ଯେଉଁଠି ୧୪୦ କୋଟି ଭାରତୀୟଙ୍କ ପ୍ରତିନିଧି କରିବେ, ଦେଶର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ନୀତି ନିର୍ଦ୍ଧାରଣ ଏବଂ ନିୟମ ପ୍ରଣୟନ। ଦେଶବାସୀଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ହେବ ୬୪ ହଜାର ୫ଶହ ବର୍ଗମିଟର କ୍ଷେତ୍ରରେ ନିର୍ମିତ ତ୍ରିକୋଣାକାର ନୂଆ ସଂସଦ ଭବନ।
Published By: Chandan Shishu
Last updated: 27 May 2023, 11:22 PM IST
ନୂତନ ପାର୍ଲାମେଣ୍ଟ ଗୃହରେ ରହିଛି ୩ଟି ପ୍ରବେଶ ପଥ। ଯାହାର ନାଁ ରଖାଯାଇଛି ଜ୍ଞାନ ଦ୍ୱାର, ଶକ୍ତି ଦ୍ୱାର ଓ କର୍ମ ଦ୍ୱାର
ଦେଶବାସୀଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ହେବ ୬୪ ହଜାର ୫ଶହ ବର୍ଗମିଟର କ୍ଷେତ୍ରରେ ନିର୍ମିତ ତ୍ରିକୋଣାକାର ନୂଆ ସଂସଦ ଭବନ
୪ ମହଲା ବିଶିଷ୍ଟ ନୂତନ ସଂସଦ ଭବନରେ ହୋଇଛି ୧୨ ଶହ ୭୨ ସାଂସଦଙ୍କ ପାଇଁ ବସିବା ବ୍ୟବସ୍ଥା
ଅତ୍ୟାଧୁନିକ ସୁବିଧାଯୁକ୍ତ ଏହି ସୌଧ ପରିବେଶ ଅନୁକୂଳ ଏବଂ ଭୂକଂପ ପ୍ରତିରୋଧୀ ମଧ୍ୟ
ପ୍ରଧାନମନ୍ତ୍ରୀ ମୋଦିଙ୍କୁ 'ରାଜଦଣ୍ଡ' ହସ୍ତାନ୍ତର, 'ରାଜଦଣ୍ଡ' ହସ୍ତାନ୍ତର କଲେ ଅଧିନମ୍ ମଠ ମହନ୍ତ... ବାଚସ୍ପତିଙ୍କ ଆସନ ନିକଟରେ ଏହାକୁ ସ୍ଥାପନ କରାଯିବ
ସ୍ୱତନ୍ତ୍ର ଭାବେ ନିମନ୍ତ୍ରତ ତାମିଲନାଡୁର ସନ୍ଥ ସମୂହଙ୍କୁ ପ୍ରଣାମ କରୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି