Advertisment

ମାଆଙ୍କୁ ଭେଟି ଆଶିଷ ଭିକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଦେଖନ୍ତୁ ସେହି ଦୃଶ୍ୟ...

ମାଆଙ୍କୁ ଭେଟି ଆଶୀର୍ବାଦ ନେଲେ ମୋଦି । ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ମଣିପୁର ଓ ଗୋଆରେ ଭାରତୀୟ ଜନତା ପାର୍ଟିର ଦମ୍‌ଦାର ବିଜୟର ପରେ ଏବେ ଏହି ଭାବପ୍ରବଣ ଦୃଶ୍ୟ ସୋସିଆଲ ମିଡିଆରେ ଭାଇରଲ ହେଉଛି । ଯେଉଁଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ମାଆଙ୍କୁ ଭେଟିବା ସହ ତାଙ୍କ ଆଶିଷ ଭିକ୍ଷା କରିଛନ୍ତି ।ଅନ୍ୟପକ୍ଷେ, ଗତକାଲି ଗୁଜରାଟର ଅହମ୍ମଦାବାଦରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଶାଳ ରୋଡ୍ ଶୋ ଆୟୋଜିତ ହୋଇଥିଲା, ଦେଖନ୍ତୁ ସେହି ସମୟର କିଛି ଦୃଶ୍ୟ...

author-image
Otv Khabar Bureau
ମାଆଙ୍କୁ ଭେଟି ଆଶିଷ ଭିକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଦେଖନ୍ତୁ ସେହି ଦୃଶ୍ୟ...

PM narendra modi meets his mother heeraben modi in gandhinagar

Advertisment
Advertisment