Advertisment

ନୂଆଦିଲ୍ଲୀ ଷ୍ଟେସନରେ ବଡ଼ ଅଘଟଣ

ନୂଆଦିଲ୍ଲୀ ଷ୍ଟେସନରେ ବଡ଼ ଅଘଟଣ । ଯାତ୍ରୀଙ୍କ ଅତ୍ୟଧିକ ଭିଡ଼ରୁ ଦଳାଚକଟା ହେବାରୁ ୧୮ ଜଣଙ୍କ ମୃତ୍ୟୁ ହୋଇଛି । ଆହତଙ୍କ ଅବସ୍ଥା ସଂକଟାପନ୍ନ ଥିବାରୁ ମୃତ୍ୟୁ ସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି । ମହାକୁମ୍ଭ ଯିବା ପାଇଁ ନୂଆଦିଲ୍ଲୀ ଷ୍ଟେସନରେ ପ୍ରବଳ ଭିଡ଼ ହୋଇଥିଲା । ଷ୍ଟେସନର ୧୩ ଓ ୧୪ ନମ୍ବର ପ୍ଲାଟଫର୍ମରେ ଭିଡ଼ ଯୋଗୁ ଏହି ଅଘଟଣ ଘଟିଛି ।

ନୂଆଦିଲ୍ଲୀ ଷ୍ଟେସନରେ ବଡ଼ ଅଘଟଣ । ଯାତ୍ରୀଙ୍କ ଅତ୍ୟଧିକ ଭିଡ଼ରୁ ଦଳାଚକଟା ହେବାରୁ ୧୮ ଜଣଙ୍କ ମୃତ୍ୟୁ ହୋଇଛି ।   ଆହତଙ୍କ

ନୂଆଦିଲ୍ଲୀ ଷ୍ଟେସନରେ ବଡ଼ ଅଘଟଣ । ଯାତ୍ରୀଙ୍କ ଅତ୍ୟଧିକ ଭିଡ଼ରୁ ଦଳାଚକଟା ହେବାରୁ ୧୮ ଜଣଙ୍କ ମୃତ୍ୟୁ ହୋଇଛି । ଆହତଙ୍କ

Advertisment
Stampede
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