• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Politics Updates

Naveen Patnaik
ଆବ୍‌ସେଣ୍ଟ ନବୀନ ! ମୁଖ୍ୟମନ୍ତ୍ରୀ ବେଳେ ଯାହା, ବିରୋଧୀ ଦଳ ନେତା ପରେ ବି ତାହା...

ବିଜେଡି ବିଧାୟକଙ୍କୁ ନବୀନଙ୍କ ଟ୍ୟୁସନକୁ ନେଇ ବର୍ଷିଲା ଶାସକ ଦଳ ।

BJP Workers thrash
ବାଳକାଟିରେ ବିଜେପିର ଦୁଇ ଗୋଷ୍ଠୀ ମୁହାଁମୁହିଁ; କର୍ମୀଙ୍କ ମଧ୍ୟରେ ଠେଲାପେଲା, ପାଟିତୁଣ୍ଡ...

ଭୁବନେଶ୍ବର ଉପକଣ୍ଠ ବାଳକାଟୀରେ ବିଜେପିର ଦୁଇ ଗୋଷ୍ଠୀ ମୁହାଁମୁହିଁ । ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ କି ବାତ୍ କାର୍ଯ୍ୟକ୍ରମ ଶୁଣିବା ଲାଗି ଦଳ ପକ୍ଷରୁ ସ୍ବତନ୍ତ୍ର  ଆୟୋଜନ କରାଯାଇଥିଲା । 

Jammu kashmir Election
ଆଜି ବିଜେପିର J&K ଯୋଦ୍ଧା ଘୋଷଣା ! ଗତକାଲି ଥିଲା ସିଇସି ବୈଠକ

ଗତକାଲି ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ ଅନୁଷ୍ଠିତ ହୋଇଥିବା ବେଳେ, ଆଜି ୪୦ ରୁ ୫୦ ଆସନ ପାଇଁ ବିଧାୟକ ପ୍ରାର୍ଥୀ ତାଲିକା ଘୋଷଣା କରିପାରେ ଦଳ ।

BJD Politics
ନବୀନଙ୍କୁ ଘାରିଲାଣି ନିଜ ଗଡ଼ ରକ୍ଷା ଚିନ୍ତା

ଲୋକଙ୍କ ଆସ୍ଥା ହରାଇବା ପରେ ଏବେ ନିର୍ବାଚିତ ପଞ୍ଚାୟତ ପ୍ରତିନିଧିଙ୍କ ବି ଆସ୍ଥା ହରାଉଛି ବିଜେଡି। ବିଜେଡି ଛାଡି ବିଜେପିକୁ ଯାଉଥିବା ନେତାଙ୍କ ସଂଖ୍ୟା ଧିରେ ଧିରେ ବଢ଼ିବାରେ ଲାଗିଛି। ଗୁରୁତ୍ବପୂର୍ଣ୍ଣ କଥା ହେଉଛି, ସେଥିରୁ ବାଦ୍ ପଡ଼ିଲାନି ଖୋଦ୍ ବିଜେଡି ସୁପ୍ରିମୋ ନବନୀଙ୍କ ଗଡ଼ ହିଞ୍ଜିଳି।

Kolkata Doctor Case
ଭୁଶୁଡୁଛି ଗଡ଼, ଆସନ ଟଳମଳ!! ତୀବ୍ର ହେଉଛି ସରକାର ବିରୋଧୀ ସ୍ୱର, ଛାନିଆ ପଶ୍ଚିମବଙ୍ଗ ସରକାର

କୋଲକାତାରେ ଅଭୟା କାଣ୍ଡକୁ ନେଇ ଜୋରଦାର ପ୍ରତିବାଦ ଭିତରେ, ଉଗ୍ର ରୂପ ନେଲାଣି ମମତା ସରକାର ବିରୋଧୀ ସ୍ୱର । ବଢିଲାଣି ଦିଦିଙ୍କ ଉପରେ ଇସ୍ତଫା ଚାପ । ନାରଦା-ସାରଦା ସ୍କାମ ଠାରୁ ବି ବର୍ତ୍ତମାନ ବଡ଼ ହରଡଘଣାରେ ପଡିଛନ୍ତି ଦିଦି ।

BJD Politics
ନବୀନଙ୍କୁ ଗଡ଼ ରକ୍ଷା ଚିନ୍ତା, ହିଞ୍ଜିଳିରେ ଫାଟିଲାଣି ଶଙ୍ଖ! ବିଜେପି କ୍ୟାଂପରେ ବିଜେଡି କର୍ମୀ

ଲୋକଙ୍କ ଆସ୍ଥା ହରାଇବା ପରେ ଏବେ ନିର୍ବାଚିତ ପଞ୍ଚାୟତ ପ୍ରତିନିଧିଙ୍କ ବି ଆସ୍ଥା ହରାଉଛି ବିଜେଡି । ବିଜେଡି ଛାଡି ବିଜେପିକୁ ଯାଉଥିବା ନେତାଙ୍କ ସଂଖ୍ୟା ଧିରେ ଧିରେ ବଢ଼ିବାରେ ଲାଗିଛି ।

Odisha Politics
ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବୈଠକ, ୩ ପ୍ରଭାରୀଙ୍କ ସହ ମୁଖ୍ୟମନ୍ତ୍ରୀ ଉପସ୍ଥିତ

ତୃଣମୂଳ ସ୍ତରରେ ବିଜେପିର ସଂଗଠନ ସୁଦୃଢ଼ ପାଇଁ ବିଜେପି ଆପଣାଇବ ନୂଆ ରଣନୀତି । ଏଥିପାଇଁ ରାଜ୍ୟ ମୁଖ୍ୟାଳୟରେ ଚାଲିଛି ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ ।

Odisha Deputy CM Pravati Parida
ତେଜୁଛି 'ସୁଭଦ୍ରା' ପଲିଟିକ୍ସ; ନବୀନଙ୍କ ସମାଲୋଚନାର ଜବାବ ଦେଲେ ପ୍ରଭାତୀ

ସୁଭଦ୍ରା ଯୋଜନାକୁ ନେଇ ତେଜିବାରେ ଲାଗିଛି ରାଜନୀତି । ନବୀନଙ୍କ ସମାଲୋଚନାର କଡ଼ା ଜବାବ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

BJD
ଶଙ୍ଖ ଭବନରେ ଆଜି ବିଜେଡ଼ି ବିଧାୟକଙ୍କ ପାଠଶାଳା

ଶଙ୍ଖ ଭବନରେ ତାଲିମ୍ ନେବେ ବିଜେଡ଼ି ବିଧାୟକ । ବିଧାନସଭାରେ ଅୟୋଜିତ ବିଧାୟକ ପ୍ରଶିକ୍ଷଣ ଶିବିରକୁ ବୟକଟ୍ କରିଥିଲା ବିଜେଡି ।

Odisha Congress
କଂଗ୍ରେସ ମଙ୍ଗୁଆଳ ଖୋଜା ସରୁନି 

ରାଜ୍ୟ କଂଗ୍ରେସ ମୂରବି ଶୂନ୍ୟ ହେବାର ଦେଢ଼ ମାସ ବିତିଲା, ତଥାପି ମଙ୍ଗୁଆଳ ଖୋଜା ସରୁନି । ଏଆଇସିସି ଗଢ଼ିଥିବା ଷ୍ଟିୟରିଂ କମିଟିର ପ୍ରଥମ ବୈଠକ ହେଲା, କିନ୍ତୁ କାହା ନାଁରେ ମୋହର ବାଜିଲାନି । ଏବେ କହିଲେଣି ଜିଲ୍ଲାସ୍ତରର ନେତାଙ୍କଠୁ ମତାମତ ଆଣି ନାଁ ସ୍ଥିର ହେବ ଓ ଏଆଇସିସିକୁ ପଠାଯିବ। 

Odisha Congress
କିଏ ଧରିବ ଓଡ଼ିଶା କଂଗ୍ରେସର ମଙ୍ଗ ? ମୋକିମ୍, ଶ୍ରୀକାନ୍ତ ନା ଜୟଦେବ ?

ଦେଢ ମାସ ଧରି ବିନା ମୁରବିରେ ଚାଲିଛି ରାଜ୍ୟ କଂଗ୍ରେସ । ନାଁ ବାଛି ପାରୁନି ଷ୍ଟିୟରିଂ କମିଟି ।

Assembly
ବିଧାନସଭାରେ ସଂରକ୍ଷଣ ତାତି, ଗୃହରେ ଲିଫ୍‌ ଲେଟ୍‌ ଫିଙ୍ଗିଲା କଂଗ୍ରେସ

ଆଜି ଶୂନ୍ୟକାଳ ଆରମ୍ଭରେ କଂଗ୍ରେସ ସଦସ୍ୟ ସଂରକ୍ଷଣକୁ ନେଇ ପ୍ରବଳ ହଟ୍ଟଗୋଳ କରିଥିଲେ । ଗୃହ ଭିତରେ ଲିଫ୍‌ଲେଟ୍ ଫିଙ୍ଗି ପ୍ରତିବାଦ କରିଥିଲା କଂଗ୍ରେସ ।

