• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଉପସ୍ଥାପକ - ମୃଣ୍ମୟ କୁମାର ନାୟକ (ପୁପୁନ୍)
ସ୍ବାଦ ଆମ ଓଡିଶାର , ସ୍ବାଦ ଆମ ହାତ ରନ୍ଧାର । ଏଠି ଖାଦ୍ୟ କେବଳ ପେଟ ପୁରେଇବା ପାଇଁ ନୁହଁ ବରଂ ଏ ଖାଦ୍ୟ କେବେ ଆମ ପରିଚୟ ତ କେବେ ଆମ ସଂସ୍କୃତିର ଗୋଟେ ଅଭିନ୍ନ ଅଂଶ । କାରଣ ଏଠି ଜଗନ୍ନାଥଙ୍କର ୬୦ ପଉଟି ଭୋଗ । ଏଠି ଖାଦ୍ୟରେ ଶ୍ରଦ୍ଧାର ଛୁଙ୍କ ଥାଏ ... ଯେବେ ମାଆ, ମାଉସୀ, ଖୁଡି, ପିଉସୀ , ଭାଉଜ, ଭଉଣୀ ନିଜ ହାତର ଯାଦୁରେ ପରଷି ଥାନ୍ତି ... ମହୁଲଫୁଲ ଲଠା, କଳାବତୀ ଲଡୁ, ସନ୍ତରା ଚିଙ୍ଗୁଡି , ବିଛୁଆତି ପତ୍ର ପିଠଉ , କରଡି ବେସର , ମାଛ ଆମ୍ବିଳ ହଉ କି ପଦ୍ମନାଡ ଚୁଟଚୁଟା । ହଁ , ଏମିତି କିଛି ହଜି ହଜି ଯାଉଥିବା ସ୍ବାଦକୁ ପୁଣି ଥରେ ଚୁଲି ଯାଏଁ ଆଣିବା ଓ କିଛି ନୂଆ ନୂଆ ସ୍ବାଦକୁ ଖୋଜି ବାହାର କରିବାର ନାଁ ହେଇଚି ...ଟେଷ୍ଟ ଅଫ୍ ଓଡିଶା । ଓଟିଭିର ଏକ ସ୍ବାଦିଷ୍ଟ କାର୍ଯ୍ୟକ୍ରମ । ଓଡିଶାର ଗାଁ ଗାଁ ଓ ସହର ସହର ବୁଲି ଲୋକଙ୍କ ସହ ଯୋଡି ହେଇ କିଛି ନୂଆ ନୂଆ ଖାଦକୁ ଅନ୍ବେଷଣ କରିବାର ଏ ପ୍ରୟାସ ...ଦୀର୍ଘ ବର୍ଷର । ଏମିତି କିଛି ଖଟା ମିଠା ସ୍ବାଦ ଲୋକଙ୍କୁ ଶିଖେଇ କିଛି ମିଠା ମିଠା ସଂପର୍କ ଯୋଡିବାର କାର୍ଯ୍ୟକ୍ରମ ହେଉଚି ଟେଷ୍ଟ ଅଫ୍ ଓଡିଶା । ଯାହା ପ୍ରସାରଣ ହୋଇଥାଏ ପ୍ରତି ଶନିବାର ରାତି ୯ଟା ୩୦ରେ । Updates

Taste Of Odisha Ep 249 10 April 2021
Taste Of Odisha Ep 249 10 April 2021

This show brings Odia food and cuisine to the limelight. The anchor travels to different households to get a taste of authentic, homemade food and sometimes

Taste Of Odisha Ep 250 | 17 April 2021 | Odia Food & Recipes: How to Prepare | କାଞ୍ଜି ମୁଗ ବରା

OdishaTV is Odisha\'s no 1 News Channel. OTV being the first private satellite TV channel in Odisha carries the onus of charting a course that behoves

Taste Of Odisha - Crispy Dhania Paneer Recipe

Taste Of Odisha - Crispy Dhania Paneer Recipe OdishaTV is Odisha\'s no 1 News Channel. OTV being the first private satellite TV channel in Odisha carries

Taste Of Odisha | Ep 253 | 08 May 2021| ପଦ୍ମ ନାଡ଼ ପିଠଉ  | ଚାଉଳ ବଟା ଦହି ଚିକେନ |
Taste Of Odisha | Ep 253 | 08 May 2021| ପଦ୍ମ ନାଡ଼ ପିଠଉ | ଚାଉଳ ବଟା ଦହି ଚିକେନ |

This show brings Odia food and cuisine to the limelight. The anchor travels to different households to get a taste of authentic, homemade food and sometimes

Taste Of Odisha | Ep 260 | 26 June 2021| ଲେମ୍ବୁ ପତ୍ର ଚିକେନ | ତେନ୍ତୁଳି ରସ ଛତୁ ବରା

ଚିକେନ ପିଆଜ କଷା | Chicken Piaja Kasa: How to Make - Odia Food & Recipes

ଜାଣନ୍ତୁ ଘରେ କେମିତି ପ୍ରସ୍ତୁତ କରିବେ ମାଛ ସାକରା | Signature Dish of Ganjam - ସମ୍ପୂର୍ଣ ଓଡ଼ିଆ ଖାଦ୍ୟ

ଦହି ଛୁଙ୍କ ରସଗୋଲା | Dahi Chunka Rasagola: How to Make - Odia Food & Recipes