କର୍ଣ୍ଣାଟକ ଗସ୍ତ ଅବସରରେ ଆଜି ପ୍ରଧାନମନ୍ତ୍ରୀ ମୋଦି ବେଙ୍ଗାଲୁର ସ୍ଥିତ କେମ୍ପେଗୌଡା ଆନ୍ତର୍ଜାତିକ ବିମାନ ବନ୍ଦରର ଦୁଇ ନମ୍ବର ଟର୍ମିନାଲକୁ ଉଦଘାଟନ କରିଛନ୍ତି । ପ୍ରାୟ ପାଞ୍ଚ ହଜାର କୋଟି ଟଙ୍କାରେ ନିର୍ମିତ ଏହି ଟର୍ମିନାଲ ଯୋଗୁଁ ଯାତ୍ରୀ ଗମନାଗମନ ଦୁଇଗୁଣ ବୃଦ୍ଧି ପାଇବ ବୋଲି ଆଶା କରାଯାଇଛି ।
Published By: Manoranjan Behera
Last updated: 11 November 2022, 07:34 PM IST
ବେଙ୍ଗାଲୁର ସ୍ଥିତ କେମ୍ପେଗୌଡା ଆନ୍ତର୍ଜାତିକ ବିମାନ ବନ୍ଦରର ଦୁଇ ନମ୍ବର ଟର୍ମିନାଲର ନୂଆ ରୂପ
କର୍ଣ୍ଣାଟକ ଗସ୍ତ ଅବସରରେ ଆଜି ପ୍ରଧାନମନ୍ତ୍ରୀ ମୋଦି ବେଙ୍ଗାଲୁର ସ୍ଥିତ କେମ୍ପେଗୌଡା ଆନ୍ତର୍ଜାତିକ ବିମାନ ବନ୍ଦରର ଦୁଇ ନମ୍ବର ଟର୍ମିନାଲକୁ ଉଦଘାଟନ କରିଛନ୍ତି
ଯାତ୍ରୀମାନେ ଉଦ୍ୟାନରେ ଭ୍ରମଣ କରିବାର ଅଭିଜ୍ଞତା ପାଇବେ
କର୍ଣ୍ଣାଟକର ଐତିହ୍ୟ ଓ ସଂସ୍କୃତି ସମେତ ଭାରତୀୟ ଲୋକଳାର ବୈଭବକୁ ଗୁରୁତ୍ୱ ଦିଆଯାଇଛି