• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Politics Updates

CAPF
ସାବଧାନ ! ନିର୍ବାଚନ ପୂର୍ବରୁ ମୁତୟନ ହେବେ ୩ ଲକ୍ଷ ୪୦ ହଜାର CAPF ଯବାନ

ନକ୍ସଲ ହିଂସା ପ୍ରଭାବିତ ରାଜ୍ୟ ସମେତ ପଶ୍ଚିମବଙ୍ଗ ଏବଂ ଜାମ୍ମୁ ଓ କାଶ୍ମୀରରେ ଏହି ସପ୍ତାହ ଶେଷ ସୁଦ୍ଧା ଫୋର୍ସ ମୁତୟନ ହେବେ ।

Naveen Niwas
ବଢ଼ୁଛି ନବୀନ ନିବାସରେ ଭିଡ଼, ଭୁବନେଶ୍ୱର ମଧ୍ୟ ଟିକେଟ ଆଶାରେ ଅମରେଶ ଜେନା

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଶିରୋଧାର୍ଯ୍ୟ କହିଲେ ବିଧାୟକ ରାଜେନ୍ଦ୍ର । ସେପଟେ ଅମରେଶ ଜେନା କହିଛନ୍ତି ମୁଖ୍ୟମନ୍ତ୍ରୀ ଠିକ୍ ସମୟରେ ଠିକ ନିଷ୍ପତ୍ତି ନେବେ ।

Akshay kumar may join bjp can elect lok sabha polls 2024
ନେତା ହେବାକୁ ମନ ବଳେଇଲେଣି ଅକ୍ଷୟ କୁମାର; ଏହି ପାର୍ଟିରୁ ଲଢିବେ !

ଲୋକସଭା ନିର୍ବାଚନ ପାଇଁ ରାଜନୈତିକ ଦଳ ମଧ୍ୟରେ ଟଣାଓଟରା ବଢିବାରେ ଲାଗିଛି। ଏହାରି ଭିତରେ ସବୁଠାରୁ ଆକର୍ଷଣ ସାଜୁଛନ୍ତି ସେଲିବ୍ରେଟି। ବର୍ତ୍ତମାନ ସୁଦ୍ଧା ଅନେକ ବଲିଉଡ୍‌ ତାରକା ରାଜନୀତିରେ ସକ୍ରିୟ ଥିବାବେଳେ ଏବେ ଆଉଜଣେ ସୁପର୍‌ଷ୍ଟାର ଏହି ଧାରାରେ ପାଦ ଦେଇଥିବା ଶୁଣିବାକୁ ମିଳୁଛି।

Rajat Choudhury
କଂଗ୍ରେସକୁ ଶକ୍ତ ଝଟକା; ଦଳ ଛାଡ଼ିଲେ ପିସିସି ଉପସଭାପତି ରଜତ ଚୌଧୁରୀ

ହାତ ଛାଡିବା ପରେ ରଜତ ଚୌଧୁରୀ ବିଜେପିରେ ମିଶିବା ନେଇ ଚର୍ଚ୍ଚା ଜୋର ଧରିଛି। ପୂର୍ବରୁ ନିକଟରେ ଅଂଶୁମାନ ମହାନ୍ତି, ନିହାର ମହାନନ୍ଦ ଏବଂ ବିପ୍ଲବ ଜେନା ବି କଂଗ୍ରେସ ଛାଡ଼ିଥିଲେ।

Congress
ଆଜି ନବୀନ ନିବାସ ଘେରିବ ଯୁବ କଂଗ୍ରେସ, ଦୁର୍ନୀତି ଓ ଭ୍ରଷ୍ଟାଚାର ପ୍ରତିବାଦରେ ଆନ୍ଦୋଳନକୁ ଓହ୍ଲାଇବ

ଦୁର୍ନୀତି ଓ ଭ୍ରଷ୍ଟାଚାର ପ୍ରତିବାଦରେ ଆଜି ଆନ୍ଦୋଳନକୁ ଓହ୍ଲାଇବ ଯୁବ କଂଗ୍ରେସ।

BJP meeting
ବିଳମ୍ବିତ ରାତି ଯାଏଁ ବିଜେପିର ନିର୍ବାଚନ କମିଟି ବୈଠକ; ଖୁବଶୀଘ୍ର ପ୍ରକାଶ ପାଇବ ପ୍ରାର୍ଥୀ ତାଲିକା

ବୈଠକରେ ମୋଦି, ଶାହ ଓ ନଡ୍ଡାଙ୍କ ସହ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା ୟୁପି ବିଜେପି ନିର୍ବାଚନ ପ୍ରଭାରୀ ବୈଜୟନ୍ତ ପଣ୍ଡା ସାମିଲ ହୋଇଥିଲେ।

Logo Controversy
ବିଜେଡିକୁ ଇସିଆଇ ଛାଟ ପରେ ଘେରିଲେ ବିରୋଧୀ

ସରକାରୀ ଯୋଜନା, ବିଜେଡିର ପ୍ରଚାର। ଅଭିଯୋଗ ଆସିଲା ଆଉ ନିର୍ବାଚନ ପୂର୍ବରୁ ଧରିଲେ ନିର୍ବାଚନ କମିଶନ। ସରକାରୀ ଯୋଜନା ରେ ଦଳୀୟ ଚିହ୍ନର ପ୍ରଚାର କରୁଥିବା ଅଭିଯୋଗ ଆସିବା ପରେ ନିର୍ବାଚନ କମିଶନର ସ୍ପଷ୍ଟୀକରଣ ମାଗିଛନ୍ତି ଓଡିଶା ସରକାରଙ୍କୁ। ଯାହାକି ବିରୋଧୀଙ୍କୁ ଖୋରାକ ଯୋଗାଇଛି ଅଧିକ ସମାଲୋଚନା ପାଇଁ।

Prashant Jagdev
ବିଜେପିରେ ମିଶିଲେ ପ୍ରଶାନ୍ତ ଜଗଦ୍ଦେବ, ପଦ୍ମ ଧରୁ ଧରୁ ପୁରୁଣା ଦଳ ବିଜେଡିକୁ କଲେ ଟାର୍ଗେଟ

ବଢୁଛି ବିଜେପି, ଛିଡୁଛି ବିଜେଡି । ଜଣଙ୍କ ପରେ ଜଣେ ବିଜେଡିର ହେଭିୱେଟ ଦଳକୁ ବାଏ ବାଏ କରି ପଦ୍ମ ଶିବିରରେ ସାମିଲ ହେଉଛନ୍ତି।

Bhabani Shankar Jagdev
ଭଣଜା ଦେଲେନି ଟିକେଟ୍‌, ବିଜେପିରେ ମିଶିଲେ ମାମୁ

ଆଜି ବିଜେପିରେ ସାମିଲ ହୋଇଥିବା ଭବାନୀ ଶଙ୍କର ଜଗଦ୍ଦେବ ମହାପାତ୍ର ୧୯୯୦ ଓ ୧୯୯୫ରେ ବେଗୁନିଆରୁ ନିର୍ବାଚନ ଲଢ଼ିଥିଲେ।

Fake Voter
ପଶ୍ଚିମବଙ୍ଗରେ ଅଛନ୍ତି ୧୭ ଲକ୍ଷ ଫେକ୍‌ ଭୋଟର୍‌, CEOଙ୍କ ନିକଟରେ ତାଲିକା ଦାଖଲ କଲା ବିଜେପି

ବୁଧବାର ପଶ୍ଚିମବଙ୍ଗର ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀ ୨୪ଟି ବ୍ୟାଗ୍‌ ଧରି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଅଫିସ୍‌କୁ ଯାଇଥିଲେ । ଏହି ୨୪ଟି ବ୍ୟାଗ୍‌ରେ ଫେକ୍‌ ଭୋଟରଙ୍କ ତାଲିକା ରହିଥିଲା।

prashant jagdev
ନବୀନ ବାବୁ ଏବେ ରାଜନୀତିରୁ ନିବୃତ୍ତ ରହନ୍ତୁ: ପ୍ରଶାନ୍ତ ଜଗଦ୍ଦେବ

ପ୍ରଶାନ୍ତ ଆହୁରି କହିଛନ୍ତି, ଏବେ ରାଜନୈତିକ ବ୍ୟବସ୍ଥାରୁ ନବୀନ ବାବୁ ନିବୃତ୍ତ ରହିବା ଦରକାର । ମୋତେ ବାସ୍ନା ହେଉଛି, ଓଡ଼ିଶାରେ ଡବଲ ଇଂଜିନ ସରକାର ହେବ । ଏବେ ମୁଁ ପୂରା ଆକ୍ସନ ମୁଡ୍‌ରେ ରହିଛି ।

Bipin Pradhan
ବିପିନ୍‌ ପ୍ରଧାନଙ୍କ ଖୋଲାଖୋଲି ଧମକ, ବିଜେଡି ଟିକେଟ୍ ନ ମିଳିଲେ ଯିବେ ବିଜେପି !

ପୂର୍ବତନ ବ୍ଲକ୍ ଅଧ୍ୟକ୍ଷ ବିପିନ ପ୍ରଧାନଙ୍କର ଦିଗପହଣ୍ଡି ରାଜନୀତିରେ ବେଶ୍ ଦବଦବା ରହିଛି।

Prashant Jagdev
ବିଜେପିରେ ମିଶିଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ

ବିଜେପିର ବରିଷ୍ଠ ନେତାଙ୍କ ଉପସ୍ଥିତିରେ ବିଜେପିରେ ସାମିଲ ହୋଇଛନ୍ତି ପ୍ରଶାନ୍ତ ଜଗଦ୍ଦେବ।

PM Modi
ମାର୍ଚ୍ଚ ୫ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ପୂର୍ବରୁ ଚଳିତ ମାସ ଶେଷ ଆଡ଼କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଆସିବେ ବୋଲି କୁହାଯାଉଥିଲା । ଫେବୃଆରୀ ୨୮ ତାରିଖ ପାଖାପାଖି ମୋଦି ଓଡ଼ିଶା ଆସିବେ ବୋଲି କହିଥିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ।

Baijayant Panda
ବୈଜୟନ୍ତ ପଣ୍ଡାଙ୍କୁ ୧୦୧ ଲୋକସଭା ଆସନ ଦାୟିତ୍ୱ ଦେଲା ବିଜେପି

ଉତ୍ତର ପ୍ରଦେଶର ୮୦, ଆସାମର ୧୪ ଓ ଦିଲ୍ଲୀର ୭ ଲୋକସଭା ଆସନ ଦାୟିତ୍ୱ ବୈଜୟନ୍ତଙ୍କ ଉପରେ ନ୍ୟସ୍ତ କରାଯାଇଛି । ଏଥର ସାଧାରଣ ନିର୍ବାଚନରେ 'NDA ୪ଶହ ପାର' ଲକ୍ଷ୍ୟ ରଖିଥିବା ବେଳେ ବୈଜୟନ୍ତଙ୍କ ଦାୟିତ୍ୱରେ ସର୍ବାଧିକ ଆସନ ରହିଛି ।

Himachal Pradesh Govt
ହିମାଚଳରେ ରାଜନୈତିକ ଅସ୍ଥିରତା; ସଙ୍କଟରେ ସୁଖୁ ସରକାର

ସରକାର ବଞ୍ଚାଇବାକୁ କଂଗ୍ରେସ ଦଳ ଦୁଇ ଜଣ ପର୍ଯ୍ୟବେକ୍ଷକ ଡି.କେ. ଶିବକୁମାର ଏବଂ ଭୂପିନ୍ଦର ସିଂ ହୁଡାଙ୍କୁ ସିମଲା ପଠାଇଛି ।

Election 2024
ଆଜି ବିଜେପିର CEC ବୈଠକ; ଖୁବ୍‌ଶୀଘ୍ର ଘୋଷଣା ହୋଇପାରେ ୧୦୦ ଜଣିଆ ପ୍ରାର୍ଥୀ ତାଲିକା

