଆଉ ଜଣେ ଡାକ୍ତରଙ୍କ ଗାଳିଗୁଲଜ ଭିଡିଓ ଭାଇରାଲ୍ ।
ଗାଁକୁ ଯିବ ତ କଚଡେ ଖାଇବ...ଆଣ୍ଠୁଏ କାଦୁଅରେ ଘାଂଟି ହେବ । ସାଇକେଲ୍ରେ ବସି ନୁହେଁ ବରଂ କାନ୍ଧରେ ବୋହି ଘରକୁ ଯାଉଛନ୍ତି ଲୋକେ । ଜାଣିଛନ୍ତି କି ଏ ବିଶ୍ୱସ୍ତରୀୟ ରାସ୍ତା କୁଆଡୁ କୁଆଡୁକୁ ଯାଇଛି ?
ସେମାନଙ୍କ ପାଇଁ ସାତ ସପନ ପାଲଟିଛି ବିଜୁଳି ଆଲୁଅ । ଖୁଣ୍ଟରେ ସୀମିତି ବିଦ୍ୟୁତ ଆଲୋକ ସେବା ।
ପଦକ୍ଷେପ ତ ଦୂରର କଥା ପିଲାଙ୍କୁ ଦିଆଯାଉନି ଯାତାୟତ ଖର୍ଚ୍ଚ ।
ଜୟନ୍ତ କେରଳ ଥିରୁଅନନ୍ତପୁରମ୍ ସ୍ଥିତ ବିକ୍ରମ ସାରାଭାଇ ସ୍ପେଶ ସେଣ୍ଟରରେ ମେକାନିଜମ୍ ବିଭାଗରେ ବରିଷ୍ଠ ବୈଜ୍ଞାନିକ ଭାବେ କାମ କରୁଥିବା ବେଳେ ଚନ୍ଦ୍ରଯାନ ୩ ପ୍ରକଳ୍ପରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି ।
ଭୁବନେଶ୍ୱରରେ ଡେଙ୍ଗୁ ରୋଗୀଙ୍କୁ ଚିକିତ୍ସା ଲାଗି ଶଯ୍ୟା ସଂଖା ବଢାଯାଇଛି । ୪ଟି ସହରାଞ୍ଚଳ ଗୋଷ୍ଠୀକେନ୍ଦ୍ରରେ ସ୍ୱତନ୍ତ୍ର ବେଡ୍ ବ୍ୟବସ୍ଥା କରାଯାଇଛି ।
ଏଥର ଖୋଲା କଥାର ହଟ୍ ସିଟରେ ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷାରେ ଦ୍ୱିତୀୟ ରାଙ୍କ ହାସଲ କରିଥିବା କନ୍ଧମାଳର ଝିଅ ସୁଚିସ୍ମିତା ପାଣିଗ୍ରାହୀ..
ସହରରୁ ୧୭ କି.ମି. ଦୂରକୁ ଗଲେ ଆପଣ ଏହି ଜାଗାରେ ପହଞ୍ଚିଯିବେ.. ଯେଉଁଠି ଥିବ ଝରଣାର କୁଳୁ କୁଳୁ ନାଦ.. ଉପରୁ ପାଣି ଖସିପଡୁଥିବାର ଶବ୍ଦ.. ଥଣ୍ଡା ଥଣ୍ଡା ପବନ.. ଆଉ ଅପୂର୍ବ ଶାନ୍ତି.. ଏଇଠି କିଛି କ୍ଷଣ ବିତାଇଲେ ଜୀବନକୁ ଜୀଇଁଗଲା ଭଳି ଅନୁଭୂତି ସାଉଁଟିଯିବେ ନିଶ୍ଚୟ…
କ୍ୟାପିଟାଲ ହସ୍ପିଟାଲରେ ଟେଷ୍ଟିଂ ପାଇଁ ଘଣ୍ଟା ଘଣ୍ଟା ଲାଇନ୍ ।
ଉତକ୍ଷେପଣ ଟିମ୍ ମେମ୍ବର ଏବଂ ତିଆରିଛନ୍ତି ଯନ୍ତ୍ରପାତି ଇସ୍ରୋର ଚନ୍ଦ୍ର ଅଭିଯାନରେ ଥିଲା ଉଲ୍ଲେଖନୀୟ ଅବଦାନ ।
୧୨ ବର୍ଷ ଭିତରେ ବହୁତ କିଛି ଅନୁଭବ କଲିଣି । ଦିନେ ଲୋକଙ୍କୁ ହସାଇ ହସାଇ ବେଦମ କରୁଥିଲେ ଆଜି ବିଛଣାରେ ପଡି କାନ୍ଦୁଛନ୍ତି । କହୁଛନ୍ତି, ଜଗନ୍ନାଥ ସୁସ୍ଥ କରିବୁ ଯଦି କର ନହେଲେ ନେଇ ଯା...