ପ୍ରଥମେ ଗତ ୯ ତାରିଖରେ ଗାଡି ଅଟକାଇ ଗାଳିଗୁଲଜ କଲେ । ଏନେଇ ଗୋପ ଥାନାରେ ଏତଲା ଦେବାରୁ, ୧୧ ତାରିଖରେ ଦୀଘାଳ ଠାରେ ତାଙ୍କ ଗାଡିକୁ ଭଙ୍ଗାରୁଜା କରିବା ସହ ତାଙ୍କ ଉପରେ ଆକ୍ରମଣ ଏବଂ ଅସଦାଚରଣ କରିଥିବା ସେ ଅଭିଯୋଗ କରିଛନ୍ତି ।
କୁହାଯାଏ ଏବେକାର ସ୍ଥିତି ବିପକ୍ଷ ଦଳ ପାଇଁ ଅନୂକୁଳ। ଏବେ ଦକ୍ଷିଣ ଦଖଲ ପାଇଁ କଂଗ୍ରେସ ଯେଉଁ ରଣହୁଙ୍କାର ଦେଇଛି, ତାଙ୍କ ପାଇଁ ଗଞ୍ଜାମ ଏକ ବଡ ଆହ୍ୱାନ ହେବ। ଅବଶ୍ୟ ଏଠାରେ କଂଗ୍ରେସର ଗୋଟିଏ ଆସନ (ସାନଖେମୁଣ୍ଡି) ରହିଛି, କିନ୍ତୁ ସମଗ୍ର ଜିଲ୍ଲାର ନେତୃତ୍ୱ ନେବା ଭଳି ନେତା କାହାନ୍ତି?
ବିଜେଡି ବିଧାୟକ ସମୀର ଦାଶଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଛନ୍ତି ଖୋଦ ବିଜେଡିର ଜଣେ ମହିଳା କର୍ମୀ ।
୨୪ ନିର୍ବାଚନ ପୂର୍ବରୁ ଟିକଟ କସରତ । ଫୋକସରେ ପଶ୍ଚିମ ଓଡ଼ିଶାର ପଲଟିକାଲ ସ୍ପଟ୍ ସମ୍ବଲପୁର । ସମ୍ବଲପୁର ସଂସଦୀୟ କ୍ଷେତ୍ରରୁ କିଏ ହେବ ପ୍ରାର୍ଥୀ ଚର୍ଚ୍ଚା ଜୋରଦାର..
ପୁରୀରେ ହେବ କି ମୋଦି-ନବୀନ ଲଢ଼େଇ ? ଧାର୍ମିକ କାର୍ଡ ଖେଳିବାକୁ ବିଧାନସଭା କ୍ଷେତ୍ରରୁ ସିଏମ୍ ଓ ଲୋକସଭା କ୍ଷେତ୍ରରୁ ଲଢ଼ିବେ କି ପିଏମ..
୨୪ ନିର୍ବାଚନ ପୂର୍ବରୁ ଟିକଟ କସରତ । ଫୋକସରେ ପଶ୍ଚିମ ଓଡ଼ିଶାର ପଲଟିକାଲ୍ ସ୍ପଟ୍ ସମ୍ୱଲପୁର ।
୨୪ ଭୋଟ୍ ରାଜନୀତିର ଏପିସେଣ୍ଟର ହେବ କି ଜଗନ୍ନାଥ ଧାମ ? ଧାର୍ମିକ କାର୍ଡ ଖେଳିବାକୁ ବିଧାନସଭା କ୍ଷେତ୍ରରୁ ସିଏମ୍ ଓ ଲୋକସଭା କ୍ଷେତ୍ରରୁ ଲଢ଼ିବେ କି ପିଏମ୍ ?
