ଉନ୍ନୟନ ମୂଳକ ପ୍ରକଳ୍ପ ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି।
ପ୍ରଫୁଲ୍ଲ ସାମଲଙ୍କୁ ୮ ଘଣ୍ଟା ଧରି ଜେରା କରିଥିଲା ଇଡି ।
ସମ୍ବେଦନଶୀଳ ପୋଷ୍ଟ ପରେ ତଦନ୍ତ ଆରମ୍ଭ କରିଛି କର୍ଣ୍ଣାଟକ ପୋଲିସ୍। ବ୍ୟକ୍ତି ଜଣକ ହାଇଦ୍ରାବାଦର ହୋଇଥିବା ଜଣାପଡ଼ିଛି। ଏଣୁ ହାଇଦ୍ରାବାଦର ଏକାଧିକ ସ୍ଥାନରେ ଚଢ଼ାଉ ହୋଇଛି।
ଆଜି ଓଡ଼ିଶା ଆସୁଛନ୍ତି ମୋଦି । ଯାଜପୁର ଚଣ୍ଡିଖୋଲ ସମାବେଶରେ ଯୋଗଦେବେ ମୋଦି
ମହମ୍ମଦ ମୋକିମଙ୍କ ବିଧାୟକ ପଦ ରଦ୍ଦ। କଟକ-ବାରବାଟୀ ନିର୍ବାଚନୀ ଅନିୟମିତତା ମାମଲା। ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କଲେ ହାଇକୋର୍ଟ। ନାମାଙ୍କନ ବେଳେ ଅପରାଧିକ ତଥ୍ୟ ଲୁଚାଇଥିବାରୁ ରାୟ । ମୋକିମ୍ କହିଲେ ରାୟ ବିରୋଧରେ ସୁପ୍ରିମକୋର୍ଟକୁ ଯିବି ।
‘ମୋଦିଙ୍କ ପରିବାର’ ମନ୍ତବ୍ୟକୁ ନେଇ ତେଜିଲା ରାଜନୀତି । ୧୪୦ କୋଟି ଦେଶବାସୀଙ୍କୁ ପରିବାର କହିଲେ ମୋଦି। ‘ଦେଶର ୧୪୦ କୋଟି ଜନତା ମୋ ପରିବାର’। ‘ଦେଶବାସୀ ମୋ ଘର, ମୋ ମାଆ, ମୋ ଝିଅ’
ଟିକେଟ୍ ପାଇଁ ନବୀନ ନିବାସରେ ନେତାଙ୍କ ହାଉଜାଉ। ପଦ୍ମ କ୍ୟାମ୍ପରେ ମିଶିବାକୁ ବି ବିଦ୍ରୋହୀ ଓ ଅସନ୍ତୁଷ୍ଟଙ୍କ ଗହଳି। ଆଜି ପଦ୍ମ ଧରିଲେ ପ୍ରେମାନନ୍ଦ, ରାଜୁ ଦାସ ଓ ନରେନ ପଲେଇ। ଶଙ୍ଖ ଶିବିର ଛାଡ଼ି ନେତାଙ୍କ ପଦ୍ମ ପୋଖରୀ ମୁହାଁ ଟ୍ରେଣ୍ଡ ଜାରି ।
କଟକ-ବାରବାଟୀ ନିର୍ବାଚନୀ ଅନିୟମିତତା ମାମଲା । ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କଲେ ହାଇକୋର୍ଟ । ନାମାଙ୍କନ ବେଳେ ଅପରାଧିକ ତଥ୍ୟ ଲୁଚାଇଥିବାରୁ ରାୟ ।
୧୪୦ କୋଟି ଦେଶବାସୀଙ୍କୁ ପରିବାର କହିଲେ ମୋଦି । ‘ଦେଶର ୧୪୦ କୋଟି ଜନତା ମୋ ପରିବାର’ ।
ଆଜି ପଦ୍ମ ଧରିଲେ ପ୍ରେମାନନ୍ଦ, ରାଜୁ ଦାସ ଓ ନରେନ ପଲେଇ । ଶଙ୍ଖ ଶିବିର ଛାଡ଼ି ନେତାଙ୍କ ପଦ୍ମ ପୋଖରୀ ମୁହାଁ ଟ୍ରେଣ୍ଡ ଜାରି ।
