ବାହାନଗା ଟ୍ରେନ୍ ଦୁର୍ଘଟଣାରେ ପ୍ରକୃତ ମୃତ୍ୟୁ ସଂଖ୍ୟା କେତେ? କାହିଁକି ରାଜ୍ୟ ସରକାରଙ୍କ ତଥ୍ୟରେ ରହୁନି ତାଳମେଳ ? ଯଦି ମୃତ୍ୟୁ ସଂଖ୍ୟା ଅଧିକ, ତେବେ କୁଆଡେ ଗଲା ଶବ? ବାହାନଗା ଟ୍ରେନ୍ ଟ୍ରାଜେଡିର ମୃତ୍ୟୁ ସଂଖ୍ୟାକୁ ନେଇ ଗୋଳମାଳିଆ ସ୍ଥିତି ।
ସୋସିଆଲ ମିଡିଆରେ ମମତାଙ୍କ ଗସ୍ତ ଓ ତାଙ୍କ କାର୍ଯ୍ୟକଳାପକୁ ନେଇ ଖୁବ୍ ସମାଲୋଚନା କରାଯାଉଛି । ଆଉ ଏହାରି ପଛରେ ସବୁଠାରୁ ବଡ଼ କାରଣ ହେଲା, ୨୦୦୦ ଟଙ୍କିଆ ନୋଟ ।
ଢେଲା ମାଡରେ ବିଜେପି କାର୍ଯ୍ୟାଳୟରେ କାଚ ଭାଙ୍ଗି ଯାଇଛି ।
ମୁଁ ଚାହୁଁଛି ସତ ପଦାକୁ ଆସୁ, କାହାରି ଇସ୍ତଫା ମାଗୁନି।
ନିକଟରେ ଓଡିଶା ସରକାର ଗଞ୍ଜେଇ ବିରୋଧରେ ଏକ କଡା ଆଭିମୁଖ୍ୟ ଗ୍ରହଣ କରିଛନ୍ତି l ରାଜ୍ୟରେ ଥିବା ସମସ୍ତ ଶୈବପୀଠଗୁଡିକରେ ଗଞ୍ଜେଇକୁ ନେଇ ନିଷେଧାଦେଶ ଜାରି କରିଛନ୍ତି l ମଦ ଏବଂ ଡ୍ରଗ୍ସ ଭଳି ଘାତକ ନିଶାଦ୍ରବ୍ୟ ଗାଁରୁ ସହର ସର୍ବତ୍ର ଦଖଲ କରିଥିବା ବେଳେ ଗଞ୍ଜେଇ ଉପରେ ସରକାରଙ୍କ ଏଭଳି ନିଷ୍ପତ୍ତିକୁ ନିନ୍ଦା କରଯାଇଛି l
ମୃତକଙ୍କ ସଂଖ୍ୟା ନେଇ କଥା କଟାକଟି ହେଲେ ଦୁଇ ନେତା ।
ପଂଚାୟତ ବୈଠକରେ ହାଇଡ୍ରାମା । ବିଧାୟକଙ୍କ କଥାରେ ବିଡିଓ କାମ କରୁଥିବା ଅଭିଯୋଗ କଲେ ବିଜେଡି ନେତା । ସେପଟେ ନରସିଂହ କହୁଛନ୍ତି ତାଙ୍କ ଦଳରେ ପ୍ରବଳ କନ୍ଦଳ...ମତେ କହିଲେ ମୁଁ କିରବି କଣ?
ଏନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି।
ମନମୋହନ ଓ ବିଶ୍ୱେଶ୍ୱରଙ୍କ ପରେ ଜୁଏଲଙ୍କ ମନ୍ତବ୍ୟ । ବିଜେପି ସହ ବହୁ ନେତା ଟଚରେ କହିଲେ ଜୁଏଲ୍ ଓରାମ୍ । ପୃଥ୍ୱୀରାଜଙ୍କ ବୀଭୀଷଣ ଉପାଖ୍ୟାନକୁ ନେଇ ଚର୍ଚ୍ଚା ।
ଶକ୍ତି ମନ୍ତ୍ରୀ ପ୍ରତାପ ଦେବ ଆହୁରି କହିଛନ୍ତି ଯେ, ପାୱାର କଟ ଶବ୍ଦ ଓଡ଼ିଶାର ଗଣମାଧମ ବ୍ୟବହାର କରିବା ହିଁ ଭୁଲ ।
ଶାସକ ଦଳରେ ରହି ସରକାରଙ୍କ ଅପାରଗତା ବଖାଣିବା ପରେ ଅଡ଼ୁଆରେ ବିଜେଡି ନେତା ପ୍ରଦୀପ ମାଝୀ।
ପାଖରେ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ବି ଉପସ୍ଥିତ ଅଛନ୍ତି। ଅଥଚ କିଛି କହୁନାହାଁନ୍ତି।
ଶେରଗଡ଼-ପୁରୀ ନୂତନ ବସ୍ ସେବା’ କାର୍ଯ୍ୟକ୍ରମରେ ଶୁଣନ୍ତୁ କ’ଣ କହୁଛନ୍ତି ସାଂସଦ ପ୍ରମିଳା ବିଷୋୟୀ
ଆଜିଠୁ ଜୁନ୍ ୩୦ ତାରିଖ ପର୍ଯ୍ୟନ୍ତ ପ୍ରାୟ ଏକ କୋଟି ପରିବାର ଓ ରାଜ୍ୟର ୩୭ ହଜାର ୬୦୬ ବୁଥ୍ରେ ପହଞ୍ଚିବ ଦଳ। ପ୍ରାୟ ୫ଲକ୍ଷ କାର୍ଯ୍ୟକର୍ତ୍ତା ଏହି କାର୍ଯ୍ୟକ୍ରମରେ ସାମିଲ ହେବେ।
ସାଧାରଣ ନିର୍ବାଚନ ପୂର୍ବରୁ ବିଜେପିର ବଡ଼ ପ୍ଲାନ। ବିଜେଡି ମୁକ୍ତ ଓଡ଼ିଶା ଗଠନ କରି କ୍ଷମତାକୁ ଆସିବା ଲକ୍ଷ୍ୟରେ ଦଳର ମେଗା ସୋ'। ମୋଦି ସରକାରଙ୍କ ୯ ବର୍ଷର ସଫଳତା ଓ ରାଜ୍ୟ ସରକାରଙ୍କ ବିଫଳତାକୁ ନେଇ ଦଳ ଆରମ୍ଭ କରିଛି ମହା ଜନସଂପର୍କ ଅଭିଯାନ ।
ଗଞ୍ଜାମ ବିଜେପି ଫାଟ ପଛରେ ରହିଛି କି ବିଜେଡି ? ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ବିଜେଡିର ଡିଭାଇଡ୍ ଆଣ୍ଡ ରୁଲ୍ ପଲିସି । ବିଜେପିର ଶକ୍ତିବୃଦ୍ଧିକୁ ଚେକ୍ ଦେବାକୁ ଗେମ୍ ପ୍ଲାନ୍ ! ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ବ୍ରହ୍ମପୁର ଗସ୍ତବେଳେ ଗଞ୍ଜାମ ଜିଲ୍ଲା ସଭାପତି ବିଭୁତି ଜେନାଙ୍କୁ କାଳିମାଡ଼ ।
ଗଞ୍ଜାମ ବିଜେପି ଫାଟ ପଛରେ ରହିଛି କି ବିଜେଡି ? ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ବିଜେଡିର ଡିଭାଇଡ୍ ଆଣ୍ଡ ରୁଲ୍ ପଲିସି । ବିଜେପିର ଶକ୍ତିବୃଦ୍ଧିକୁ ଚେକ୍ ଦେବାକୁ ଗେମ୍ ପ୍ଲାନ୍ ! ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ବ୍ରହ୍ମପୁର ଗସ୍ତବେଳେ ଗଞ୍ଜାମ ଜିଲ୍ଲା ସଭାପତି ବିଭୁତି ଜେନାଙ୍କୁ କାଳିମାଡ଼ ।
ଡ୍ରେନ ପାଇପରେ ଚାପି ହୋଇ ନାବାଳିକାର ମୃତ୍ୟୁ ଘଟଣା । ମେୟର ଓ କମିଶନରଙ୍କୁ ଘେରିଲେ ସ୍ଥାନୀୟ ଲୋକେ ।
ବୋଲ ମାନୁନି ରାହୁଲ ଗାନ୍ଧୀଙ୍କ ତୁଣ୍ଡ . . ନିଜ ଦେଶକୁ ପୁଣି ବିଦେଶ ମାଟିରେ ବଦନାମ କରିଛନ୍ତି ପୂର୍ବତନ ସାଂସଦ
ବିଧାନସଭା ଲଢ଼େଇ ପାଇଁ ସର୍ବୋଚ୍ଚ ବୟସ ସୀମା କେତେ ? ବିଧାୟକ ରେସରୁ ବାଦ୍ ପଡ଼ିବା କଥା କି ୬୦ ବର୍ଷରୁ ଅଧିକ ବୟସ୍କ ?
ପ୍ରଧାନମନ୍ତ୍ରୀ ଆବାସ ବନାମ ମୋ ଘର ଯୋଜନା । ମାଗଣା ନଦେଇ ଋଣରେ ଘର ଦେବା ନିଷ୍ପତ୍ତିକୁ ନେଇ ବିବାଦ । ଯୋଜନାକୁ ତ୍ରୁଟିପୂର୍ଣ୍ଣ କହି ପ୍ରତ୍ୟାହାର ପାଇଁ ବିଜେପିର ଦାବି ।
ରାଜସ୍ଥାନର ଦୁଇ ତୁଙ୍ଗ ନେତା ଅଶୋକ ଗେହଲଟ ଓ ସଚିନ ପାଇଲଟଙ୍କ ମଧ୍ୟରେ ଦୀର୍ଘ ଦିନ ହେଲା ଚାଲିଥିବା ତୁ ତୁ ମେ’ମେ’ରେ ଲାଗିଛି ବିରାମ ଆସନ୍ତା ବିଧାନସଭା ନିର୍ବାଚନ ନିମନ୍ତେ ସେମାନେ କଂଗ୍ରେସ ପାଇଁ ମିଳିତ ଭାବେ କାମ କରିବେ ବୋଲି ସମ୍ମତି ପ୍ରକାଶ କରିଛନ୍ତି।
ହଟଚମଟ ଗୋପାଳପୁର ପଲିଟିକାଲ ମୈଦାନ। ବିଜେଡିରୁ ବହିଷ୍କୃତ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ କିଏ ଓ କେମିତି ଦେବେ ଚେକ୍, ବିଜେଡି ଚଳାଇଛି ଗୋଟି ଚାଳନା।
ନିମ୍ନ ମଧ୍ୟବିତ୍ତଙ୍କ ଆଶା ପୂରଣ ନେଇ ଯୋଜନା । ହିତାଧିକାରୀଙ୍କୁ ୩ ଲକ୍ଷ ଯାଏଁ ସବସିଡିରେ ମିଳିବ ଋଣ । ବିରୋଧୀ କହିଲେ ନିର୍ବାଚନୀ ଷ୍ଟଣ୍ଟ ।
ମନମୋହନଙ୍କ ମନ୍ତବ୍ୟକୁ ନେଇ ବିଜେଡିରେ ଛନକା । ସବୁ ବିଜେଡି ବିଧାୟକ ବିଜେପି ଲିଙ୍କରେ କହିଲେ ମନମୋହନ ।