Advertisment

ଶ୍ରୀଦେବୀଙ୍କ ସାନ ଝିଅ ଖୁସି କପୁରଙ୍କ ସୋସିଆଲ୍ ମିଡିଆରେ ହଙ୍ଗାମା

ସ୍ୱର୍ଗତ ଅଭିନେତ୍ରୀ ଶ୍ରୀଦେବୀ ତଥା ଫିଲ୍ମ ନିର୍ମାତା ବୋନି କପୁରଙ୍କ ସାନ ଝିଅ ଖୁସି କପୁର ସୋସିଆଲ ମିଡିଆରେ ବହୁତ ସକ୍ରିୟ। ‘ଦି ଆର୍ଚିଜ୍’ ତାରକା ପ୍ରାୟତଃ ନିଜ ଫଟୋ ସେୟାର କରି ନିଜ ପ୍ରଶଂସକଙ୍କୁ ନିଜ ବିଷୟରେ ଅପଡେଟ୍ ପ୍ରଦାନ କରିଥା’ନ୍ତି।

author-image
Pramod Behera
Khushi kapoor impressed fans with her saree look

Khushi kapoor impressed fans with her saree look

Sridevi
Advertisment
Advertisment