Opposition Crosses All Limits
ବିଧାନସଭାରେ ମହିଳା ବାଚସ୍ପତିଙ୍କୁ ଘେରାବନ୍ଦୀ ପାଇଁ ଉଦ୍ୟମ କଲେ ବିରୋଧୀ ବିଧାୟକ

ବିଶୃଙ୍ଖଳାର ସବୁ ସୀମା ଟପିଲେ ବିରୋଧୀ । ବିଧାନସଭାରେ ମହିଳା ବାଚସ୍ପତିଙ୍କୁ ଘେରାବନ୍ଦୀ କରିବା ଉଦ୍ଦେଶ୍ୟରେ ପୋଡ଼ିୟମ୍ ଦଖଲ ପାଇଁ ବିଜେଡି ବିଧାୟକଙ୍କ ଉଦ୍ୟମ।

Opposition Crosses All Limits
ସବୁ ସୀମା ଟପିଲେ ବିରୋଧୀ, ବିଧାନସଭାରେ ମହିଳା ବାଚସ୍ପତିଙ୍କୁ ଘେରାବନ୍ଦୀ ଉଦ୍ୟମ

ବିଶୃଙ୍ଖଳାର ସବୁ ସୀମା ଟପିଲେ ବିରୋଧୀ । ବିଧାନସଭାରେ ମହିଳା ବାଚସ୍ପତିଙ୍କୁ ଘେରାବନ୍ଦୀ କରିବା ଉଦ୍ଦେଶ୍ୟରେ ପୋଡ଼ିୟମ୍ ଦଖଲ ପାଇଁ ବିଜେଡି ବିଧାୟକଙ୍କ ଉଦ୍ୟମ।

PM Modi Ukraine Visit
ପୋଲାଣ୍ଡରୁ ୧୦ ଘଣ୍ଟାର ଟ୍ରେନ୍ ଯାତ୍ରା କରି କିଭରେ ମୋଦି, ଜେଲେନସ୍କିଙ୍କୁ କଲେ ସାକ୍ଷାତ

ଯୁଦ୍ଧ ଭିତରେ ମୋଦି-ଜେଲେନସ୍କି ଭେଟ । ୟୁକ୍ରେନ ରାଷ୍ଟ୍ରପତି ଭୋଲଦିମିର ଜେଲେନସ୍କିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

Odisha Assembly
କ୍ଷୁଣ୍ଣ ହେଲା ଗୃହର ଗରିମା ! ଏମିତି ଆଗରୁ କେବେ ହୋଇନଥିଲା...

ବିଜେଡିର ୨ ବିଧାୟକ ବାଚସ୍ପତିଙ୍କ ପୋଡ଼ିୟମ ଉପରେ ଚଢ଼ିଯାଇଥିଲେ। ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବି କରି ସୋର ବିଧାୟକ ମାଧବ ଧଡ଼ା ଓ ଦେବଗଡ଼ ବିଧାୟକ ରୋମାଞ୍ଚ ବିଶ୍ବାଳ ଚଢ଼ିଯାଇଥିଲେ।

Jajpur Politics
ରାଜ୍ୟସଭା ସାଂସଦ ପାଣ୍ଠି ପରେ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସହାୟତା ପାଣ୍ଠି ଚଳୁ !

୩ ବର୍ଷରେ ଖାଲି ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ୩ ହଜାର ୭୪ କୋଟିର ଅନୁଦାନ। ପୁଣି ୨ ବର୍ଷ ପୂର୍ବର ପ୍ରକଳ୍ପ ଆରମ୍ଭ ହୋଇନି, ହେଲେ ପୁଣି ପ୍ରକଳ୍ପ ପରେ ପ୍ରକଳ୍ପ ଅଜାଡି ଦେଇଥିଲେ ତତକାଳୀନ ବିଜେଡି ସରକାର।

  • Thursday, 22 August 2024
Jajpur Politics
ବବିଙ୍କ ପ୍ରଭାବ ନା ଚଞ୍ଚକତା ? ୩ ବର୍ଷରେ ୩ ହଜାର କୋଟିରୁ ଅଧିକ ଅନୁଦାନ

ଯାଜପୁର ପାଇଁ ଭଣ୍ଡାର ଖୋଲି ଦେଇଥିଲେ କି ନବୀନ ?

Farooq Abdullah
ଫାରୁକ୍‌ ଅବଦୁଲ୍ଲାଙ୍କ ବଡ଼ ଘୋଷଣା, ବିଧାନସଭା ନିର୍ବାଚନରେ କଂଗ୍ରେସ ସହ ମେଣ୍ଟ କରିବ NC

ଜାମ୍ମୁ-କାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା J-K ନ୍ୟାସନାଲ କନଫରେନ୍ସର ସଭାପତି ଫାରୁକ୍ ଅବଦୁଲ୍ଲା ଘୋଷଣା କରିଛନ୍ତି ଯେ ତାଙ୍କ ଦଳ ଆଗାମୀ ବିଧାନସଭା ନିର୍ବାଚନରେ ​​କଂଗ୍ରେସ ସହ ମେଣ୍ଟ କରିବ ।

Mamata Mahanta Nomination
ରାଜ୍ୟସଭା ନାମାଙ୍କନରେ ଟ୍ୱିଷ୍ଟ ! ବିଜେପିରୁ ମମତା ସ୍ୱାଧୀନ ପ୍ରାର୍ଥୀ ଜଗନ୍ନାଥ ପ୍ରଧାନ...

ବିଧାୟକ ଅଶୋକଙ୍କ ବୟାନକୁ ନେଇ ତେଜିଲା ରାଜନୀତି । ଆଗକୁ ବିଜେଡିର ବହୁ ନେତା ବିଜେପିରେ ମିଶିବେ କହିଲେ ଅଶୋକ।

Rajya Sabha election
ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ଜଗନ୍ନାଥ ପ୍ରଧାନ

ବିଜେପି ନେତା ଜଗନ୍ନାଥ ପ୍ରଧାନ ଆଜି ରାଜ୍ୟସଭା ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି । ବିଜେପି ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଛନ୍ତି ମମତା ମହାନ୍ତ ।

Mamata Mohanta
ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ମମତା...

ବିଧାନସଭାରେ ନାମାଙ୍କନ ଦାଖଲ କଲେ ମମତା ମହାନ୍ତ । କୁଡୁମୀ ସମାଜର ବରିଷ୍ଠ ନେତ୍ରୀ ହେଉଛନ୍ତି ମମତା ମହାନ୍ତ ।

Mamata Mohanta
ମମତା ମହାନ୍ତ ବିଜେପିର ରାଜ୍ୟସଭା ପ୍ରାର୍ଥୀ

ମମତା ମହାନ୍ତଙ୍କୁ ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିଛି ବିଜେପି । କିଛି ଦିନ ତଳେ ସେ ରାଜ୍ୟସଭା ସାଂସଦ ପଦ ସହ ବିଜେଡିରୁ ଇସ୍ତଫା ଦେଇଥିଲେ ।

Odisha Assembly
ଆଜିଠାରୁ ବିଧାନସଭାର ଦ୍ୱିତୀୟ ଅଧିବେଶନ, ସରକାର-ବିରୋଧୀଙ୍କୁ ନେଇ କମ୍ପିବ ଗୃହ

ପୋଲାଭରମ, ଭତ୍ତା, ରାଜ୍ୟପାଳଙ୍କ ପୁଅଙ୍କ ମାଡ ପ୍ରସଙ୍ଗ, ଭୂତ ରାସନ କାର୍ଡ ସହ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଗୃହରେ ଉଠିପାରେ । ଏହାସହ କେନ୍ଦ୍ରୀୟ ଅନୁଦାନ ଦେବାରେ ଟାଳଟୁଳ ନୀତି ଓ ବିଧାୟକଙ୍କ ପ୍ରଶିକ୍ଷଣ ଶିବିରକୁ ପ୍ରସଙ୍ଗ କରିପାରନ୍ତି ବିରୋଧୀ ।

Odisha Politics
ସରକାରୀ ଦଳ ହେବା ପରେ ସଙ୍ଗଠନ ବଢ଼ାଇବାକୁ ରାଜ୍ୟ ବିଜେପିର ବ୍ଲୁପ୍ରିଣ୍ଟ

ସଂଖ୍ୟା ବଢେଇ ଶକ୍ତି ବଢାଇବାକୁ ପଦ୍ମ ଦଳର ମାଷ୍ଟରପ୍ଲାନ । ଦେଢ ମାସରେ କୋଟିଏ କାର୍ଯ୍ୟକର୍ତ୍ତା ପାଇଁ ବ୍ଲୁପ୍ରିଣ୍ଟ । ପ୍ରତି ବୁଥରେ ୨୦୦ ଜଣଙ୍କୁ ଟାର୍ଗେଟ୍ ।

  • Monday, 19 August 2024