Advertisment

ମେଲାଣି ନେଲେ ମା' ଦଶଭୂଜା; ଜାକଜମକରେ ସରିଲା ଭସାଣ ଉତ୍ସବ

ଖାଁ ଖାଁ ପୂଜା ମଣ୍ଡପ । ଶାରଦୀୟ ପୂଜା ପରେ ମା'ଙ୍କୁ ବିଦାୟ ଦେଉଛନ୍ତି ଭକ୍ତ । ପୁଣି ଆସନ୍ତା ବର୍ଷକୁ ଅପେକ୍ଷା । ଦୀର୍ଘ ୯ଦିନ ଧରି ଜଗତଜନନୀ ମା' ଦୁର୍ଗାଙ୍କୁ ବିଭିନ୍ନ ପୂଜା ମଣ୍ଡପରେ ପୂଜାର୍ଚ୍ଚନା ପରେ ବିସର୍ଜନ କରାଯାଇଛି।

ମେଲାଣି ନେଲେ ମା' ଦଶଭୂଜା; ଜାକଜମକରେ ସରିଲା ଭସାଣ ଉତ୍ସବ

immersion

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