ଓଡ଼ିଶା
ମନୋରଞ୍ଜନ
ଶିକ୍ଷା
ନିଯୁକ୍ତି
ଜାତୀୟ
ରାଜନୀତି
ପାଣିପାଗ
ରାଶିଫଳ
ଭଲ ଖବର
କ୍ରୀଡ଼ା
ବାସ୍ତୁ
ସୋସିଆଲ ମିଡିଆ
ଫଟୋ
ଭିଡିଓ
ଅତିଥି ସ୍ତମ୍ଭ
ଦୁର୍ଘଟଣା
ଉତ୍ସବ ଓ ପରମ୍ପରା
ଆନ୍ତର୍ଜାତୀୟ
ବିଜ୍ଞାନ
ଟେକ୍ନୋଲୋଜି
ସ୍ୱାସ୍ଥ୍ୟ
Covid-19
ଅପରାଧ
ବିବିଧ
ବ୍ୟବସାୟ
ସାହିତ୍ୟ ଓ ସଂସ୍କୃତି
ଜୀବନଶୈଳୀ
Home
ଓଡ଼ିଶା
ମନୋରଞ୍ଜନ
ଶିକ୍ଷା
ଶିକ୍ଷା
ସିବିଏସ୍ଇ
ନିଯୁକ୍ତି
ଜାତୀୟ
ରାଜନୀତି
ପାଣିପାଗ
ରାଶିଫଳ
ଭଲ ଖବର
କ୍ରୀଡ଼ା
ବାସ୍ତୁ
Other
ସୋସିଆଲ ମିଡିଆ
ଫଟୋ
ଭିଡିଓ
ଅତିଥି ସ୍ତମ୍ଭ
ଦୁର୍ଘଟଣା
ଉତ୍ସବ ଓ ପରମ୍ପରା
ଆନ୍ତର୍ଜାତୀୟ
ବିଜ୍ଞାନ
ଟେକ୍ନୋଲୋଜି
ସ୍ୱାସ୍ଥ୍ୟ
Covid-19
ଅପରାଧ
ବିବିଧ
ବ୍ୟବସାୟ
ସାହିତ୍ୟ ଓ ସଂସ୍କୃତି
ଜୀବନଶୈଳୀ
Home
Taste Of Odisha
ଉପସ୍ଥାପକ - ମୃଣ୍ମୟ କୁମାର ନାୟକ (ପୁପୁନ୍) ସ୍ବାଦ ଆମ ଓଡିଶାର , ସ୍ବାଦ ଆମ ହାତ ରନ୍ଧାର । ଏଠି ଖାଦ୍ୟ କେବଳ ପେଟ ପୁରେଇବା ପାଇଁ ନୁହଁ ବରଂ ଏ ଖାଦ୍ୟ କେବେ ଆମ ପରିଚୟ ତ କେବେ ଆମ ସଂସ୍କୃତିର ଗୋଟେ ଅଭିନ୍ନ ଅଂଶ । କାରଣ ଏଠି ଜଗନ୍ନାଥଙ୍କର ୬୦ ପଉଟି ଭୋଗ । ଏଠି ଖାଦ୍ୟରେ ଶ୍ରଦ୍ଧାର ଛୁଙ୍କ ଥାଏ ... ଯେବେ ମାଆ, ମାଉସୀ, ଖୁଡି, ପିଉସୀ , ଭାଉଜ, ଭଉଣୀ ନିଜ ହାତର ଯାଦୁରେ ପରଷି ଥାନ୍ତି ... ମହୁଲଫୁଲ ଲଠା, କଳାବତୀ ଲଡୁ, ସନ୍ତରା ଚିଙ୍ଗୁଡି , ବିଛୁଆତି ପତ୍ର ପିଠଉ , କରଡି ବେସର , ମାଛ ଆମ୍ବିଳ ହଉ କି ପଦ୍ମନାଡ ଚୁଟଚୁଟା । ହଁ , ଏମିତି କିଛି ହଜି ହଜି ଯାଉଥିବା ସ୍ବାଦକୁ ପୁଣି ଥରେ ଚୁଲି ଯାଏଁ ଆଣିବା ଓ କିଛି ନୂଆ ନୂଆ ସ୍ବାଦକୁ ଖୋଜି ବାହାର କରିବାର ନାଁ ହେଇଚି ...ଟେଷ୍ଟ ଅଫ୍ ଓଡିଶା । ଓଟିଭିର ଏକ ସ୍ବାଦିଷ୍ଟ କାର୍ଯ୍ୟକ୍ରମ । ଓଡିଶାର ଗାଁ ଗାଁ ଓ ସହର ସହର ବୁଲି ଲୋକଙ୍କ ସହ ଯୋଡି ହେଇ କିଛି ନୂଆ ନୂଆ ଖାଦକୁ ଅନ୍ବେଷଣ କରିବାର ଏ ପ୍ରୟାସ ...ଦୀର୍ଘ ବର୍ଷର । ଏମିତି କିଛି ଖଟା ମିଠା ସ୍ବାଦ ଲୋକଙ୍କୁ ଶିଖେଇ କିଛି ମିଠା ମିଠା ସଂପର୍କ ଯୋଡିବାର କାର୍ଯ୍ୟକ୍ରମ ହେଉଚି ଟେଷ୍ଟ ଅଫ୍ ଓଡିଶା । ଯାହା ପ୍ରସାରଣ ହୋଇଥାଏ ପ୍ରତି ଶନିବାର ରାତି ୯ଟା ୩୦ରେ । Updates
TASTE OF ODISHA EP 400 | 15 JUNE 2024 | ଲିଚୁ ରାବିଡ଼ି | ଛେଚା ମସଲା ଦମ୍ ମାଂସ
TASTE OF ODISHA EP 399 | 08 JUNE 2024 | ଭାକୁର ମାଛ ଲଟପଟା | ଅଟା ଆମ୍ବ ରସା
Taste Of Odisha | Know how to prepare this special chicken dish using eggs
TASTE OF ODISHA - EP 398 | 27 APRIL 2024 | ସେଲିବ୍ରେଟିଙ୍କ ହାତରନ୍ଧା | ପସାରୁଣି ପତ୍ର ଚିକେନ୍
Taste of Odisha Ep 397 | 20 Apr 2024 | Odia Cuisine | Odia Recipe Show - OTV
Taste Of Odisha | Know how to prepare this special jackfruit dish
Taste Of Odisha | Know how to prepare this special Pomfret korma
Taste Of Odisha | Know how to prepare this special dish
Taste Of Odisha | Know how to prepare this sweet delicacy
Taste Of Odisha | Know how to prepare this special egg dish
First
Prev
4
5
6
7
8
9
10
11
12
13
14
Next
Last
© 2022 - Odisha Television Limited. All Rights Reserved.