ଜୟଶଙ୍କରଙ୍କ ଏହି ବିବୃତ୍ତି ଚଳିତ ବର୍ଷ ଜାନୁଆରୀରେ ଦେଇଥିବା ମୁଇଜୁଙ୍କ ବିବୃତ୍ତିକୁ ନେଇ ଆସିଛି। ମୁଇଜୁ କହିଥିଲେ ଯେ ଆମେ ଏକ ଛୋଟ ଦେଶ ହୋଇପାରୁ କିନ୍ତୁ ଏହାର ଅର୍ଥ ନୁହେଁ ଯେ, ଆମକୁ କେହି ଗାଳିଗୁଲଜ କରିପାରିବେ ।
ଏହି କାର୍ଯ୍ୟକ୍ରମରେ ଏକ ଲକ୍ଷରୁ ଅଧିକ ମହିଳା କର୍ମୀ ଯୋଗ ଦେବେ। ଏହି ସମାବେଶ ପ୍ରସ୍ତୁତିର ତଦାରଖ କରିବାକୁ କୋଲକାତାରେ ପହଞ୍ଚିଛନ୍ତି ବୈଜୟନ୍ତ ପଣ୍ଡା।
ସମ୍ବିତ କହିଛନ୍ତି, ନିର୍ବାଚନ ଆସିଲେ କିଛି ଲୋକେ ଏପରି ଅସନ୍ତୋଷ ପ୍ରକାଶ କରନ୍ତି। କିଛି ଅସୁବିଧା ନାହିଁ। ବିଜେଡିରେ ନିଜ ମନକଥା କହିବାର ସ୍ୱାଧୀନତା ଅଛି ।
ଦେଶର ପ୍ରତ୍ୟେକଟି ଗରିବ ପରିବାର ହେଉଛି ‘ମୋ ପରିବାର’। ଏପରିକି ମେରା ଭାରତ’ ‘ମେରା ପରିବାର’ ବୋଲି କହି କଡ଼ା ଭାଷାରେ ସମାଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ।
ଗତକାଲି ଲାଲୁ ଯାଦବଙ୍କ ଏହି ଆକ୍ଷେପ ପରେ ଜବାବ ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଦେଶର ୧୪୦ କୋଟି ଜନତା ମୋ ପରିବାର ବୋଲି ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ ।
ଦିଲ୍ଲୀ ସରକାର ଆଜି ବଜେଟ ଉପସ୍ଥାପନ କରିଛନ୍ତି । ଉକ୍ତ ବଜେଟରେ ୧୮ ବର୍ଷରୁ ଉର୍ଦ୍ଧ୍ୱ ମହିଳାଙ୍କ ପାଇଁ ୧୦୦୦ ଟଙ୍କା ଘୋଷଣା କରିଛନ୍ତି । ଦିଲ୍ଲୀ ଅର୍ଥମନ୍ତ୍ରୀ ଆତିଶି ଆଜି ୭୬,୦୦୦ କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କରିଛନ୍ତି ।
ସୁରୁଖୁରୁରେ ନିର୍ବାଚନ କିପରି ହେବ ଚାଲିଛି ପ୍ରକିୟା। ତାଲିମରେ ପାଠ ପଢା ସହ ପରୀକ୍ଷା ଦେଲେ ଅଧିକାରୀ । ଅଧିକାରୀ ବନିଲେ ଛାତ୍ର ଛାତ୍ରୀ। ଆଉ ହେଡ ମାଷ୍ଟର ସାଜିଲେ ଜିଲ୍ଲାପାଳ..
