Advertisment

ଆଜି ହେଉଛି ବୀରମାନଙ୍କର ଦିନ; ଯବାନଙ୍କ ଦ୍ୱାରା ରଙ୍ଗାରଙ୍ଗ ପରେଡ୍ ସହ ଆକର୍ଷଣୀୟ ରଣକୌଶଳ ପ୍ରଦର୍ଶନ

ଆଜି ହେଉଛି ବୀରମାନଙ୍କର ଦିନ । ଭାରତୀୟ ସ୍ଥଳସେନା ଆଜି ପାଳୁଛି ୭୪ତମ ପ୍ରତିଷ୍ଠା ଦିବସ । ପ୍ରତିବର୍ଷ ଜାନୁଆରୀ ୧୫ ତାରିଖରେ ଭାରତରେ 'ସେନା ଦିବସ' ପାଳନ କରାଯାଇ ଆସୁଅଛି । ୧୯୪୯ ମସିହାର ଏହି ଦିନରେ ଭାରତୀୟ ସେନାର ପ୍ରଥମ ଭାରତୀୟ କମାଣ୍ଡର ଚିଫ୍ କେଏମ୍ କରିଅପ୍ପା ବିଧିବଦ୍ଧ ଭାବେ ଦାୟିତ୍ୱ ନେଇଥିଲେ । ସେବେ ଠାରୁ ଏହି ଦିନଟିକୁ ବୀର ଓ ସାହସୀ ଭାରତୀୟ ସେନାଙ୍କ ପାଇଁ ଉତ୍ସର୍ଗ କରାଯାଇଛି ।

Army Day Parade

Army Day Parade

Advertisment
Delhi
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