• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Politics Updates

Odisha Politics
ଧର୍ମଶାଳା ବିଜେଡିରେ ବିସ୍ଫୋରଣ ! ପରାଜୟର କାରଣ ପାଇଁ ଦୁଇ ଗୋଷ୍ଠୀ ଦୋଷ ଲଦାଲଦି

ପରାଜୟ ପାଇଁ ପାଣ୍ଡିଆନଙ୍କୁ ଦାୟୀ କରି ଦଳ ଛାଡ଼ିଲେ ବଡ଼ ଗୋଷ୍ଠୀ । କଟକରେ ବି ୨ ଗୋଷ୍ଠୀ ଗୋହି ଖୋଳାଖୋଳି ।

Naveen Patnaik
ବଜେଟ୍ ଗେମ୍ ଚେଞ୍ଜର ନୁହେଁ, ନେମ୍ ଚେଞ୍ଜର: ନବୀନ ପଟ୍ଟନାୟକ

ରାଜ୍ୟ ବଜେଟ୍ ଗେମ୍ ଚେଞ୍ଜର ନୁହେଁ, ନେମ୍ ଚେଞ୍ଜର । ବିଧାନସଭାରେ ବଜେଟ୍ ଆଲୋଚନା ବେଳେ ଆଜି ଏଭଳି ଢଙ୍ଗରେ ମନ୍ତବ୍ୟ ରଖି ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ।

Journalist disappointed with odisha budget
ମୋହନ ସରକାରରେ ସାମ୍ବାଦିକ ଉପକୃତ ହେବେ ତ?

କ୍ଷମତାକୁ ଆସିବା କ୍ଷଣି ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସଚିବାଳୟ (ଲୋକ ସେବା ଭବନ)କୁ ଅନୁପ୍ରବେଶ କଟକଣା ହଟାଇ ସାମ୍ବାଦିକଙ୍କ ସେହି ବିଶ୍ୱାସକୁ ଦୃଢ କରିଥିଲେ। ସାମ୍ବାଦିକ ମହଲରେ ଏହି ଭରସା ସୃଷ୍ଟି ହୋଇଥିଲା ଯେ ଅନ୍ତତଃପକ୍ଷେ ମୋହନ ସରକାର ସେମାନଙ୍କ ସମସ୍ୟା ସମାଧାନ କରିବେ। ହେଲେ…

Nua O Scheme
ନୂଆ ସରକାରରେ ନୂଆ ଓ'କୁ ନେଇ ଦ୍ୱନ୍ଦ୍ୱ

ନୂଆ ସରକାରରେ ନୂଆ ଓ'କୁ ନେଇ ଦ୍ୱନ୍ଦ୍ୱ । ଠିକ୍ ନିର୍ବାଚନ ପୂର୍ବରୁ ପୁରୁଣା ବିଜେଡି ସରକାର ଏହି ଯୋଜନାରେ ବିଞ୍ଚି ଥିଲେ କୋଟି କୋଟି ଟଙ୍କା ।

no confidence motion
ବିଜେପି ହାତରୁ ଚାଲିଯାଇପାରେ ଆଉ ଏକ ଅଧ୍ୟକ୍ଷ ପଦ!

ସିଧାସଳଖ ନିର୍ବାଚିତ ପୌରାଧ୍ୟକ୍ଷଙ୍କୁ ମହଙ୍ଗା ପଡୁଛି ଅନାସ୍ଥା ପ୍ରସ୍ତାବ । ଫୁଲବାଣୀ ପରେ ସୂତା ଖିଅରେ ଝୁଲୁଛି ଜୁନାଗଡ଼ NAC ଅଧ୍ୟକ୍ଷଙ୍କ ପଦ ।

  • Saturday, 27 July 2024
  • BJD
  • BJP
no confidence motion
ପୌର ବ୍ୟବସ୍ଥାରେ ଆଇନର ଗଳାବାଟକୁ ଅସ୍ତ୍ର କରୁଛି କି ବିଜେଡି ?