ଆଗାମୀ ନିର୍ବାଚନ ପାଇଁ ଦଳର ଟିକେଟ୍ ନେଇ ମନ୍ତ୍ରୀ, ବିଧାୟକ ମାନେ ଚର୍ଚ୍ଚା କରୁଥିବା ବେଳେ ଏହା ଉପରେ ବିରାମ ଲଗାଇବାକୁ ପ୍ରଣବ ଏଭଳି କହିଥିବା ଆଲୋଚନା ହେଉଛି ।
ସରକାରୀ ସ୍କିମରେ ବିଜେଡି ଚିହ୍ନକୁ ନେଇ ବଢୁଛି ବିବାଦ । ପ୍ରଥମେ ‘ଆମ ଓଡ଼ିଶା, ନବୀନ ଓଡ଼ିଶା’ ସ୍କିମ୍ ଆଉ ଏବେ ‘ଲକ୍ଷ୍ମୀ’ ବସ୍ ଯୋଜନାରେ ଶଙ୍ଖ ଚିହ୍ନ । ଯାହାକୁ ନେଇ ରାଜ୍ୟ ସରକାରଙ୍କୁ ଘେରିଛନ୍ତି ବିରୋଧୀ । ଏସବୁ ବାଦବିବାଦ ଭିତରେ ଆଜି ମାଲକାନଗିରିରୁ I ଗଡ଼ିଛି ‘ଲକ୍ଷ୍ମୀ ବସ୍’ ଯୋଜନାର ଶୁଭାରମ୍ଭ ।
ବିଜେଡି ଜନସଂପର୍କ ପଦଯାତ୍ରାରେ ଘୋଷଣା ହେଉଛି ପ୍ରାର୍ଥୀଙ୍କ ନାଁ । ଭଦ୍ରକ ଜିଲ୍ଲାର ଧାମନଗର ପରେ ବାଲେଶ୍ୱର ବସ୍ତା ନିର୍ବାଚନମଣ୍ଡଳୀରୁ ସାମ୍ନାକୁ ଆସିଛି ଏମିତି ଚିତ୍ର । ବିଧାୟକଙ୍କ ଘର ପାଖରେ ତାଙ୍କ ଅନୁପସ୍ଥିତିରେ ସମାବେଶ କରି, ଜିଲ୍ଲା ସଭାପତି ଘୋଷଣା କରିଛନ୍ତି ୨୦୨୪ ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ନାଁ । ରାଜ୍ୟର ବିଭିନ୍ନ ସ୍ଥାନରେ ସମାନ୍ତରାଳ ପଦଯାତ୍ରା ଓ ଫୁଟି ବାହାରୁଥିବା କନ୍ଦଳ ଭିତରେ ଏଭଳି ପ୍ରାର୍ଥୀ ଘୋଷଣାକୁ ନେଇ ସରଗରମ ବିଜେଡି ରାଜନୀତି ।
ଚବିଶ ନିର୍ବାଚନରେ ନିଜ ସିଟ୍ ନେଇ କିଛି ଚକମା ଦେଖାଇବେ କି ନବୀନ? ରାଜନୈତିକ ମହଲରେ ଚର୍ଚ୍ଚା, ଆସନ୍ତା ନିର୍ବାଚନ ନବୀନ ଶ୍ରୀକ୍ଷେତ୍ର ପୁରୀରୁ ଲଢ଼ିପାରନ୍ତି । ଏହି ଚର୍ଚ୍ଚାକୁ ଖୋରାକ୍ ଦେଇଛି ବିଜେଡି ନେତା ତଥା ବରିଷ୍ଠ ଦଇତାପତି ସେବାୟତ ରାମକୃଷ୍ଣ ଦାସମହାପାତ୍ରଙ୍କ ମନ୍ତବ୍ୟ । ତେବେ ଏସଂପର୍କରେ ବିଜେଡି ପକ୍ଷରୁ ବିଧିବଦ୍ଧ ଭାବେ କୌଣସି ସୂଚନା ଦିଆଯାଇ ନାହିଁ ।
ବିଧାୟକଙ୍କ ଘର ପାଖରେ ତାଙ୍କ ଅନୁପସ୍ଥିତିରେ ସମାବେଶ କରି, ଜିଲ୍ଲା ସଭାପତି ଘୋଷଣା କରିଛନ୍ତି ୨୪ ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ନାଁ ।
ଶ୍ରୀକ୍ଷେତ୍ର ପୁରୀରୁ ନିର୍ବାଚନ ଲଢିବେ କି ନବୀନ ? ୨୪ ପାଇଁ ପୁରୀ ରହିଛି କି ମୁଖ୍ୟମନ୍ତ୍ରୀଙ୍କ ଫୋକସରେ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ପରେ ଜୋର ଧରିଲା ଚର୍ଚ୍ଚା ।
ବାହାଘର ପାଇଁ ରାଜସ୍ଥାନରେ ବଦଳିଛି ବିଧାନସଭା ନିର୍ବାଚନ ତାରିଖ। ନଭେମ୍ବର ୨୩ ବଦଳରେ ୨୫ରେ ଭୋଟ୍ ଗ୍ରହଣ କରିବାକୁ ନିଷ୍ପତ୍ତି ନେଇଛନ୍ତି ନିର୍ବାଚନ କମିଶନ। କେବଳ ଭୋଟ୍ ଗ୍ରହଣକୁ ଛାଡ଼ି ଦେଲେ ଆଉ ସମସ୍ତ ପ୍ରକ୍ରିୟା ପୂର୍ବ ନିର୍ଦ୍ଧାରିତ ତାରିଖରେ ହେବ ବୋଲି ଘୋଷଣା କରିଛନ୍ତି ନିର୍ବାଚନ କମିଶନ।
ମଙ୍ଗଳବାର ‘ଆମ ଓଡ଼ିଶା, ନବୀନ ଓଡ଼ିଶା’ ସ୍କିମ୍। ବୁଧବାର ‘ମିଶନ ଶକ୍ତି ସ୍କୁଟର’ ଯୋଜନା ।ଗୁରୁବାର ଗାଁ ଭୋଟରଙ୍କୁ ଖୁସି କରିବାକୁ ‘ଲକ୍ଷ୍ମୀ’ ବସ୍। ପାଖେଇ ଆସୁଥିବା ନିର୍ବାଚନକୁ ଦେଖି ଓ ଭୋଟରଙ୍କୁ ଆକର୍ଷିତ କରିବା ପାଇଁ ଯୋଜନା ଗୁଡ଼ିକର ମାରାଥନ୍ ଲଞ୍ଚ୍।
‘ମୋଦି ପୁରୀରୁ ଲୋକସଭା ଲଢ଼ିବେ ବୋଲି ଶୁଣିଛି। ନରେନ୍ଦ୍ର ମୋଦି ଲୋକସଭା ନିର୍ବାଚନ ଲଢ଼ିବେ, ନବୀନ ବିଧାନସଭା ଲଢ଼ନ୍ତୁ। ଉଭୟ ଲଢ଼ିଲେ ଜୋରଦାର ଲଢ଼େଇ ହେବ ବୋଲି କହିଛନ୍ତି ଜୟନ୍ତ ଷଡ଼ଙ୍ଗୀ।
୧୯ ନିର୍ବାଚନରେ ନବୀନ ଗଂଜାମର ହିଞ୍ଜିଳିକାଟୁ ଓ ବରଗଡ଼ ଜିଲ୍ଲାର ବିଜେପୁର ନିର୍ବାଚନ ମଣ୍ଡଳୀରୁ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ଗତ କିଛି ବର୍ଷ ହେବ ବିଜେଡି ସରକାରର ଫୋକସରେ ରହି ଆସିଛି ପୁରୀ।
ଗତକାଲି ବସ୍ତା ନିର୍ବାଚନମଣ୍ଡଳୀର ଚନ୍ଦନ ପଡ଼ିଆରେ ବିଜେଡି ପଦଯାତ୍ରାର ଆୟୋଜନ କରାଯାଇଥିଲା। ଯେଉଁଥିରେ ଜିଲ୍ଲା ବିଜେଡି ପର୍ଯ୍ୟବେକ୍ଷକ ପ୍ରତାପ ଦେବ ଓ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନା ପ୍ରମୁଖ ଉପସ୍ଥିତ ଥିଲେ।
ଏହା ପରେ ବିଜେପି ବିଧାୟକ ଦଳ ରେଳମନ୍ତ୍ରୀ ଓ ଏସିଏସଟି ମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟରେ ବଢୁଥିବା ଦୁର୍ନୀତି ନେଇ ଇଡି ଓ ସିବିଆଇ ତଦନ୍ତ ନେଇ ବି ଆଲୋଚନା ହେବ ବୋଲି କହିଛନ୍ତି ଜୟନାରାୟଣ।
