• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Politics Updates

CM Mohan Majhi
୧୬ ବର୍ଷ ପରେ ଖୋଲିଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ

୧୬ ବର୍ଷ ପରେ ଖୋଲିଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ। ଲୋକଙ୍କ ଅଭିଯୋଗ ଶୁଣିଲେ ମୋହନ ସରକାର। ନିଜେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କଲେ ୱାନ ଟୁ ୱାନ ଆଲୋଚନା। ଆଉ ଫୈସଲା ବି ଅନ୍ ଦି ସ୍ପଟ୍।

Rahul Gandhi
ରାହୁଲ ଗାନ୍ଧିଙ୍କ ହିନ୍ଦୁ ବୟାନକୁ ନେଇ ଲୋକସଭାରେ ହଙ୍ଗାମା

ବିରୋଧୀ ଦଳ ନେତା ରାହୁଲ ଗାନ୍ଧିଙ୍କ ହିନ୍ଦୁ ବୟାନ ଓ ଶିବଙ୍କ ଫଟୋ ପ୍ରଦର୍ଶନକୁ ନେଇ ଲୋକସଭାରେ ଜୋରଦାର ହଙ୍ଗାମା।

CM Mohan Majhi
ପାଖରେ ବସାଇ ଲୋକଙ୍କ ଗୁହାରି ଶୁଣିଲେ ସିଏମ୍ ମୋହନ

ପ୍ରଥମ ଦିନରେ ୧୫୫୦ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ ଓ ଟିମ୍ । ଅନ୍ ଦି ସ୍ପଷ୍ଟ ଫୈସଲା ପାଇ କୃତ୍ୟ କୃତ୍ୟ ଜନତା ।

BMC
ଅଭିଯୋଗ ଶୁଣିବ BMC, ସମସ୍ୟା ନେଇ ଲୋକଙ୍କ ଲାଗିଲା ଲମ୍ବା ଲାଇନ୍

ଆରମ୍ଭ ହୋଇଛି ନୂଆ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି । ବିଭିନ୍ନ ଆଡୁ ଆସିଥିବା ଜନତାଙ୍କ ଗୁହାରି ଶୁଣିଛନ୍ତି ନୂଆ ମୁଖ୍ୟମନ୍ତ୍ରୀ ।

Rahul Gandhi
ରାହୁଲଙ୍କ ହିନ୍ଦୁ ବୟାନ, ଲୋକସଭାରେ ହଙ୍ଗାମା; ଦେଶବାସୀଙ୍କୁ କ୍ଷମା ମାଗିବାକୁ ଗୃହମନ୍ତ୍ରୀଙ୍କ ଦାବି

ବିରୋଧୀ ଦଳ ନେତା ରାହୁଲ ଗାନ୍ଧିଙ୍କ ହିନ୍ଦୁ ବୟାନ ଓ ଶିବଙ୍କ ଫଟୋ ପ୍ରଦର୍ଶନକୁ ନେଇ ଲୋକସଭାରେ ଜୋରଦାର ହଙ୍ଗାମା ।

CM Mohan Majhi
‘ଜନତା-ସରକାର ମଝିରେ ଥିଲା ଲୁହା ପାଚେରୀ, ଏବେ ହଟି ଯାଇଛି’

ଅନେକ ଲୋକେ ନ୍ୟାୟ ପାଇବାରେ ବଞ୍ଚିତ ହେଉଥିଲେ ହେଲେ ଏବେ ନ୍ୟାୟ ପାଇବେ। ଆଗାମୀ ଦିନରେ ସବୁ ବିଭାଗର ଅଧିକାରୀ ଓ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଉଛି। ସବୁ ଜିଲ୍ଲାରେ ଲୋକଙ୍କ ଅଭିଯୋଗ ଶୁଣାଯିବ ବୋଲି ଦୋହରାଇଛନ୍ତି ମୁଖ୍ୟମନ୍ତ୍ରୀ।

Parliament
ସଂସଦରେ ଶିବ ଫଟୋ ନେଇ ହଙ୍ଗାମା; ହିନ୍ଦୁ ଧର୍ମକୁ ପୁଣି ଅପମାନ ଦେଲେ ରାହୁଲ୍, କହିଲେ ...

