/odishatv-khabar/media/post_attachments/uploadimage/library/16_9/16_9_0/IMAGE_1701363509.jpg)
Balijatra 2023
/odishatv-khabar/media/post_attachments/uploadimage/library/16_9/16_9_0/IMAGE_1701363509.jpg)
1/5
କାର୍ତ୍ତିକ ପୂର୍ଣ୍ଣିମାରେ ଆରମ୍ଭ ହୋଇଛି ଐତିହାସିକ କଟକ ବାଲିଯାତ୍ରା..ରଙ୍ଗୀନ ଆଲୋକରେ ଝଟକୁଛି ବାଲିଯାତ୍ରା ଗେଟ୍
2/5
ବାଲିଯାତ୍ରାର ମୁଖ୍ୟ ଆକର୍ଷଣ ରାମଦୋଳି ଝୁଲା
3/5
ମନ ମୋହୁଛି ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ
4/5
ପ୍ରଥମଥର ପାଇଁ ତିଆରି ହୋଇଛି ଅଣ୍ଡର ୱାଟର୍ ଟନେଲ ଆକ୍ୱାରିୟମ । ଯେଉଁଠି ଦର୍ଶକ ସମୁଦ୍ର ଭିତରେ ଚାଲି ଚାଲି ଯିବାର ଅନୁଭବ ସହ ଅସଂଖ୍ୟ ମାଛ ଦେଖିବାର ମଜା ଉଠାଇପାରିବେ ।
5/5
ମାଟି ଚାଳ ଘର ଠାରୁ ଆରମ୍ଭ କରି ମାଟି ଚୂଲି ଏବଂ ଗାଁର ଚାଲିଚଳଣି ଥିମ୍ରେ ସଜେଇ ହୋଇଛି କଟକ ଇନ୍ କଟକ ପାଭିଲିଅନ୍
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)