• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Politics Updates

BJD, Pandian
ପାଣ୍ଡିଆନଙ୍କ ଗୁଣଗାନରେ ମାତିଛନ୍ତି ବିଜେଡି ନେତା

ବିଜେଡି ନେତାଙ୍କ, ପାଣ୍ଡିଆନ୍ ଗୁଣଗାନକୁ ନେଇ ଚର୍ଚ୍ଚା ବିଜେଡିର ଯୁବଠୁ ବରିଷ୍ଠ, ଅଧିକାଂଶ ନେତା ପାଣ୍ଡିଆନଙ୍କୁ କ୍ୟାବିନେଟ ପାହ୍ୟା ଦେବାକୁ ସ୍ୱାଗତ କରୁଛନ୍ତି ତ କେହି କେହି ତାଙ୍କୁ ବିକାଶ ପୁରୁଷ ବୋଲି ବି କହିଲେଣି।

One Nation One Election
ଏକା ସଙ୍ଗେ ନିର୍ବାଚନ ହେଲେ, ଲୋଡ଼ା ୩୦ ଲକ୍ଷ EVM ! ପ୍ରସ୍ତୁତ କରିବାକୁ ଲାଗିବ ଦେଢ଼ ବର୍ଷ

ଏକ ଆନ୍ତର୍ଜାତୀୟ ଗଣମାଧ୍ୟମ ସଂସ୍ଥା ପକ୍ଷରୁ ପ୍ରକାଶ ପାଇଥିବା ରିପୋର୍ଟରେ କୁହାଯାଇଛି ଯେ, ଯଦି ଭାରତରେ ଏକକ ନିର୍ବାଚନ କରାଯାଏ ତେବେ ନିର୍ବାଚନ କମିଶନଙ୍କୁ ୩୦ ଲକ୍ଷ ଇଭିଏମ୍‌ ଆବଶ୍ୟକ ହେବ ।

New Governor Raghubar Das
ରାଜଭବନରେ ଗଣେଶୀ ଲାଲଙ୍କୁ ଭେଟିଛନ୍ତି ନୂଆ ରାଜ୍ୟପାଳ ରଘୁବର ଦାସ

ଦାୟିତ୍ୱ ଗ୍ରହଣ ପୂର୍ବରୁ ଗତକାଲି ନୂଆ ରାଜ୍ୟପାଳ ରଘୁବର ଦାସ ଗଣମାଧ୍ୟମକୁ ପ୍ରତିକ୍ରିୟା ରଖି ନୂଆ ସାମ୍ବିଧାନିକ ଦାୟିତ୍ୱ ତାଙ୍କ ପାଇଁ ଏକ ଗୁରୁଦାୟିତ୍ୱ ।

Moquim, Congress MLA
‘ମୋ ଉପରୁ ଖୁବଶୀଘ୍ର ନିଲମ୍ବନ ହଟିବ, ମୁଁ କଂଗ୍ରେସ ଟିକଟରୁ ଲଢ଼ିବି’

କାଲି କଟକରେ ପିସିସି ସଭାପତି- ମୋକିମ୍‌ଙ୍କମଧ୍ୟରେ ହୋଇଥିଲା ଭେଟ।

Road block on Chief Minister's visit
ମୁଖ୍ୟମନ୍ତ୍ରୀଙ୍କ ଦୁଆର ନ ଖୋଲୁଣୁ ରାସ୍ତା ଅଚଳ...

ପୂର୍ବରୁ ରାଜା ମହାରାଜାମାନେ ନଗର ପରିକ୍ରମାକୁ ଯିବା ଆଗରୁ ଡେଙ୍ଗୁରା ପିଟି ନଗରବାସୀଙ୍କୁ ଜଣାଇଦିଆଯାଉଥିଲା, ହୁସିଆର୍! ସାବଧାନ! ମହାରାଜା ଆସୁଛନ୍ତି! ରାଜାଙ୍କ ଆଗମନର ସତର୍କବାଣୀ ପାଇବା ପରେ ପ୍ରଜା ଯେ ଯେଉଁଠିଥିବେ ଘର ଭିତରକୁ ଯଥାଶୀଘ୍ର ଯିବାକୁ ଚେଷ୍ଟା କରୁଥିଲେ। ଆଉ ଏବେ...

Prithviraj Harichandan
ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ପୃଥ୍ୱୀରାଜ ହରିଚନ୍ଦନ

ଲୋକଙ୍କ ଆବଶ୍ୟକତା କ’ଣ ଅଛି ତାହା ନଜାଣି ସିଧାସଳଖ ଭାବେ ତୃତୀୟ ମହଲା ନିଷ୍ପତ୍ତି ନେଉଥିବା ଅଭିଯୋଗ କରିଛି ବିଜେପି ।

VK Pandian
୨୪ରେ ଗଞ୍ଜାମରୁ ଲଢ଼ିବେ କି ଭି.କେ ପାଣ୍ଡିଆନ ? ଚର୍ଚ୍ଚା ବଢ଼ାଇଲା ଚ୍ୟାଉ ପଟ୍ଟନାୟକଙ୍କ ମନ୍ତବ୍ୟ

ବିଜେଡି ସାଂସଦ ସୁଜିତ କୁମାର କହିଛନ୍ତି ପାଣ୍ଡିଆନ ରାଜନୀତିକୁ ଆସିଲେ ଲୋକେ ଗ୍ରହଣ କରିବେ । ସେପଟେ ଗଞ୍ଜାମ ଜିଲ୍ଲା ବିଜେଡିର ସଭାପତି ରମେଶ ଚାଉପଟ୍ଟନାୟକ ଆଉ ପାଦେ ଆଗକୁ ଯାଇ କହିଛନ୍ତି, ପାଣ୍ଡିଆନ ଗଞ୍ଜାମରୁ ଛିଡା ହେଲେ ଆମେ ସ୍ୱାଗତ କରିବୁ । ତାଙ୍କ ପାଇଁ ବିପୁଳ ଜନସମର୍ଥନ ରହିଛି, ଏମିତି କି ଜିଲ୍ଲାର ୧୩ରୁ ୧୩ ନିର୍ବାଚନ ମଣ୍ଡଳୀ ଯେଉଁଠି ବି ଛିଡା ହେଲେ ଜିତିବେ ।

VK Pandian
୨୪ରେ ଗଞ୍ଜାମରୁ ଲଢ଼ିବେ କି ଭି.କେ ପାଣ୍ଡିଆନ ? ଚର୍ଚ୍ଚା ବଢ଼ାଇଲା ଚ୍ୟାଉ ପଟ୍ଟନାୟକଙ୍କ ମନ୍ତବ୍ୟ

ବିଜେଡି ସାଂସଦ ସୁଜିତ କୁମାର କହିଛନ୍ତି ପାଣ୍ଡିଆନ ରାଜନୀତିକୁ ଆସିଲେ ଲୋକେ ଗ୍ରହଣ କରିବେ । ସେପଟେ ଗଞ୍ଜାମ ଜିଲ୍ଲା ବିଜେଡିର ସଭାପତି ରମେଶ ଚାଉପଟ୍ଟନାୟକ ଆଉ ପାଦେ ଆଗକୁ ଯାଇ କହିଛନ୍ତି, ପାଣ୍ଡିଆନ ଗଞ୍ଜାମରୁ ଛିଡା ହେଲେ ଆମେ ସ୍ୱାଗତ କରିବୁ । ତାଙ୍କ ପାଇଁ ବିପୁଳ ଜନସମର୍ଥନ ରହିଛି, ଏମିତି କି ଜିଲ୍ଲାର ୧୩ରୁ ୧୩ ନିର୍ବାଚନ ମଣ୍ଡଳୀ ଯେଉଁଠି ବି ଛିଡା ହେଲେ ଜିତିବେ ।

berhampur
'ହେ ନବୀନ ବାବୁ ଆମେ ତମ ଫ୍ୟାନ୍'.. ଗୀତରେ ନାଚିଲେ ମେୟର

ଦାଣ୍ଡିଆ ନାଇଟରେ 'ହେ ନବୀନ ବାବୁ ଆମେ ତମ ଫ୍ୟାନ୍'..ଗୀତର ତାଳେ ତାଳେ ନାଚିଲେ ଖୋଦ୍ ବ୍ରହ୍ମପୁର ମେୟର

  • Wednesday, 25 October 2023
  • Mayor
VK Pandian
ଗଂଜାମରୁ ଛିଡ଼ା ହେବେ କି ପାଣ୍ଡିଆନ୍‌ ? ଏଭଳି ସଙ୍କେତ ଦେଲେ ରମେଶ ଚ୍ୟାଉ ପଟ୍ଟନାୟକ

ପାଣ୍ଡିଆନଙ୍କୁ ନେଇ ସରଗରମ ରାଜ୍ୟ ରାଜନୀତି... ଗଂଜାମରୁ ଛିଡ଼ା ହେଲେ ନିଶ୍ଚିତ ସ୍ୱାଗତ କରିବୁ କହିଲେ ଜିଲ୍ଲା ବିଜେଡି ସଭାପତି ଚ୍ୟାଉ ପଟ୍ଟନାୟକ..

Questions galore over VK Pandian’s VRS
ପାଣ୍ଡିଆନ୍‌ଙ୍କ ନୂଆ ଦାୟିତ୍ୱକୁ ନେଇ ସରଗରମ ରାଜ୍ୟ ରାଜନୀତି

ବିରୋଧୀଙ୍କ ଚାପ ଆଗରେ ମୁଣ୍ଡ ନୁଆଁଇଲେ ? ନା ଚ୍ୟାଲେଞ୍ଜକୁ ଗ୍ରହଣ କଲେ ? ପାଣ୍ଡିଆନ୍‌ଙ୍କ ନୂଆ ଦାୟିତ୍ୱକୁ ନେଇ ସରଗରମ ରାଜ୍ୟ ରାଜନୀତି... ତରବରିଆ VRS ମଞ୍ଜୁରୀକୁ ନେଇ ଉଭୟ କେନ୍ଦ୍ର ଓ ରାଜ୍ୟକୁ କଂଗ୍ରେସର ସମାଲୋଚନା, ମାପିଚୁପି ପ୍ରତିକ୍ରିୟା ରଖିଲା BJP..

5T Secretary V.K. Pandian
ଚାପରେ ନା ବିରୋଧୀଙ୍କ ଚ୍ୟାଲେଞ୍ଜକୁ ଆକ୍ସେପ୍ଟ କଲେ ପାଣ୍ତିଆନ ?

ବିରୋଧୀଙ୍କ ଜୋରଦାର ପ୍ରତିବାଦ, ବିକ୍ଷୋଭ..ସରକାରୀ ଚାକିରି ଛାଡ଼ି ରାଜନୀତିକୁ ଆସିବାକୁ ଆହ୍ୱାନ। ଏସବୁ ଦାବି ଆଗରେ କଣ ମୁଣ୍ଡ ନୁଆଁଇ ଓ ବିରୋଧୀଙ୍କ ଚ୍ୟାଲେଞ୍ଜକୁ ଗ୍ରହଣ କରି IAS ଚାକିରିରୁ VRS ନେଲେ କି ପାଣ୍ଡିଆନ?

5T Secretary V.K. Pandian
କାଲି ଅବସର, ଆଜି ନିଯୁକ୍ତି : କ୍ୟାବିନେଟ୍‌ ରାଙ୍କ ଥିବାରୁ CSଙ୍କୁ ଦେଇପାରିବେ ନିର୍ଦ୍ଦେଶ

ସରକାର ଓ ରାଜନୀତିରେ ପାଣ୍ଡିଆନ୍‌ଙ୍କ ନୂଆ ରୂପାନ୍ତର ! ପ୍ରଶାସନରୁ ସିଧା ସରକାରକୁ ଲମ୍ବ ଡିଆଁ । ଆଉ ବ୍ୟାକ୍ ଡୋର ନୁହେଁ, ଏଣିକି ଫ୍ରଣ୍ଟଫୁଟରେ ବ୍ୟାଟିଂ। କାଲିଠୁ ଆଜି ଭିତରେ ରାଜ୍ୟ କ୍ଷମତା ଅଳିନ୍ଦରେ ବଡ଼ ପରିବର୍ତ୍ତନ।

5T Secretary V.K. Pandian
ଚାପରେ ନା ବିରୋଧୀଙ୍କ ଚ୍ୟାଲେଞ୍ଜକୁ ଆକ୍ସେପ୍ଟ କଲେ ପାଣ୍ତିଆନ ?

ବିରୋଧୀଙ୍କ ଜୋରଦାର ପ୍ରତିବାଦ, ବିକ୍ଷୋଭ..ସରକାରୀ ଚାକିରି ଛାଡ଼ି ରାଜନୀତିକୁ ଆସିବାକୁ ଆହ୍ୱାନ। ଏସବୁ ଦାବି ଆଗରେ କଣ ମୁଣ୍ଡ ନୁଆଁଇ ଓ ବିରୋଧୀଙ୍କ ଚ୍ୟାଲେଞ୍ଜକୁ ଗ୍ରହଣ କରି IAS ଚାକିରିରୁ VRS ନେଲେ କି ପାଣ୍ଡିଆନ?

5T Secretary V.K. Pandian
କାଲି ଅବସର, ଆଜି ନିଯୁକ୍ତି : କ୍ୟାବିନେଟ୍‌ ରାଙ୍କ ଥିବାରୁ CSଙ୍କୁ ଦେଇପାରିବେ ନିର୍ଦ୍ଦେଶ

ସରକାର ଓ ରାଜନୀତିରେ ପାଣ୍ଡିଆନ୍‌ଙ୍କ ନୂଆ ରୂପାନ୍ତର ! ପ୍ରଶାସନରୁ ସିଧା ସରକାରକୁ ଲମ୍ବ ଡିଆଁ । ଆଉ ବ୍ୟାକ୍ ଡୋର ନୁହେଁ, ଏଣିକି ଫ୍ରଣ୍ଟଫୁଟରେ ବ୍ୟାଟିଂ। କାଲିଠୁ ଆଜି ଭିତରେ ରାଜ୍ୟ କ୍ଷମତା ଅଳିନ୍ଦରେ ବଡ଼ ପରିବର୍ତ୍ତନ।

BJD BJP one and VK Pandian to act as their political agent says OPCC president Sarat Pattanayak
‘ବିଜେପି-ବିଜେଡି ଏକ ଓ ପାଣ୍ଡିଆନ ସେମାନଙ୍କର ପଲିଟିକାଲ ଏଜେଣ୍ଟ ଭାବେ କାମ କରିବେ’

ପିସିସି ସଭାପତି କହିଛନ୍ତି, ବିଜେପି-ବିଜେଡି ଏକ ବୋଲି ପୁଣି ଥରେ ପ୍ରମାଣିତ ହୋଇଛି । କେନ୍ଦ୍ରର ବିଜେପି ସରକାରଙ୍କ ଆଶୀର୍ବାଦ ତାଙ୍କ ଉପରେ ରହିଛି ।

Know Why VK Pandian Took VRS
କାହିଁକି VRS ନେଲେ ପାଣ୍ଡିଆନ୍‌ ? ସାମ୍ନାକୁ ଆସିଲା ବଡ଼ ସୂଚନା...

ଭି.କେ. ପାଣ୍ଡିଆନ୍‌ଙ୍କ VRS ସମ୍ପର୍କରେ ବଡ଼ ସୂଚନା ସାମ୍ନାକୁ ଆସିଛି । କାହିଁକି VRS ନେଲେ ଏହାର କାରଣ ସମ୍ପର୍କରେ ଏହି ସୂଚନା ସାମ୍ନାକୁ ଆସିଛି ।

VK Pandian gets Cabinet Minister rank
ପାଣ୍ଡିଆନ୍‌ଙ୍କୁ କ୍ୟାବିନେଟ୍‌ ପାହ୍ୟା: ନରସିଂହ କହିଲେ- ‘ବେଆଇନ୍‌ କିମ୍ବା ଅସାମ୍ବିଧାନିକ କାମ ହୋଇନି’

ପାଣ୍ଡିଆନ୍‌ଙ୍କୁ କ୍ୟାବିନେଟ୍‌ ପାହ୍ୟା ପ୍ରସଙ୍ଗରେ ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ‘ମୁଁ ଅନୁମାନ କରୁଥିଲି, ହେଲେ ଆଶ୍ଚର୍ଯ୍ୟଚକିତ ନୁହେଁ । ’

VK Pandian
ସ୍ୱେଚ୍ଛାକୃତ ଅବସର ପରେ ପାଣ୍ଡିଆନ୍‌ଙ୍କୁ କ୍ୟାବିନେଟ ପାହ୍ୟା

ପାଣ୍ଡିଆନ୍‌ଙ୍କ VRSକୁ ନେଇ ଉଠୁଛିପଡ଼ୁଛି ରାଜ୍ୟ ରାଜନୀତି । ତିନି ପ୍ରମୁଖ ଦଳର ନେତାଙ୍କ ମଧ୍ୟରେ ପ୍ରତିକ୍ରିୟା ଦେଖିବାକୁ ମିଳୁଛି । ବିଶେଷ କରି ବିରୋଧୀ ବିଜେପି ଓ କଂଗ୍ରେସ କଡ଼ା ପ୍ରତିକ୍ରିୟା ରଖୁଛନ୍ତି ।

VK Pandian takes voluntary retirement
VRS ନେଲେ ପାଣ୍ଡିଆନ୍‌... କଂଗ୍ରେସ କହିଲା, ସରିଲା କଳଙ୍କିତ ଅଧ୍ୟାୟ; ବିଜେପିର ପ୍ରତିକ୍ରିୟା ୨୪ ପାଇଁ ରାସ୍ତା ବନ୍ଦ

ପାଣ୍ଡିଆନଙ୍କ VRS ସହ ଏକ କଳଙ୍କିତ ଅଧ୍ୟାୟର ପରିସମାପ୍ତି ଘଟିଲା । ତାହା ସହ ବହୁ ବରିଷ୍ଠ IAS ଅଧିକାରୀଙ୍କର କଣ୍ଠରୋଧର ଅବସାନ ଘଟିଲା ବୋଲି କହିଛନ୍ତି ବିଜୟ ।

Odisha Politics
ମା'ଙ୍କ ପାଖରେ ରାଜନେତାଙ୍କ ଗହଳି; କିଏ ମାରିବ ୨୪ ବାଜି ?

ମା'ଙ୍କ ପାଖରେ ନେତାଙ୍କ ଗହଳି। ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦେବୀ ଦୁର୍ଗାଙ୍କ ଦର୍ଶନ କରିଥିବାବେଳେ କଟକରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ମା’ଙ୍କ ପେଣ୍ଡାଲ ବୁଲିଛନ୍ତି ।

actress and leader gautami tadimalla resigns from bjp
ବିଜେପିର ହାତ ଛାଡିଲେ ଗୌତମୀ ତାଡିମଲା; ଦେଲେ ସାଂଘାତିକ ଅଭିଯୋଗ

ତାମିଲନାଡୁରେ ବିଜେପିକୁ ବଡ଼ ଝଟ୍‌କା। ଅଭିନେତ୍ରୀ ତଥା ବିଜେପି ନେତା ଗୌତମୀ ତାଡିମଲା ବିଜେପିରୁ ଇସ୍ତଫା ଦେଇଛନ୍ତି। ଗୌତମୀ ଏକ ଚିଠି ମାଧ୍ୟମରେ ଏହି ସୂଚନା ଦେଇଛନ୍ତି।

  • Monday, 23 October 2023
  • BJP
BJD Tension
ଭୋଟ୍ ପୂର୍ବରୁ ବିଜେଡିକୁ ଘାରିଲାଣି ଥଇଥାନ ଟେନସନ୍ !

ବିଜେଡି ପାଇଁ ବୁମେରାଂ ସାଜିଲେଣି ବିଦ୍ରୋହୀ। ହେଲେ ୨୦୧୮ରେ ସଂକଳ୍ପ ବିଧାନସଭାରେ ପାରିତ ହେଲା ପରେ ବି ଏ ଯାଏଁ ହୋଇପାରିଲା ନାହିଁ ବିଧାନ ପରିଷଦ ଗଠନ। ତେଣୁ ଟିକେଟ କଟିଲେ ଆଶାୟୀଙ୍କୁ କେଉଁଠି ଥଇଥାନ କରିବେ ତାକୁ ନେଇ ଟେନସନରେ ଦଳ।

BJD Tension
ଭୋଟ୍ ପୂର୍ବରୁ ବିଜେଡିକୁ ଘାରିଲାଣି ଥଇଥାନ ଟେନସନ୍ ! ଟିକେଟ୍ କଟିଲେ କାହାକୁ କେମିତି ମ୍ୟାନେଜ୍ କରିବେ ନବୀନ ?

ନିର୍ବାଚନ ପୂର୍ବରୁ ବିଜେଡିକୁ ଘାରିଲାଣି ଥଇଥାନ ଟେନ୍‌ସନ୍। କେମିତି ବିଦ୍ରୋହୀଙ୍କୁ ମ୍ୟାନେଜ କରିବେ ନବୀନ? କାହାକୁ କେଉଁ ଲଲିପପ୍ ଦେବେ? ଏହାକୁ ନେଇ ରାଜ୍ୟ ରାଜନୀତିରେ ଏବେ ଚର୍ଚ୍ଚା ।

Pinaki Mishra
ପ୍ରେସ୍‌ ରିଲିଜ୍‌ କରି ପିନାକି ଦେଲେ ଚେତାବନୀ, ବିଜେପି ବି କଲା ଚ୍ୟାଲେଞ୍ଜ

ପିନାକି ଲେଖିଛନ୍ତି ଯେ, ୨୫ ବର୍ଷରୁ ଅଧିକ ସମୟ ସାଂସଦ ଭାବେ ଥିବାବେଳେ ଦାଗ ଲାଗିନାହିଁ । ଶସ୍ତା ପ୍ରଚାରର ଆଳରେ ଟିଭିରେ ମୁହଁ ଦେଖାଇବା ବଦଳରେ ରଜନୈତିକ ସ୍ତରରେ ଲଢେଇ କରିବାକୁ ଆହ୍ବାନ ଦେଇଛନ୍ତି ପିନାକି ।