Advertisment

ଆଶ୍ଚର୍ଯ୍ୟ ! ନଳକୂପରୁ ପାଣି ସହ ରକ୍ତ, ମାଂସ ଓ ହାଡ଼ ବାହାରୁଛି

ଉତ୍ତର ପ୍ରଦେଶ : ଆଜିକାଲି ଅଜବ ଧରଣର ଘଟଣା ସବୁ ଘଟୁଥିବାରୁ ଦେଖିବାକୁ ମିଳେ ।  ଯାହାକି ଆମକୁ ଅବିଶ୍ୱସନୀୟ ମନେହେଉଥିଲେ ବି ବାସ୍ତବିକ ସତ୍ୟ କଥା ହୋଇଥାଏ। ଏବେ ଏମିତି ଏକ ଘଟଣାକୁ ନେଇ ଚାରିଆଡ଼େ ଚର୍ଚ୍ଚା । ଉତ୍ତର ପ୍ରଦେଶର ହମିରପୁର ଜିଲ୍ଲାର ଜାଖେଡି ଗାଁରେ ଏକ ଅଜବ ଧରଣ କଥା ଦେଖିବାକୁ ମିଳିଛି । ଏକ ନଳକୂପରୁ ପାଣି ତ ବାହାରୁଛି , ତାସହ ରକ୍ତ, ମାଂସର ଟୁକୁଡ଼ା ଓ ଛୋଟ ଛୋଟ […]

ଆଶ୍ଚର୍ଯ୍ୟ ! ନଳକୂପରୁ ପାଣି ସହ ରକ୍ତ, ମାଂସ ଓ ହାଡ଼ ବାହାରୁଛି

hand_pump_

Advertisment

ଉତ୍ତର ପ୍ରଦେଶ : ଆଜିକାଲି ଅଜବ ଧରଣର ଘଟଣା ସବୁ ଘଟୁଥିବାରୁ ଦେଖିବାକୁ ମିଳେ ।  ଯାହାକି ଆମକୁ ଅବିଶ୍ୱସନୀୟ ମନେହେଉଥିଲେ ବି ବାସ୍ତବିକ ସତ୍ୟ କଥା ହୋଇଥାଏ। ଏବେ ଏମିତି ଏକ ଘଟଣାକୁ ନେଇ ଚାରିଆଡ଼େ ଚର୍ଚ୍ଚା ।

Advertisment

ଉତ୍ତର ପ୍ରଦେଶର ହମିରପୁର ଜିଲ୍ଲାର ଜାଖେଡି ଗାଁରେ ଏକ ଅଜବ ଧରଣ କଥା ଦେଖିବାକୁ ମିଳିଛି । ଏକ ନଳକୂପରୁ ପାଣି ତ ବାହାରୁଛି , ତାସହ ରକ୍ତ, ମାଂସର ଟୁକୁଡ଼ା ଓ ଛୋଟ ଛୋଟ ହାଡ଼ ଖଣ୍ଡ ସବୁ ବାହାରୁଛି । ଯାହାକି ସେଠାର ଲୋକଙ୍କୁ ବହୁତ ଆଶ୍ଚର୍ଯ୍ୟକର ଲାଗୁଛି ।

କିନ୍ତୁ କେହି ଏହାର କାରଣ ଜାଣିପାରୁନାହାଁନ୍ତି , ପାଣି ସହ ଏଥିରୁ ଏଭଳି ଜିନିଷ କେମିତି ବାହାରୁଛି । ପ୍ରଶାସନ ତରଫରୁ ଏହାର ପରୀକ୍ଷା ପାଇଁ ସାମ୍ପୁଲ୍‌ ଯାଇଥିଲେ ବି ଏଯାଏ ଏହାର ସମାଧାନ କିଛି ମିଳିନି।

Advertisment

ପାଣି ପାଇଁ ଲୋକେ ଏହି ଜଳକୂପ ଉପରେ ନର୍ଭର କରୁଥିବାରୁ ଏମିତି ପାଣିକୁ ଆଉ କେହି ବ୍ୟବହର କରୁନାହାନ୍ତି । ଏହି ଗ୍ରାମର ଲୋକେ ବହୁ ଦୂରକୁ ଯାଇ ପାଣି ଆଣୁଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