ନୂଆଦିଲ୍ଲୀ: ଦିଲ୍ଲୀରେ କରୋନା ସଂକ୍ରମଣକୁ ନେଇ ଏ ପର୍ଯନ୍ତ ଭୟ ଛାଡ଼ିନି, ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଲାଣି ଡେଙ୍ଗୁ, ମାଲେରିଆ, ଚିକୁନଗୁନିଆ ପରି ସଂକ୍ରାମକ ରୋଗ । ବତ୍ତମାନ ସୁଦ୍ଧା ଦିଲ୍ଲୀରେ ଡେଙ୍ଗୁରେ ୨୫ ମାମଲା ରେକର୍ଡ କରାଯାଇଛି । ସେହିପରି…
ନୂଆଦିଲ୍ଲୀ : ନୂଆ ସୋସିଆଲ ମିଡିଆ ଗାଇଡଲାଇନକୁ ନେଇ ବିବାଦ । ମିଥ୍ୟା ଓ ଆପତ୍ତିଜନକ ମେସେଜ୍କୁ ରୋକିବା ଲାଗି କେନ୍ଦ୍ର ସରକାର ଦେଶରେ ନୂଆ ନିୟମ ଲାଗୁ କରିଛନ୍ତି । ଗୁଗୁଲ ଓ ଫେସବୁକ୍ ଗାଇଡଲାଇନ୍ ମାନିବାକୁ ରାଜି ଥିବାବେଳେ…
ଭୁବନେଶ୍ୱର : ବରିଷ୍ଠ ସାମ୍ବାଦିକ ବସନ୍ତ ଦାସଙ୍କ ବିୟୋଗ। କରୋନାରେ ତାଙ୍କର ବିୟୋଗ ହୋଇଥିବା ପରିବାର ପକ୍ଷରୁ ସୂଚନା ମିଳିଛି। ପୁଅ ଚନ୍ଦନ ଦାସ କହିଛନ୍ତି, ମେ ୧୬ ତାରିଖରେ କରୋନା ପଜିଟିଭ ଚିହ୍ନଟ ହେବା ପରେ ବସନ୍ତ ଦାସ ହୋମ…
ନୂଆଦିଲ୍ଲୀ : ସ୍ୱାମୀଙ୍କ ସମ୍ପର୍କୀୟଙ୍କୁ ବିନା କାରଣରେ ଫସାଇବା ଉଚିତ ନୁହେଁ । ଯୌତୁକ ହତ୍ୟା ମାମଲାରେ ଅଭିଯୁକ୍ତଙ୍କ ବୟାନ୍ ରେକର୍ଡ କରୁଥିବାବେଳେ ଅନେକ ସମୟରେ ଟ୍ରାଏଲ କୋର୍ଟ ଦ୍ୱାରା ଗମ୍ଭୀରତା ନଦେଖାଇବା ନେଇ ଚିନ୍ତା ପ୍ରକଟ କରିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ…
ଭୁବନେଶ୍ୱର : ଆଜି ନବୀନ ପଟ୍ଟନାୟକ ସରକାରର ପଞ୍ଚମ ପାଳିର ଦୁଇ ବର୍ଷ ପୂରିଛି। ଦୁଇ ବର୍ଷ ତଳେ ନବୀନ ପଟ୍ଟନାୟକ ଓଡ଼ିଶାର ମୁଖ୍ୟମନ୍ତ୍ରୀଭାବେ ପଞ୍ଚମ ଥର ପାଇଁ ଶପଥ ନେଇଥିଲେ। ଏହି ଅବସରରେ ଆଜି ସଂଧ୍ୟା ସାଢ଼େ ୫ଟାରେ ମନ୍ତ୍ରୀ…
ମୁମ୍ବାଇ: ବାହାଘର ପରେ ଯୌତୁକ ନଆଣିବାରୁ ବୋହୂକୁ ଶ୍ୱଶୁର ଘର ଲୋକେ ମାରି ଦେଇଥିବା ଅଭିଯୋଗ ହୋଇଛି। ମୃତ ମହିଳାଙ୍କ ପରିବାର ଲୋକେ ଅଭିଯୋଗ ଆଣିଛନ୍ତି, ଯୌତୁକ ପାଇଁ ଶ୍ୱଶୁର ଘର ଲୋକେ ଝିଅ ଉପରେ ଚାପ ପକାଉଥିଲେ। ତେବେ ଯେତେବେଳେ…
ନୂଆଦିଲ୍ଲୀ: ଜୁନ ଦ୍ୱିତୀୟ ସପ୍ତାହରୁ ମିଳିବ ଋଷ ନିର୍ମିତ କରୋନା ସଞ୍ଜିବନୀ ସ୍ପୁଟନିକ- ଭି । ଆପୋଲୋ ଗ୍ରୁପ ଅଫ ହସ୍ପିଟାଲ ପକ୍ଷରୁ ଏହି ଘୋଷଣା କରାଯାଇଛି । ଦେଶରେ ଥିବା ସମସ୍ତ ଆପୋଲୋ ହସ୍ପିଟାଲରେ ଏହି ଟିକା ଉପଲବଧ ହେବ…
ନୂଆଦିଲ୍ଲୀ : ମହାରାଷ୍ଟ୍ରରେ ଆଉ ୧୫ ଦିନ ବଢ଼ିଲା ଲକଡାଉନ୍। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଉଦ୍ଧବ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। କରୋନାର ଦ୍ୱିତୀୟ ଲହରରେ ସର୍ବାଧିକ ପ୍ରଭାବିତ ରାଜ୍ୟମାନଙ୍କ ମଧ୍ୟରେ ଥିବା ମହାରାଷ୍ଟ୍ରର ଅବସ୍ଥା ବର୍ତ୍ତମାନ ସୁଧୁରିବାରେ ଲାଗିଛି।…
ଭୁବନେଶ୍ୱର: ରାଜ୍ୟରେ ଆଜି ବି ୧୦ ହଜାର ତଳକୁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯଦିଓ ଆଜିକୁ ମିଶାଇ ଗତ ୩ ଦିନ ହେବ ରାଜ୍ୟରେ ୧୦ ହଜାର ତଳକୁ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି, ହେଲେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଥିବା…
ନୂଆଦିଲ୍ଲୀ : ଅଣ ମୁସଲମାନ୍ ଶରଣାର୍ଥୀଙ୍କୁ ଭାରତର ନାଗରିକତ୍ୱ ପ୍ରଦାନ କରାଯିବ । କେନ୍ଦ୍ରରେ ନରେନ୍ଦ୍ର ମୋଦି ସରକାର ଆଫଗାନିସ୍ତାନ, ବାଂଲାଦେଶ ଏବଂ ପାକିସ୍ଥାନର ଅଣ ମୁସଲମାନ ଶରଣାର୍ଥୀଙ୍କ ଠାରୁ ଭାରତୀୟ ନାଗରିକତ୍ୱ ପାଇଁ ଆବେଦନ ମାଗିଛନ୍ତି । ଏଥିସହ ଗୁଜୁରାଟ,…
କୋଲକାତା: ବାତ୍ୟା ସମୀକ୍ଷା ବୈଠକରେ ପ୍ରଧାନମନ୍ତ୍ରୀଙ୍କୁ ଅପେକ୍ଷା କରାଇଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ସମୀକ୍ଷା ବୈଠକରେ ଅଧଘଣ୍ଟା ବିଳମ୍ବରେ ପହଞ୍ଚିଥିଲେ ମମତା। ଖାଲି ସେତିକି ନୁହେଁ ମମତା, ପ୍ରଧାନମନ୍ତ୍ରୀଙ୍କୁ ବାତ୍ୟା ୟାସ୍…
ନୂଆଦିଲ୍ଲୀ: କରୋନା ଭାଇରସ୍ର ଉତ୍ପତ୍ତିକୁ ନେଇ ପୁଣି ଏବେ ସାରା ବିଶ୍ୱରେ ଚାଲିଛି ଚର୍ଚ୍ଚା । କରୋନା ଭାଇରସର ଉତ୍ପତ୍ତି ଚୀନର ଉହାନ ଲାବ୍ରେ ହୋଇଥିଲା । ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଖୋଲାଖୋଲି ଏପରି ଅଭିଯୋଗ ଆଣିଥିଲେ ।…
