Advertisment

ରଥ ପ୍ରସ୍ତୁତ, ପଥ ବି ପ୍ରସ୍ତୁତ...ଅପେକ୍ଷା କେବଳ ମହାପ୍ରଭୁଙ୍କୁ...ଦେଖନ୍ତୁ ବଡ଼ଦାଣ୍ଡର କିଛି ଝଲକ

ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । କାଳିଆ ସାଆନ୍ତଙ୍କ ଘୋଷଯାତ୍ରାରେ ସାମିଲ ହେବା ପାଇଁ କାହିଁ କେତେଦୂରରୁ ଧାଇଁ ଆସୁଛନ୍ତି ଭକ୍ତ । କଣ୍ଠରେ ମହାପ୍ରଭୁଙ୍କ ଭଜନ। ହାତରେ ମୃଦଙ୍ଗ ସହ ଝାଞ୍ଜ। ରଥାରୂଢ ଚତୁର୍ଦ୍ଧା ମୂରତିଙ୍କୁ ଦର୍ଶନ ସହ ରଥ ଦଉଡ଼ି ଟାଣି ଜୀବନକୁ ଧନ୍ୟ ମଣିବା ପାଇଁ ମାଇଲ ମାଇଲ ବାଟ ଅତିକ୍ରମ କରି ଶ୍ରୀକ୍ଷେତ୍ର ମୁହାଁ ଶ୍ରଦ୍ଧାଳୁ ।

Ratha Jatra

Ratha Jatra

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