Advertisment

ଫଟୋରେ ଖବର; ରାଷ୍ଟ୍ରପତି ହେବା ପରେ ପ୍ରଥର ଥର ପାଇଁ ଜନ୍ମମାଟିକୁ ଆସିଛନ୍ତି ଦ୍ରୌପଦୀ ମୁର୍ମୁ

ଜନ୍ମମାଟି ମୟୂରଭଞ୍ଜ ଜିଲ୍ଲାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବାଦାମପାହାଡ଼ ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇଲେ ରାଷ୍ଟ୍ରପତି । ହେଲିପ୍ୟାଡରୁ ଓହ୍ଲାଇ ଉପସ୍ଥିତ ଲୋକଙ୍କ ଅଭିବାଦନ ଗ୍ରହଣ କଲେ । ରାଷ୍ଟ୍ରପତି ହେବା ପରେ ଦ୍ରୌପଦୀ ମୁର୍ମୁଙ୍କ ଏହା ପ୍ରଥମ ମୟୂରଭଞ୍ଜ ଗସ୍ତ । ୩ ଦିନିଆ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି । ହେଲିପ୍ୟାଡରେ ଓହ୍ଲାଇବା ପରେ ରାଷ୍ଟ୍ରପତିଙ୍କୁ ଜୋରଦାର ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଛି । ତାଙ୍କୁ ସ୍ୱାଗତ କରିଛନ୍ତି ରାଜ୍ୟପାଳ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ। କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ ମଧ୍ୟ ସ୍ୱାଗତ କରିଛନ୍ତି ।

President Droupadi Murmu Odisha Visit

President of India, Droupadi Murmu

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