ଇଏ ସେହି ଶୁଭ ମୂହୁର୍ତ୍ତ, ଦିଲ୍ଲୀରୁ ଭର୍ଚୁଆଲରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସବୁଜ ପତାକା ଦେଖାଇବା ପରେ ଜଗନ୍ନାଥଙ୍କ ଧାମ ପୁରୀରୁ ପଶ୍ଚିମବଙ୍ଗର ହାୱଡ଼ା ଅଭିମୁଖେ ଗଡ଼ିଥିଲା ବନ୍ଦେ ଭାରତ ଏକ୍ସପ୍ରେସ। ଏଣିକି ପୁରୀ-କୋଲକାତା ଯାତ୍ରା କେବଳ ସାଢ଼େ ୬ ଘଣ୍ଟା ହୋଇଯିବ ଓ ଏହାଦ୍ୱାରା ସମୟ ବଞ୍ଚିବ, କାରବାର ବି ବଢ଼ିବ।
Published By: Chandan Shishu
Last updated: 18 May 2023, 09:10 PM IST
ପୁରୀ ରେଳ ଷ୍ଟେସନରେ ଛିଡା ହୋଇଛି ବନ୍ଦେ ଭାରତ ଏକ୍ସପ୍ରେସ୍
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ସେମି ହାଇସ୍ପିଡ୍ ଟ୍ରେନକୁ ଭର୍ଚୁଆଲ ମୋଡରେ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ।
ପୁରୀରୁ ଗଡିଲା ବହୁ ପ୍ରତିକ୍ଷୀତ ବନ୍ଦେ ଭାରତ ଏକ୍ସପ୍ରେସ
ବନ୍ଦେ ଭାରତ ଏକ୍ସପ୍ରେସ୍ ଶୁଭାରମ୍ଭ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଦୀପ ପ୍ରଜ୍ୱଳନ କରୁଛନ୍ତି ରାଜ୍ୟପାଳ ଗଣେଶୀ ଲାଲ୍, ରାଜ୍ୟପାଳଙ୍କ ସହିତ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ
ବନ୍ଦେ ଭାରତ ଟ୍ରେନ୍ ଭିତରେ ରାଜ୍ୟପାଳ ଗଣେଶୀ ଲାଲ୍, କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