ଲୋକସଭା ନିର୍ବାଚନରେ ବିଜେଡି ଉପରେ ଭାରି ପଡ଼ିବ ବିଜେପି। ଟାଇମ୍ସ ନାଓ ସର୍ଭେରୁ ଆସିଛି ଏମିତି ତଥ୍ୟ। ସର୍ଭେ କହୁଛି ରାଜ୍ୟର ମୋଟ୍ ୨୧ ଲୋକସଭା ଆସନ ମଧ୍ୟରୁ ବିଜେପି ପାଇବ ୧୧ଟି ସିଟ୍। ସେହିପରି ବିଜେଡିକୁ ୯ ଏବଂ କଂଗ୍ରେସ ହାସଲ କରିବ ଗୋଟିଏ ଆସନ
ଗୃହରେ ଉଠିଲା ସାମ୍ବାଦିକ ଅଧିକାର ପ୍ରସଙ୍ଗ 'ଲୋକସେବା ଭବନରୁ ହଟୁ ସାମ୍ବାଦିକଙ୍କ ପ୍ରବେଶ କଟକଣା'..'ପ୍ରତିବନ୍ଧକ ହଟାଇ ସାମ୍ବାଦିକଙ୍କ ପାଇଁ ଫ୍ରି ଏଣ୍ଟ୍ରିର ବ୍ୟବସ୍ଥା କରନ୍ତୁ ସରକାର'।
ଲୋକସଭା ନିର୍ବାଚନରେ ବିଜେଡି ଉପରେ ଭାରି ପଡ଼ିବ ବିଜେପି। ଟାଇମ୍ସ ନାଓ ସର୍ଭେରୁ ଆସିଛି ଏମିତି ତଥ୍ୟ। ସର୍ଭେ କହୁଛି ରାଜ୍ୟର ମୋଟ୍ ୨୧ ଲୋକସଭା ଆସନ ମଧ୍ୟରୁ ବିଜେପି ପାଇବ ୧୧ଟି ସିଟ୍। ସେହିପରି ବିଜେଡିକୁ ୯ ଏବଂ କଂଗ୍ରେସ ହାସଲ କରିବ ଗୋଟିଏ ଆସନ।
ବଢ଼ିଲା ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଅଡ଼ୁଆ । ଇଡି ହାତରେ ଲାଗିଲା ତାଙ୍କର ବିବାଦୀୟ ହ୍ୱାଟସଆପ୍ ଚାଟ୍ ।
ଇଡି ହାତରେ ସୋରେନଙ୍କ ହ୍ୱାଟସଅପ୍ ଚାଟ୍ । ଯେଉଁଥିରେ ରହିଛି ସୋରେନଙ୍କ କଳା ସମ୍ପତ୍ତିର ତାଲିକା । ପଚରାଉଚରା ବେଳେ ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମୋବାଇଲରୁ ହ୍ୱାଟସ ଅପ୍ ଚାଟର ସୁରାକ ପାଇଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ।
ନିର୍ବାଚନ ବର୍ଷ ଥିବାରୁ ଏହି କାମଚଳା ବଜେଟ୍ ବେଶ୍ ଗୁରୁତ୍ୱବହନ କରୁଛି।
ସଂସ୍ଥା ପକ୍ଷରୁ ଫେବ୍ରୁଆରୀ ୨୦୨୪ରେ ଏହି ସର୍ଭେ ରିପୋର୍ଟ ପ୍ରକାଶ ପାଇଛି । ମୋଟ ୩୫ ହଜାର ୮୦୧ ଜଣଙ୍କ ଠାରୁ ମତାମତ ଗ୍ରହଣ କରାଯାଇଛି । ୧୫ ଡିସେମ୍ବର ୨୦୨୩ ରୁ ୨୮ ଜାନୁଆରୀ ୨୦୨୪ ମଧ୍ୟରେ ଏହି ସର୍ଭେ କରାଯାଇଛି ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜାତିକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ଆକ୍ଷେପ । ଆଜି ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା ବେଳେ ରାହୁଲ କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦି ଓବିସି ବର୍ଗର ନୁହଁନ୍ତି ।
ଲୋକସେବା ଭବନକୁ ସାମ୍ବାଦିକଙ୍କ ପାଇଁ ଫ୍ରି ଏଣ୍ଟ୍ରି ବ୍ୟବସ୍ଥା କରନ୍ତୁ ସରକାର । ତା’ସହ ସାମ୍ବାଦିକଙ୍କୁ ମିଳୁ ପେନସନ୍ । ଆଜି ବିଧାନସଭା ଶୂନ୍ୟକାଳରେ ସାମ୍ବାଦିକଙ୍କ ବିଭିନ୍ନ ଦାବି ପ୍ରସଙ୍ଗ ଉଠାଇଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ।
ଓଡ଼ିଶାର ତିନି ରାଜ୍ୟସଭା ସିଟ ପାଇଁ ନିର୍ବାଚନ ହେବ । ଆସନ୍ତା ଏପ୍ରିଲ ୩ରେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ବିଜେଡି ସାଂସଦ ପ୍ରଶାନ୍ତ ନନ୍ଦ ଓ ଅମର ପଟ୍ଟନାୟକଙ୍କ କାର୍ଯ୍ୟ କାଳ ସରୁଛି ।
ପାକିସ୍ତାନ ପିପୁଲ୍ସ ପାର୍ଟି ନେତା ବିଲାୱଲ ଭୁଟ୍ଟୋ ଜର୍ଦାରୀ ଏବଂ ତେହରକ୍ ଇ ଇନସାଫର ପ୍ରାର୍ଥୀ ଇମ୍ରାନ ଖାନ୍ କେବଳ ନାମକୁ ମାତ୍ର ନିର୍ବାଚନ ଲଢ଼ୁଛନ୍ତି ।
୨୭ ଫେବ୍ରୁଆରୀ ସକାଳ ୯ଟା ରୁ ୪ଟା ଯାଏ ଭୋଟ ଗ୍ରହଣ ହେବ । ସେହିଦିନ ଅପରାହ୍ଣ ୫ ଟାରୁ ଭୋଟ ଗଣତି କରାଯିବ । ଓଡ଼ିଶାର ତିନି ରାଜ୍ୟସଭା ସିଟ ପାଇଁ ନିର୍ବାଚନ ହେବ ।
ସର୍ଭେରେ ବିଜେପିକୁ ୧୧ଟି ସିଟ୍ ମିଳିବା ସମ୍ଭାବନା ଥିବା ବେଳେ ବିଜେଡିକୁ ୯ ଏବଂ କଂଗ୍ରେସକୁ ଗୋଟିଏ ଆସନ ମିଳିବା ସମ୍ଭାବନା ରହିଥିବା ଆକଳନ କରାଯାଇଛି ।
ପରୀ ପ୍ରସଙ୍ଗକୁ ନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହା ଏକ ସମ୍ବେଦନଶୀଳ ଘଟଣା । ଏଥିରେ ବିରୋଧୀ ହୀନ ରାଜନୀତି କରୁଛନ୍ତି ।
ଗତକାଲି ସାମ୍ବାଦିକ ସମ୍ମିଳନୀ। ଆଉ ଆଜି ଗୃହ ଆରମ୍ଭରୁ ହଟ୍ଟଗୋଳ। ପରୀ ହତ୍ୟା ପ୍ରସଙ୍ଗରେ ବିଜେପି ବିରୋଧରେ ବିଜେଡିର ହଲ୍ଲାବୋଲ୍। ପରୀ ଘଟଣାକୁ ବିଜେପି ରାଜନୀତିକରଣ କରିଥିବା କହି, ଓଡ଼ିଶାବାସୀଙ୍କୁ ଧର୍ମେନ୍ଦ୍ର ପ୍ରଧାନ ଓ ମୋହନ ମାଝୀ କ୍ଷମା ମାଗନ୍ତୁ ବୋଲି ଦାବି କରିଛି ଦଳ ।
ଓଡ଼ିଶାରେ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା ବେଳେ ବିଜେପି ଓ ବିଜେଡିକୁ ରାହୁଲ ଗାନ୍ଧିଙ୍କ ଟାର୍ଗେଟ୍। କହିଛନ୍ତି ଓଡ଼ିଶାରେ ପାର୍ଟନରସିପ୍ ସରକାର ଚାଲିଛି ।
ଓଡ଼ିଶାରେ ଚାଲିଛି ବିଜେପି-ବିଜେଡି ପାର୍ଟନରସିପ୍ ସରକାର ! ନବୀନ ଓ ମୋଦିଙ୍କ ସହଭାଗିତାରେ ସରକାର ଚାଲିଛି ! ୨ ଜଣ ଯାକ ଏକାଠି ମିଶି କାମ କରୁଛନ୍ତି !
