• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Politics Updates

Money allegedly distributed to people ahead of 5t secretary meeting in jajpur
Viral Video: 5T ସଚିବଙ୍କ ସଭାକୁ ଲୋକ ଆଣିବାକୁ ପିଇଓ ବାଣ୍ଟୁଛନ୍ତି ଟଙ୍କା !

5T ସଚିବଙ୍କ ସଭାକୁ ଲୋକ ଆଣିବାକୁ ପିଇଓ ବାଣ୍ଟୁଛନ୍ତି ଟଙ୍କା। ଯାଜପୁର ବିଂଝାରପୁର ଅଞ୍ଚଳରୁ ଏଭଳି ଏକ ଅଭିଯୋଗ ସମ୍ପକିତ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି।

Vani Vihar Campus
ବାଣୀବିହାରରେ ପୋଷ୍ଟର ୱାର

5T ସଚିବଙ୍କ ଜିଲ୍ଲା ଗସ୍ତ ବିବାଦ ପରେ ଏବେ ପ୍ରଚାରଧର୍ମୀ ପୋଷ୍ଟରକୁ ନେଇ ରାଜନୈତିକ ଝଡ଼ । ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଲାଗିଥିବା ପାଣ୍ଡିଆନଙ୍କ ଷ୍ଟିକରକୁ ନେଇ ମୁହାଁମୁହିଁ ହୋଇଛନ୍ତି ଛାତ୍ର ବିଜେଡି ଓ ଏବିଭିପି । ପାଣ୍ଡିଆନଙ୍କ ପଲିଟିକାଲ୍ ପ୍ରମୋସନ ପାଇଁ ଚାରିଆଡ଼େ ପୋଷ୍ଟର ମରାଯାଉଥିବା ଚର୍ଚ୍ଚା ହେଉଥିବା ବେଳେ ଏହାକୁ କଡ଼ା ସମାଲୋଚନା କରିଛନ୍ତି ଉଭୟ ବିଜେପି ଓ କଂଗ୍ରେସ୍ ।

Sura Routrays Son Manmath Routray
ସୁରଙ୍କ ଫ୍ୟାମିଲି ଡ୍ରାମା

କେଉଁ ଦଳରୁ ଲଢିବେ ସୁରଙ୍କ ପୁଅ ମନ୍ମଥ । ନିଷ୍ପତ୍ତିକୁ ନେଇ ବାପା-ପୁଅଙ୍କ ମଧ୍ୟରେ କଥା କଟାକଟି । ପୁଅ କହୁଛନ୍ତି କଂଗ୍ରେସରୁ ଲଢିବିନି । ବାପା କହୁଛନ୍ତି ଯଦି ଲଢିବୁ କଂଗ୍ରେସରୁ । ଏଣେ ବାପାଙ୍କ ସହ କଥାବାର୍ତ୍ତା ହୋଇନି, ଯଦି ମୋ ଆକଳନ ଭୁଲ ତେବେ ନିର୍ବାଚନ ଲଢ଼ିବି ନାହିଁ ବୋଲି ଆଜି ରୋକଠୋକ୍ କହିଛନ୍ତି ମନ୍ମଥ । ସୁରଙ୍କ ପରିବାରର ଏମିତି ରାଜନୈତିକ ହାଇଡ୍ରାମା କର୍ମୀ ଏବଂ ସଂଗଠନ ଉପରେ କଣ ପ୍ରଭାବ ପକାଇବ ତାକୁ ନେଇ ବି ଚର୍ଚ୍ଚା ଲାଗି ରହିଛି ।

