• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Politics Updates

Sanjay Das Burma
ବଦଳୁଛି କି ବିଜେଡିର ସାଙ୍ଗଠନିକ ଷ୍ଟ୍ରାଟେଜି ?

ସଞ୍ଜୟ ଦାସବର୍ମାଙ୍କୁ ସାଙ୍ଗଠନିକ ଦାୟିତ୍ବ ଫେରାଇବାକୁ ନେଇ ଚର୍ଚ୍ଚା। ପୁଣି କାହିଁକି ଖୋଜା ପଡ଼ିଲେ ସଞ୍ଜୟ। ଏହା ସହ ବିବାଦୀୟ ନେତା ପ୍ରତାପ ଜେନାଙ୍କୁ ନିଜ ସଂସଦୀୟ କ୍ଷେତ୍ରରେ କେନ୍ଦ୍ରାପଡ଼ା ଜିଲ୍ଲା ଦାୟିତ୍ବ ଦେବା ପଛର ସମୀକରଣ କଣ ତାକୁ ନେଇ ବି ଜୋରଦାର ଆଲୋଚନା।

Sanjay Das Burma
ବଦଳୁଛି ବିଜେଡିର ସାଂଗଠନିକ ଷ୍ଟ୍ରାଟେଜି, ଦୀର୍ଘଦିନ ଧରି କୋଣଠେସା ସଂଜୟଙ୍କ ସଂଗଠନକୁ ଇନ୍

ସଂଗଠନକୁ ସଞ୍ଜୟ ଇନ୍ । ଭଦ୍ରକ ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ଦେଲା ଦଳ। ସେପଟେ ବିବାଦୀୟ ନେତା ପ୍ରତାପ ଜେନାଙ୍କୁ ଭଦ୍ରକରୁ କାଢି କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ଦାୟିତ୍ୱ। ଦୀର୍ଘଦିନ ପରେ ସଞ୍ଜୟ ଦାସବର୍ମା ପୁଣି ଦଳୀୟ ଦାୟିତ୍ୱ ନେଇଥିବାରୁ ଏବେ ଚର୍ଚ୍ଚା ଜୋର।

Mahua Moitra
ଏଥିକ୍ସ କମିଟିରେ ହଙ୍ଗାମା; ବୈଠକ ମଝିରୁ ରାଗିକି ବାହାରିଗଲେ ମହୁଆ ମୈତ୍ର

ସଂସଦର ଏଥିକ୍ସ କମିଟିର ବୈଠକରେ ହଙ୍ଗାମା। ତ୍ରୁଣମୂଳ କଂଗ୍ରେସ ସାଂସଦ ମହଆ ମୈତ୍ରଙ୍କୁ ସାଙ୍ଗରେ ଧରି ବୈଠରୁ ବହାରି ଗଲେ ବିରୋଧୀ ସଦସ୍ୟ।

Pratap jena
ପ୍ରତାପ ଜେନାଙ୍କୁ ସାମୟିକ ଆଶ୍ୱସ୍ତି; କୌଣସି କଠୋର କାର୍ଯ୍ୟାନୁଷ୍ଠାନ ଉପରେ ହାଇକୋର୍ଟଙ୍କ ରୋକ୍‌

ମାହାଙ୍ଗା ଡବଲ ମର୍ଡର ମାମଲାରେ ଗତ ୩୧ ତାରିଖ ହାଇକୋର୍ଟ ଯାଇଥିଲେ ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ପ୍ରତାପ ଜେନା । ତଳ କୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ପ୍ରତାପ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ।

Arvind Kejriwal
କେଜ୍ରିୱାଲଙ୍କୁ ଇଡିର ସମନ, ହାଜର ହେବାକୁ ସମୟ ମାଗିଲେ

ଇଡିରେ ହାଜର ହେବାକୁ ସମୟ ମାଗିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍ । ନିଜ ଓକିଲଙ୍କ ଜରିଆରେ ସମୟ ମାଗିଛନ୍ତି କେଜ୍ରିୱାଲ ।

Neglect to Public representatives in govt programme supporters creates ruckus
ସରକାରୀ କାର୍ଯ୍ୟକ୍ରମରେ ଜନପ୍ରତିନିଧିଙ୍କୁ ଅବହେଳା ଅଭିଯୋଗ, ହଙ୍ଗାମା କଲେ ସମର୍ଥକ...

