• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Politics Updates

Lokaabha Speaker
ଲୋକସଭାରେ ବାଚସ୍ପତି ନିର୍ବାଚନ ଜିତିଲେ ଓମ୍‌ ବିର୍ଲା

ଦେଶ ଇତିହାସରେ ଚତୁର୍ଥ ଥର ବାଚସ୍ପତି ନିର୍ବାଚନ ହୋଇଥିଲା। ପୂର୍ବରୁ ୧୯୫୨, ୧୯୬୭ ଓ ୧୯୭୬ରେ ନିର୍ବାଚନ ହୋଇଥିଲା। ଦୀର୍ଘ ଦଶନ୍ଧି ପରେ ପୁଣି ଥରେ ବାଚସ୍ପତି ନିର୍ବାଚନ ହୋଇଥିଲା।

Parliament
ମହାଙ୍ଗା ପଡ଼ିପାରେ ଜୟ ପାଲେଷ୍ଟାଇନ୍‌ ନାରା ! ଓୱାସିଙ୍କ ନାଁରେ ମାମଲା ଦାଏର...

ଏହି ଆର୍ଟିକିଲ ଆଧାରରେ ଆଇନଜୀବୀ ଭିନୀତି ଜିନ୍ଦଲ କହିଛନ୍ତି ଯେ, ରାଷ୍ଟ୍ରପତି ଅସାଉଦ୍ଧିନ ଓୱାସିଙ୍କ ସାଂସଦ ପଦ ରଦ୍ଦ କରନ୍ତୁ । ଆର୍ଟିକିଲ ୧୦୨(୪)ରେ ଅନୁସାରେ ଜଣେ ଭାରତୀୟ ସାଂସଦ ଅନ୍ୟଦେଶ ପ୍ରତି ଆନୁଗତ୍ୟ ଦେଖାଇପାରିବେ ନାହିଁ ।

Lok Sabha Speaker
ଦୀର୍ଘ ଦଶନ୍ଧି ପରେ ବାଚସ୍ପତି ନିର୍ବାଚନ; ମୁହାଁମୁହିଁ ହେବେ ଓମ୍‌ ବିର୍ଲା- କେ. ସୁରେଶ

ଏଥର ୫୪୩ ଆସନ ବିଶିଷ୍ଟ ଲୋକସଭାରେ ଏନଡିଏର ୨୯୩ ସାଂସଦ ଥିବା ବେଳେ ବିରୋଧୀ ଇଣ୍ଡି ମେଣ୍ଟର ୨୩୪ ଜଣ ସାଂସଦ ଅଛନ୍ତି। ଆଜି ବାଚସ୍ପତି ନିର୍ବାଚନ ପରେ ଆସନ୍ତାକାଲି ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

Bobby Das
ବବିଙ୍କ ସରକାରୀ କ୍ୱାର୍ଟର୍ସରେ ଚାଲିଥିଲା କଣ ?

ବବିଙ୍କ ସରକାରୀ କ୍ୱାର୍ଟର୍ସରେ ଚାଲିଥିଲା କଣ ? ଏତେ ବଡ଼ ନିର୍ମାଣ, ଅଣ୍ଡର ଗ୍ରାଉଣ୍ଡରେ ଘର ନିର୍ମାଣ ହୋଇଥିଲା । କେହି କେମିତି ଜାଣିପାରିଲେନି ? ସରକାରୀ କ୍ୱାର୍ଟର୍ସ ପରିସରରେ ଏତେ ବଡ଼ ନିର୍ମାଣ ପାଇଁ ଅନୁମତି ଦେଇଥିଲା କିଏ ?

Parliament Vote
ଇତିହାସରେ ତୃତୀୟ ଥର ହେବାକୁ ଯାଉଛି ଲୋକସଭା ବାଚସ୍ପତି ନିର୍ବାଚନ

ଏନଡିଏ ଓ ଇଣ୍ଡି ମେଣ୍ଟ ଭିତରେ ଆରମ୍ଭ ହୋଇଛି ବଳ କଷାକଷି। ସ୍ଥିତି ଏଭଳି ହୋଇଛି ଯେ, ଦେଶ ସ୍ୱାଧୀନ ହେବା ପରେ ତୃତୀୟଥର ପାଇଁ ବାଚସ୍ପତି ପଦ ପାଇଁ ନିର୍ବାଚନ ହେବାକୁ ଯାଉଛି।

Parliament Vote
କାଲି ବାଚସ୍ପତି ନିର୍ବାଚନ; ଏନଡିଏର ଓମ୍ ବିର୍ଲା ବନାମ ଇଣ୍ଡି ମେଣ୍ଟର କେ. ସୁରେଶ

ବାଚସ୍ପତି ପଦ ପାଇଁ ହେଲାନି ସହମତି। ଇତିହାସରେ ତୃତୀୟ ଥର ପାଇଁ ହେବ ନିର୍ବାଚନ। ଏନଡିଏର ଓମ୍ ବିର୍ଲା ବନାମ ଇଣ୍ଡି ମେଣ୍ଟର କେ. ସୁରେଶ।

BJD
ନିର୍ବାଚନ ହାରିବା ପରେ ଇଣ୍ଡି ମେଣ୍ଟ ଆଡକୁ ଢଳିବ କି ବିଜେଡି ?

ନିର୍ବାଚନ ହାରିବା ପରେ ଆଭିମୁଖ୍ୟ ବଦଳାଉଛି ବିଜେଡି। ସମଦୂରତା ଭୁଲି ବିଜେପିର ପ୍ରମୁଖ ବିରୋଧୀ ସାଜିବାକୁ ରଣନୀତି।

BJD
ଇଣ୍ଡି ମେଣ୍ଟ ଆଡ଼କୁ ଢ଼ଳିବ କି ଶଙ୍ଖ ?

ନିର୍ବାଚନ ହାରିବା ପରେ ଇଣ୍ଡି ମେଣ୍ଟ ଆଡକୁ ଢଳିବ କି ବିଜେଡି? ସମଦୂରତା ଭୁଲି ସମମିତ୍ରତା ଫଣ୍ଡା ଆପଣାଇବ କି? ଏବେ ରାଜନୈତିକ ମହଲରେ ଏଭଳି ଚର୍ଚ୍ଚା ଜୋର ଧରିଛି।

Mining Scam
ଖଣି ଲୁଟେରା ଯିବେ ଝାରପଡ଼ା ଜେଲ୍; ଆକ୍ସନ ମୋଡ୍‌ରେ ମୁଖ୍ୟମନ୍ତ୍ରୀ

ଆରମ୍ଭ ହେଲାଣି ଖୋଳତାଡ଼। ଖଣି ମାଫିଆଙ୍କ ଛାତି ଧଡ଼ ଧଡ଼। ଖୋଲିବ ଖଣି ଦୁର୍ନୀତି ପେଡି। ଜେଲ୍ ଯିବେ ଖଣି ମାଫିଆଙ୍କ ସହ ମଧୁଚନ୍ଦ୍ରିକାରେ ଥିବା ଅଧିକାରୀ। ଶାହ କମିଶନ ନିର୍ଦ୍ଦେଶ ଅନୁସାରେ କେବଳ ଜରିମାନା ଦେଇ ଖସି ଯାଇଥିବା ଖଣି ମାଲିକ, ମାଫିଆ, ନେତା ଓ ଅଧିକାରୀଙ୍କୁ କାଠଗଡାକୁ ଟାଣିବାକୁ ମୋହନ ସରକାରର ପ୍ରସ୍ତୁତି।

Mining Scam
ଖଣି ମାଫିଆଙ୍କ ଛାତି ଧଡ଼ ଧଡ଼

ମୁଖ୍ୟମନ୍ତ୍ରୀଙ୍କ ନଜରରେ କିଏ ସେହି ଦୁର୍ନୀତିଖୋର ? ରାଜ୍ୟରେ ଖଣି ଦୁର୍ନୀତି ପଛରେ କିଏ ? କିଏ ଲୁଟିଛି ଡିଏମଏଫ ? କେଉଁ ଅଣଓଡିଆ ଖଣି ମାଫିଆ ଲୁଟୁଛନ୍ତି ଓଡିଶାକୁ? ସବୁର ତଦନ୍ତ କରି ଝାରପଡା ଜେଲ୍ ପଠାଇବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ।

Rahul Gandhi
ରାହୁଲ ଗାନ୍ଧି ହେଲେ ଲୋକସଭାରେ ବିରୋଧୀ ଦଳ ନେତା

କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧିଙ୍କୁ ଲୋକସଭାରେ ବିରୋଧୀ ଦଳର ନେତା ଚୟନ କରାଯାଇଥିବା ସେ ଚିଠିରେ ଅବଗତ କରାଇଛନ୍ତି। 

Bobby Das
ସରକାରୀ ବାସଭବନରେ ବିଜେଡି ନେତା ବବି ଦାସଙ୍କ ଆଲିସାନ୍ ବଙ୍ଗଳା

ବବିଙ୍କ ଆଲିସାନ୍ ବଙ୍ଗଳାକୁ ନେଇ ତେଜିଲା ରାଜନୀତି । ବେଆଇନ୍ ନିର୍ମାଣ ହୋଇଥିଲେ ହେବ କାର୍ଯ୍ୟାନୁଷ୍ଠାନ କହିଲା ଜିଏ ବିଭାଗ ।

Sudarshan Pattnaik On Ratna Bhandar
ରତ୍ନ ଭଣ୍ଡାର ପ୍ରସଙ୍ଗରେ ପୁଣି ଅସନ୍ତୋଷ ପ୍ରକାଶ କଲେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ

ପରିଚାଳନା କମିଟି ବୈଠକରେ ପ୍ରସଙ୍ଗ ଏଡ଼ାଇଯିବା ସନ୍ଦେହ ସୃଷ୍ଟି କରୁଛି ।

Mines Mafia
‘ଛାଡ଼ ପାଇବେନି ଖଣି ଲୁଟେରା, ଚାଲିଛି ଖୋଳତାଡ଼.. ସବୁ ଜେଲ ଯିବେ !’

ଖୋଲିବ ଖଣି ଦୁର୍ନୀତି ପେଡ଼ି । ବନ୍ଧା ହେବେ ଖଣି ମାଫିଆ । ଏହା ସହ ଶାହା କମିଶନ ସୁପାରିଶକୁ ମଧ୍ୟ ତର୍ଜମା କରି ଅମଳ କରାଯିବ ବୋଲି କହିଛନ୍ତି ମନ୍ତ୍ରୀ ।

Boby Das Quarters
ବବିଙ୍କ କ୍ୱାର୍ଟର୍ସରେ GA ଅଧିକାରୀ, କହିଲେ ବେଆଇନ ନିର୍ମାଣ ହୋଇଥିଲେ କାର୍ଯ୍ୟାନୁଷ୍ଠାନ

ଲୁଚି ଛପି କିଛି ବ୍ୟକ୍ତି ଏହି କ୍ବାର୍ଟର୍ସ ଭିତରେ ହୋଇଥିବା ନିର୍ମାଣକୁ ଭାଙ୍ଗିବାରେ ଲାଗିଛନ୍ତି। ତେବେ କାହିଁକି ଓ କିଏ ଏହାକୁ ଭାଙ୍ଗୁଛି ସେଥିପାଇଁ କୌଣସି ସ୍ପଷ୍ଟ ସୂଚନା ମିଳିପାରିନି।

Sarapancha
ଦୁର୍ଭାଗ୍ୟ ! ଓଡ଼ିଆ ଅକ୍ଷର ପଢ଼ିପାରୁନଥିବାରୁ ଗଲା ସରପଞ୍ଚ ପଦବୀ

କୁନ୍ତଳା ହାଇକୋର୍ଟରେ ପହଞ୍ଚିଥିଲେ ବି ନିଜକୁ ପାଠ ପଢୁଆ ସାବ୍ୟସ୍ଥ କରିପାରିନଥିଲେ।

Subhadra Yojana
ଅପେକ୍ଷା କର, ‘ସୁଭଦ୍ରା’ ଯୋଜନାକୁ ନେଇ ଭ୍ରମିତ କର ନାହିଁ: ପ୍ରଭାତୀ ପରିଡ଼ା

ସୁଭଦ୍ରା ଯୋଜନା ସଂପର୍କରେ କୌଣସି ଭ୍ରମିତ ଖବର ଦେଖାନ୍ତୁ ନାହିଁ । କିଛି ପ୍ରମୁଖ ଗଣମାଧ୍ୟମରେ ମିଛ ଖବର ବୁଲୁଛି । ତାହା ଠିକ ନୁହେଁ ।

OATH
ଲୋକସଭାରେ ଶପଥ ନେଲେ ଓଡ଼ିଆ ସାଂସଦ..ଦେଖନ୍ତୁ କିଛି ଝଲକ୍

ଲୋକସଭାରେ ଶପଥ ନେଲେ ଓଡ଼ିଆ ସାଂସଦ ।

BJP MPs Oath Taking
ସଂସଦରେ ଶୁଭିଲା ଓଡ଼ିଆ ଅସ୍ମିତାର ସ୍ୱର, ଶପଥ ନେଲେ ଓଡ଼ିଆ ସାଂସଦ

ସଂସଦରେ ଶୁଭିଲା ଓଡ଼ିଆ ଅସ୍ମିତାର ସ୍ୱର। ଲୋକସଭାରେ ଶପଥ ନେଲେ ଓଡ଼ିଆ ସାଂସଦ । ଆଜି ବିଜେପିର ନବନିର୍ବାଚିତ ୧୭ ସାଂସଦ ଶପଥ ନେଇଛନ୍ତି ।

Lok Sabha
ସଂସଦରେ ଶୁଭିଲା ଓଡ଼ିଆ ଅସ୍ମିତାର ସ୍ୱର, ଓଡ଼ିଆରେ ଶପଥ ନେଲେ ଓଡ଼ିଶା ସାଂସଦ

ଶପଥ ନେଇଛନ୍ତି ଓଡ଼ିଆ ସାଂସଦ । ଲୋକସଭା ସଦସ୍ୟ ଭାବେ ଆଜି ଓଡ଼ିଶାର ୧୯ ଜଣ ସାଂସଦ ଶପଥ ନେଇଛନ୍ତି ।

Bobby Das
ଘର ଭାଙ୍ଗିବା ପରେ ମୁହଁ ଖୋଲିଲେ ବବି: ‘ସେଠି ସେଭଳି କୌଣସି ବିରାଟ ନିର୍ମାଣ କାର୍ଯ୍ୟ ହୋଇନି’

ଭଙ୍ଗା ଚାଲିଛି ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଓରଫ୍ ବବି ଦାସଙ୍କ ସରକାରୀ ଘର ।

Lok Sabha Speaker
ଓମ୍‌ ବିର୍ଲା ନା କେ ସୁରେଶ...କିଏ ହେବେ ବାଚସ୍ପତି ? ଲାଗି ରହିଛି ସସପେସନ୍ସ

୧୮ ତମ ଲୋକସଭା ଅଧିବେଶନ କାଲିଠାରୁ ଆରମ୍ଭ ହେବ। ତେବେ ଆଜି ବାଚସ୍ପତି ପଦ ପାଇଁ ନାମାଙ୍କନ ଦାଖଲ କରିଛନ୍ତି ଏନ୍‌ଡିଏ ପ୍ରାର୍ଥୀ ଓମ୍‌ ବିର୍ଲା ।

Odisha Politics
ବବିଙ୍କ ସରକାରୀ ଘରେ ଭଙ୍ଗାରୁଜା, ଅଣ୍ତରଗ୍ରାଉଣ୍ତରେ ଚାଲିଥିଲା କ'ଣ ?

ବିଜେଡି ନେତା ବବି ଦାସଙ୍କ ସରକାରୀ ଘରେ ଭଙ୍ଗାରୁଜା ଚାଲିଛି । ତେବେ କାହିଁକି ଭଙ୍ଗାରୁଜା ଚାଲିଛି ଏବଂ ଅଣ୍ଡରଗ୍ରାଉଣ୍ଡରେ କ’ଣ ଚାଲିଥିଲା, ସେ ନେଇ ଖୋଳତାଡ଼ ଚାଲିଛି।

Odisha Politics BJD
ଦିଲ୍ଲୀରେ ଏଥର ବିଜେଡିର ସରକାରୀ ବିରୋଧୀ ସ୍ୱର

ରାଜ୍ୟ ସ୍ୱାର୍ଥ ପାଇଁ ଏଥର ଦିଲ୍ଲୀରେ ପ୍ରମୁଖ ବିରୋଧୀ ଦଳ ଭାବେ କାମ କରିବାକୁ ନବୀନ ଦେଇଛନ୍ତି ଗୁରୁମନ୍ତ୍ର।

Bhartruhari In Speaker Race
ବାଚସ୍ପତି ରେସ୍‌ରେ ୪ ହେଭିୱେଟ୍‌ ନେତା, କାହାକୁ ବାଛିବ NDA ?

ଆସନ୍ତାକାଲି ଏନଡିଏର ବାଚସ୍ପତି ପ୍ରାର୍ଥୀଙ୍କ ନାଁ ଘୋଷଣା କରିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ଆସନ୍ତୁ ସଂକ୍ଷେପରେ ଜାଣିବା ଚର୍ଚ୍ଚାରେ ଥିବା ଏହି ୪ ସମ୍ଭାବ୍ୟ ବାଚସ୍ପତି ପ୍ରାର୍ଥୀଙ୍କ ସଂପର୍କରେ।