ନୟାଗଡ଼ ଲାଠିପଡ଼ା ସମାବେଶରୁ ଅମିତ ଶାହଙ୍କ ହୁଙ୍କାର । ୭୫ରୁ ଅଧିକ ସିଟ୍ ଜିତି ଓଡ଼ିଶାରେ ବିଜେପି ସରକାର କରିବାକୁ ଦେଲେ ଆହ୍ୱାନ । ଓଡ଼ିଶାର ଗୌରବକୁ ପୁନଃ ସଂସ୍ଥାପିତ କରିବାର ନିର୍ବାଚନ ଇଏ ।
ବିଜେଡିରୁ ଇସ୍ତଫା ଦେଇଥିବା ୪ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ୍ । କାହିଁକି ବିଧାୟକ ପଦ ରଦ୍ଦ ନ ହେବ ପକ୍ଷ ରଖିବାକୁ ନୋଟିସରେ ଉଲ୍ଲେଖ ରହିଛି। ଆସନ୍ତା ୨୭ ତାରିଖ ସୁଦ୍ଧା ଉତ୍ତର ଦେବାକୁ ନୋଟିସରେ କୁହାଯାଇଛି ।
ଭୁବନେଶ୍ୱରର ଉନ୍ନତି ପାଇଁ କେବେ ବି କୌଣସି ବିଜେଡି ନେତା ପ୍ରସ୍ତାବ ଦେଇନାହାନ୍ତି ବୋଲି ସାଂସଦ ପ୍ରଶ୍ନ କରିବା ସହ ପୂର୍ବରୁ ଥରେ ଭୁବନେଶ୍ୱର ବିମାନ ବନ୍ଦରରେ ନିଜେ ମୁଖ୍ୟମନ୍ତ୍ରୀ, ତାଙ୍କୁ ଭୁବନେଶ୍ୱର ପାଇଁ ଭଲ କାମ କହି ପ୍ରଶଂସା କରିଥିଲେ ।
୨୨ରେ ଓଡ଼ିଶା ଆସିବେ ଟେଲିଭିଜନ ଧାରାବାହିକ ରାମାୟଣରେ ଶ୍ରୀରାମଙ୍କ ଭୂମିକାରେ ଅଭିନୟ କରିଥିବା ଅରୁଣ ଗୋଭିଲ । ବିଜେପି ନେତା ଅରୁଣ ଗୋଭିଲ ୨୨ରେ ୪ଟି ସଭାରେ ଯୋଗଦେବେ ।
ପୁଣି ନବୀନଙ୍କ ମିଛ ଭିଡିଓ ଅଭିଯୋଗ । ମୁଖ୍ୟମନ୍ତ୍ରୀଙ୍କ ଭିଡିଓ ରିଲିଜ୍ ନେଇ ପୁଣି ପ୍ରଶ୍ନ କଲେ ବୈଜୟନ୍ତ ପଣ୍ଡା । ଭିଡିଓର ସତ୍ୟତା ଉପରେ ପ୍ରଶ୍ନ କରି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ କହିଛନ୍ତି- ତାମିଲ କଣ୍ଢେଇନଚାଳି ପୁଣି ଏକ ଡିପ୍ ଫେକ୍ ଭିଡିଓ ପ୍ରସ୍ତୁତ କରିଛନ୍ତି ।
ଆସନ୍ତା ୨୩ ତାରିଖରେ ଓଡ଼ିଶାରେ ବିଜେପିର ପ୍ରଚାର ମଙ୍ଗ ଧରିବେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ଦିନିକିଆ ଗସ୍ତରେ ଆସି ଚିଲିକା ଓ ସାଲେପୁର କୁଳିଆରେ ନିର୍ବାଚନୀ ସଭା କରିବେ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ।
ଉତ୍କଳ ଭୂମିର ଶାସନ ଜଗନ୍ନାଥ ପରମ୍ପରାକୁ ଆଗକୁ ନେଉଥିବା ବ୍ୟକ୍ତି ହିଁ କରିବ । ପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରାକୁ ବନ୍ଦ କରିବାକୁ ଷଡ଼ଯନ୍ତ୍ର କରାଯାଇଥିଲା । କିନ୍ତୁ ପ୍ରଧାନମନ୍ତ୍ରୀ ଜଗନ୍ନାଥ ପରମ୍ପରାକୁ ଅକ୍ଷୂଣ୍ଣ ରଖିବାକୁ କାମ କରିଥିଲେ ।
ମହାପ୍ରଭୁଙ୍କ ଚରଣରେ ଦଣ୍ଡବତ ହୋଇ କ୍ଷମା ମାଗିଲେ ସମ୍ବିତ ପାତ୍ର।
୪ଟି ସ୍ଥାନରେ ଶାହ କରିବେ ଜୋରଦାର ପ୍ରଚାର। ଦିନ ସାଢେ ୧୧ଟାରେ ସେ ସମ୍ବଲପୁର ଯିବେ। ସେଠାରେ ରେମେଡ ଗ୍ରାଉଣ୍ଡରେ ଆୟୋଜିତ ବିରାଟ ଜନସଭାକୁ ସମ୍ବୋଧନ କରିବେ।
ପୋଲିଂ କର୍ମଚାରୀଙ୍କୁ ଲୋକେ ଅଟକ ରଖିବାକୁ କେନ୍ଦ୍ରକରି ଗାଁରେ ଚାପା ଉତ୍ତେଜନା ଲାଗି ରହିଛି। ସ୍ଥିତି ନିୟନ୍ତ୍ରଣ ପାଇଁ ଘଟଣାସ୍ଥଳରେ ଅତିରିକ୍ତ ଏସପି ପହଞ୍ଚିଛନ୍ତି।
ଦ୍ୱିତୀୟ ଦଫା ଲଢ଼େଇରେ ୫ ସଂସଦୀୟ କ୍ଷେତ୍ର ଓ ୩୫ ବିଧାନସଭା କ୍ଷେତ୍ରରେ ମତଦାନ ।
ଅପରାହ୍ଣରେ ମୁମ୍ବାଇର ଏକ ମତଦାନ କେନ୍ଦ୍ରରେ ଦେଖିବାକୁ ମିଳିଥିଲା ପୁରା ବଚ୍ଚନ ଫ୍ୟାମିଲିକୁ ।
ଓଡ଼ିଶାର ପୁରପଲ୍ଲୀରେ ଗୋଟିଏ ନାରା ସବୁଠି ଗୁଞ୍ଜରିତ ହେଉଛି । ଓଡ଼ିଶାରେ ପ୍ରଥମ ଥର ଡବଲ ଇଂଜିନ ସରକାର ହେବ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ।
ବ୍ରହ୍ମପୁର ବିଜେପି ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ପଛର କାରଣ କ’ଣ ? ସ୍ୱାଧିନ ପ୍ରାର୍ଥୀ ଶିବଶଙ୍କର ଓରଫ୍ ପିଣ୍ଟୁ ଦାଶ କାହିଁକି କଲେ ଆଟାକ୍ ? ଆକ୍ରମଣ ପଛରେ ବାସ୍ତବରେ ପିଣ୍ଟୁ ଦାଶ ନା ଆଉ କିଏ ?
ମତଦାନ କେନ୍ଦ୍ରରେ ସେଲିବ୍ରିଟିଙ୍କ ଖଚାଖଚ ଭିଡ । ପରିବାର ସହ ପୋଲିଂ ବୁଥରେ ପହଁଚିଛନ୍ତି ଅଭିନେତା, ଅଭିନେତ୍ରୀ । ପଂଚମ ପର୍ଯ୍ୟାୟରେ ଭୋଟ୍ ଦେଇଛି ମାୟାନଗରୀ ।
'ସବୁକୁ କବଜା କରିଥିବା ମାଫିଆର ଭାଙ୍ଗିଦେବୁ ଅଣ୍ଟା । ଆମ ସରକାର କ୍ଷମତାକୁ ଆସିଲେ ଭାଙ୍ଗିଦେବୁ ଅଣ୍ଟା ।’
ସୋସିଆଲ ମିଡିଆରେ ପୁରୀ ସୋ'କୁ ନେଇ ମୋଦିଙ୍କ ମନ୍ତବ୍ୟ । ଅତି ଚମତ୍କାର ଥିଲା ପୁରୀ, କହିଲେ ମୋଦି ।
ଓଡ଼ିଶାରେ ନିର୍ବାଚନୀ ହିଂସାକୁ ନେଇ ବିଜେଡିକୁ ବିଜେପିର ଦୋଷାରୋପ । ନିର୍ବାଚନୀ ହିଂସା ବେଙ୍ଗଲକୁ ଟପି ଗଲାଣି ବୋଲି କହିଲେ ସମୀର ମହାନ୍ତି । ବରଗଡ଼ ଜିଲ୍ଲା ସରସରାରେ ବିଜେଡି ନେତା ଟଙ୍କା ବାଣ୍ଟିବା ଅଭିଯୋଗ ହୋଇଛି ।
ବିଜେଡି ପ୍ରାର୍ଥୀ ସାରଦା ନାୟକଙ୍କ ପାଇଁ ଉତ୍ତେଜନା । ବିଜେଡି ବିଧାୟକ ପ୍ରାର୍ଥୀ ସାରଦା ନାୟକ ତାଙ୍କ କର୍ମୀଙ୍କୁ ନେଇ ବୁଥ୍ ଭିତରେ ପଶିବାକୁ ଉଦ୍ୟମ କରିଥିଲେ।
'ବିଜୟ ଲାଭ କରି ମୋଦି ପୁଣି ମହାପ୍ରଭୁଙ୍କ ଆଶୀର୍ବାଦ ନେବାକୁ ଶ୍ରୀମନ୍ଦିର ଆସିବେ। ଆଜି ମହାପ୍ରଭୁଙ୍କୁ ଦର୍ଶନ କରି ପ୍ରଧାନମନ୍ତ୍ରୀ ଭାବବିହ୍ୱଳ ହୋଇ ଉଠିଥିଲେ ମୋଦି'
ଓଡ଼ିଆରେ ମୋଦି କହିଲେ, ଏଠାରେ ଉପସ୍ଥିତ ଥିବା ଭାଇ ଭଉଣୀମାନଙ୍କୁ ମୋର ନମସ୍କାର ଜୁହାର । ତାପରେ ଯାହା କହିଲେ, ତାହା ଶୁଣିଲେ ଆପଣଙ୍କ ଶରୀରରେ ଶିହରଣ ଖେଳିଯିବ ।
କିଛି ଭୋଟରଙ୍କୁ ଧରି ଅଟୋ ଚାଳକ ଯିବାବେଳେ ହତ୍ୟା କରାଯାଇଥିବା ସୂଚନା । ତେବେ କେଉଁମାନେ ହତ୍ୟା କରିଛନ୍ତି ଏବଂ ହତ୍ୟାର କାରଣ ଏବେ ବି ଅସ୍ପଷ୍ଟ ରହିଛି ।
ଆପଣଙ୍କ ଉତ୍ସାହ କହୁଛି ୨୫ ବର୍ଷ ପରେ ଓଡ଼ିଶା ନୂଆ ଇତିହାସ ରଚିବ। ଜୁନ୍ ୧୦ରେ ବିଜେପିର ପ୍ରଥମ ମୁଖ୍ୟମନ୍ତ୍ରୀ ଶପଥ ନେବା ନିଶ୍ଚିତ । ମୋଦି ସରକାର ଦିଲ୍ଲୀରେ ଶପଥ ନେବା ବି ନିଶ୍ଚିତ ବୋଲି କହିଲେ ମୋଦି।
ବିଜେପି ସରକାର ଆସିବା କ୍ଷଣି ଚାବିର ରାଜ୍ ଖୋଲିବ। ଯାଞ୍ଚ ରିପୋର୍ଟ ସାର୍ବଜନୀନ କରାଯିବ। ଯଦି କିଛି ଗଡ଼ବଡ଼ି ଥିବ, ମୋଦି କାହାକୁ ଛାଡ଼ିବ ନାହିଁ ବୋଲି କହିଛନ୍ତି।
ବୁଥ୍ ଭିତରେ ବିଜେଡି କର୍ମୀ ରିଗିଂ ଉଦ୍ୟମ କରୁଥିବା ଅଭିଯୋଗ ବେଳେ ହାତାହାତି ପରିସ୍ଥିତି ସୃଷ୍ଟି ହୋଇଛି ।