Advertisment

ସୁନାବେଶରେ ଶ୍ରୀଜିଉ: ଥରୁଟିଏ ଦେଖିଦେଲେ ତୃପ୍ତ ହୋଇଯିବ ଏ ଆଖି

ଲୀଳାମୟ ବଡ଼ଠାକୁରଙ୍କ ଦୁର୍ଲଭ ଓ ଦିବ୍ୟ ସୁନାବେଶର ସାନିଧ୍ୟ ପାଉଛନ୍ତି ଶହ ଶହ ଶ୍ରଦ୍ଧାଳୁ। ରଥାରୁଢ଼ ଶ୍ରୀଜିଉଙ୍କ ସୁନାବେଶ ଦେଖିବାକୁ ଜନସମୁଦ୍ର ପାଲଟିଛି ପୁରୀ ବଡ଼ଦାଣ୍ଡ। ପୂର୍ବ ନୀତି ନିର୍ଘଣ୍ଟ ଅନୁସାରେ ରତ୍ନ ଭଣ୍ଡାରରୁ ମହଣ ମହଣ ସୁନା ଅଳଙ୍କାର ଆସି ଶ୍ରୀଅଙ୍ଗରେ ଲାଗି ହୋଇଛନ୍ତି।

Sunabesha

Sunabesha

Advertisment
SunaBesha Puri
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