ସିଧାସଳଖ ନିର୍ବାଚିତ ପୌରାଧ୍ୟକ୍ଷଙ୍କୁ ମହଙ୍ଗା ପଡୁଛି ଅନାସ୍ଥା ପ୍ରସ୍ତାବ । ଫୁଲବାଣୀ ପରେ ସୂତା ଖିଅରେ ଝୁଲୁଛି ଜୁନାଗଡ଼ NAC ଅଧ୍ୟକ୍ଷଙ୍କ ପଦ ।

Junagarh NAC
ଫୁଲବାଣୀ ପରେ ଜୁନାଗଡ଼ ଏନ୍‌‌ଏସି ଅଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା

ଜୁନାଗଡ଼ NAC ଅଧ୍ୟକ୍ଷଙ୍କ ଆସନ ଟଳମଳ । ଅଗଷ୍ଟ ୧ରେ ଅନାସ୍ଥା ଭୋଟ୍...

Mamata Banarjee
ନୀତି ଆୟୋଗ ବୈଠକ ଅଧାରୁ ଉଠି ଆସିଲେ ମମତା ବାନାର୍ଜୀ

ବୈଠକ ବାହାରକୁ ଆସି କେନ୍ଦ୍ର ବିରୋଧରେ ପ୍ରବଳ ବର୍ଷିଥିଲେ ମମତା ।

Odisha Assembly
ଗୃହ ଚଲାଇ ଦେଉନାହାନ୍ତି ବିରୋଧୀ। ଲଗାତାର ତୃତୀୟ ଦିନ ପାଇଁ ବିଧାନସଭାରେ ଅଚଳାବସ୍ଥା

ଏମିତି କି ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନାରେ ସାମିଲ ହେବନି କହି ଗୃହରୁ ୱାକ ଆଉଟ୍ କରିଥିଲେ ବିଜେଡି ବିଧାୟକ।

  • Wednesday, 24 July 2024
Odisha Assembly
ଚାଲୁନି ବିଧାନସଭା ! ତିନି ଦିନ ହେଲା ଗୃହ ଚଳାଇ ଦେଉନାହାନ୍ତି ବିରୋଧୀ

ରାଜ୍ୟପାଳଙ୍କ ପୁଅ ବିବାଦ ପ୍ରସଙ୍ଗରେ ସ୍ପଷ୍ଟୀକରଣ ସତ୍ତ୍ୱେ ନଛୋଡ଼ବନ୍ଧା ବିଜେଡି । ସର୍ବଦଳୀୟ ବୈଠକ ଫେଲ୍ ।

Dharmasala Politics
ସରଗରମ ଧର୍ମଶାଳା ରାଜନୀତି, ବିଲ୍‌ ପାସ୍‌ କରିବାକୁ ମନା କଲେ ବିଧାୟକ

ଯାଜପୁର ଜିଲ୍ଲା ପ୍ରଶାସନ-ବିଜେଡି ନେତାଙ୍କ ବୈଠକକୁ ନେଇ ଚର୍ଚ୍ଚା । ବୈଠକକୁ ନେଇ ପ୍ରଶ୍ନ ଉଠାଇଲେ ଧର୍ମଶାଳା ବିଧାୟକ ହିମାଂଶୁ ସାହୁ ।

  • Wednesday, 24 July 2024
Odisha Assembly
ସର୍ବଦଳୀୟ ବୈଠକରୁ ବାହାରି ପାରିଲାନି ନିଷ୍କର୍ସ, ଅପରାହ୍ନ ୪ଟା ଯାଏ ଗୃହ ମୁଲତବି

ରାଜ୍ୟପାଳଙ୍କ ପୁଅ ପ୍ରସଙ୍ଗ ଉଠାଇ କକ୍ଷତ୍ୟାଗ କରିଥିଲେ ବିଜେଡି ବିଧାୟକ । ସେହିପରି କଂଗ୍ରେସ ବିଧାୟକ କେନ୍ଦ୍ରୀୟ ଅବହେଳା ପ୍ରସଙ୍ଗ ଉଠାଇ ଗୃହ ମଧ୍ୟଭାଗରେ ନାରାବାଜି କରିଥିଲେ ।

Minister Mukesh Mahaling
ରାଜ୍ୟପାଳଙ୍କ ଅଭିଭାଷଣ ବେଳେ ବିଶୃଙ୍ଖଳା; ନବୀନଙ୍କ ଗିରଫ ଦାବି କଲେ ମହାଲିଙ୍ଗ

ଗତକାଲି ବିଧାନସଭାରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଗିରଫ ପାଇଁ ଦାବି କରିଥିଲେ ।  

Odisha Congress
କିଏ ହେବେ ନୂଆ ପିସିସି ମଙ୍ଗୁଆଳ ? ରେସ୍‌ରେ ସପ୍ତଗିରି..

କିଛି ଦାୟିତ୍ୱ ନପାଇ ଅଭିମାନ କରିଛନ୍ତି ତାରା ବାହିନୀପତି । ନୂଆ ପିସିସି ସଭାପତିଙ୍କ ଆଗରେ ଅନେକ ଚ୍ୟାଲେଞ୍ଜ- ରାଜନୀତି ସମୀକ୍ଷକ ।

Bhavani Bhoi
ତଳସରା ବିଧାୟକ ଭବାନୀ ଭୋଇ ହେବେ ଉପବାଚସ୍ପତି

ଉପବାଚସ୍ପତି ପଦ ପାଇଁ ନାମାଙ୍କନ ଭରିଲେ ଭବାନୀ । ଭବାନୀଙ୍କ ନାମ ଘୋଷଣା କରିଥିଲା ଭାରତୀୟ ଜନତା ପାର୍ଟି ।

Odisha Politics
ସଂପର୍କ ଏମିତି ... ତୁମ ବିନା ସବୁ ଚୁନା...

ରାଜନୀତିର ସେ ସାଇଲେଣ୍ଟ କିଲର୍ । ମୁହଁ ନଖୋଲି, ତାଙ୍କର ଅନେକ ରାଜନୀତିର ଶତ୍ରୁଙ୍କୁ ସେ ଗୋଟିଏ ଗୋଟିଏ ଧାଡ଼ିକିଆ ଚିଠିରେ ତଳିତଳାନ୍ତ କରିଦେଇଛନ୍ତି ।

Naveen Patnaik
ରାଜନୀତିରୁ ସନ୍ନ୍ୟାସ ପରେ ବି କାହିଁକି ପାଣ୍ଡିଆନ୍ ପ୍ରୀତି ?

ପୁଣି ପାଣ୍ଡିଆନଙ୍କ ସୁରକ୍ଷାରେ ବାହାରିଲେ ନବୀନ। ପୂର୍ବରୁ କ୍ଲିନଚିଟ୍ ଦେଇଥିଲେ । ଆଉ ଆଜି ଢାଲ ହୋଇ ଛିଡ଼ା ହେଲେ। ଖାଲି ସେତିକି ନୁହେଁ ପାଣ୍ଡିଆନଙ୍କ ଗୁଣ ଗାନ ବି କଲେ।

Naveen Patnaik
ଗୁଣଗାନ ପରେ ବଢ଼ିଲା ଚର୍ଚ୍ଚା: ରାଜନୀତିରୁ ସନ୍ନ୍ୟାସ ପରେ ବି କାହିଁକି ପାଣ୍ଡିଆନ୍ ପ୍ରୀତି ?

ପୁଣି ପାଣ୍ଡିଆନଙ୍କ ସୁରକ୍ଷାରେ ବାହାରିଲେ ନବୀନ। ପୂର୍ବରୁ କ୍ଲିନଚିଟ୍ ଦେଇଥିଲେ । ଆଉ ଆଜି ଢାଲ ହୋଇ ଛିଡ଼ା ହେଲେ। ଖାଲି ସେତିକି ନୁହେଁ ପାଣ୍ଡିଆନଙ୍କ ଗୁଣ ଗାନ ବି କଲେ। 

