ଭୁବନେଶ୍ୱର: ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଆଜି ରାଜ୍ୟରେ ୧୨ ହଜାର ପାଖାପାଖି ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କୋଭିଡ୍ ନିୟମକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ସରକାର କଟକଣା ଜାରି କରିଥିଲେ ମଧ୍ୟ କିଛି ଅମାନିଆ ନିୟମକୁ…
ବାରିପଦା : ହାତୀ ଆକ୍ରମଣରେ ଆଈନାତୁଣୀ ମୃତ, ଆଉ ଜଣେ ଗୁରୁତର । ଏହିପରି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ବିଶୋଇ ରେଞ୍ଜ ଅଂଚଳ ଦୁଧକୁଣ୍ଡି ଗାଁ ନିକଟ ଜଙ୍ଗଲରେ । ଆଜି ସକାଳ ସମୟରେ ଦୁଧକୁଣ୍ଡି ଗାଁର କିଛି…
ମୁମ୍ବାଇ: ଯେତେବେଳେ ଟିଭି କଳାକାରମାନଙ୍କ କଥା ପଡେ ସତେବେଳେ ଏହି ତାଲିକାରେ ରଶ୍ମୀ ଦେଶାଇଙ୍କୁ ବାଦ ଦେଇ ହେବନି। ରଶ୍ମୀ ସେହି କଳାକାର ଯିଏ ‘ଉତରନ’ ସିରିଏଲ ମାଧ୍ୟମରେ ଘରେ ଘରେ ପରିଚିତ। ‘ବିଗ୍ ବସ୍ ୧୩’ ର ପ୍ରତିଯୋଗୀ ତଥା…
ନୂଆଦିଲ୍ଲୀ : କରୋନା ଭ୍ୟାକ୍ସିନ ମୂଲ୍ୟ ପରେ ଏବେ ତା’ ଉପରେ ଲାଗୁଥିବା ଟ୍ୟାକ୍ସକୁ ନେଇ ହଙ୍ଗାମା ଆରମ୍ଭ ହୋଇଯାଇଛି । ଗତକାଲି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭ୍ୟାକ୍ସିନ କିଣିଲେ ଲାଗୁଥିବା ଜିଏସଟି ହଟାଇବା ପାଇଁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ…
ନୂଆଦିଲ୍ଲୀ: ଉପସାଗରୀୟ ଦେଶ ଗୁଡ଼ିକରୁ ଭାରତକୁ ଆସିବ ଲିକୁ୍ୟଇଡ୍ ମେଡ଼ିକାଲ୍ ଅକ୍ସିଜେନ। ଆବୁଧାବି, କୁଏତ, କତାର, ବାହରିନ, ସାଉଦିଆରବ, ଓମାନରୁ ଏହି ଲିକୁଇଡ୍ ମେଡିକାଲ ଅକ୍ସିଜେନ୍ ଭାରତକୁ ଆସିବ। ଇଣ୍ଡିଆନ ଅଏଲ ଏବଂ ଗେଲ୍ ଇଣ୍ଡିଆ ସହଯୋଗରେ ଏହି ଅକ୍ସିଜେନ୍ ଅଣାଯିବ…
ନୂଆଦିଲ୍ଲୀ: ଭାରତର ବିପତ୍ତି ସମୟରେ ସହାୟତାର ହାତ ବଢାଇଛି ଆମେରିକାର ବାଇଡେନ ପ୍ରଶାସନ । କରୋନା କବଳରେ ପଡି ଭାରତ ଅଣନିଃଶ୍ୱାସୀ ହେଉଥିବବେଳେ ଉପରାଷ୍ଟ୍ରପତି ତଥା ଭାରତୀୟ ବଂଶୋଦ୍ଭବ କମଲା ହାରିସ ‘ଆମେ ଭାରତ ସହ ଅଛୁ’ ବୋଲି କହି ଆଶ୍ୱାସନା…
ମୁମ୍ବାଇ: କରୋନାର କରାଳ ସାରା ଦୁନିଆକୁ ଘେରି ରଖିଛି। ଦେଶରେ କ୍ରମାଗତ ଭାବେ ବୃଦ୍ଧି ପାଉଥିବା କରୋନା ଲହର ବଲିଉଡର ଅନେକ ସେଲିବ୍ରିଟିମାନଙ୍କୁ କବଲିତ କରିଛି। ବର୍ତ୍ତମାନ ବଲିଉଡର ପଙ୍ଗା ରାଣୀ ଅର୍ଥାତ୍ କଙ୍ଗନା ରଣୌତ ମଧ୍ୟ କୋଭିଡ୍ ପଜିଟିଭର ଶିକାର…
ନବରଙ୍ଗପୁର(ନବଘନ ବିଶୋୟୀ): ନବରଙ୍ଗପୁର କୋଭିଡ୍ ହସ୍ପିଟାଲରେ ଚରମ ଅବ୍ୟବସ୍ଥା ନେଇ ଅଭିଯୋଗ ହୋଇଛି। ହସ୍ପିଟାଲ୍ର ଆଇସିୟୁ ଭିତରେ ଚିକିତ୍ସାଧିନ ଅବସ୍ଥାରେ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହେବାର ୮ ଘଣ୍ଟାରୁ ଅଧିକ ସମୟ ଯାଏ ଶବ ପଡ଼ି ରହିବା ନେଇ ଏକ…
ମୃତ୍ୟୁ ନୀରବ ଆଉ ନିଷ୍ଠୁର । ସୋନୁ ସୁଦଙ୍କ ଶତ ଚେଷ୍ଟା ସତ୍ତ୍ୱେ ଚାଲିଗଲା ଜୀବନ । କରୋନା ସଂକ୍ରମିତଙ୍କ ମୃତ୍ୟୁରେ ଭାବୁକ ହେଲେ ଗରିବଙ୍କ ମସିହା । କରୋନାର ଭୟାନକ ମାହୋଲରେ ଅଭିନେତା ସୋନୁ ସୁଦ୍ ପାରୁ ପର୍ଯ୍ୟନ୍ତ ଲୋକଙ୍କୁ…
ନୂଆଦିଲ୍ଲୀ : ଦେଶରେ କରୋନାର ଦ୍ବିତୀୟ ଲହର ଯେମିତି ଦେଶରେ ମୃତ୍ୟୁର ତାଣ୍ଡବ ସୃଷ୍ଟି କରୁଛି । ଦେଶରେ ସଂକ୍ରମଣ ହାର ବଢିବା ସହ ମୃତୁ ହାର ମଧ୍ୟ ବଢି ଚାଲିଛି । ଆଜି ବି ୪ର୍ଥ ଦିନରେ ଦେଶରେ ସଂକ୍ରମଣ…
ଦ୍ବା, ଶ୍ବାସ
ନୟାଗଡ଼: ଡାକ୍ତରୀ ଛାତ୍ରଛାତ୍ରୀଙ୍କୁ ନେଇ କୋଭିଡ୍ ଡ୍ୟୁଟିରେ ଯାଉଥିବା ଏକ ସରକାରୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ସମୟରେ ନୟାଗଡ଼ ଜିଲ୍ଲା ବାଣୀଗୋଚ୍ଛା ଥାନା ଅନ୍ତର୍ଗତ ଦୁର୍ଗାପ୍ରସାଦ ଗାଁ ନିକଟରେ ଗଛରେ ପିଟି ହୋଇ ବସ୍ଟି…
ଚେନ୍ନାଇ : ବଢ଼ୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ତାମିଲନାଡୁରେ ଲାଗୁ ହେଲା ସମ୍ପୂର୍ଣ୍ଣ ଲକଡାଉନ୍ । କରୋନା ଚେନରେ ବ୍ରେକ୍ ଲଗାଇବା ଲାଗି ମେ ୧୦ରୁ ମେ ୨୪ ଯାଏ ତାମିଲନାଡୁରେ ଲକଡାଉନ୍ ଘୋଷଣା କରିଛନ୍ତି ତାମିଲନାଡୁର ନୂତନ ଡିଏମକେ…