ଆଜିର ବୈଠକ ପରେ ଖୁବ୍ ଶୀଘ୍ର ବିଜେପି ପ୍ରଥମ ପର୍ଯ୍ୟାୟରେ ନିଜର ୧୦୦ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରିବ ବୋଲି କୁହାଯାଉଛି । ଯେଉଁଥିରେ ପ୍ରଧାନମନ୍ତ୍ରୀ ମୋଦି, ଅମିତ୍ ଶାହ ଓ ରାଜନାଥଙ୍କ ଭଳି କିଛି ହେଭିୱେଟ୍‌ଙ୍କ ନାଁ ଘୋଷଣା ହୋଇପାରେ ।

MLA Prafulla Samal
ପ୍ରଫୁଲ୍ଲଙ୍କୁ ୮ ଘଣ୍ଟା ଧରି ଘାଣ୍ଟିଲା ଇଡି; ଗୁଡ଼ାଇତୁଡ଼ାଇ ପଚାରିଲା ଅନେକ ପ୍ରଶ୍ନ

ପ୍ରଫୁଲ୍ଲ ଏବଂ ତାଙ୍କ ପୁଅଙ୍କୁ ହାଜର ହେବାକୁ ନୋଟିସ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । କଲେଜ ନାଁରେ ଜମି ଓ ଗାଡ଼ି କିଣା ବାବଦରେ ୨୦ କୋଟିରୁ ଅଧିକ ଟଙ୍କାର ଦୁର୍ନୀତି ଅଭିଯୋଗ ରହିଛି ।

  • Wednesday, 28 February 2024
  • ED
  • BJD
BJD Politics
ତେଜିଲା BJDର ‘ସତ୍ୟବାଦୀ’ କଳି

ପଞ୍ଚାୟତ ନିର୍ବାଚନରେ କଣାସ ବ୍ଲକକୁ ଛଡାଇ ନେଇଛି BJP । ଆଉ ପୂର୍ବରୁ କଣାସ, ବ୍ରହ୍ମଗିରିରେ ରହିଥିବା ବେଳେ ସେଠାରେ ସଞ୍ଜୟଙ୍କ ପୁରୁଣା ସଙ୍ଗଠନ ରହିଛି । ତେଣୁ ଯଦି ଦଳ ସଞ୍ଜୟଙ୍କୁ ସତ୍ୟବାଦୀରେ ଟିକେଟ ଦିଏ ତାହେଲେ କଣାସ କ୍ରାଇସିସ ମ୍ୟାନେଜ କରିବାରେ ସକ୍ଷମ ହୋଇପାରନ୍ତି ସଞ୍ଜୟ ।

Politician Daughter
ବାପାଙ୍କ ହାତ ଧରି ଝିଅ ଲଢ଼ିବେ ନିର୍ବାଚନ

ବାପାଙ୍କ ବାଟରେ ଝିଅ। ବାପାଙ୍କ ହାତ ଧରି ଝିଅ ଲଢ଼ିବେ ନିର୍ବାଚନ। ଶିଖିବେ ରାଜନୀତିର ଖଡ଼ିପାଠ। ସାଧାରଣ ନିର୍ବାଚନ ପାଖେଇ ଆସୁଥିଲା ବେଳେ ଚର୍ଚ୍ଚାରେ ଏ ତିନି ନେତା କନ୍ୟା।

ECI
ସରକାରୀ ବିଜ୍ଞାପନରେ ‘ଶଙ୍ଖ’ ଚିହ୍ନ ବ୍ୟବହାର, BJD ଓ ରାଜ୍ୟ ସରକାରଙ୍କୁ ସ୍ପଷ୍ଟୀକରଣ ମାଗିଲେ ECI

ସରକାରୀ ପାଣ୍ଠି ବ୍ୟବହାର କରି ଦିଆଯାଉଥିବା ବିଭିନ୍ନ ବିଜ୍ଞାପନରେ ବିଜେଡିର ନିର୍ବାଚନୀ ଚିହ୍ନ ଶଙ୍ଖର ବ୍ୟବହାର ହେଉଥିବା ନେଇ ନିର୍ବାଚନ କମିଶନଙ୍କ ପାଖରେ ଅଭିଯୋଗ ହୋଇଥିଲା ।