Naveen Patnaik
ଚର୍ଚ୍ଚାରେ 'ବିଜେପି ଡିଲ୍' ଖବର, ପୁଣି ପାଣ୍ଡିଆନଙ୍କ ସମର୍ଥନରେ ନବୀନ 

ବିଜେଡିରେ ପୁଣି ପାଣ୍ଡିଆନ ଝଡ଼ । ବିଜେଡି ଭାଙ୍ଗିବାକୁ ଦିଲ୍ଲୀରେ ଡେରା ପକାଇଥିଲେ ପାଣ୍ଡିଆନ । ଏକ ଜାତୀୟ ଗଣମାଧ୍ୟମରେ ପାଣ୍ଡିଆନଙ୍କୁ ନେଇ ବିସ୍ପୋରକ ଖବର ପ୍ରକାଶ ପାଇବା ପରେ ରାଜ୍ୟ ରାଜନୀତିରେ ହଟଚମଟ । 

BJP MLA Jayanarayan Mishra
ବିଜେପିକୁ କାହାର ସହାୟତା ଆବଶ୍ୟକ ନାହିଁ, ଆମେ ଏକାକୀ ନିର୍ବାଚନ ଲଢ଼ି ଜିତିଛୁ: ଜୟନାରାୟଣ

ବିଜେପିକୁ ବିଜେଡିର ସହାୟତା ଖବର ଚର୍ଚ୍ଚାକୁ ଖଣ୍ଡନ କରିଛି ବିଜେପି। ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ର କହିଛନ୍ତି, ବିଜେପିକୁ କାହାର ସହାୟତା ଆବଶ୍ୟକ ନାହିଁ।

Naveen Patnaik
ପୁଣି ପାଣ୍ଡିଆନଙ୍କ ସପକ୍ଷରେ ବାହାରିଲେ ନବୀନ, କହିଲେ...

ଭିକେ ପାଣ୍ଡିଆନଙ୍କୁ ବି ଏହାପୂର୍ବରୁ ସମର୍ଥନ କରିଥିଲେ ନବୀନ ପଟ୍ଟନାୟକ ।

Odia Asmita
‘ମୋ ସରକାର ଓଡ଼ିଆଙ୍କର, ଓଡ଼ିଆଙ୍କ ପାଇଁ, ଓଡ଼ିଆଙ୍କ ଦ୍ୱାରା’

ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହୋଇଛି । ବିଧାନସଭାରେ ଏନେଇ ଅଭିଭାଷଣ ଦେଉଛନ୍ତି ରାଜ୍ୟପାଳ ରଘୁବର ଦାସ ।

PM Narendra Modi
ଦେଶ ପାଇଁ ଏକଜୁଟ୍ ହେବାକୁ ବିରୋଧୀଙ୍କୁ ଆହ୍ୱାନ କଲେ ମୋଦି, କହିଲେ ...

ଆଜି ଆରମ୍ଭ ହେଉଛି ସଂସଦର ବଜେଟ୍ ଅଧିବେଶନ । ସଂସଦ ଅଧିବେଶନ ଆରମ୍ଭ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅପିଲ୍‌ ।

Budget Session
ଦିନକ ପରେ କେନ୍ଦ୍ର ବଜେଟ୍, ବିରୋଧୀଙ୍କ ସହଯୋଗ ଲୋଡ଼ିଲେ ସରକାର

୨୩ ତାରିଖରେ ବଜେଟ୍ ଉପସ୍ଥାପନ ହେବ । ମୋଦି ସରକାରଙ୍କ ତୃତୀୟ ପାଳିର ପ୍ରଥମ ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ।

President Election
ଆମେରିକା ନିର୍ବାଚନରେ ଘଡ଼ିକେ ଘୋଡ଼ା ଛୁଟୁଛି; ଓହରିଲେ ବାଇଡେନ୍, କମଳା ହେବେ ରାଷ୍ଟ୍ରପତି ପ୍ରାର୍ଥୀ!

ଗତ ମାସ ୨୭ ତାରିଖରେ ଅନୁଷ୍ଠିତ ଲାଇଭ୍ ଡିବେଟରେ ଟ୍ରମ୍ପଙ୍କ ଠାରୁ ବାଇଡେନ୍ ଅତି ଦୁର୍ବଳ ପ୍ରଦର୍ଶନ କରିଥିଲେ । ଏହାପରେ ତାଙ୍କୁ ସମାଲୋଚନାର ଶିକାର ହେବାକୁ ପଡିଥିଲା ।