
ଆଉ କିଛି ଦିନ ବାକି ରହିଲା ଆଲୋକର ପର୍ବ ଦୀପାବଳି। ଘରେ ଘରେ ଜଳିବ ମାଳ ମାଳ ଦୀପ । ଦୀପର ଆଲୋକରେ ଦୂରେଇ ଯିବ ଅନ୍ଧକାର । ଏହି ଅବସରରରେ ଦୀପ ପ୍ରସ୍ତୁତିରେ ଲାଗିପଡିଛିନ୍ତି କାରିଗର । କୁମ୍ଭାରମାନେ ଦୀପାବଳି ପାଇଁ ଭଳି କି ଭଳି ଦୀପ ତିଆରି କରିବାରେ ଲାଗିପଡିଛନ୍ତି । ବିଭିନ୍ନ ପ୍ରକାରର ଦୀପ ତିଆରି କରି ସେମାନେ ନିଜ ପରିବାର ପ୍ରତିପୋଷଣ କରନ୍ତି ।
ବଦଳିଲା କେନ୍ଦ୍ର କ୍ୟାବିନେଟର ଚେହେରା । ଦ୍ୱିତୀୟ ପାଳିର ପ୍ରଥମ ସଂପ୍ରସାରଣରେ ୧୫ କ୍ୟାବିନେଟ୍ ମନ୍ତ୍ରୀଙ୍କ ସହ ୪୩ ମନ୍ତ୍ରୀ ସାମିଲ ହୋଇଛନ୍ତି ।
ଟୋକନ ସମସ୍ୟାକୁ ନେଇ ରାଜ୍ୟର ବିଭିନ୍ନ ସ୍ଥାନର ବଲାଙ୍ଗିରରେ ସିଏସ୍ଓ ଅଫିସ ଆଗରେ ବିଜେପି ନେତା ଓ କର୍ମୀ ଧାରଣା । ଟୋକନ ଅବଧି ବଢ଼ାଇବା ସହ ଟୋକନ ଥିବା ଚାଷୀଙ୍କ ଧାନ ତୁରନ୍ତ ଉଠାଇବାକୁ ଦାବି କରିଛନ୍ତି।
ଲଣ୍ଡନରେ ଚାଲିଛି ୱିମ୍ବିଲ୍ଡନ ଟେନିସ ଚାମ୍ପିୟନସିପ ମ୍ୟାଚ। ଏହାର କିଛି ଦୃଶ୍ୟ କଏଦ ହୋଇଛି କ୍ୟାମେରାରେ। ମ୍ୟାଚ୍ର ଚତୁର୍ଥ ଦିନରେ ପୁରୁଷ ସିଙ୍ଗଲ୍ସ ଦ୍ୱିତୀୟ ରାଉଣ୍ଡ ମ୍ୟାଚ୍ ସମୟରେ ଫ୍ରାନ୍ସର ଗେଲ୍ ମୋନଫିଲ୍ସ
ବିରୁଷ୍କାଙ୍କୁ ପ୍ରୋଟେକସନ୍ ଦେଉଛନ୍ତି ସୋନୁ,ସୋନୁଙ୍କ ପୁରା ନା ପ୍ରକାଶ ସିଂ। ନିଜ ପରିବାରର ସଦସ୍ୟ ପରି ସୁରକ୍ଷା ଦେଉଛନ୍ତି ସୋନୁ
କରୋନାର ଦ୍ୱିତୀୟ ଲହରୀ ସାମାନ୍ୟା ଥମିଥିବା ବେଳେ ବିପଦ ଏପର୍ଯ୍ୟନ୍ତ ଟଳିନାହିଁ । କରୋନାର ଡେଲଟା ଭାରିଏଣ୍ଟ ପୂରା ବିଶ୍ୱ ପାଇଁ ଆତଙ୍କ ସୃଷ୍ଟି କରିଛି
କରୋନା ସଂକ୍ରମଣ ବେଳେ ଜୁଲାଇ ଗାଇଡ୍ଲାଇନ୍ ଘୋଷଣା କଲେ ରାଜ୍ୟ ସରକାର। ନୂଆ ଗାଇଡ୍ଲାଇନ୍ ସମ୍ପର୍କରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ପୂରା ତଥ୍ୟ ଦେଇଛନ୍ତି। ପଜିଟିଭି ହାରକୁ ନଜରରେ ରଖି ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ଲକଡାଉନ୍ ବଳବତ୍ତର ରଖିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି
ଚଳଚଞ୍ଚଳ ହୋଇଛି ରଥଖଳା । ବଡ଼ଦାଣ୍ଡରେ ରଥ ନିର୍ମାଣ କାମ ଆଗେଇ ଚାଲିଛି । ରଥନିର୍ମାଣ କାମକୁ ପିଢି ପରେ ପିଢି ବଂଶାନୁମକ୍ରମିକ ଭାବେ କରି ଆସୁଛନ୍ତି ପୁରୀ ସହରରେ କିଛି ନିର୍ଦ୍ଦିଷ୍ଟ ସେବାୟତ ପରିବାର ।
ସ୍ନାନବେଦି ଉପରେ ବସି ମହାପ୍ରଭୁଙ୍କ ମହାସ୍ନାନ। ଏହି ଦିବ୍ୟ ଦୃଶ୍ୟ ଦେଖି ଭକ୍ତ ବିଭୋର। ମହାପ୍ରଭୁଙ୍କର ଏଇ ନୀତିକାନ୍ତି ଯେତେ ବୁଝିଲେ ବି ଅବୁଝା ଲାଗେ ।
ଓଡ଼ିଶାର ବିଭିନ୍ନ ସ୍ଥାନରେ ଟିକାକରଣ କେନ୍ଦ୍ରରେ ଲୋକଙ୍କୁ ଟିକା ପ୍ରଦାନ କରାଯାଉଛି। ରାଜ୍ୟ ସରକାର ଟିକାକରଣ ଉପରେ ଗୁରୁତ୍ୱ ପ୍ରଦାନ କରିଛନ୍ତି।
କରୋନା କଟକଣା ଯୋଗୁ ଚଳିତ ବର୍ଷ ବିନା ପରୀକ୍ଷାରେ ପ୍ରକାଶ ପାଇଛି ମାଟ୍ରିକ ରେଜଲ୍ଟ। ଏନେଇ ଛାତ୍ରଛାତ୍ରୀଙ୍କ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।