DMK newspaper
ତାମିଲରେ ଏ କି ଚିନ୍ତାଧାରା ? ମୋଦିଙ୍କ ସହ ISRO ବଦଳରେ ଲାଗିଲା ଚାଇନା ରକେଟ୍‌ ଫଟୋ

ତାମିଲନାଡୁ ସରକାରଙ୍କ ଖବରକାଗଜ ବିଜ୍ଞାପନରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସମାଲୋଚନା କରାଯାଇଛି । ବିଜ୍ଞାପନରେ ଇସ୍ରୋ ବଦଳରେ ଚୀନ୍ ରକେଟ୍ ଚିତ୍ର ପ୍ରଦର୍ଶିତ କରାଯାଇଛି ।

BJD Politics
ତେଜିଲା BJDର ‘ସତ୍ୟବାଦୀ’ କଳି; ସଞ୍ଜୟ ବନାମ ଉମା… କିଏ ହେବେ ଦଳୀୟ ପ୍ରାର୍ଥୀ ?

ପଞ୍ଚାୟତ ନିର୍ବାଚନରେ କଣାସ ବ୍ଲକକୁ ଛଡାଇ ନେଇଛି BJP । ଆଉ ପୂର୍ବରୁ କଣାସ, ବ୍ରହ୍ମଗିରିରେ ରହିଥିବା ବେଳେ ସେଠାରେ ସଞ୍ଜୟଙ୍କ ପୁରୁଣା ସଙ୍ଗଠନ ରହିଛି । ତେଣୁ ଯଦି ଦଳ ସଞ୍ଜୟଙ୍କୁ ସତ୍ୟବାଦୀରେ ଟିକେଟ ଦିଏ ତାହେଲେ କଣାସ କ୍ରାଇସିସ ମ୍ୟାନେଜ କରିବାରେ ସକ୍ଷମ ହୋଇପାରନ୍ତି ସଞ୍ଜୟ ।

Politician Daughter
ବାପାଙ୍କ ହାତ ଧରି ଝିଅ ଲଢ଼ିବେ ନିର୍ବାଚନ, ଶିଖିବେ ରାଜନୀତିର ଖଡ଼ିପାଠ

ବାପାଙ୍କ ବାଟରେ ଝିଅ। ବାପାଙ୍କ ହାତ ଧରି ଝିଅ ଲଢ଼ିବେ ନିର୍ବାଚନ। ଶିଖିବେ ରାଜନୀତିର ଖଡ଼ିପାଠ। ସାଧାରଣ ନିର୍ବାଚନ ପାଖେଇ ଆସୁଥିଲା ବେଳେ ଚର୍ଚ୍ଚାରେ ଏ ତିନି ନେତା କନ୍ୟା।

Aparajita Sarangi
ସଭାରୁ ଅପରାଜିତାଙ୍କ ଗର୍ଜନ; ମିଶନ ଶକ୍ତି ମହିଳାଙ୍କୁ ହଜାରେ ନୁହେଁ ଦିଅ ୧୫ ଲକ୍ଷ

ଯଦି ମହିଳାଙ୍କ ପ୍ରତି ଏତେ ଦରଦ ତେବେ ଜଣିକିଆ ୧୫ ଲକ୍ଷ ଦିଅନ୍ତୁ ବୋଲି ଅପରାଜିତା କହିବା ସହ ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି । ଖାଲି ଏତିକି ନୁହେଁ, ଅପରାଜିତା ତାଙ୍କ ପ୍ରତିକ୍ରିୟାରେ ଆହୁରି କହିଛନ୍ତି ଯେ, ଯଦି ପ୍ରତି ମହିଳାଙ୍କୁ ୧୫ ଲକ୍ଷ ଦିଅନ୍ତି ତେବେ ମୁଁ କହିବି ତାଙ୍କୁ ଭୋଟ ଦିଅ ।