Odisha Politics
ସତ ବଖାଣୁଛି ସ୍ୱାସ୍ଥ୍ୟସେବାର ବିକଳ ଚିତ୍ର

ବିଜ୍ଞାପନ ଓ ବାସ୍ତବତା, ୟା ଭିତରେ ଯେମିତି ଆକାଶପାତାଳ ତଫାତ୍ । ରାଜ୍ୟରେ ସ୍ୱାସ୍ଥ୍ୟସେବାକୁ ନେଇ ପ୍ରତିଦିନ କୋଟି କୋଟି ଟଙ୍କା ବ୍ୟୟରେ ଖବରକାଗଜମାନଙ୍କରେ ପ୍ରକାଶିତ ବିଜ୍ଞାପନକୁ କେବଳ ପ୍ରଚାରସର୍ବସ୍ୱ ବୋଲି ବିରୋଧୀ ସିଧାସଳଖ ଅଭିଯୋଗ ଆଣୁଥିବାବେଳେ ବିଜେଡି ତାର ଜବାବ ରଖିଛି । ହେଲେ ଗ୍ରାଉଣ୍ଡ ଜିରୋରେ କିନ୍ତୁ ସତ ବଖାଣୁଛି ସ୍ୱାସ୍ଥ୍ୟସେବାର ବିକଳ ଚିତ୍ର ।

Aparajita Sarangi
ମାଟି ଖୋଳି ବଡ଼ ଖୁଲାସା କଲେ ଅପରାଜିତା

ଭୁବନେଶ୍ୱର ଉପକଣ୍ଠ ଡେରାସ୍ ଅଞ୍ଚଳରେ ସରକାର ଓ ପ୍ରଭାବଶାଳୀ ବ୍ୟକ୍ତିଙ୍କ ମିଲିଭଗତରେ ଚାଲିଥିବା ଜମି ଜବରଦଖଲର ବଡ଼ ଖୁଲାସା । ଡେରାସ୍ କ୍ଷୁଦ୍ର ଜଳସେଚନ ପ୍ରକଳ୍ପକୁ ପୋତି ଫାର୍ସହାଉସ୍ ତିଆରି କରାଯାଇଥିଲା । ଯାହାର ସତକୁ ମାଟି ଖୋଳି ସାମ୍ନାକୁ ଆଣିଛନ୍ତି ସାଂସଦ ଅପରାଜିତା ଷଡ଼ଙ୍ଗୀ ।

Soumyaranjan Pattnaik
ପଦାରେ ପଡ଼ିଲା ଅରୁଣ-ସୌମ୍ୟ କଳି, ଖୁଲମଖୁଲା କଲେ ଅଟାକ୍...

ସୌମ୍ୟରଂଜନ ନାନା ମନ୍ତବ୍ୟ ଦେବା ସହ ବ୍ଲାକମେଲିଂ ଉଦ୍ୟମ କରୁଛନ୍ତି ବୋଲି କହିଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ ।

Aparajita Sarangi
ସରକାର ଓ ପ୍ରଭାବଶାଳୀଙ୍କ ଜମି ଜବରଦଖଲ ମହାଖୁଲାସା କଲେ ସାଂସଦ ଅପରାଜିତା

୫ଟି ଗାଁର ଚାଷୀଙ୍କ ସ୍ବାର୍ଥକୁ ଦଳିମକଚି ପୋତାଯାଇଛି ଡ୍ୟାମ୍ ଚ୍ୟାନେଲ । ନିଜେ ମାଟି ଖୋଳି ସତ ସାମ୍ନାକୁ ଆଣିଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ ।

Odisha Politics
ବିଜ୍ଞାପନରେ କୋଟି କୋଟି ଖର୍ଚ୍ଚ, ହେଲେ ବାସ୍ତବ ସ୍ଥିତି ଅତ୍ୟନ୍ତ ଶୋଚନୀୟ

ରାଜ୍ୟ ସରକାରଙ୍କ ପୁଳା ପୁଳା ବିଜ୍ଞାପନକୁ ନେଇ ଘେରିଲେ ବିରୋଧୀ । ପ୍ରଚାର ସର୍ବସ୍ୱ କହି ଘେରିଲେ ବିରୋଧୀ, ଜବାବ ରଖିଲା ବିଜେଡି ।

Vani Vihar Campus
ବାଣୀବିହାର କ୍ୟାମ୍ପସ୍‌ରେ 5T ଷ୍ଟିକର ! BCJD-ABVPର ପୋଷ୍ଟର ୱାର୍...

5T ସଚିବଙ୍କ ଷ୍ଟିକର ପାଖରେ ମହାପୁରୁଷଙ୍କ ପୋଷ୍ଟର ମରାକୁ ନେଇ ମୁହାଁମୁହିଁ । ଛାତ୍ର ବିଜେଡି-ଏବିଭିପି ମଧ୍ୟରେ ମୁହାଁମୁହିଁ ।

Sura Routray's Son Manmath Routray
ମନ୍ମଥଙ୍କ ୟୁଟର୍ଣ୍ଣ ସୁରଙ୍କୁ ଅଡୁଆ; ବାପାଙ୍କ ଜିଦ୍‌ ଲଢ଼ିବୁ ଯଦି କଂଗ୍ରେସରୁ..

ମନ୍ମଥଙ୍କ ବୟାନ ପରେ ସୁରଙ୍କ ଘରେ ଆରମ୍ଭ ହୋଇଛି ରାଜନୈତିକ ହାଇଡ୍ରାମା । ଛିଡୁନି ନିର୍ବାଚନ ଲଢିବାର ଅଙ୍କ । ବାପା ପୁଅଙ୍କ ମତମତାନ୍ତରକୁ ନେଇ ବଢୁଛି ଦ୍ୱନ୍ଦ୍ୱ ।

Aparajita Sarangi
ଫାଉଡ଼ା ଧରି ନିଜେ କେନାଲରୁ ମାଟି ଖୋଲିଲେ ସାଂସଦ ଅପରାଜିତା !

ଆଗରୁ ଅଭିଯୋଗ ହୋଇଥିଲା ଯେ, ଭୁବନେଶ୍ୱର ଉପକଣ୍ଠ ଚନ୍ଦକା ଅଞ୍ଚଳରେ ଥିବା ଡେରାସ୍ ଡ୍ୟାମର କ୍ଷୁଦ୍ର ଜଳସେଚନ ପ୍ରକଳ୍ପକୁ ଅବରୋଧ କରାଯାଇଛି । ମାଟି ପକାଇ କେନାଲକୁ ପୋତା ଯାଇଛି ।

Posters of 5T Secretary found on Utkal University campus in Bhubaneswar
ବାଣୀବିହାର କ୍ୟାମ୍ପସରେ 5T ପଲିଟିକ୍ସ: 'ୱି ଷ୍ଟାଣ୍ଡ ୱିଥ୍ ଭିକେ ପାଣ୍ଡିଆନ ସାର୍' ଷ୍ଟିକରକୁ ଜୋରଦାର ବିରୋଧ

କ୍ୟାମ୍ପସର କାନ୍ଥ ବାଡ଼ରେ 5T ପଲିଟିକ୍ସ। ରାଜ୍ୟର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଉତ୍କଳ ବିଶ୍ୱବିଦ୍ୟାଳୟରେ 5T ଷ୍ଟିକରକୁ ଘୋର ବିରୋଧ କରାଯାଇଛି।

Opposition targets Odisha govt over irregularities in Mission Shakti Scooter Programme
ମହିଳା ଖାସ୍ କରି ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟାଙ୍କ ମନ ଜିଣିବାକୁ ରାଜ୍ୟ ସରକାର ଆଣିଥିଲେ ମିଶନ ଶକ୍ତି ସ୍କୁଟର ଯୋଜନା

ଫଳରେ ଭୋଟ୍ ପୂର୍ବରୁ ସରକାର ଆଣିଥିବା ଏ ଯୋଜନା ଏକ ପ୍ରକାର ଫସର ଫାଟିବାରେ ଲାଗିଛି । ଯାହାକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି ବିରୋଧୀ ବିଜେପି ଓ କଂଗ୍ରେସ୍ ।

Manmatha Routray
କଂଗ୍ରେସରୁ ଲଢ଼ିବେନି ମନ୍ମଥ, ଅକ୍ଟୋବରରେ ହଟାଇବେ ସସ୍‌ପେନ୍ସ

କେଉଁ ଦଳରୁ ଲଢ଼ିବେ, ଅକ୍ଟୋବରରେ ଘୋଷଣା କରିବେ ମନ୍ମଥ । ଜଟଣୀବାସୀ ଓ କର୍ମୀଙ୍କ ମତାମତକୁ ନେଇ ନିଷ୍ପତ୍ତି ନେଇଥିବା କହିଲେ ।

Mission Shakti Scooter Scheme
ଫେଲ୍ ମାରୁଛି କି ସରକାରଙ୍କ ମିଶନ ଶକ୍ତି ସ୍କୁଟର ଯୋଜନା ?

SHG ହିତାଧିକାରୀଙ୍କୁ ବାଧକ ସାଜିଛି ପିଛିଲା ଲୋନ୍ । ଗ୍ରାଉଣ୍ଡ ଜିରୋରେ ବଢୁଛି ଅସନ୍ତୋଷ ।

Sonia Gandhi Letter To Modi
ମୋଦିଙ୍କୁ ଚିଠି ଲେଖିଲେ ସୋନିଆ, କହିଲେ କାହାକୁ ନେଇ ହେବ ସ୍ୱତନ୍ତ୍ର ଅଧିବେଶନ..?

ସେପ୍‌ଟେମ୍ବର ୧୮ରୁ ୨୨ ଯାଏ ସଂସଦର ସ୍ୱତନ୍ତ୍ର ଅଧିବେଶନ ଡାକିଛନ୍ତି କେନ୍ଦ୍ର ସରକାର। କିନ୍ତୁ କ’ଣ ଆଲୋଚନା ହେବ, ତାହା କେନ୍ଦ୍ର ସରକାର ସ୍ପଷ୍ଟ କରି ନାହାନ୍ତି । ଚର୍ଚ୍ଚା ହେଉଛି ଏକକ ନିର୍ବାଚନ ନେଇ ବିଲ୍ ଆସିବ।

J. P. Nadda
ଲଜ୍ଜା! ଭାରତୀୟ ସମ୍ବିଧାନର ତ୍ରୁଟିଯୁକ୍ତ ମୁଖବନ୍ଧ ପୋଷ୍ଟ କଲା କଂଗ୍ରେସ, ବର୍ଷିଲେ ଜେପି ନଡ୍ଡା

ଭାରତୀୟ ସମ୍ବିଧାନର ମୁଖବନ୍ଧ ବିଷୟରେ ଜ୍ଞାନ ନ ଥିବା ଦଳଠାରୁ ଆମେ କ’ଣ ଆଶା କରି ପାରିବା ବୋଲି କହିଛନ୍ତି ଜେପି ନଡ୍ଡା

Odisha Politics -BJD
ନବୀନ ନିବାସରେ ୩ ଘଣ୍ଟା ଧରି ବିଜେଡିର ମାରାଥନ୍ ମିଟିଂ

ଆଲୋଚନାର ଫୋକସରେ ଥିଲା 5T ସଚିବଙ୍କ ଜିଲ୍ଲା ଗସ୍ତ। ଏହାର କଣ ପ୍ରଭାବ ରହିଲା ତାର ଫିଡ୍‌ବ୍ୟାକ୍ ନିଆଯାଇଥିଲା।

Odisha Politics -BJD
5T ମଡେଲ ନେଇ ଲଢ଼ିବାକୁ BJDର ବ୍ଲୁ-ପ୍ରିଣ୍ଟ, କର୍ମୀଙ୍କୁ ଦିଆଯିବ ସ୍ୱତନ୍ତ୍ର ଟ୍ରେନିଂ

5T ସଚିବଙ୍କ ପଲିଟିକାଲ ପ୍ରମୋସନକୁ ନେଇ ଚର୍ଚ୍ଚା । ଅଣଓଡ଼ିଆ ଏଣ୍ଟ୍ରି ମାରିଲେ ବିରୋଧ କରାଯିବ କହିଲେ ଜୟନାରାୟଣ ।

G20 Summit
ଭାରତୀୟ ସମ୍ବିଧାନରୁ ହଟିଯିବ କି ଇଣ୍ଡିଆ ଶବ୍ଦ ?

ରାଷ୍ଟ୍ରପତିଙ୍କ ପ୍ରେରିତ ପତ୍ରରେ ଆଗରୁ ଲେଖାଯାଉଥିଲା ପ୍ରେସିଡେଣ୍ଟ୍ ଅଫ୍ ଇଣ୍ଡିଆ । ହେଲେ ଜି-ଟ୍ୱେଣ୍ଟି ଆମନ୍ତ୍ରଣ ପତ୍ରରେ ଲେଖାଯାଇଛି ପ୍ରେସିଡେଣ୍ଟ୍ ଅଫ୍ ଭାରତ ।

BJP stages protest over hoardings of CM Naveen Patnaik and 5T Secretary VK Pandian in Kendrapara
ବିଜେଡିର ହୋର୍ଡିଂକୁ କେନ୍ଦ୍ରାପଡ଼ାରେ ବିରୋଧ, ହୋର୍ଡିଂରେ ରହିଛି ମୁଖ୍ୟମନ୍ତ୍ରୀଙ୍କ ସହ 5T ସଚିବଙ୍କ ଫଟୋ

ବିଜେଡିର ହୋର୍ଡିଂକୁ କେନ୍ଦ୍ରାପଡାରେ ବିଜେପି ପକ୍ଷରୁ କଡ଼ା ବିରୋଧ କରାଯାଇଛି। ମାର୍ଶାଘାଇ କ୍ରସିଂ ଠାରେ ମହାକାଳପଡ଼ାରେ ସର୍ବବୃହତ ଇସ୍ପାତ କାରଖାନା ପାଇଁ ହୋର୍ଡିଂ ମରାଯାଇଛି।

  • Tuesday, 05 September 2023
Odisha Politics, BJD-BJP-Congress
ନିର୍ବାଚନକୁ ଆଖି ଆଗରେ ରଖି ଲଢେଇ ପାଇଁ BJD-BJP-କଂଗ୍ରେସର ଜୋରଦାର କସରତ

ଏଥିସହ ଫାଇଭ ଟି ସଚିବଙ୍କ ଗସ୍ତ, ରତ୍ନଭଣ୍ଡାର ସୁରକ୍ଷାରେ ବିଫଳ, ବିଜୁଳି ଦୁର୍ନୀତି, ସହରୀ ଜଳ ନିଷ୍କାସନରେ ବିଫଳତା, ନବ ଦାସ ହତ୍ୟା, ଧାନ କିଣାରେ ଅବ୍ୟବସ୍ଥା ଭଳି ୧୦୮ ପ୍ରସଙ୍ଗକୁ ନେଇ ସରକାର ବିରୋଧରେ ଚାର୍ଜସିଟ୍ ପ୍ରସ୍ତୁତ କରିବାକୁ ନିଷ୍ପତ୍ତି ନେଇଛି ବିଜେପି।

Let Surya Patra, Sankha Bhawan
ସୂର୍ଯ୍ୟ ପାତ୍ରଙ୍କୁ ମିଳିଲାନି କି ଉପଯୁକ୍ତ ସମ୍ମାନ ? କାହିଁକି ଶଙ୍ଖଭବନକୁ ନିଆଗଲାନି ପାର୍ଥିବ ଶରୀର ?

ବିଜେଡିର ପ୍ରତିଷ୍ଠାତା ସଦସ୍ୟଙ୍କ ପ୍ରତି ଅସମ୍ମାନ କହି ବିରୋଧୀଙ୍କ ନିନ୍ଦା । ଅସମ୍ମାନ ଅଭିଯୋଗକୁ ଖଣ୍ଡନ କଲା ବିଜେଡି ।

Jaga Mission
‘ଜାଗା ମିଶନ୍’ ପ୍ରହସନ ! ଜାଗା ଫେରାଇବାକୁ BMC ଅଫିସ୍‌ରେ ଲୋକଙ୍କ ଲମ୍ବା ଲାଇନ୍‌

ପ୍ରିମିୟମ୍ ଦେଇନପାରି ଅତିରିକ୍ତ ଜାଗା ଫେରାଇବାକୁ ଧାଡ଼ିରେ ହିତାଧିକାରୀ । ବିଏମସି ଅଭିଯୋଗ ପ୍ରକୋଷ୍ଠରେ ବସ୍ତିବାସିନ୍ଦାଙ୍କ ଲାଗୁଛି ଲମ୍ବା ଲାଇନ୍ ।