ଶକ୍ତି ବିଭାଗର ଏଭଳି ନିଷ୍ପତ୍ତିକୁ ନେଇ ଉଠିଛି ପ୍ରଶ୍ନ। କାହିଁକି ନା ଓଡିଶା ହେଉଛି ବିଜୁଳି ବଳକା ରାଜ୍ୟ। ତଥାପି କାହିଁକି ଶକ୍ତି ବିଭାଗକୁ ଘାରିଲା ସରକାରୀ କାର୍ଯ୍ୟାଳୟରେ ବିଜୁଳି ବଞ୍ଚାଇବା ଚିନ୍ତା। ଆଉ ମାତ୍ର ୫ ବର୍ଷର ଫ୍ୟାନ, ଏସି ଖୋଲି ନୂଆ ଲାଗିଲେ କେତେ ବିଜୁଳି ବଞ୍ଚାଇ ପାରିବ ଶକ୍ତି ବିଭାଗ ?
ଆଜି ନିର୍ବାଚନ ହେଲେ NDA ପୁଣି କେନ୍ଦ୍ରରେ ସରକାର କରିବ । ଟାଇମସ ନାଓ ETG ପକ୍ଷରୁ ଓପିନିୟନ ପୋଲ ସର୍ଭେ । ଲଗାତାର ତୃତୀୟ ଥର ପାଇଁ କେନ୍ଦ୍ରରେ କ୍ଷମତାକୁ ଆସିବେ ମୋଦି ସରକାର ।
ପିଏମ୍ ବିଶ୍ୱକର୍ମା ଯୋଜନାକୁ କେନ୍ଦ୍ର କ୍ୟାବିନେଟର ମଂଜୁରୀ । ପୂର୍ବରୁ ୫୦ ଶ୍ରମିକ ବର୍ଗଙ୍କ ପାଇଁ ରାଜ୍ୟ ଆଣିଛି ଯୋଜନା ।
ନାବାଳିକା ଛାତ୍ରୀ ଆତ୍ମହତ୍ୟା ଘଟଣାକୁ ରଫାଦଫା ପାଇଁ ବିଜେଡି ନେତା ଟଙ୍କା ମାଗିବାର ଅଡିଓ ଭାଇରାଲ, ଡିଜିପିଙ୍କୁ ଭେଟିଲା ବିଜେପି, ଟାର୍ଗେଟରେ ବିଧାୟକ ପ୍ରତାପ ଜେନା...
ବିଜେଡି ସରକାରଙ୍କ ଏସବୁ ନୀତି ଓ କାର୍ଯ୍ୟକାରିତ ନେଇ କଂଗ୍ରେସ ଲୋକଙ୍କୁ ସଚେତନ କରିବ ବୋଲି କହିଛି। ପିସି କାରବାର ବନ୍ଦ, ବିଦ୍ୟୁତ ଦର ପ୍ରତ୍ୟାହାର ଭଳି ୯ ଦପା ଦାବି ନେଇ କଗ୍ରେସ ୩୧୪ ବ୍ଲକ ଘେରିବ ବୋଲି କହିଛି ।
ଆସନ୍ତାକାଲି ସଂଧ୍ୟାରେ ଭୁବନେଶ୍ୱରରେ ୨୦ତମ ନ୍ୟାସନାଲ୍ ଚାର୍ଟାଡ୍ ଆକାଉଣ୍ଟ କନଫରେନସ୍ ରେ ଯୋଗଦେଇ ବକ୍ତବ୍ୟ ରଖିବୋ ଏଥିରେ ରାଜ୍ୟ ଓ ଦେଶର ବିଭିନ୍ନ ସ୍ଥାନରୁ CA ଉପସ୍ଥିତ ରହିବେ ।
ନିଜସ୍ୱ ସ୍କିମ୍ ମାଧ୍ୟମରେ ଭୋଟ୍ ଟାଣିବାକୁ ବିଜେଡିର ଉଦ୍ୟମ । ଏଣିକି କେନ୍ଦ୍ର ଅବହେଳା ନୁହେଁ ବରଂ ବିକାଶର ବାର୍ତ୍ତା ନେଇ ଲଢିବ ଦଳ
ଏଣିକି କେନ୍ଦ୍ର ଅବହେଳା ନୁହେଁ, ବିକାଶର ବାର୍ତ୍ତା ନେଇ ଲଢ଼ିବ ଦଳ । ଚାଷୀ, ଯୁବ, ମହିଳା, ଜନଜାତି ଭଳି ସବୁ ବର୍ଗଙ୍କୁ ଫୋକସ୍ ।
ସମଦୂରତ୍ୱର ସୀମା ଲଂଘି ଶାସକ ଦଳ ସମ୍ପର୍କର ଯେଉଁ ସେତୁ ଗଢିଛି ଏଥିରେ ରାଜ୍ୟବାସୀ କେତେ ଲାଭାନ୍ୱିତ ହେବେ ? ଓଡ଼ିଶାର ମୁଖ୍ୟ ବିରୋଧୀଦଳ ଭୂମିକା ନିର୍ବାହ କରୁଥିବା ବିଜେପି କିଭଳି ବିଜେଡି ଓ କଂଗ୍ରେସ ବିରୋଧୀ ଭୋଟକୁ ବିଶ୍ୱାସ ଜିତାଇବ ? ଆଗକୁ ଅଘୋଷିତ ମେଣ୍ଟ ହେବ କି ?
ଭ୍ରଷ୍ଟାଚାରୀମାନେ ଦେଶର ସମ୍ପତ୍ତି ନେଇ ପଳାୟନ କରିଛନ୍ତି ।
୨୦୨୪ରେ ବି ଲାଲକିଲ୍ଲା ପ୍ରାଚୀରରୁ ବଖାଣିବି ଦେଶର ଉପଲବ୍ଧି..
କିଏ ସେହି ଅତିଥି..ଯିଏ ସ୍ୱାଧୀନତା ଦିବସରେ ଉପସ୍ଥିତ ନରହି..ବାର୍ତ୍ତା ପଠାଇ ଦେଇଥିଲେ ..
ରାଜ୍ୟରେ ହେବ ଆଗୁଆ ଭୋଟ୍ ? ବିଜେଡି ଓ ବିଜେପି ମଧ୍ୟରେ ବାକ୍ୟଯୁଦ୍ଧ.. ସାଂଗଠନିକ ସ୍ତରରେ ବିଜେଡିର ବ୍ୟାପକ ପ୍ରସ୍ତୁତି ଓ ଲୋଭନୀୟ ସ୍କିମକୁ ନେଇ ସବୁଠି ଚର୍ଚ୍ଚା..
ତ୍ରିରଙ୍ଗା ଧରି ବିଭିନ୍ନ ସ୍ଥାନରେ ଶୋଭାଯାତ୍ରା । ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ କ୍ରମେ ବିଭିନ୍ନ ସ୍ଥାନରେ ତ୍ରିରଙ୍ଗା ଶୋଭାଯାତ୍ରା ।
ଗଳି କନ୍ଦିରୁ ଚା' ଖଟି..ରାଜନେତାଠୁ ପାୱାର୍ କରିଡର୍..ସବୁଠି ସମସ୍ତଙ୍କ ମନରେ, ଏବେ କେବଳ ଦୁଇଟି ପ୍ରଶ୍ନ । ବିଧାନସଭାକୁ ଭାଙ୍ଗି ଆଗୁଆ ନିର୍ବାଚନକୁ ଯିବେ କି ନବୀନ ? ବିଜେପି-ବିଜେଡି ଭିତରେ କିଛି ବୁଝାମଣା ହେବାକୁ ଯାଉଛି କି ?
ଏକାଧିକ ବ୍ଲକେଜ୍ ପାଇଁ କାର୍ଡିଓଲୋଜି ଡିପାର୍ଟମେଣ୍ଟରେ ଚିକିତ୍ସାଧୀନ
ସଂସଦରେ କେନ୍ଦ୍ର ସରକାରଙ୍କୁ ବିଜେଡିର ସମର୍ଥନ, ପରେ ନବୀନ-ଶାହ ଭେଟଘାଟକୁ ନେଇ ଦୁଇ ଦଳର କର୍ମୀ ଓ ନେତା ଏବେ ଦ୍ୱନ୍ଦ୍ୱରେ।
ବିଜେଡ଼ି ସରକାର ବିରୋଧରେ ଦୁର୍ବାର ଲଢେଇ ପାଇଁ କେମିତି କାର୍ଯ୍ୟକାରୀ ହେବ ଶାହଙ୍କ ଟାସ୍କ । କୋଣାର୍କ କର୍ମଶାଳାରେ ବିଜେପିର ନିର୍ବାଚିତ ପଞ୍ଚାୟତ ପ୍ରତିନିଧିଙ୍କୁ ମନ୍ତ୍ର ଦେଲେ ୪ କେନ୍ଦ୍ରମନ୍ତ୍ରୀ । ଅର୍ଜୁନ ମୁଣ୍ଡା କହିଲେ ମେଣ୍ଟ ନୁହେଁ, ଏକାକୀ ଲଢିବୁ
ଗମାଙ୍ଗ ପରିବାରଙ୍କ ସମେତ କିଛି ପୂର୍ବତନ ବିଧାୟକ ମଧ୍ୟ ୨୪ ନିର୍ବାଚନ କଂଗ୍ରେସ ଟିକେଟ୍ରୁ ଲଢିବାକୁ ଆଗ୍ରହୀ ଥିବା ଜଣାପଡ଼ିଛି ।
୨୪ ସାଧାରଣ ନିର୍ବାଚନ ପାଇଁ ବଳ ଗୋଟାଉଛି କି କଂଗ୍ରେସ । ଦକ୍ଷିଣ ଓଡ଼ିଶାରୁ ମିଶନ ଆରମ୍ଭ, ଦଳ ଛାଡ଼ିଥିବା ପୁରୁଖା ନେତାଙ୍କୁ ଫେରାଇ ଆଣିବାକୁ ପ୍ରୟାସ । ତେଣେ ସୁର କହିଲେ, ମୋ ଯାଗାରେ ହାତଚିହ୍ନରେ ଲଢ଼ିବ ସାନପୁଅ, ଝୁଲାଇ ରଖିଲେ ବଡ଼ପୁଅ କଥା
'ରାଜ୍ୟରେ BJPର ସ୍ଥିତି ଭଲ, ୨୦୨୪ରେ ଭଲ କରିବ'
ବାଲିଆପାଳ ସରପଞ୍ଚଙ୍କ ସ୍ୱାମୀ ଓ ସମିତି ସଭ୍ୟଙ୍କ ସ୍ୱାମୀ ମୁହାଁମୁହିଁ
୩ ଦିନ ଧରି ହେବାକୁ ଥିବା ଏହି ସମ୍ମିଳନୀରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସିଥାରମନଙ୍କ ସହ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଯୋଗ ଦେବେ । ସମ୍ମିଳନୀରେ ୧୪ଶହରୁ ୧୫ ଶହ ଚାଟାର୍ଡ ଆକାଉଣ୍ଟାଣ୍ଟ, ACCOUNTING କମ୍ପାନୀ ସେକ୍ରେଟାରୀ ଏବଂ କର୍ପୋରେଟ ଅଫିସିଆଲ୍ ମାନେ ରହିବେ ।
ଦିଲ୍ଲୀରୁ ଆରମ୍ଭ ହୋଇଥିବା ବିଜେପି-ବିଜେଡି କୋଳାକୋଳି। ଆଗକୁ ନେବ କେଉଁ ସମୀକରଣର ରୂପ ? ସଂସଦରେ ମୋଦୀ ସରକାରକୁ ଶଙ୍ଖଦଳର ହୃଦୟ ଖୋଲା ସମର୍ଥନ ଓ ପରସ୍ପରକୁ ଶାହ-ନବୀନଙ୍କ ପ୍ରଶଂସା ପରେ ହଲଚଲ ଦିଲ୍ଲୀରୁ ଭୁବନେଶ୍ୱର ରାଜନୀତି।
ମେଣ୍ଟ, ବୁଝାମଣା ନା ଫ୍ରେଣ୍ଡଲି ମ୍ୟାଚ୍ । ବଢୁଥିବା ଶଙ୍ଖ-ପଦ୍ମ ମଧୁର ସଂପର୍କ ଭିତରେ ମେଣ୍ଟ ଚର୍ଚ୍ଚାରେ ପାଣି ଢାଳିଦେଲେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର, କହିଲେ ୨୪ରେ ରାଜ୍ୟରେ ଏକାକି ସରକାର ଗଢ଼ିବ ବିଜେପି । ହେଲେ ଦ୍ୱନ୍ଦ୍ୱରେ ଉଭୟ ଦଳର ନେତା-କର୍ମୀ