ପ୍ରଥମ ଦିନରେ ୧୫ ହଜାର SHG ସଦସ୍ୟା ପାଇଛନ୍ତି ଗାଡ଼ି। ଏହି ସ୍କିମ୍ରେ ବିନା ସୁଧରେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ନେଇ ସ୍ୱୟଂ ସହାୟିକାମାନେ ସ୍କୁଟର କିଣିପାରିବେ। ପର୍ଯ୍ୟାୟକ୍ରମେ ୨ ଲକ୍ଷ ମିଶନ ଶକ୍ତି ଷ୍ଟାଫ୍ ସ୍କୁଟର ପାଇବେ ।
କାଲି ଆସିଥିଲା ଆମ ଓଡ଼ିଶା-ନବୀନ ଓଡ଼ିଶା । ଆଜି ଲଂଚ୍ ହେଲା ମିଶନ ଶକ୍ତି ସ୍କୁଟର ଯୋଜନା । ନିର୍ବାଚନ ପାଖଉଥିବା ବେଳେ ସବୁ ବର୍ଗକୁ ଖୁସ୍ କରିବାକୁ ନବୀନ ସରକାରର ଆଉ ଏକ ଥୋପ ।
ବିଜେଡ଼ି ଫୋକସରେ ନୂଆ ଭୋଟର୍। କ୍ୟାମ୍ପସକୁ ଦଳ ଦେଇଛି ଗୁରୁତ୍ୱ । ଉଚ୍ଚ ଶିକ୍ଷା ବିଭାଗ ଏବେ କ୍ୟାମ୍ପସରେ ମାରିବ ସରକାରୀ ମେଧା ବୃତ୍ତି ବ୍ୟାନର। ତେବେ ସରକାର ହଠାତ୍ କାହିଁକି ଏଭଳି ନିଷ୍ପତି ନେଲେ, ତାକୁ ନେଇ ତେଜିଛି ରାଜନୀତି। ବିରୋଧୀ କହିଛନ୍ତି, କେବଳ ନୂଆ ଭୋଟରଙ୍କୁ ସନ୍ତୁଷ୍ଟ କରିବାକୁ ସରକାରୀ ଦଳର ଏହି ପ୍ରୟାସ।
ହେଲା ‘ଆମ ଓଡ଼ିଶା, ନବୀନ ଓଡ଼ିଶା’ ସ୍କିମ୍ । ସ୍କିମ୍ ବିଜ୍ଞାପନରେ ଶଙ୍ଖ ଚିହ୍ନ ବ୍ୟବହାରକୁ ନେଇ ବିବାଦ । ଯୋଜନାରେ ଦୁଇ ହଜାର କୋଟି ଲୁଟର ଷଡ଼ଯନ୍ତ୍ର କହିଲା ବିଜେପି । ଯୋଜନା ବିରୋଧରେ ରାଜ୍ୟପାଳଙ୍କୁ ଫେରାଦ ହେଲା କଂଗ୍ରେସ ।
ଗ୍ରାମାଂଚଳ ଭୋଟ୍ ନେବା ପାଇଁ ବିଜେଡିର ବଡ଼ ଫନ୍ଦି । ଆରମ୍ଭ ହେଲା ଆମ ଓଡ଼ିଶା, ନବୀନ ଓଡ଼ିଶା ସ୍କିମ୍। ସ୍କିମ୍ ବିଜ୍ଞାପନରେ ଶଙ୍ଖ ଚିହ୍ନ ବ୍ୟବହାରକୁ ନେଇ ଘନେଇଲା ବିବାଦ ।
୫ ରାଜ୍ୟ ନିର୍ବାଚନ ଅବସରରେ ବଡ଼ ଘୋଷଣା କରିଛନ୍ତି ନିର୍ବାଚନ କମିଶନର। ଅପରାଧିକ ପୃଷ୍ଠଭୂମି ଥିବା ବ୍ୟକ୍ତିଙ୍କୁ ଟିକେଟ ଦେଲେ କାରଣ କହିବ ପାର୍ଟି। ନାଁରେ କିଛି ମାମଲା ଥିଲେ ଲୋକଙ୍କୁ ଅବଗତ ପାଇଁ ୩ ଥର ଖବରକାଗଜରେ ବିଜ୍ଞାପନ ଦେବେ ପ୍ରାର୍ଥୀ।