ଉତ୍ସବ ଅନୁଷ୍ଠାନ Photo Gallery ପବିତ୍ର ମାଘ ସପ୍ତମୀରେ ଚନ୍ଦ୍ରଭାଗାରେ ବୁଡ଼ ପକାଇ ପୂଣ୍ୟ ଅର୍ଜନ କଲେ ଶ୍ରଦ୍ଧାଳୁ ପବିତ୍ର ମାଘ ସପ୍ତମୀରେ ହଜାର ହଜାର ଶ୍ରଦ୍ଧାଳୁ ଚନ୍ଦ୍ରଭାଗାରେ ବୁଡ଼ ପକାଇ ପୂଣ୍ୟ ଅର୍ଜନ କରିଛନ୍ତି। ଏନେଇ ଚନ୍ଦ୍ରଭାଗାରେ ପ୍ରବଳ ଜନସମାଗମ ଦେଖାଦେଇଥିଲା। ମହାପ୍ରଭୁଙ୍କ ମହାସ୍ନାନ ପରେ ପରେ ଭୋର ୪ଟା ୪୧ରେ ଶ୍ରଦ୍ଧାଳୁମାନେ ମାଘବୁଡ଼ ପକାଇ ସୂର୍ଯ୍ୟୋଦୟ ଦର୍ଶନ କରିଛନ୍ତି। Pramod Behera 28 Jan 2023 20:29 IST Devotees take holy dip at chandrabhag 1/4ଶ୍ରଦ୍ଧାଳୁ ଚନ୍ଦ୍ରଭାଗାରେ ବୁଡ଼ ପକାଇ ପୂଣ୍ୟ ଅର୍ଜନ କଲେ 2/4ପରିତ୍ର ମାଘ ସପ୍ତମୀରେ ଦୀପଦାନ 3/4ଚନ୍ଦ୍ରଭାଗାରେ ସୂର୍ଯ୍ୟ ଦର୍ଶନ 4/4ପବିତ୍ର ମାଘ ସପ୍ତମୀରେ ଘୋଡା ନାଚAdvertisment Read More Advertisment ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