ସଂସଦରେ ଶିବ ଫଟୋ ହଙ୍ଗାମା । ସଂସଦରେ ଆଜି ଗୃହ କାର୍ଯ୍ୟ ବେଳେ ରାହୁଲ ଗାନ୍ଧିଙ୍କ ମହାଦେବଙ୍କ ଫଟୋକୁ ନେଇ ଲୋକସଭାରେ ପ୍ରବଳ ହଙ୍ଗାମା ।

Three new criminal laws
ନୂଆ ଆଇନ୍‌ ନେଇ ତେଜିଲା ରାଜନୀତି; ବିରୋଧ କଲା କଂଗ୍ରେସ, ଶାହ କହିଲେ...

ନୂଆ ଆଇନ ଲାଗୁ ହେବା ପରେ ଏହାକୁ ନେଇ ଆରମ୍ଭ ହୋଇଛି ରାଜନୀତି। କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତିକୁ କଂଗ୍ରେସ ବିରୋଧ କରିଥିବା ବେଳେ ଏନେଇ ସମସ୍ତ ଅଭିଯୋଗକୁ ନେଇ ସ୍ପଷ୍ଟତା ଆଣିଛନ୍ତ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ।

BJD
ଦିଲ୍ଲୀରେ ବିଜେଡିର ବିରୋଧୀ ଭୂମିକାକୁ ନେଇ ରାଜନୀତି, ଅସ୍ତିତ୍ବ ବଞ୍ଚାଇବାର ପ୍ରୟାସ କହି ବର୍ଷିଲା ବିଜେପି

ଦିଲ୍ଲୀ ଦରବାରରେ ବିଜେଡିର ବିରୋଧୀ ଭୂମିକାକୁ ନେଇ ସରଗରମ ରାଜ୍ୟ ରାଜନୀତି । ନିଟ୍ ପ୍ରସଙ୍ଗରେ ରାଜ୍ୟରେ ଦଳର ସାଂସଦଙ୍କ ହଙ୍ଗାମାକୁ ବିଜେପି କଡ଼ା ସମାଲୋଚନା କରି ଦିଲ୍ଲୀରେ ଇଏ ବିଜେଡିର ଅସ୍ତିତ୍ବ ବଞ୍ଚାଇବାର ପ୍ରୟାସ ବୋଲି କହିଛି ।

Odisha BJP
ସଂକଳ୍ପ ପତ୍ରର ପ୍ରତି କଥାକୁ ପାଳନ କରିବୁ: ମନମୋହନ ସାମଲ

ରାଜ୍ୟର ନବ ନିର୍ବାଚିତ ସମସ୍ତ ବିଜେପି ବିଧାୟକ, ସାଂସଦ ଏବଂ କେନ୍ଦ୍ରମନ୍ତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କରିଛି ବିଜେପି ।

Mann ki baat
ମନ୍ କୀ ବାତ୍‌ରେ ରଥଯାତ୍ରା, ମହାପ୍ରଭୁଙ୍କ ଆର୍ଶୀବାଦ କାମନା କଲେ ମୋଦି

ମନ୍‌ କୀ ବାତ୍‌ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଓଡ଼ିଶାର ରଥଯାତ୍ରା କଥା କହିଛନ୍ତି । ଆସନ୍ତା ସପ୍ତାହରେ ମହାପ୍ରଭୁ‌ଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି ।

Balle Balle Dhaba
ବଲ୍ଲେ ବଲ୍ଲେ ଢାବାର ଫିଟୁଛି ଗୁମର, ପ୍ରଣବ ବଳବନ୍ତରାୟଙ୍କ ଛତ୍ରଛାୟାରେ ଚଳାଉଥିଲେ ଏଲିନା !

ନାଁକୁ ଥିଲା ଢାବା...କିନ୍ତୁ ବିଜେଡି ନେତାଙ୍କ ସାଜିଥିଲା ମଉଜର ଠିକଣା...କିଏ କହିଲେଣି ଚାଲିଥିଲା ରଙ୍ଗଶାଳା...ଜମୁଥିଲା ମଦମାଂସର ଆସର ତ ଆଉ କିଏ କହୁଛନ୍ତି ହେଉଥିଲା ବେଆଇନ ଆର୍ଥିକ କାରବାର ।

New Bus Scheme
ବଦଳିବ ଲକ୍ଷ୍ମୀ ବସ୍ ନାଁ; ହେବ ‘ମୁଖ୍ୟମନ୍ତ୍ରୀ ବସ୍ ସେବା’

ଖତ ଖାଉଛି ଲକ୍ଷ୍ମୀ ବସ୍। କିଣାଯିବାର ମାସ କେଇଟା ଭିତରେ ରକ୍ଷଣାବେକ୍ଷଣ ଅଭାବରୁ ଲକ୍ଷ୍ମୀ ବସ୍‌ର ସ୍ଥାୟିତ୍ୱକୁ ନେଇ ଉଠିଲାଣି ପ୍ରଶ୍ନ।

  • Saturday, 29 June 2024
Balle Balle Dhaba
ଏହି ଅଭିନେତ୍ରୀଙ୍କ ସ୍ୱାମୀଙ୍କ ନାଁରେ ଥିଲା ‘ବଲ୍ଲେ ବଲ୍ଲେ’ ଢାବା

ଏହି ଢାବା କାହାକୁ ମିଳିଥିଲା, ପ୍ରକାଶ କଲେ ସ୍ଥାନୀୟ ଅଞ୍ଚଳର ସଂଜୀବ ଜେନା । ଏହି ‘ବଲ୍ଲେ ବଲ୍ଲେ ଢାବା ଜଣେ ବିଜେଡି ନେତ୍ରୀଙ୍କ ସ୍ବାମୀଙ୍କୁ ଚଳାଇବାକୁ ଦିଆଯାଇଥିଲା ବୋଲି ସେ କହିଛନ୍ତି ।

Mamata Banerjee
ବଢ଼ିଲା ମମତାଙ୍କ ଅଡ଼ୁଆ, ଟଣା ହେବେ କୋର୍ଟକୁ !

ଗତ ମେ ୨ ତାରିଖରେ ରାଜ୍ୟପାଳଙ୍କ ନାମରେ ଅସଦାଚରଣ ଅଭିଯୋଗ ହୋଇଥିଲା । ପଶ୍ଚିମବଙ୍ଗ ରାଜଭବନରେ କାର୍ଯ୍ୟରତ ଜଣେ ମହିଳା ରାଜ୍ୟପାଳ ସିଭି ଆନନ୍ଦ ବୋଷଙ୍କ ଦ୍ୱାରା ଅସଦାଚରଣ ଅଭିଯୋଗ ଆଣିଥିଲେ ବୋଲି ତୃଣମୂଳ କଂଗ୍ରେସର ଅନେକ ନେତା ଦାବି କରିଥିଲେ ।

Balle Balle Hotel
ଲଟ୍‌କା ପରେ ଚାଲିଛି ଢାବା ଖାଲି, କର୍ମଚାରୀଙ୍କୁ ଲଗାଇ ଜିନିଷପତ୍ର ହଟାଉଛନ୍ତି ମାଲିକ

କାଲି ପ୍ରଶାସନ ଲଗାଇଥିଲା ଲଟକା । ଆଜି ଖାଲି କରାଯାଉଛି ଢାବା ।

Pranab Balabantaray
ବବି ଫଶିଲେ, ଜିତୁ ବି ଫଶିବେ !

ଯାଜପୁରର ଦୁଇ ଟାଣୁଆ ବିଜେଡି ନେତା ବବି ଆଉ ଜିତୁ । ଅଖଣ୍ଡ କ୍ଷମତାଶାଳୀ । ଆଉ କିପରି କ୍ଷମତାର ଅପବ୍ୟବହାର କରୁଥିଲେ ତାର ପ୍ରମାଣ ଏବେ ମିଳୁଛି ।

Pranab Balabantaray
ବବି ଫଶିଲେ, ଜିତୁ ବି ଫଶିବେ ! ପ୍ରାଇଭେଟ୍ ପ୍ଲଟ୍‌ରେ ବିଧାୟକ ଓ ସାଂସଦ ପାଣ୍ଠି ଲାଗିଲା କେମିତି ?

ସାଂସଦ ଓ ବିଧାୟକ ପାଣ୍ଠିରେ ତିଆରି ହୋଇଛି ଢାବା। ଶୁଣିଲେ ଆଶ୍ଚର୍ଯ୍ୟ ଲାଗୁଛି। ହେଲେ କଥାଟି ସମ୍ପୂର୍ଣ୍ଣ ସତ। ଯାଜପୁର ଧର୍ମଶାଳାର ବଲେ ବଲେ ଢାବା ଓ ଲଜ୍‌ରେ ବିନିଯୋଗ ହୋଇଛି ସାଂସଦ ଓ ବିଧାୟକ ପାଣ୍ଠି।

Subhadra Yojana
ଆଇନ ମନ୍ତ୍ରୀ କହିଲେ, ଖୁବ୍ ଶୀଘ୍ର ଆରମ୍ଭ ହେବ ସୁଭଦ୍ରା ଯୋଜନା

ଖୁବ୍ ଶୀଘ୍ର ଆରମ୍ଭ ହେବ ସୁଭଦ୍ରା ଯୋଜନା । ଯାହା ନିର୍ବାଚନରେ କୁହାଯାଇଥିଲା ତାକୁ ଗ୍ରାଉଣ୍ଡରେ କରି ଦେଖାଇବେ ସରକାର ।

Dharmasala MLA
ଆଟାକିଂ ମୁଡରେ ଧର୍ମଶାଳା ବିଧାୟକ, ପ୍ରଣବ ବଳବନ୍ତରାୟଙ୍କୁ କଲେ ସିଧା ଆଟାକ୍

ଆଟାକିଂ ମୁଡ୍ ରେ ଧର୍ମଶାଳା ବିଧାୟକ ହିମାଂଶୁ ସାହୁ । ନବୀନ ସରକାର ଓ ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଉପରେ ପ୍ରବଳ ବର୍ଷିଛନ୍ତି ।

Hemant Soren
ହେମନ୍ତ ସୋରେନ୍‌ଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ୍‌

ଗତ ଜାନୁଆରୀରେ ଅର୍ଥ ହେରଫେର ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ତାଙ୍କୁ ଗିରଫ କରିଥିଲା।

Mohan Majhi To Meet Amit Shah
ମୋଦିଙ୍କୁ ଭେଟିଲେ ଏବେ ଶାହକୁ ଭେଟିବେ ମୋହନ

ରାଜ୍ୟର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିଥିବା ସୂଚନା ମିଳିଛି।

Odisha Government
ନୂଆ ମୋହନ ସରକାରଙ୍କ ପାଇଁ ଅଛି ଏହିସବୁ ଚ୍ୟାଲେଞ୍ଜ୍

ବର୍ତ୍ତମାନ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ଥିବା ବିଜେଡି ମାର୍କା ଅଫିସରଙ୍କୁ ବଦଳି ଚାଲିଛି। କର୍ପୋରେସନ ଗୁଡ଼ିକରେ ଏ ସରକାରର ଲୋକ ଅବସ୍ଥାପିତ ହୋଇନାହାଁନ୍ତି, ତେଣୁ କାମ କେବେ ଆରମ୍ଭ ହେବ ତାହା ଦେଖିବାର କଥା।

Sarat Pattnaik
୨୪ ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ପଦ ଛାଡିବେ କି ପିସିସି ସଭାପତି ?

ଶରତ ନିଜେ ଓ ଦଳ ଶୋଚନୀୟ ପରାଜୟ ଭୋଗିଥିବାରୁ ନୈତିକତା ଦୃଷ୍ଟିରୁ ସେ ଇସ୍ତଫା ଦେବା ଉଚିତ ବୋଲି ମନ୍ତବ୍ୟ ଦେଇଛନ୍ତି।

  • Thursday, 27 June 2024
Student Union Election
ପୁଣି କ୍ୟାଂପସକୁ ଫେରୁଛି କି ଛାତ୍ର ସଂସଦ ନିର୍ବାଚନ?

ବିଭିନ୍ନ ଛାତ୍ର ସଂଗଠନ ସରକାରଙ୍କ ଆଭିମୁଖ୍ୟକୁ ସ୍ୱାଗତ କରିଥିଲା ବେଳେ, ଉଚ୍ଚ ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷ ମଧ୍ୟ ଏଥିପାଇଁ ପ୍ରସ୍ତୁତ ଥିବା କହିଛନ୍ତି।

  • Thursday, 27 June 2024