ବେଜିଂ : ସୁଧୁରୁନି ଚୀନ । ପୁଣି ଭାରତ ବିରୋଧୀ ଷଡ଼ଯନ୍ତ୍ର କରୁଛି ପଡ଼ୋଶୀ ଦେଶ । ଚୀନ ସୀମାରେ ଭାରତ ସହ ଉତ୍ତେଜନା ବଢ଼ାଇବା ପାଇଁ ଉଦ୍ୟମ ଚାଲିଛି । ଗୋଟିଏ ପଟେ ଶାନ୍ତିପୂର୍ଣ୍ଣ ସମାଧାନ ବିଷୟରେ କହୁଛି ଅନ୍ୟପଟେ…
ଥାନେ : ମହାରାଷ୍ଟ୍ରର ଥାନେ ଜିଲ୍ଲାରେ ବଡ଼ ଧରଣର ଦୁର୍ଘଟଣା । ଉହ୍ଲାସନଗର ଅଞ୍ଚଳରେ ଏକ ଆବାସିକ ବିଲ୍ଡିଂର ସ୍କାବ ଭୁଶୁଡ଼ି ପଡ଼ିବାରୁ ୭ ଜଣ ପ୍ରାଣ ହରାଇଛନ୍ତି । ଏହି ଦୁର୍ଘଟଣାରେ ଅନେକ ଆହତ ହେବା ସହ ୩ରୁ ୪…
ଭୁବନେଶ୍ୱର: ଖୁବଶୀଘ୍ର ଖୋଲିବ କଲେଜ । ମେ’ ୩୧ରେ ଖରା ଛୁଟି ସରିବା ପରେ ଜୁନ୍ ପହିଲାରୁ ଖୋଲିବ କଲେଜ। ଉଚ୍ଚ ଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟ ଜୁନ୍ ପହିଲାରୁ ଖୋଲିବା ନେଇ ନିଷ୍ପତ୍ତି ହୋଇଛି ।…
ନୂଆଦିଲ୍ଲୀ: ବାତ୍ୟା ସମୀକ୍ଷା ବୈଠକରେ ପ୍ରଧାନମନ୍ତ୍ରୀଙ୍କୁ ଅପେକ୍ଷା କରାଇଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ସମୀକ୍ଷା ବୈଠକରେ ଅଧଘଣ୍ଟା ବିଳମ୍ବରେ ପହଞ୍ଚିଲେ ମମତା । ଖାଲି ସେତିକି ନୁହେଁ ପ୍ରଧାନମନ୍ତ୍ରୀଙ୍କୁ ବାତ୍ୟା ୟାସର…
ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ ୧୧ ହଜାର ୯୫୪ ଆକ୍ରାନ୍ତ ସୁସ୍ଥ ହଇଛନ୍ତି । ସୁସ୍ଥଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧତ୍କ ୧ ହଜାର ୩୩୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୯୯୪, କଟକରୁ ୮୩୧, ଅନୁଗୁଳରୁ ୭୯୭,…
ମହାମାରୀ କରୋନା ସହ ମୁକାବିଲା ପାଇଁ ଟିକାକରଣ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରୁଛନ୍ତି ସରକାର । ଟିକା ପାଇଁ ଉଦ୍ଧିଷ୍ଟ ବୟସ ବର୍ଗର ସବୁ ବ୍ୟକ୍ତି କେମିତି ଟିକା ନେଇପାରିବ ସେଥିପାଇଁ ଅନଲାଇନ ପଞ୍ଜିକରଣର ବ୍ୟବସ୍ଥା କରାଯାଇଛି । ହେଲେ ରାଜ୍ୟର ଅନେକ…
ନୂଆଦିଲ୍ଲୀ:କେନ୍ଦ୍ର ମନ୍ତ୍ରୀ ପ୍ରକାଶ ଜାଭେଦକର କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧିଙ୍କୁ ଭାକ୍ସନେସନ ନେଇ ଜବାବ ଦେଇଛନ୍ତି । ସେ କହିଛନ୍ତି,ଡିସେମ୍ବର ସୁଦ୍ଧା ଦେଶରେ କରୋନା ଭାକ୍ସନେସନ କାମ ଶେଷ କରାଯିବ । ସେ କହିଛନ୍ତି, ଭାକ୍ସିନ ଉପରେ ଗତ ସପ୍ତାହରେ…
ବାତ୍ୟା ୟାସର ତାଣ୍ଡବ ପରେ ସବୁଠି ଶ୍ରୀହୀନ ଅବସ୍ଥା। ଗାଁ ଦାଣ୍ଡ, ଧାନବିଲ, ରାସ୍ତାଘାଟ, ଘରଦ୍ୱାର ଯୁଆଡ଼େ ଚାହିଁବେ କେବଳ ଧ୍ୱଂସ୍ତ ବିଧ୍ୱସ୍ତର ଚିତ୍ର। ୩ ଦିନ ପରେ ବି ଉତ୍ତର ଓ ପୂର୍ବ ଉପକୂଳ ଓଡ଼ିଶାରେ ସ୍ପଷ୍ଟ ବାରି ହେଉଛି ସାମୁୂଦ୍ରିକ ଝଡ଼ର ପଦଚିହ୍ନ। ଅନେକ ଲୋକଙ୍କର ଦୁଃଖ ଅଛି, କୋହ ବି ଅଛି
ୟାସ ବାତ୍ୟା କ୍ଷୟକ୍ଷତି ବାବଦକୁ ଓଡ଼ିଶାକୁ ମିଳିବ ୫ଶହ କୋଟିର କେନ୍ଦ୍ରୀୟ ସହାୟତା। ଏହି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେହିପରି କେନ୍ଦ୍ରୀୟ ଆନ୍ତଃ ମନ୍ତ୍ରଣାଳୟ ଟିମ୍ ଆସି ସ୍ଥିତି ଅନୁଧ୍ୟାନ କରିବ
ବାଲେଶ୍ୱର: ବାତ୍ୟା ୟାସ ଯିବାର ୨ ଦିନ ପରେ ସୁବର୍ଣ୍ଣରେଖା ନଦୀରେ ଆସିଛି ମଧ୍ୟମ ଧରଣର ବନ୍ୟା । ଉପରମୁଣ୍ଡରେ ଅବିଶ୍ରାନ୍ତ ବର୍ଷା ଫଳରେ ସୁବର୍ଣ୍ଣରେଖାର ଗର୍ଭ ଫୁଲୁଥିବାରୁ ବାଲେଶ୍ୱର ଜିଲ୍ଲାର ୩ ବ୍ଲକରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ଆଶଙ୍କା…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ୟାସ୍ ବାତ୍ୟା କ୍ଷୟକ୍ଷତିର ରିପୋର୍ଟ ଦେଇ ଚାଲିଗଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। କଲେଇକୁଣ୍ଡା ଏୟାର ବେସ୍ଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମମତା ବାନାର୍ଜୀଙ୍କ ମଧ୍ୟରେ ମାତ୍ର ୧୫ ମିନିଟ ପାଇଁ ବାତ୍ୟା କ୍ଷୟକ୍ଷତି ନେଇ ସମୀକ୍ଷା ବୈଠକ ଥିଲା।