ଗତକାଲି ସାମ୍ବାଦିକ ସମ୍ମିଳନୀ। ଆଉ ଆଜି ଗୃହ ଆରମ୍ଭରୁ ହଟ୍ଟଗୋଳ। ପରୀ ହତ୍ୟା ପ୍ରସଙ୍ଗରେ ବିଜେପି ବିରୋଧରେ ବିଜେଡିର ହଲ୍ଲାବୋଲ୍। ପରୀ ଘଟଣାକୁ ବିଜେପି ରାଜନୀତିକରଣ କରିଥିବା କହି, ଓଡ଼ିଶାବାସୀଙ୍କୁ ଧର୍ମେନ୍ଦ୍ର ପ୍ରଧାନ ଓ ମୋହନ ମାଝୀ କ୍ଷମା ମାଗନ୍ତୁ ବୋଲି ଦାବି କରିଛି ଦଳ ।
ଲୋକସଭା ନିର୍ବାଚନ ପୂର୍ବରୁ କାହିଁକି ତାଙ୍କୁ ଡକାଯାଉଛି ବୋଲି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଓଲଟା ପ୍ରଶ୍ନ ଉଠାଇଛନ୍ତି। ସେ କହିଛନ୍ତି, 'ଯଦି ଦୁଇ ବର୍ଷ ଧରି ତଦନ୍ତ ଚାଲିଛି, ତେବେ ଲୋକସଭା ନିର୍ବାଚନ ପୂର୍ବରୁ କାହିଁକି ଡକାଯାଉଛି ?
ପୋଡିୟମରେ ଚଢ଼ି ବାଚସ୍ପତିଙ୍କ ମାଇକ୍ ଭାଙ୍ଗିଲେ ବିଜେପି ବିଧାୟକ ନାଉରୀ ନାଏକ।
ଖୁବଶୀଘ୍ର ମୋ ସରକାରର ତୃତୀୟ ପାଳି ଆରମ୍ଭ ହେବାକୁ ଯାଉଛି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଆଗାମୀ ୫ ବର୍ଷ ବିକାଶର ନୂଆ ସୋପାନରେ ଆମେ ପହଞ୍ଚିବୁ ।
ବାଲେଶ୍ୱରକୁ ଭାଙ୍ଗି ୪ଟି, ବଲାଙ୍ଗିର ଜିଲ୍ଲାକୁ ୪ଟି ଏବଂ କଟକ ଓ ଅନୁଗୁଳ ଜିଲ୍ଲାକୁ ଭାଙ୍ଗି ୩ଟି ଲେଖାଏଁ ଜିଲ୍ଲା କରିବା ପାଇଁ ସରକାରଙ୍କ ନିକଟରେ ଦାବି ହୋଇଛି ।
ଭାରତ ଯୋଡ଼ ନ୍ୟାୟ ଯାତ୍ରାର ଦ୍ୱିତୀୟ ଦିନରେ ପ୍ରେସମିଟ୍ କରି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି କଂଗ୍ରେସ ନେତା ଜୟରାମ ରମେଶ।
ସାମ୍ବିଧାନିକ ବ୍ୟବସ୍ଥାକୁ ଦୁର୍ବଳ କରିବା ବ୍ୟକ୍ତିଙ୍କ ପାଇଁ ଦିଲ୍ଲୀରୁ ରାଜ୍ୟକୁ ଚେତାବନୀ ଯିବା ଦରକାର ବୋଲି ଧର୍ମେନ୍ଦ୍ର କହିଥିଲେ। ତେବେ ଏହାକୁ ନେଇ ଗୃହରେ ଉପସ୍ଥିତ ଥିବା ବିଜେଡି ସାଂସଦ ସସ୍ମିତ ପାତ୍ର କଡ଼ା ପ୍ରତିକ୍ରିୟା ଦେଇଥିଲେ।
ବୀରମିତ୍ରପୁର ରାମପାଲରୁ ବାହାରିବେ ରାହୁଲ । ସିଧାସଳଖ ରାଉରକେଲାର ଉଦିତନଗର ଛକକୁ ଯାଇ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ । ଏହାପରେ ସେଠାରୁ ପାନପୋଷ ଛକକୁ ପଦଯାତ୍ରା କରିବେ।