୪୦ ବର୍ଷ ଦେଶ ସେବା କରିଛି । ଏବେ ଲୋକଙ୍କ ସେବା କରିବାକୁ ବିଜେପିରେ ଯୋଗଦେଇଛି । ପଦ୍ମ ଧରିବା ପରେ ଏହା କହିଛନ୍ତି ପୂର୍ବତନ ଓଡ଼ିଆ ବାୟୁସେନା ଅଧିକାରୀ ତଥା କାର୍ଗିଲ ଯୁଦ୍ଧ ହିରୋ ଏୟାର ମାର୍ଶଲ ଦିଲୀପ କୁମାର ପଟ୍ଟନାୟକ ।
ମୋକିମଙ୍କ ନିର୍ବାଚନ ଅସିଦ୍ଧ । କଟକ-ବାରବାଟୀ ନିର୍ବାଚନୀ ଅନିୟମିତତା ମାମଲାରେ ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କଲେ ହାଇକୋର୍ଟ । ଅପରାଧିକ ମାମଲାର ସବିଶେଷ ତଥ୍ୟ ଦେଇ ନଥିବାରୁ ଅସିଦ୍ଧ ଘୋଷଣା ।
କଟକରେ ବକ୍ସ ଡ୍ରେନ ଲୋକାର୍ପଣ ପରେ ଆରମ୍ଭ ହୋଇଛି ରାଜନୀତି। ବକ୍ସଡ୍ରେନ ନିର୍ମାଣର ଶ୍ରେୟ କାହାକୁ ଯିବ ତାକୁ ନେଇ କାଦୁଅ ଫିଙ୍ଗା ଫିଙ୍ଗି ଆରମ୍ଭ ହୋଇଛି।
ବିଜେପି ରାଜ୍ୟ ନିର୍ବାଚନ ପ୍ରଭାରୀ ଓ ସହପ୍ରଭାରୀଙ୍କ ଉପସ୍ଥିତିରେ ଦଳରେ ସାମିଲ୍ ହେଲେ ଜୟଦେବ ବିଧାୟକ ଅରବିନ୍ଦ ଢାଲି।
ଭଟଲି..ବରଗଡ ଜିଲ୍ଲାର ଏକ ଚର୍ଚ୍ଚିତ ନିର୍ବାଚନ ମଣ୍ଡଳୀ। ରାଜନୈତିକ ମାନଚିତ୍ରରେ ବିଜେଡିର ଫୋକସଡ ଏରିଆ।
ନିର୍ବାଚନ ପୂର୍ବରୁ ବିଜେଡିକୁ ପୁଣି ଝଟକା। ଦଳ ଛାଡ଼ିଲେ ଆଉ ଜଣେ ନେତା। ମାଲକାନଗିରିର ପୂର୍ବତନ ବିଧାୟକ ମୁକୁନ୍ଦ ସୋଡ଼ି ଶଙ୍ଖକୁ ବାଏ ବାଏ କରିଛନ୍ତି।
ବାଂଶୁରୀ ସ୍ୱରାଜ ୧୯୮୨ ମସିହାରେ ଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ। ବାଂଶୁରୀ ହେଉଛନ୍ତି ପୂର୍ବତନ ବୈଦେଶିକ ବ୍ୟାପାର ମନ୍ତ୍ରୀ ସ୍ୱଗର୍ତ ସୁଷମା ସ୍ୱରାଜଙ୍କ ଝିଅ।
ମେଣ୍ଟ ହେଉନି, ବିଜେଡି ହିଁ ମେଣ୍ଟ ଚର୍ଚ୍ଚାକୁ ଆଗକୁ ବଢାଉଛି । ଏମିତି ପ୍ରତିକ୍ରିୟା ରଖିଛନ୍ତି ବିଜେପି ନିର୍ବାଚନ ପ୍ରଭାରୀ ବିଜୟ ପାଲ୍ ସିଂ ତୋମାର । ଗତକାଲି ଦିଲ୍ଲୀରୁ ଫେରିବା ପରେ ମେଣ୍ଟ ଚର୍ଚ୍ଚାକୁ ଖଣ୍ଡନ କରିଥିଲେ ରାଜ୍ୟ ସଭାପତି ମନମୋହନ ସାମଲ ।