ନୂଆଦିଲ୍ଲୀ : କରୋନା ମହାମାରୀର କହର ସାରା ବିଶ୍ୱରେ ବଢ଼ିବାରେ ଲାଗିଛି । କିନ୍ତୁ ଅନ୍ୟ ଦେଶ ତୁଳନାରେ ଭାରତର ସ୍ଥିତି ଏବେ ଚିନ୍ତାଜନକ ରହିଛି । ପ୍ରତି ଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତକଙ୍କ ସଂଖ୍ୟାରେ ମଧ୍ୟ ଲଗାମ…
ମୋହନା: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ଯେଉଁଭଳି ଭାବରେ ବୃଦ୍ଧି ପାଉଛି କୋଭିଡ୍ ନିୟମ ଠିକ୍ ଭାବେ ପାଳନ କରିବାକୁ ଲୋକମାନଙ୍କୁ ପରାମର୍ଶ ଦିଆଯାଉଛି। ହେଲେ କିଛି ଅମାନିଆ ନିୟମକୁ ଖୋଲାଖୋଲି ଉଲ୍ଲଂଘନ କରୁଥିବା ଦେଖିବାକୁ ମିଳିଛି। କମ୍…
ବେଙ୍ଗାଲୁର : ଦୈନିକ ମୃତ୍ୟୁ ଓ ପଜିଟିଭ୍ ହାରରେ ବ୍ରେକ ଲଗାଇବା ପାଇଁ ଦୁଇ ସପ୍ତାହର ଲକଡାଉନ୍ ଘୋଷଣା କରିଛନ୍ତି କର୍ଣ୍ଣାଟକ ସରକାର । କରୋନା ସଂକ୍ରମଣକୁ କମ୍ କରିବାକୁ ସାରା ରାଜ୍ୟରେ କର୍ଫ୍ୟୁ କରାଯାଇଥିଲେ ସୁଦ୍ଧା କୌଣସି ସୁଫଳ ମିଳିଲାନି…
ତ୍ରିଭେନ୍ଦ୍ରମ୍ : କେରଳରେ ଲାଗୁ ହେଲା ୮ ଦିନିଆ ସମ୍ପୂର୍ଣ୍ଣ ଲକଡାଉନ । ମହାମାରୀ କରୋନାର ଦ୍ୱିତୀୟ ଲହରରେ ଅନ୍ୟତମ ପ୍ରଭାବିତ ରାଜ୍ୟ ତାଲିକାରେ ରହିଛି କେରଳ । ଆଉ ଏଥିପାଇଁ ଏଥିରେ ବ୍ରେକ୍ ଲଗାଇବା ପାଇଁ ବିଜୟନ ସରକାର ଏହି…
ସାପ କାମୁଡ଼ାରେ ଭାଇଭଉଣୀ ମୃତ ମୃତ ୨ ଶିଶୁଙ୍କ ବୟସ ୧୧ ବର୍ଷ ଓ ୩ ବର୍ଷ ରାତିରେ ଶୋଇଥିବା ବେଳେ ଉଭୟଙ୍କୁ କାମୁଡ଼ି ଦେଇଥିଲା ସାପ ଆଳି: କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ଗୋବିନ୍ଦପୁର ଗାଁରେ ଏକ ଦୁଃଖଦ…
ନୂଆଦିଲ୍ଲୀ : ମହାମାରୀର ମହାସଙ୍କଟ ମଧ୍ୟରେ ଆଉ ବ୍ୟାଙ୍କ ଦଉଡ଼ିବାକୁ ପଡ଼ିବନି । ମାତ୍ର ଗୋଟିଏ କଲରେ ହୋଇପାରିବ ଅନେକ କାମ । କରୋନାର ବଢ଼ୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ନିଜର କୋଟି କୋଟି ଗ୍ରାହକଙ୍କ ପାଇଁ…