Advertisment

ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ

ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ଆୟୋଜିତ ହୋଇଯାଇଛି । ଏହି ସମାରୋହରେ ରାଜ୍ୟପାଳ ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ଉତ୍ସବରେ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

author-image
Otv Khabar Bureau
Republic Day 2022

Republic Day 2022

Advertisment
Advertisment