ସରକାରୀ କାର୍ଯ୍ୟକ୍ରମରେ ଜନପ୍ରତିନିଧିଙ୍କୁ ଅବହେଳା ଅଭିଯୋଗ କରି ସମର୍ଥକଙ୍କ ହଙ୍ଗାମା । କ’ଣ ପାଇଁ ବିଧାୟକ ଓ ସାଂସଦଙ୍କୁ ଡକାଯାଇନାହିଁ ବୋଲି ପ୍ରଶ୍ନ କରିଥିଲେ ।

  • Wednesday, 01 November 2023
Minor Girl Gang Raped Case
ନାବାଳିକାକୁ ଗଣଦୁଷ୍କର୍ମ ! ବିଜେପିର ଅଭିଯୋଗ- ଅଭିଯୁକ୍ତଙ୍କୁ ସୁରକ୍ଷା ଦେଉଛନ୍ତି ବିଜେଡିର ଏହି ମନ୍ତ୍ରୀ...

କଲେଜ କମନ୍‌ ରୁମ୍‌ରୁ ନିଶା ଦେଇ ଅଭିଯୁକ୍ତ କିଭଳି ନାବାଳିକାକୁ ନେଇଗଲେ ତାହା ପ୍ରଶ୍ନବାଚୀ ସୃଷ୍ଟି କରିଛି ।

Mahanga Double Murder Case
ମାହାଙ୍ଗା ଡବଲ ମର୍ଡର ମାମଲା; ହାଇକୋର୍ଟ ଗଲେ ପ୍ରତାପ ଜେନା

ଗତ ମାସ ୧୫ ତାରିଖରେ କଗନିଜେନ୍ସ ଗ୍ରହଣ କରିଥିଲେ ସାଲେପୁର JMFC କୋର୍ଟ । ହତ୍ୟା (୩୦୨) ଅପରାଧିକ ଷଡ଼ଯନ୍ତ୍ର (୧୨୦ ବି) ଏବଂ ଧମକ (୫୦୬) ଆଦି ଦଫାରେ ଆପାତତଃ ବିଚାରଯୋଗ୍ୟ ତଥ୍ୟ ରହିଥିବା କୋର୍ଟ କହିଥିଲେ ।

Raghubar Das
ରାଜଭବନରେ ନୂଆ ରାଜ୍ୟପାଳ

ଓଡ଼ିଶା ରାଜଭବନକୁ ମିଳିଲା ନୂଆ ଅଧିପତି । ବିଦ୍ଧିବଧ ଭାବେ ରାଜ୍ୟକୁ ମିଳିଲେ ନୂଆ ରାଜ୍ୟପାଳ । ଓଡ଼ିଶାର ୨୬ତମ ରାଜ୍ୟପାଳ ଭାବେ ଶପଥ ନେଲେ ରଘୁବର ଦାସ ।

Odisha govt Corruption
ଦୁର୍ନୀତି ବିରୋଧରେ ୧୪ରୁ ୧୮ ଯାଏଁ ବ୍ଲକ ଘେରାଉ କରିବ ବିଜେପି

ମନମୋହନ କହିଛନ୍ତି ଦୁର୍ନୀତି ଭ୍ରଷ୍ଟାଚାର ଓ ଅଗଣତାନ୍ତ୍ରିକ ବ୍ୟବସ୍ଥା ଭିତରେ ରାଜ୍ୟର ଶାସନ ବ୍ୟବସ୍ଥା ଚାଲିଛି । ପଞ୍ଚାୟତଠାରୁ ବ୍ଲକ, ଜିଲ୍ଲା, ରାଜ୍ୟ ପର୍ଯ୍ୟନ୍ତ ସବୁଠାରେ ଦୁର୍ନୀତି ଚାଲିଛି ।

Raghubar Das
ଓଡ଼ିଶା ପାଇଲା ନୂଆ ରାଜ୍ୟପାଳ; ରାଜଭବନକୁ ମିଳିଲା ନୂଆ ଅଧିପତି

ଓଡ଼ିଶା ରାଜଭବନକୁ ମିଳିଲା ନୂଆ ଅଧିପତି । ବିଧିବଦ୍ଧ ଭାବେ ରାଜ୍ୟକୁ ମିଳିଲେ ନୂଆ ରାଜ୍ୟପାଳ । ଆଜି ରାଜ୍ୟପାଳ ଭାବେ ଶପଥ ନେଲେ ରଘୁବର ଦାସ ।

Pratap Jena
ମାହାଙ୍ଗା ଡବଲ ମର୍ଡର: ହାଜର ହେଲେନି ବିଧାୟକ ପ୍ରତାପ ଜେନା

ନିଜ ଓକିଲଙ୍କ ଜରିଆରେ JMFCରେ ପକ୍ଷ ରଖିଲେ ପ୍ରତାପ....ଆଇପିସି ୨୦୫ ଧାରାରେ ଆବେଦନ କଲେ ପ୍ରତାପଙ୍କ ଓକିଲ....ବ୍ୟକ୍ତିଗତ ହାଜିରାକୁ ବାଦ ଦେବାକୁ IPC ୨୦୫ରେ ଆବେଦନ...

Raghubar Das
BREAKING NEWS : ନୂଆ ରାଜ୍ୟପାଳ ଭାବେ ଶପଥ ନେଲେ ରଘୁବର ଦାସ

ଶପଥ ନେଲେ ନୂଆ ରାଜ୍ୟପାଳ....ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରିମଣ୍ଡଳର ସଦସ୍ୟବୃନ୍ଦ ଉପସ୍ଥିତ,,,

Raghubar Das to take oath as Governor of Odisha today
ଆଜି ରାଜ୍ୟପାଳ ଭାବେ ଶପଥ ନେବେ ରଘୁବର ଦାସ

ଶପଥ ନେବେ ନବ ନିଯୁକ୍ତ ରାଜ୍ୟପାଳ ….ଦିନ ୧୧ଟା ୪୫ରେ ଶପଥ ଗହଣ ଉତ୍ସବ ....ଓଡିଶାର ୨୬ତମ ରାଜ୍ୟପାଳ ଭାବେ ଶପଥ ନେବେ ...

Raghubar Das
କାଲି ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେବେ ରଘୁବର ଦାସ

ଗୁରୁ ଦାୟିତ୍ବ ଗ୍ରହଣ ପୂର୍ବରୁ ଜଗତର ନାଥଙ୍କ ଦର୍ଶନ କରି ଆଶିଷ ଭିକ୍ଷା କରିଛନ୍ତି ନବନିଯୁକ୍ତ ରାଜ୍ୟପାଳ। ଆଜି ଭୋରରୁ ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ ଓଡ଼ିଶା ରେ ପହଞ୍ଚିଥିଲେ। ପ୍ରଥମେ ପୁରୀ ଯାଇ ମହାପ୍ରଭୁ ଜଗନ୍ନାଥଙ୍କ ସାନ୍ନିଧ ଲାଭ କରିଥିଲେ। ଆସନ୍ତାକାଲି ମହାପ୍ରଭୁ ଲିଙ୍ଗରାଜଙ୍କୁ ମଧ୍ୟ ଦର୍ଶନ କରିବା ପରେ ଦିନ ୧୧ଟା ୪୫ ବେଳେ ରାଜଭବନରେ ଶପଥ ଗ୍ରହଣ କରିବେ ରଘୁବର ଦାସ..

Raghubar Das
ନିର୍ବାଚନ ପୂର୍ବରୁ ଗୁରୁଦାୟିତ୍ୱ; କଣ ରହିବ ନୂଆ ରାଜ୍ୟପାଳଙ୍କ ପାଇଁ ଚ୍ୟାଲେଞ୍ଜ ?

ଗୁରୁଦାୟିତ୍ୱ ଗ୍ରହଣ ପୂର୍ବରୁ ଜଗତର ନାଥଙ୍କ ଦର୍ଶନ କରି ଆଶିଷ ଭିକ୍ଷା କରିଛନ୍ତି ନବନିଯୁକ୍ତ ରାଜ୍ୟପାଳ।

Arvind Kejriwal
ମଦନୀତି ଘୋଟାଲା ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କୁ ED ସମନ୍

ସକାଳେ ସିସୋଦିଆଙ୍କ ଜାମିନ ନାମଞ୍ଜୁର କରିଦେଇଥିଲେ ସୁପ୍ରିମକୋର୍ଟ ।

BRS MP
ପ୍ରଚାର ବେଳେ ବିଆରଏସ ସାଂସଦଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି

ନିର୍ବାଚନ ପାଇଁ ପ୍ରଚାର ଅଭିଯାନରେ ଯାଇଥିବା ଭାରତ ରାଷ୍ଟ୍ର ସମିତି (ବିଆରଏସ)ସାଂସଦ କୋଥା ପ୍ରଭାକର ରେଡ୍ଡୀଙ୍କୁ ଛୁରାମାଡ଼ କରିଛି ଜଣେ ଦୁର୍ବୃତ୍ତ।

  • Monday, 30 October 2023
  • India
Raghubar Das
ଶପଥ ଗ୍ରହଣ ପୂର୍ବରୁ ମହାପ୍ରଭୁଙ୍କଠୁ ଆଶିଷ ନେଲେ ରଘୁବର ଦାସ

ଆସନ୍ତକାଲି ସକାଳ ୮ଟା ୪୫ ମିନିଟରେ ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିବା ପରେ ପୂର୍ବାହ୍ନ ପ୍ରାୟ ୧୧ଟା ୪୫ରେ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ ବୋଲି ସୂଚନା ରହିଛି ।

Manish Sisodia
ସିସୋଦିଆଙ୍କୁ ସୁପ୍ରିମ୍‌ ଝଟକା; ଜାମିନ୍ ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ

ଜଷ୍ଟିସ ସଞ୍ଜୀବ ଖାନ୍ନା ଏବଂ ଏସ୍.ଭି.ଏନ୍ ଭଟ୍ଟୀ ଏହି ରାୟ ଶୁଣାଇଛନ୍ତି । ମାମଲାରେ ସିସୋଦିଆଙ୍କ ଜାମିନ ଆବେଦନକୁ କୋର୍ଟ ଖାରଜ କରି ୬ରୁ ୮ମାସ ମଧ୍ୟରେ ଶୁଣାଣି ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

demand reopening of all gates of Srimandi
କେବେ ଖୋଲିବ ଶ୍ରୀମନ୍ଦିର ଚାରିଦ୍ୱାର ?

ଧର୍ମ ମାସ କାର୍ତ୍ତିକରେ ମହାପ୍ରଭୁଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ତ୍ରାହି ତ୍ରାହି ଡାକିଲେଣି ଭକ୍ତ। ଶ୍ରୀମନ୍ଦିର ସେବାୟତ ବି ସରକାରଙ୍କ ଉପରେ ଝାଡ଼ିଲେଣି ଖୋଲା ଖୋଲି ଅସନ୍ତୋଷ। ଏହାରି ଭିତରେ ଚାରିଦ୍ୱାର ଖୋଲିବାକୁ ଦାବି ଏବେ ରାଜନୈତିକ ପ୍ରସଙ୍ଗ ପାଲଟିଲାଣି ।

Congress
ଚାରି ଦ୍ୱାର ନଖୋଲିଲେ ୯ରୁ କଂଗ୍ରେସ କରିବ ସଂକୀର୍ତ୍ତନ ସତ୍ୟାଗ୍ରହ !

ଶ୍ରୀମନ୍ଦିର ୪ ଦ୍ୱାର ଖୋଲିବା ଓ ରତ୍ନଭଣ୍ଡାର ମରାମତି ଦାବି । ୨୮ ତାରିଖ ସୁଦ୍ଧା ସରକାର ପଦକ୍ଷେପ ନନେବାରୁ ସତ୍ୟାଗ୍ରହ- କଂଗ୍ରେସ ।

Mahua Moitra
ସତ ମାନିଲେ ମହୁଆ ମୋଇତ୍ରା; ହିରାନନ୍ଦାନୀଙ୍କୁ ଦେଇଥିଲେ ୟୁଜର ଆଇଡି ଓ ପାସୱର୍ଡ

ସାମ୍ନାକୁ ଆସିଲା ମହୁଆଙ୍କ ସତ। ଶେଷରେ ସତ ସ୍ୱୀକାର କଲେ ମହୁଆ। ନିଜର ସାଂସଦ ୟୁଜର ଆଇଡି ଓ ପାସଓ୍ୱାର୍ଡ ଶିଳ୍ପପତି ଦର୍ଶନ ହିରାନନ୍ଦାନୀଙ୍କୁ ଦେଇଥିବା ସ୍ୱୀକାର କରିଛନ୍ତି ଟିଏମସି ସାଂସଦ ମହୁଆ ମୋଇତ୍ର।

Kuna Tripathy
‘ଦୁଇ ଭାଇଙ୍କ କଳିରେ ରାଜନୀତି ହେବା କଥା ନୁହେଁ’

ଓଲିଉଡ କଳିରେ ରାଜନୀତି ପ୍ରବେଶ ପ୍ରସଙ୍ଗରେ ମୁହଁ ଖୋଲିଲେ ଅଭିନେତା ଶ୍ରୀତମ ଦାସ ଓ କୁନା ତ୍ରିପାଠୀ । କହିଲେ..

Narasingha Mishra
‘ଯଦି ଓଡ଼ିଶା ଭାଗ ଭାଗ ହୁଏ ସରକାର ଦାୟୀ, ଉପକୂଳ ଲୋକେ ଦାୟୀ ରହିବେ’

ଓଡ଼ିଶା ଦି ଭାଗ ମନ୍ତବ୍ୟ ନେଇ ଚର୍ଚ୍ଚାରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ।