କାଲି ମନ୍ତ୍ରୀ ସମୀର ଦାଶ ଓ ଶ୍ରୀକାନ୍ତ ସାହୁ ଇସ୍ତଫା ଦେଇଥିଲେ।
ବାପାଙ୍କ ରେକର୍ଡ ଭାଙ୍ଗିଲେ ଦୀପାଳି ।
ଦଶମ ରାଉଣ୍ଡ ସୁଦ୍ଧା ବିଜେଡି ଆଗୁଆ
କର୍ଣ୍ଣାଟକ ବିଧାନସଭା ନିର୍ବାଚନର ଭୋଟ୍ ଗଣତି ଜାରି ରହିଛି। ପ୍ରାରମ୍ଭିକ ଟ୍ରେଣ୍ଡ୍ ଅନୁସାରେ, କଂଗ୍ରେସକୁ ବହୁତ ମିଳିଥିବା ଜଣାପଡ଼ିଛି।
ପଞ୍ଚମ ରାଉଣ୍ଡ୍ ସୁଦ୍ଧା ଆଗୁଆ ରହିଛି ବିଜେଡ଼ି
କର୍ଣ୍ଣାଟକ ବିଧାନସଭା ନିର୍ବାଚନର ଭୋଟ୍ ଗଣତି ଆରମ୍ଭ ହୋଇଛି। ପ୍ରାରମ୍ଭିକ ଟ୍ରେଣ୍ଡ୍ ଅନୁସାରେ, କଂଗ୍ରେସ ଓ ବିଜେପି ମଧ୍ୟରେ କଡ଼ା ଟକ୍କର ଚାଲିଛି।
କାହାର ହେବ କର୍ଣ୍ଣାଟକ ? ସତ ହେବ କି ଏକ୍ଜିଟ୍ ପୋଲ ? ଏଥର ଝୁଲା ସରକାର
ଝାରସୁଗୁଡ଼ାରେ ବିଜେଡିର ବାଜିମାତ୍ । ବିଜେଡି ପ୍ରାର୍ଥୀ ଦୀପାଳି
ମନ୍ତ୍ରୀ ନବ ଦାସଙ୍କୁ ଗୁଳି କରି ହତ୍ୟା କରାଯିବା ପରେ ଏହି ଆସନ ଖାଲି ପଡ଼ିଥିଲା । ତେଣୁ ଗତ ୧୦ ତାରିଖରେ ହୋଇଥିଲା ନିର୍ବାଚନ।
ଉଭୟ ଦଳ ସହ ମେଣ୍ଟ କରି ସେ ସରକାର ଗଠନ କରିବାକୁ ଆଗ୍ରହୀ ବୋଲି କହିଛନ୍ତି । ତାଙ୍କ କହିବା ଅନୁସାରେ କର୍ଣ୍ଣାଟକରେ ଜେଡିଏସ୍ ୫୦ ଆସନରେ ବିଜୟୀ ହେବ ।
ନବୀନ ନିବାସରେ ନୀତୀଶଙ୍କ ସହ ଭେଟଘାଟ୍..ଦିନକ ପରେ ଦିଲ୍ଲୀରେ ମୋଦିଙ୍କୁ ସାକ୍ଷାତ । ପରସ୍ପର ବିରୋଧୀ ଦୁଇ ତୁଙ୍ଗ ନେତାଙ୍କ ସହ ଦୁଇ ଦିନରେ ବିଜେଡି ମୁଖିଆ ତଥା ମୁଖ୍ୟମନ୍ତ୍ରୀଙ୍କ ଏ ଦୁଇ ମୁଲାକାତକୁ ନେଇ ରାଜନୈତିକ ମହଲରେ ଜୋରଦାର ଚର୍ଚ୍ଚା ।
ତୃତୀୟ ସାମ୍ମୁଖ୍ୟକୁ ବିଜେଡି ସୁପ୍ରିମୋଙ୍କ ନା ପରେ ଉଠିଲା ପ୍ରଶ୍ନ
ଝାରସୁଗୁଡ଼ା ଇଞ୍ଜିନିୟରିଂ ସ୍କୁଲ ପରିସରରେ ୩ ଥାକିଆ ସୁରକ୍ଷା ବ୍ୟବସ୍ଥା । ବିଜୟକୁ ନେଇ ତିନି ଦଳ ଆଶାବାଦୀ ।
ଉଭୟ ବିଜେପି ଓ କଂଗ୍ରେସ ଏକକ ସଂଖ୍ୟା ଗରିଷ୍ଠତା ହାସଲ କରିବେ ବୋଲି ଦାବି କରୁଛନ୍ତି
ବିଧାନସଭାର ବାଚସ୍ପତି ପଦରୁ ଇସ୍ତଫା ଦେଇଥିବା ବିକ୍ରମ କେଶରୀ ଆରୁଖଙ୍କ ରାଜନୈତିକ ଜୀବନ ଥିଲା ବେଶ ସଫଳତା। ଛାତ୍ର ଜୀବନରୁ ତାଙ୍କର ରାଜନୀତି ପ୍ରତି ଆଗ୍ରହ ଥିଲା। ତାଙ୍କ ସାଂଗଠନିକ ଦକ୍ଷତା ବିଜୁବାବୁଙ୍କୁ କରିଥିଲା ପ୍ରଭାବିତ। ଆଉ ତା’ ପରେ…
ଖୁବ୍ ଶୀଘ୍ର ମନ୍ତ୍ରିମଣ୍ଡଳରେ ଛୋଟ ଧରଣର ଅଦଳବଦଳ ହୋଇପାରେ
ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଲେ ୨ ରାଷ୍ଟ୍ରମନ୍ତ୍ରୀ
ବ୍ୟକ୍ତିଗତ କାରଣ ପାଇଁ ଇସ୍ତଫା ଦେଇଥିବା କହିଛନ୍ତି ଆରୁଖ ।
ଲଢେଇ ଖଣ୍ଡେ ଚେୟାର ପାଇଁ . . .ଆଗରେ ବସିବା ପାଇଁ ପାର୍ଟି ଅଫିସ୍ ହୁଲୁସ୍ତୁଲ . . ସମସ୍ତଙ୍କ ସାମ୍ନାରେ ମୁଥ ମରାମରି ହେଲେ ଦୁଇ କଂଗ୍ରେସ ନେତା
ଭିତରକୁ ଯିବ କିଏ ?
ପାୱାର କାହାର ଅଧିକ ? ପୌରାଧ୍ୟକ୍ଷଙ୍କର ନା କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କର? ବାରମ୍ବାର ନିର୍ଦ୍ଦେଶ ଦେବା ପରେ ବି କାମ ହେଲାନି । ରାଗି ଗଲେ ମାଡାମ୍...ସିଧା ଯାଇ ଅଫିସ୍ରେ ଦେଲେ ଧାରଣା...ଭୁଲ ମାଗି ମନାଇବାକୁ ଉଦ୍ୟମ କଲେ ବଡ ବାବୁ
ନବ ଦାସଙ୍କ ଭୋଟ ବଜାୟ ରଖିପାରିବ ତ ବିଜେଡି ? ବିଜେପିକୁ ପୂର୍ବାପେକ୍ଷା ମିଳିବ କି ଅଧିକ ଭୋଟ୍ ? କଂଗ୍ରେସ ତାର ପକେଟ୍ ଭୋଟ ବଜାୟ ରଖି ପାରିବ ତ ? ଝାରସୁଗୁଡ଼ା ଭୋଟ୍ ସରିବା ପରେ ଏସବୁ ପ୍ରଶ୍ନକୁ ନେଇ ଜୋରଦାର ଚର୍ଚ୍ଚା ।
ଝାରସୁଗୁଡ଼ା ଫଳାଫଳ ପୂର୍ବରୁ ହାର୍-ଜିତର ଅଙ୍କକଷା । ବିଜେଡି ଓ ବିଜେପିର ଭିନ୍ନ ନେତାଙ୍କ ଭିନ୍ନ ଆକଳନକୁ ଚର୍ଚ୍ଚା । କଂଗ୍ରେସ କହିଲା ‘ଆମେ ଜିତିବୁ’ ।
‘ତୁତୀୟ ସାମ୍ମୁଖ୍ୟରେ ନାହିଁ ବିଜେଡି । ଆଗାମୀ ନିର୍ବାଚନରେ ଏକା ଲଢ଼ିବ ଦଳ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ କୌଣସି ରାଜନୈତିକ ଆଲୋଚନା ହୋଇ ନାହିଁ ବୋଲି ନବୀନ କହିଛନ୍ତି।
ରାଜଧାନୀ ଦିଲ୍ଲୀରେ ସାମ୍ବାଦିକମାନଙ୍କ ପ୍ରଶ୍ନର ଏମତି ଖୁଲମଖୁଲା ଉତ୍ତର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତାହା ସହ ସେ ଆହୁରି କହିଛନ୍ତି କି, ସର୍ବଦା ଏହା ଆମର ମୁଖ୍ୟ ନୀତି । ତୃତୀୟ ସାମୁଖ୍ୟ ନୀତରେ ଆମେ ନାହୁଁ