ଭୁବନେଶ୍ୱରରେ ଆରମ୍ଭ ହୋଇଛି ପ୍ରଥମ 'ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ'। ଏଥିରେ ଦେଶ ବିଦେଶର ଓଡ଼ିଆ ଭାଷାବିତ୍ ଯୋଗଦେଇ ଓଡ଼ିଆ ଭାଷାର ସର୍ବ ପ୍ରାଚୀନତା ଏବଂ ନିରନ୍ତରତା ସମ୍ପର୍କରେ ବିଭିନ୍ନ ପର୍ଯ୍ୟାୟ ଭିତ୍ତିକ ଆଲୋଚନା କରିଛନ୍ତି। ଓଡ଼ିଆ ଭାଷାର ଉତ୍ପତ୍ତି, କ୍ରମବିକାଶ ଓ ଲୋକପ୍ରିୟତା ଉପରେ ସାରଗର୍ଭକ ଆଲୋଚନାମାନ ଅନୁଷ୍ଠିତ ହୋଇଛି।
Published By: Manoranjan Behera
Last updated: 07 February 2024, 12:44 PM IST
ଭୁବନେଶ୍ୱରରେ ଆୟୋଜିତ ହେଲା ବିଶ୍ୱ ଓଡିଆ ଭାଷା ସମ୍ମିଳନୀ
ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀରେ ସାଂସ୍କୃତିକ କାର୍ଯ୍ୟକ୍ରମ
ଉତ୍କଳମଣି ପଣ୍ତିତ ଗୋପବନ୍ଧୁ ଦାସଙ୍କ ବ୍ୟବହୃତ ଟ୍ରଙ୍କ
ଗୁଆପତ୍ରରେ ଲିଖିତ ଶ୍ରୀମଦ୍ ଭାଗବତ