ଓଡ଼ିଶା
ମନୋରଞ୍ଜନ
ଶିକ୍ଷା
ନିଯୁକ୍ତି
ଜାତୀୟ
ରାଜନୀତି
ପାଣିପାଗ
ରାଶିଫଳ
ଭଲ ଖବର
କ୍ରୀଡ଼ା
ବାସ୍ତୁ
ସୋସିଆଲ ମିଡିଆ
ଫଟୋ
ଭିଡିଓ
ଅତିଥି ସ୍ତମ୍ଭ
ଦୁର୍ଘଟଣା
ଉତ୍ସବ ଓ ପରମ୍ପରା
ଆନ୍ତର୍ଜାତୀୟ
ବିଜ୍ଞାନ
ଟେକ୍ନୋଲୋଜି
ସ୍ୱାସ୍ଥ୍ୟ
Covid-19
ଅପରାଧ
ବିବିଧ
ବ୍ୟବସାୟ
ସାହିତ୍ୟ ଓ ସଂସ୍କୃତି
ଜୀବନଶୈଳୀ
Home
ଓଡ଼ିଶା
ମନୋରଞ୍ଜନ
ଶିକ୍ଷା
ଶିକ୍ଷା
ସିବିଏସ୍ଇ
ନିଯୁକ୍ତି
ଜାତୀୟ
ରାଜନୀତି
ପାଣିପାଗ
ରାଶିଫଳ
ଭଲ ଖବର
କ୍ରୀଡ଼ା
ବାସ୍ତୁ
Other
ସୋସିଆଲ ମିଡିଆ
ଫଟୋ
ଭିଡିଓ
ଅତିଥି ସ୍ତମ୍ଭ
ଦୁର୍ଘଟଣା
ଉତ୍ସବ ଓ ପରମ୍ପରା
ଆନ୍ତର୍ଜାତୀୟ
ବିଜ୍ଞାନ
ଟେକ୍ନୋଲୋଜି
ସ୍ୱାସ୍ଥ୍ୟ
Covid-19
ଅପରାଧ
ବିବିଧ
ବ୍ୟବସାୟ
ସାହିତ୍ୟ ଓ ସଂସ୍କୃତି
ଜୀବନଶୈଳୀ
Home
Ashara Alok
ମଣିଷ ଆଶାରେ ବଞ୍ଚେ । ଭାଙ୍ଗି ଯାଇଥିବା ମନକୁ ଯୋଡ଼ିବା, ଉଜୁଡ଼ି ଯାଇଥିବା ପରିବାରକୁ ପୁଣି ଥରେ ଏକାଠି କରିବାର ଭିନ୍ନ ଏକ ପ୍ରୟାସ ଆଶାର ଆଲୋକ । ଦାମ୍ପତ୍ୟ ଜୀବନର କଳହରୁ ବର୍ଷ ବର୍ଷ ଧରି ପରସ୍ପରଠାରୁ ଦୂରେଇ ରହିଥାନ୍ତି ସ୍ବାମୀ,ସ୍ତ୍ରୀ । ଫଳରେ ଦୁଇଟି ପରିବାରରେ ମଧ୍ୟରେ ସୃଷ୍ଟି ହୋଇଥାଏ ଅଶାନ୍ତି ଓ ବିଭେଦର ପାଚେରୀ । ଏଭଳି ଦୁଇଟି ପରିବାରକୁ ପୁଣି ଥରେ ଏକାଠି କରି ସେମାନଙ୍କ ଜୀବନରେ ପାରିବାରିକ ଖୁସି ଫେରାଇ ଆଣିବା ଆଶାର ଆଲୋକ କାର୍ଯ୍ୟକ୍ରମର ଉଦ୍ଦେଶ୍ୟରେ କୌଣସି ଥାନା ବା କୋର୍ଟକୁ ଯାଇ ନୁହେଁ , ବରଂ ଏକ ସାମାଜିକ ପ୍ଲାଟଫର୍ମ ମାଧ୍ୟମରେ ପାରିବାରିକ ବିବାଦର ସମାଧାନ କରିବା ଏହି କାର୍ଯ୍ୟକ୍ରମର ମହତ୍ ଲକ୍ଷ୍ୟ । ପୂର୍ବତନ ବିଚାରପତି, ସମାଜସେବୀ, ଉପସ୍ଥାପକଙ୍କ ଉପସ୍ଥିତିରେ ପରସ୍ପରଠାରୁ ଦୂରେଇ ରହିଥିବା ସ୍ବାମୀ ସ୍ତ୍ରୀ ପୁଣି ଥରେ ଏକାଠି ନୂଆ ଜୀବନ ଆରମ୍ଭ କରିବାକୁ ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଶପଥ ନେଇଥାନ୍ତି । ପ୍ରତି ସପ୍ତାହର ଶନିବାର ରାତି ୧୦ଟାରେ ଓଟିଭିରେ ପ୍ରସାରିତ ହୋଇଥାଏ ଆଶାର ଆଲୋକ କାର୍ଯ୍ୟକ୍ରମ । ଓଲିଉଡର ବିଶିଷ୍ଟ ଅଭିନେତା ମିହିର ଦାସ ଏହି କାର୍ଯ୍ୟକ୍ରମର ଉପସ୍ଥାପକ । Updates
Jibana Do Chhakire Ashara Alok Ep 244 | 12 DEC 2020 | ପରକୀୟା ପ୍ରୀତିର ପରିଣାମ, ଦାମ୍ପତ୍ୟ ଜୀବନରେ ଫାଟ
Jibana Do Chhakire Ashara Alok Ep 245 | 19 DEC 2020 | ବ୍ୟକ୍ତିଗତ ସ୍ୱାର୍ଥ ପାଇଁ ଭାଙ୍ଗି ଯାଉଛି ସଂସାର
Jibana Do Chhakire Ashara Alok Ep 246 | Dec 26 2020 | ଭୁଲ ବୁଝାମଣା, ସାଜୁଛି ଦାମ୍ପତ୍ୟ ଜୀବନର କାଳ
Jibana Do Chhakire Ashara Alok Ep 247 | 02 Jan 2021 | ସମ୍ପର୍କ ଗଢିବା ଠୁ କଷ୍ଟକର ସମ୍ପର୍କ ନିଭେଇବା
Jibana Do Chhakire Ashara Alok Ep 248 | 09 Jan 2021 | ବଡ ଯାଆଙ୍କ କଟକଣା ଯୋଗୁ ଅଡୁଆରେ ସାନ ଯାଆ
Jibana Do Chhakire Ashara Alok Ep 249 | 16 JAN 2021 | ଖରାପ ଅଭ୍ୟାସ ଯୋଗୁଁ ସୁଖୀ ଦାମ୍ପତ୍ୟ ଜୀବନରେ ଫାଟ
Jibana Do Chakire Ashara Alok Ep 250| 24 JAN 2021
Jibana Do Chhakire Ashara Alok Ep 251 | 30 JAN 2021| ସଂଯମତା ଅଭାବରୁ ଦାମ୍ପତ୍ୟ ଜୀବନରେ ବିଭ୍ରାଟ
Jibana Do Chhakire Ashara Alok Ep 252| 06 FEB 2021 ମୋ ବୋହୂ ସୁନାମୁଣ୍ଡା
Jibana Do Chhakire Ashara Alok Ep 253 | 13 FEB 2021 | ପାଲଟା କନ୍ୟାର ଦୁଃଖ
First
Prev
68
69
70
71
72
73
74
75
76
Next
© 2022 - Odisha Television Limited. All Rights Reserved.