• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Politics Updates

Scholarship Fraud
ଖାଇଗଲେ ପିଲାଙ୍କ ମେଧାବୃତ୍ତି ଟଙ୍କା ! ତାଲିକାରେ ନାଁ ପିଲାଙ୍କର, ଆକାଉଣ୍ଟ କଲେଜର

୪ ବର୍ଷରେ ୫୮ କୋଟିର ହେରଫେର । ଭୂତ ଆକାଉଣ୍ଟରେ ୧୫ କୋଟି ଟଙ୍କା ।

Sradha, Politics
ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତି ପରେ ଆହୁରି ତେଜିଲା ଶ୍ରଦ୍ଧା ଝଡ଼ !

ଭିନ୍ନ ଭିନ୍ନ ଦିଗରେ ବିରୋଧୀ ଦଳ ନେତାଙ୍କ ସଣ୍ଢୁଆଶୀ ଆକ୍ରମଣ । ଏକ୍ସପଞ୍ଜ ପରେ ବି ସିଏମ୍ କାହିଁକି ଦେଲେ ସ୍ପଷ୍ଟୀକରଣ: ଜୟନାରାୟଣ ।

AAP MP Sanjay Singh Arrested
ମଦ ଦୁର୍ନୀତି ! AAP ସାଂସଦ ସଂଜୟଙ୍କୁ ଗିରଫ କଲା ED

ଦିଲ୍ଲୀର ମଦ ଦୁର୍ନୀତି ଯାଞ୍ଚ ସହ ଜଡିତ ଅର୍ଥ ହେରଫେର ମାମଲାରେ ଗିରଫ ହୋଇଛନ୍ତି ସଞ୍ଜୟ ସିଂହ। ଏହି ମାମଲାରେ ଆଜି ସାଂସଦଙ୍କ ଦିଲ୍ଲୀ ବାସଭବନରେ ଖୋଳତାଡ କରିଥିଲା ଇଡି।

  • Wednesday, 04 October 2023
Bhartruhari Mahatab
ଏବେ ବି କମିଛି କି ଗୁମାସ୍ତାଙ୍କ ଉତ୍ପାତ ? ଏକଥା କାହାକୁ ଇଙ୍ଗିତ କଲେ ଭର୍ତ୍ତୃହରି...

ଏ ଗୁମାସ୍ତା କିଏ, ତାଙ୍କ ଭାଷଣରେ ଭର୍ତ୍ତୃହରି କାହାକୁ ଗୁମାସ୍ତା ବୋଲି ଇଙ୍ଗିତ କରୁଛନ୍ତି, ତାକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର୍ ଧରିଛି ।

Sulata Deo
ମାନସ ଇନ୍‌-ସୁଲତା ଆଉଟ୍‌, ମହଙ୍ଗା ପଡ଼ିଲା କି ନବୀନଙ୍କ ବିରକ୍ତି ?

ସାଂସଦ ମାନସ ମଙ୍ଗରାଜ ହେଲେ ରାଜ୍ୟସଭାରେ ବିଜୁ ଜନତା ଦଳର ମୁଖ୍ୟ ସଚେତକ। ସାଂସଦ ସୁଲତା ଦେଓଙ୍କ ସ୍ଥାନରେ ମାନସ ମଙ୍ଗରାଜଙ୍କୁ ଆଜି ଏଇ ନୂଆ ଦାୟିତ୍ୱ ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଇଛନ୍ତି।

Jayanarayan Mishra
ମୁଖ୍ୟମନ୍ତ୍ରୀଙ୍କୁ ଜୟନାରାୟଣଙ୍କ ଟାର୍ଗେଟ, କାହିଁକି ଶ୍ରଦ୍ଧାଙ୍କୁ ଭାଟିକାନ୍ ସିଟି ନେଲେ ?

ମୁଖ୍ୟମନ୍ତ୍ରୀଙ୍କ ଏ ଉକ୍ତି ସମ୍ବିଧାନ ବିରୋଧୀ, ସେ ନିଜେ ଜନବିରୋଧୀ । ଏଥିସହ ଶ୍ରଦ୍ଧାଙ୍କ ସମ୍ପର୍କରେ ତଦନ୍ତ ଦାବି କରିଛନ୍ତି ବିରୋଧୀ ଦଳ ନେତା । ମୁଖ୍ୟମନ୍ତ୍ରୀ ନିଜ ଆଡ଼ୁ ସଫେଇ ଦେଲେ ସେ ତାଙ୍କ ଫିଜିଓଥେରାପିଷ୍ଟ। ସେ ଯଦି ତାଙ୍କ ଫିଜିଓଥେରାପିଷ୍ଟ, ଆମର ଟିକେ ବି ଆପତ୍ତି ନାହିଁ’ ।

Digapahandi block chairman bypoll
ଦିଗପହଣ୍ଡି ବ୍ଲକ ଅଧ୍ୟକ୍ଷା ଉପନିର୍ବାଚନ: ବିପିନ ଗୋଷ୍ଠୀର ବାଜିମାତ୍‌

ବିପିନଙ୍କ ସମର୍ଥକଙ୍କ ବିଜୟ ଯୋଗୁଁ ବିପ୍ଳବ ପାତ୍ର ଗୋଷ୍ଠୀକୁ ଝଟ୍‌କା ଲାଗିଛି । ନିକଟରେ ବିଜେଡିରୁ ବିପିନ ପ୍ରଧାନ ନିଲମ୍ବିତ ହୋଇଥିଲେ । ଦଳବିରୋଧୀ କାର୍ଯ୍ୟ ଦର୍ଶାଇ ବିପିନଙ୍କୁ ନିଲମ୍ବିତ କରାଯାଇଥିଲା।

ED raids underway at AAP MP Sanjay Singh's Delhi residence
ମଦ ଦୁର୍ନୀତି ମାମଲା: ଆପ୍ ସାଂସଦ ସଞ୍ଜୟ ସିଂହଙ୍କ ଘରେ ଇଡି ରେଡ୍

ଦିଲ୍ଲୀ ବାସଭବନରେ ଚଢ଼ଉ କରୁଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ... ମଦ ଦୁର୍ନୀତି ମାମଲାରେ ଚଢ଼ଉ ଚାଲିଥିବା ସୂଚନା ...

Naveen Patnaik
ମୁଖ୍ୟମନ୍ତ୍ରୀଙ୍କ ବିବୃତିକୁ ନେଇ ଘନଉଛି ବିବାଦ; ଜନ ବିରୋଧୀ ମନ୍ତବ୍ୟରେ ତେଜୁଛି ରାଜନୀତି

ମୁଖ୍ୟମନ୍ତ୍ରୀଙ୍କ ଏହି ମନ୍ତବ୍ୟକୁ ନେଇ ଘନଉଛି ବିବାଦ । ବିଧାନସଭା ଭିତରେ ବିରୋଧୀଙ୍କୁ ଜନ ବିରୋଧୀ ବୋଲି କହି ସମାଲୋଚନା କରିବା ପରେ, ଗତକାଲି ବିଜେଡି ପଦଯାତ୍ରାରେ ବି ସମାନ ଶବ୍ଦବାଣରେ ଘାଇଲା କରିଥିଲେ । ଜନ ବିରୋଧୀ ମନ୍ତବ୍ୟକୁ ବିରୋଧ କରି ଗୃହ ମଧ୍ୟଭାଗରେ ବିଜେପି ସଦସ୍ୟଙ୍କ ହଙ୍ଗାମା, ହଟ୍ଟଗୋଳ ।

Naveen Patnaik
ମୁଖ୍ୟମନ୍ତ୍ରୀଙ୍କ ବିବୃତିକୁ ନେଇ ଘନଉଛି ବିବାଦ; ଜନ ବିରୋଧୀ ମନ୍ତବ୍ୟରେ ତେଜୁଛି ରାଜନୀତି

ମୁଖ୍ୟମନ୍ତ୍ରୀଙ୍କ ଏହି ମନ୍ତବ୍ୟକୁ ନେଇ ଘନଉଛି ବିବାଦ । ବିଧାନସଭା ଭିତରେ ବିରୋଧୀଙ୍କୁ ଜନ ବିରୋଧୀ ବୋଲି କହି ସମାଲୋଚନା କରିବା ପରେ, ଗତକାଲି ବିଜେଡି ପଦଯାତ୍ରାରେ ବି ସମାନ ଶବ୍ଦବାଣରେ ଘାଇଲା କରିଥିଲେ । ଜନ ବିରୋଧୀ ମନ୍ତବ୍ୟକୁ ବିରୋଧ କରି ଗୃହ ମଧ୍ୟଭାଗରେ ବିଜେପି ସଦସ୍ୟଙ୍କ ହଙ୍ଗାମା, ହଟ୍ଟଗୋଳ ।

obc commission
ଓଡ଼ିଶାରେ କେବେ ଆସିବ OBC କମିଶନଙ୍କ ସର୍ଭେ ରିପୋର୍ଟ ?

ଓଡ଼ିଶାରେ ପଛୁଆ ବର୍ଗଙ୍କ ଗଣନା ଓ ସେମାନଙ୍କ ସାମାଜିକ ଓ ଆର୍ଥିକ ସ୍ଥିତି ଜାଣିବାକୁ ଓବିସି ସର୍ଭେ ଲାଗି ବହୁ ବାଦ ବିବାଦ ପରେ ଚଳିତ ବର୍ଷ ଆରମ୍ଭରୁ ପ୍ରକ୍ରିୟା ଆରମ୍ଭ କରିଥିଲେ ରାଜ୍ୟ ସରକାର । ଏଥିପାଇଁ ଜଷ୍ଟିସ ରଘୁନାଥ ବିଶ୍ୱାଳ କମିଶନ ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଥିଲା । ସର୍ଭେରେ ରାଜ୍ୟର ମୋଟ ୨୧୦ଟି ଜାତିର ଲୋକଙ୍କୁ ସାମିଲ କରାଯାଇ, ସେମାନଙ୍କ ସମ୍ପର୍କରେ ଟିକିନିଖି ତଥ୍ୟ ସଂଗ୍ରହ କରାଯାଇଛି ।

obc commission
ଓଡ଼ିଶାରେ କେବେ ଆସିବ OBC କମିଶନଙ୍କ ସର୍ଭେ ରିପୋର୍ଟ ?

ଓଡ଼ିଶାରେ ପଛୁଆ ବର୍ଗଙ୍କ ଗଣନା ଓ ସେମାନଙ୍କ ସାମାଜିକ ଓ ଆର୍ଥିକ ସ୍ଥିତି ଜାଣିବାକୁ ଓବିସି ସର୍ଭେ ଲାଗି ବହୁ ବାଦ ବିବାଦ ପରେ ଚଳିତ ବର୍ଷ ଆରମ୍ଭରୁ ପ୍ରକ୍ରିୟା ଆରମ୍ଭ କରିଥିଲେ ରାଜ୍ୟ ସରକାର । ଏଥିପାଇଁ ଜଷ୍ଟିସ ରଘୁନାଥ ବିଶ୍ୱାଳ କମିଶନ ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଥିଲା । ସର୍ଭେରେ ରାଜ୍ୟର ମୋଟ ୨୧୦ଟି ଜାତିର ଲୋକଙ୍କୁ ସାମିଲ କରାଯାଇ, ସେମାନଙ୍କ ସମ୍ପର୍କରେ ଟିକିନିଖି ତଥ୍ୟ ସଂଗ୍ରହ କରାଯାଇଛି ।

Naveen Patnaik
‘ଶ୍ରଦ୍ଧା ମୋ ଫିଜିଓ ଥେରାପିଷ୍ଟ, ମୋ ଫିଜିକାଲ୍ ଫିଟନେସ୍‌ ପାଇଁ ଭଉଣୀ ଗୀତା ମେହେଟ୍ଟା ପଠାଇଥିଲେ’: ମୁଖ୍ୟମନ୍ତ୍ରୀ

ଶ୍ରଦ୍ଧା ମୋ ଫିଜିଓ ଥେରାପିଷ୍ଟ । ମୋ ଫିଜିକାଲ୍ ଫିଟନେସ୍‌ ପାଇଁ ଭଉଣୀ ଗୀତା ମେହେଟ୍ଟା ତାଙ୍କୁ ପଠାଇଥିଲେ ।

Anurag Thakur
‘ଓଡ଼ିଶାରେ କେନ୍ଦ୍ରୀୟ ଯୋଜନା ଦୁର୍ନୀତିର ତଦନ୍ତ ହେବ’: ଅନୁରାଗ ଠାକୁର

ବିରୋଧୀ ବିଜେପି ବିରୋଧରେ ନବୀନଙ୍କ ଜନବିରୋଧୀ ମନ୍ତବ୍ୟ ଉପରେ ଜବାବ ରଖି, ଆମେ କେମିତି ଜନବିରୋଧୀ ହେଲୁ ବୋଲି ବି ପ୍ରଶ୍ନ ପଚାରିଛନ୍ତି ଅନୁରାଗ ।

Assembly
ଆଜି ବିଧାନସଭାରେ ପୁଣି ଅଚଳାବସ୍ଥା, ଗୃହ ଅପରାହ୍ନ ୪ଟା ଯାଏ ମୁଲତବି

ଅନ୍ୟପଟେ ବିଧାନସଭା କାର୍ଯ୍ୟସୂଚୀ ଅନୁସାରେ ୪ ତାରିଖରେ ଚଳିତ ଅଧିବେଶନ ଶେଷ ହେବାକୁ ଥିବା ବେଳେ, କୌଣସି ବେସରକାରୀ କାର୍ଯ୍ୟ ଦିବସ ରହିନଥିବାରୁ ଆଜି ବିଧାନସଭା ଶେଷ ହୋଇପାରେ ବୋଲି ଆଶା କରାଯାଉଛି ।

MP Aparajita Sarangi
ଅପରାଜିତାଙ୍କ ପ୍ରଶ୍ନ: ମୁଖ୍ୟମନ୍ତ୍ରୀଙ୍କ ଗୁପ୍ତ ଚିକିତ୍ସା ରହସ୍ୟମୟୀ ମହିଳାଙ୍କ ଦ୍ୱାରା କରାଯାଉଛି କି ?

ମୁଖ୍ୟମନ୍ତ୍ରୀଙ୍କ ଅଫିସରେ ସଂପୃକ୍ତ ମହିଳାଙ୍କ ଅବାଧ ପ୍ରବେଶ କାହିଁକି ? ଗୁପ୍ତ ଚିକିତ୍ସା ନିର୍ଦ୍ଦିଷ୍ଟ ରହସ୍ୟମୟୀ ମହିଳାଙ୍କ ଦ୍ୱାରା କରାଯାଉଛି କି ? ଏହି ରହସ୍ୟମୟୀ ମହିଳାଙ୍କୁ ଚିକିତ୍ସା ପାଇଁ କିଏ ଚୟନ କରିଛି ? ରହସ୍ୟମୟୀ ମହିଳା କେଉଁ ପ୍ରକାର ଚିକିତ୍ସା କରୁଛନ୍ତି ? ସାଂସଦ ଅପରାଜିତା ଷଡ଼ଙ୍ଗୀ ବି ଉଠାଇଲେ ପ୍ରଶ୍ନ..

bjd-bjd
ରେଢ଼ାଖୋଲରେ ତେଜୁଛି କି ବିଜେଡି ଅନ୍ତର୍କନ୍ଦଳ ?

ପ୍ରସନ୍ନ ଆଚାର୍ଯ୍ୟଙ୍କ ନିଶାନାରେ ବିଧାୟକ ରୋହିତ ପୂଜାରୀ ? ରେଢ଼ାଖୋଲରେ ପ୍ରସନ୍ନଙ୍କ ଅଭିଭାଷଣକୁ ନେଇ ଚର୍ଚ୍ଚା

Odisha Assembly
ଆଜି ସରଗରମ ହେବ ବିଧାନସଭା; ଉପସ୍ଥାପିତ ହେବ CAG ରିପୋର୍ଟ

ଦୁଇ ବିଧାୟକଙ୍କ ଉପରୁ ନିଲମ୍ବନ ପ୍ରତ୍ୟାହାର ଦାବିରେ ବିଜେପି ଗୃହକୁ ଅଚଳ କରିପାରେ ।

Odisha CM
ଆଗ୍ରେସିଭ୍ ମୁଡରେ ନବୀନ; ବିରୋଧୀଙ୍କୁ ଜନବିରୋଧୀ କହି ପଦଯାତ୍ରାରୁ କଲେ ଟାର୍ଗେଟ୍‌

ଜବାବରେ ବିଜେପି କହିଛି ନବୀନ ହେଉଛନ୍ତି ସବୁଠୁ ବଡ଼ ଜନବିରୋଧୀ । ସେ ଜନ ବିରୋଧୀ ହେଇନଥିଲେ ଜଣେ ଆଇଏଏସ୍ ଅଫିସରଙ୍କୁ ସରକାର ଚଳାଇବାକୁ ଲିଜ୍‌ରେ ଦେଇଥାନ୍ତେ କି ବୋଲି ପ୍ରଶ୍ନ କରିଛନ୍ତି ବିରୋଧୀ ଦଳ ନେତା ।

Odisha CM
ଆଗ୍ରେସିଭ୍ ମୁଡରେ ନବୀନ; ବିରୋଧୀଙ୍କୁ ଜନବିରୋଧୀ କହି ପଦଯାତ୍ରାରୁ କଲେ ଟାର୍ଗେଟ୍‌

ଜବାବରେ ବିଜେପି କହିଛି ନବୀନ ହେଉଛନ୍ତି ସବୁଠୁ ବଡ଼ ଜନବିରୋଧୀ । ସେ ଜନ ବିରୋଧୀ ହେଇନଥିଲେ ଜଣେ ଆଇଏଏସ୍ ଅଫିସରଙ୍କୁ ସରକାର ଚଳାଇବାକୁ ଲିଜ୍‌ରେ ଦେଇଥାନ୍ତେ କି ବୋଲି ପ୍ରଶ୍ନ କରିଛନ୍ତି ବିରୋଧୀ ଦଳ ନେତା ।

Soumya Patnaik
ଲଢ଼େଇବେଳେ କାହିଁକି ଅସ୍ତ୍ର ଛାଡ଼ିଲେ ସେନାପତି ? ସମ୍ପାଦକ ପଦକୁ ନେଇ ପୁଣି ପ୍ରଶ୍ନ ଘେରରେ ସୌମ୍ୟ

ଲଗାତର ନିଜ ସଂପାଦକୀୟ ପ୍ରହାରରେ ସରକାର, ଫାଇଭ୍ଟି ସଚିବ ଓ ନିଜ ଦଳ ବିଜେଡିକୁ ଘାଇଲା କରିବା ପରେ ପ୍ରଥମେ ଗତ ୧୨ ତାରିଖରେ ବିଧାୟକ ସୌମ୍ୟରଞ୍ଜନଙ୍କୁ ଉପସଭାପତି ପଦରୁ ହଟାଇଥିଲା ବିଜେଡି । ଆଉ ଏହାର ୯ ଦିନ ପରେ ଲୋନ୍ ଦୁର୍ନୀତି ଭଳି ଜନବିରୋଧୀ ଷ୍ଟାମ୍ପ ମାରି ଦଳରୁ ତଡ଼ି ଦେଇଥିଲେ ସୁପ୍ରିମୋ ।

Govt in crisis but Success in achieving the goal
ଗୃହରେ ଅଚଳାବସ୍ଥା, ବାହାରେ ସଙ୍କଟାବସ୍ଥା; ଲକ୍ଷ୍ୟପଥରେ ସରକାର...

ବାହାରେ ଶିକ୍ଷା, ସ୍ୱାସ୍ଥ୍ୟ ଠାରୁ ଆରମ୍ଭ କରି ସବୁ କ୍ଷେତ୍ରର ସଂସ୍ଥା-ସଂଗଠନଗୁଡିକର ଆନ୍ଦୋଳନ, ପ୍ରତିବାଦ ଓ ବିକ୍ଷୋଭ ଦେଖାଦେଇଛି। ଏହା ଦ୍ୱାରା ସମଗ୍ର ରାଜ୍ୟର ମୌଳିକ ସୁବିଧା ଓ ବ୍ୟବସ୍ଥା ଗଭୀର ଭାବରେ ପ୍ରଭାବିତ ହେବା ସହିତ ଏକ ସଂକଟଜନକ ସ୍ଥିତି ସୃଷ୍ଟି ହୋଇଛି। ଏହାରି ଭିତରେ କିନ୍ତୁ ବହୁ ଚର୍ଚ୍ଚିତ ଜମି ଅଧିଗ୍ରହଣ ବିଲ୍ ପାରିତ ହୋଇଛି।

BJD-BJD Fight
ସାଲେପୁରରେ ବିଜେଡି-ବିଜେଡି କଳି, କେନ୍ଦ୍ରାପଡ଼ାରେ ବି ସ୍ଥିତି ସମାନ !

ବିଜେଡି ସାମାଜିକ ମିଡିଆ ସେଲ ଅଧକ୍ଷ କହିଛନ୍ତି ଯଦି, ସମାନ୍ତରଳ ଭାବେ ରାଜନୈତିକ କାର୍ଯ୍ୟକ୍ରମର କିଛି ପ୍ରମାଣ ମିଳେ ତେବେ କାର୍ଯ୍ୟାନୁଷ୍ଠାନ ନିଆଯିବ ।

Naveen Patnaik
ବେକରେ ଦଳୀୟ ଉତ୍ତରୀୟ ପକାଇବାରୁ ଚିଡ଼ି ଗଲେ ନବୀନ !

ନବୀନ ହଠାତ୍ ବିରକ୍ତି ପ୍ରକାଶ କରିବା ସହ ନିଜେ ଉତ୍ତରୀୟଟିକୁ କାଢ଼ି ଦେଇଥିଲେ ଓ ପିଏସଓଙ୍କୁ ଶଙ୍ଖ ଚିହ୍ନ ବ୍ୟାଚ୍ ସାର୍ଟରୁ ଖୋଲିବାକୁ କହିଥିଲେ।

Soumya Ranjan Patnaik meets Home Minister Amit Shah !
ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଲେ ସୌମ୍ୟ ପଟ୍ଟନାୟକ !

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ସୌମ୍ୟ ପଟ୍ଟନାୟକ ଭେଟିଥିବା ନେଇ ଚର୍ଚ୍ଚା ହେଉଛି। ଜୟନାରାୟଣ ମିଶ୍ରଙ୍କ ମନ୍ତବ୍ୟ ଏହି ଚର୍ଚ୍ଚାକୁ ଖୋରାକ ଯୋଗାଇଛି।