Advertisment

ଦୀପାବଳିରେ ବଡ଼ବଡୁଆ ଡାକ ଓଡ଼ିଶାର ଏକ ନିଆରା ପରମ୍ପରା

ଦୀପାବଳିରେ ବଡବଡୁଆ ଡାକ ଓଡ଼ିଶାର ଏକ ନିଆରା ପରମ୍ପରା। ମହାଳୟା ଦିନ ପୂର୍ବପୁରୁଷଙ୍କୁ ଡାକିଥିବା ଲୋକେ ଏହିଦିନ ସେମାନଙ୍କୁ ବିଦାୟ ଦେଇଥାନ୍ତି। ପିତୃ ପୁରୁଷଙ୍କୁ ଆଲୋକ ଦେଖାଇ ସ୍ୱର୍ଗ ଲୋକକୁ ଫେରିଯିବା ପାଇଁ ପ୍ରାର୍ଥନା କରନ୍ତି। ଏମିତି କିଛି ଦୃଶ୍ୟ ଏହିସବୁ ଫଟୋରେ ଦେଖିବାକୁ ମିଳିଛି।

author-image
Pramod Behera
ଦୀପାବଳିରେ ବଡ଼ବଡୁଆ ଡାକ ଓଡ଼ିଶାର ଏକ ନିଆରା ପରମ୍ପରା

Diwali 2024 every badabadua call in odisha

Advertisment
Advertisment