କେଦାରନାଥ ଓ ବଦ୍ରିନାଥରେ ୩ ହଜାର ୪ ଶହ କୋଟିର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ପ୍ରଥମେ ସେ କେଦାରନାଥ ମନ୍ଦିର ଯାଇ ସେଠାରେ ପୂଜାର୍ଚ୍ଚନା କରିଥିଲେ । ଏହାପରେ ବଦ୍ରିନାଥ ଧାମ ଯାଇ ପ୍ରଭୁଙ୍କୁ ଦର୍ଶନ କରିଥିଲେ ।
Published By: Manoranjan Behera
Last updated: 21 October 2022, 10:53 PM IST
ଦେବଭୂମି ଉତ୍ତରାଖଣ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି..ବାବା କେଦାରନାଥଙ୍କୁ ଦର୍ଶନ କଲେ ମୋଦି
ଆଦିଗୁରୁ ଶଙ୍କରାଚାର୍ଯ୍ୟଙ୍କ ପ୍ରତିମୂର୍ତ୍ତି ଆଗରେ ନରେନ୍ଦ୍ର ମୋଦି
ଉତ୍ତରାଖଣ୍ତ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କ ସହ ମୋଦି
ବଦ୍ରିନାଥ ଧାମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି