/odishatv-khabar/media/post_attachments/uploadimage/library/16_9/16_9_0/IMAGE_1741679029.jpeg)
ମରିସସରେ ପହଞ୍ଚିଲେ ମୋଦି ।
/odishatv-khabar/media/post_attachments/uploadimage/library/16_9/16_9_0/IMAGE_1741679029.jpeg)
1/6
ମରିସସରେ ପହଞ୍ଚିଲେ ମୋଦି ।
/odishatv-khabar/media/post_attachments/uploadimage/library/16_9/16_9_0/IMAGE_1741679122.jpg)
2/6
ଏୟାରପୋର୍ଟରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭବ୍ୟ ସ୍ବାଗତ କରାଯାଇଛି ।
/odishatv-khabar/media/post_attachments/uploadimage/library/16_9/16_9_0/IMAGE_1741679230.jpg)
3/6
ଏକ ବିରାଟ ଫୁଲମାଳ ପିନ୍ଧାଇ ସ୍ବାଗତ କରିଛନ୍ତି ମରିସସ ପ୍ରଧାନମନ୍ତ୍ରୀ ।
/odishatv-khabar/media/post_attachments/uploadimage/library/16_9/16_9_0/IMAGE_1741679171.jpg)
4/6
ମୋଦିଙ୍କୁ ଦେଖିବାକୁ ମରିସସର ପ୍ରବାସୀ ଭାରତୀୟମାନେ ଉତ୍ସାହିତ ।
/odishatv-khabar/media/post_attachments/uploadimage/library/16_9/16_9_0/IMAGE_1741679369.jpg)
5/6
ମୋଦି ପହଞ୍ଚିବା ପରେ ସ୍ବାଗତ ପାଇଁ ଆସିଥିବା କିଛି ସ୍କୁଲ ପିଲାଙ୍କ ସହ କଥା ମଧ୍ୟ ହୋଇଛନ୍ତି ।
/odishatv-khabar/media/post_attachments/uploadimage/library/16_9/16_9_0/IMAGE_1741679404.jpg)
6/6
ଦୁଇ ଦିନିଆ ମରିସସ୍ ଗସ୍ତରେ ଅଛନ୍ତି ମୋଦି । ମରିସସର ୫୭ତମ ରାଷ୍ଟ୍ରୀୟ ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବାକୁ ଯାଇଛନ୍ତି ମୋଦି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)